ଜୀବନଚର୍ଯ୍ୟା

‘ଭୂତାଣୁରୁ ରକ୍ଷା କରିବ ଅଶ୍ୱଗନ୍ଧା’

ନୂଆଦିଲ୍ଲୀ, ୧୬ା୫: ପ୍ରାଣଘାତୀ କରୋନା ଏବେ ବିଶ୍ୱରେ ଆତଙ୍କ ସୃଷ୍ଟିକରିଛି। ଏପର୍ଯ୍ୟନ୍ତ ଏନେଇ କୌଣସି ସଫଳ ଔଷଧ ମଧ୍ୟ ବାହାରି ନାହିଁ। ବିଭିନ୍ନ ଦେଶରେ ପ୍ରୟାସ ଜାରି ରହିଛି। ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌କୁ ଭରସା କରାଯାଉଛି। ହେଲେ ଆୟୁର୍ବେଦିକ ଔଷଧ ଅଶ୍ୱଗନ୍ଧା ଯେ, କରୋନା…

କରୋନା ପରେ ଆସୁଛି ନୂଆ ମହାମାରୀ: ଆମାଜନ ଜଙ୍ଗଲରେ ଜୁନୋଟିକ୍‌ ସଂକ୍ରମଣ ଆଶଙ୍କା

ଓ୍ବାଶିଂଟନ,୧୪।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସମସ୍ତ ଦେଶ ଏକଜୁଟ ହୋଇ ଲଢ଼େଇ ଜାରି ରଖିଛନ୍ତି। ତେବେ କରୋନା ପରେପରେ ଆମାଜନର ଜଙ୍ଗଲରେ ଏକ ନୂଆ ମାରାତ୍ମକ ରୋଗ ଦେଖାଯିବାର ଆଶଙ୍କା ରହିଛି।…

ଆଖିର ଏସ୍‌-୨ ରିସେପ୍ଟର ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ

ଓ୍ବାଶିଂଟନ,୧୨।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କେତେକ ମାର୍ଗଦର୍ଶିକା ଜାରି କରାଯାଇଛି। ଏଥିରେ ଲୋକଙ୍କୁ ମାସ୍କ୍‌ ପିନ୍ଧିବା ଲାଗି ପରାମର୍ଶ ଦିଆଯାଇଛି। ତେବେ ଆଖି ଦ୍ୱାରା ମଧ୍ୟ ସହଜରେ କରୋନା ସଂକ୍ରମଣ ହୋଇପାରିଥାଏ। ଏନେଇ…

ବିଷାକ୍ତ ଷ୍ଟାଇରିନ୍‌ ଗ୍ୟାସ୍‌

ଚଳିତମାସ ୭ ତାରିଖ ରାତିରେ ବିଶାଖାପାଟଣାର ଏକ ରାସାୟନିକ କାରଖାନାରୁ ଷ୍ଟାଇରିନ୍‌ ଗ୍ୟାସ୍‌ ଲିକ୍‌ ହୋଇ ୧୧ ଜଣ ମୃତ୍ୟୁବରଣ କରିଛନ୍ତି ଏବଂ ପ୍ରାୟ ଏକ ହଜାରରୁ ଅଧିକ ବ୍ୟକ୍ତି ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେତେ…

ଅତ୍ୟଧିକ ମିଠା ଓ ସ୍ମରଣ ଶକ୍ତି

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଅନେକେ ଲୋଭର ବଶବର୍ତ୍ତୀ ହୋଇ ଅଧିକ ପରିମାଣରେ ମିଠା ଖାଇବାକୁ ପସନ୍ଦ କରିଥାଆନ୍ତି। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ ପ୍ରଭାବିତ କରିଥାଏ।…

କୃତ୍ରିମ ରେଟିନା

ବେଶ୍‌ କିଛିବର୍ଷ ପରିଶ୍ରମ କରିବା ପରେ ଇଂଲଣ୍ଡର ବିଶେଷଜ୍ଞମାନେ କୃତ୍ରିମ ରେଟିନା ପ୍ରସ୍ତୁତ କରିବାରେ ସକ୍ଷମ ହୋଇଛନ୍ତି। ବିଶେଷଭାବରେ ଏହି ନୂଆ ରେଟିନା ଦୃଷ୍ଟିହୀନମାନଙ୍କ ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହେବ ବୋଲି ଜଣାପଡିଛି। ଏହି ଗବେଷଣା ସମୟରେ ବିଶେଷଜ୍ଞମାନେ ଏକ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧିକାରୀ ଖାଦ୍ୟ

‘ରୋଗ ପ୍ରତିରୋଧ ସାମର୍ଥ୍ୟ ପ୍ରକୃତିଦତ୍ତ। ଏହାର ଦାୟିତ୍ୱ ନେବା ପାଇଁ ପ୍ରକୃତି ଶରୀରରେ ଖଞ୍ଜିଛି ରୋଗ ପ୍ରତିରୋଧ ତନ୍ତ୍ର ବା ଇମ୍ୟୁନ ସିଷ୍ଟମ। ଏହି ଶରୀର ସୁରକ୍ଷା ତନ୍ତ୍ର ଆମଠାରେ ତଥା ସମସ୍ତଙ୍କ ଶରୀରରେ ଜନ୍ମରୁ ରହିଥାଏ। ତେବେ ବିଭିନ୍ନ ଅବସ୍ଥାରେ…

ସହାୟକ ହୋଇପାରେ ୟୁଭି ଲ୍ୟାମ୍ପ୍‌

ନ୍ୟୁୟର୍କ,୧୧ା୫: ବିପଜ୍ଜନକ ଭାଇରସ୍‌କୁ ମାରିବା ପାଇଁ ଷ୍ଟେଶନ, ଉଡ଼ାଜାହାଜ ଓ ସ୍କୁଲଗୁଡ଼ିକରେ ଏକ ନୂଆ ପ୍ରକାର ଅତିବାଇଗଣି (ୟୁଭି) ଲ୍ୟାମ୍ପ୍‌ ବ୍ୟହବାର କରାଯାଇପାରିବ, ଯାହାକି କୋଭିଡ୍‌-୧୯ ବିରୋଧୀ ଲଢ଼େଲରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରେ। କଲମ୍ବିଆ ୟୁନିଭର୍ସିଟିର ଗବେଷକମାନେ ଦୀର୍ଘବର୍ଷ ହେଲା…

କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ଲାଗି ଉଦ୍ୟମ ଜାରି ରଖିଛନ୍ତି ୮୦ ଦେଶର ୧୦୨ ସ୍ବାସ୍ଥ୍ୟ ସଂସ୍ଥା

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୦।୫: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଇତିମଧ୍ୟରେ କରୋନା ମହାମାରୀ ସଂକ୍ରମଣକୁ ୧୩୧ ଦିନ ବିତିଛି। ତେବେ ବି ସଂକ୍ରମଣ ଥମିବାର ନାଁ ଧରୁନି।…

ଖୁସି ଖବର: ରେମ୍‌ଡିସିଭିର୍‌ ଔଷଧ କରୋନା ଭୂତାଣୁକୁ ରୋକିବାରେ ସଫଳ

ଓ୍ବାଶିଂଟନ,୩୦।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆମେରିକାରେ ଇବୋଲା ସଂକ୍ରମଣ ରୋକିବା ପାଇଁ ବ୍ୟବହାର କରାଯାଇଥିବା ରେମ୍‌ଡିସିଭିର୍‌ ଔଷଧର ପ୍ରୟୋଗ ବେଶ୍‌ ସଫଳ ରହିଥିବା କୁହାଯାଉଛି। କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଏହି ଔଷଧ ଆଶ୍ଚର୍ଯ୍ୟଜନକ ଭାବେ…

କରୋନା ସଂକ୍ରମିତଙ୍କ ଗୁରୁତର ଅବସ୍ଥା ସମ୍ପର୍କରେ ପୂର୍ବରୁ ସୂଚିତ କରିବ ବାୟୋମାର୍କର

ଓ୍ବାଶିଂଟନ,୨୮।୪: କରୋନା ସଂକ୍ରମିତଙ୍କ ଅବସ୍ଥା ଗୁରୁତର ହେବ କି ନାହିଁ ସେନେଇ ପୂର୍ବରୁ ଜଣାପଡ଼ିବ। ଏନେଇ ଇଣ୍ଟରନ୍ୟାଶନାଲ ଇମ୍ୟୁନୋ ଫାର୍ମାକୋଲୋଜି ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, ମଣିଷ ଶରୀରର ରୋଗପ୍ରତିରୋଧକ କ୍ଷମତା ମୁଖ୍ୟତଃ ନ୍ୟୁଟ୍ରୋଫିଲ୍‌ ଏବଂ…

ଇନଭର୍ଟ ମାଇସିନ୍‌ ଦ୍ୱାରା ୨ ଦିନରେ ସଂକ୍ରମିତ ହେବେ କରୋନା ମୁକ୍ତ

ଓ୍ବାଶିଂଟନ/ମେଲବୋର୍ନ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହି ମହାମାରୀକୁ କିଭଳି ରୋକା ଯିବ ସେ ନେଇ ବୈଜ୍ଞାନିକମାନେ ଉଦ୍ୟମ ଜାରି ରଖିଛନ୍ତି। ନିକଟରେ ଆମେରିକା ନର୍ଥଶୟାର ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ, ଆଣ୍ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri