ଆସିଲା ଭଲ ଖବର: ଆଣ୍ଟି-ପାରାସାଇଟ୍ ଔଷଧ ଦ୍ୱାରା ୪୮ ଘଣ୍ଟାରେ ନଷ୍ଟ ହେଲା କରୋନା ଭୂତାଣୁ !
ନୂଆଦିଲ୍ଲୀ/ମେଲବୋର୍ନ,୫।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି । ତେବେ କରୋନା ଭୂତାଣୁକୁ ମାତ୍ର ୪୮ ଘଣ୍ଟାରେ ନଷ୍ଟ କରାଯାଇଥିବା ଖବର ମିଳିଛି । ଅଷ୍ଟ୍ରେଲିଆର ବୈଜ୍ଞାନିକ ଏଭଳି ଚମତ୍କାର କରି ଦେଖାଇଛନ୍ତି । ଏକ ଆଣ୍ଟି-ପାରାସାଇଟ୍ ଔଷଧର…
ଦାନ୍ତରେ ନଖ କାମୁଡ଼ିବା ଅଭ୍ୟାସ: କରୋନାକୁ ଆଣିବ ଡ଼ାକି !
ନୂଆଦିଲ୍ଲୀ୍,୧।୪: ସାରା ପୃଥିବୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଦାନ୍ତରେ ନଖ କାମୁଡୁଥିବା ଲୋକଙ୍କୁ ସାବଧାନତା ଅବଲମ୍ବନ କରିବାକୁ ପଡ଼ିବ। କାରଣ ଏହି ଅଭ୍ୟାସ ଦ୍ୱାରା ସହଜରେ କରୋନା ସଂକ୍ରମଣ ହୋଇଥାଏ। ନ୍ୟୁୟର୍କର କାଲିଫର୍ନିଆର ଲେଙ୍ଗୋନ ମେଡ଼ିକାଲ ସେଣ୍ଟର…
ଖରାଦିନେ ତ୍ୱଚାର ଘରୋଇ ଉପଚାର
ସାଧାରଣତଃ ଖରାଦିନେ ତ୍ୱଚାର ବିଭିନ୍ନ ସମସ୍ୟା ଦେଖା ଦେଇଥାଏ। ଏହି ସମୟରେ ଘରେ ମିଳୁଥିବା ବିଭିନ୍ନ ପ୍ରକାର ସାମଗ୍ରୀ ବ୍ୟବହାର କରି ଆପଣଙ୍କ ତ୍ୱଚାର ସୌନ୍ଦର୍ଯ୍ୟକୁ ଦ୍ୱିଗୁଣିତ କରିପାରିବେ… କାକୁଡ଼ି: କାକୁଡ଼ିକୁ କଦୁକସ୍ କରି ତାର ରସରେ ଅଳ୍ପ ଲେମ୍ବୁରସ ଓ…
କରୋନା ସହିତ ଲଢ଼େଇ: ଗବେଷଣା ପାଇଁ ୪୦୦୦ ସ୍ବାସ୍ଥ୍ୟକର୍ମୀଙ୍କୁ ଦିଆଯିବ ବିସିଜି ଟୀକା
ମେଲବୋର୍ନ,୩୧।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଇତିମଧ୍ୟରେ କୌଣସି ଔଷଧ ପ୍ରସ୍ତୁତ ହୋଇପାରି ନାହିଁ। ପ୍ରତି ଦେଶର ବୈଜ୍ଞାନିକ ଏନେଇ ଗବେଷଣା ଜାରି ରଖିଛନ୍ତି। ତେବେ ଟିବି ପାଇଁ ଦିଆଯାଉଥିବା ପ୍ରତିଷେଧକ ଟୀକା…
ସ୍ମାର୍ଟ କିଚେନ ଟିପ୍ସ
ବ୍ୟସ୍ତବହୁଳ ଜୀବନରେ କିପରିଭାବେ ଶୀଘ୍ର ରୋଷେଇ ଘର କାମ ସାରିବେ ସେଇ ଲକ୍ଷ୍ୟରେ ସମସ୍ତେ କାମ କରିଥାନ୍ତି। ଏକ୍ଷେତ୍ରରେ ଆପଣଙ୍କୁ ସ୍ମାର୍ଟ କିଚେନ ଟିପ୍ସ ସମ୍ପର୍କରେ ଜାଣି ରଖନ୍ତୁ… ଅଟା ଚକଟି ସାରିବା ପରେ ହାତରେ କିଛି ରଫାଇନ୍ ତେଲ କିମ୍ବା…
ଲକ୍ଡାଉନ୍: କିପରି ଚାଲିଛି ପରିବାର
କରୋନା କଟକଣା ବଢ଼ାଇଛି ଜଞ୍ଜାଳ। ଘରେ ଏବେ ପରିବାରର ସବୁ ସଦସ୍ୟ। ଏ ସମୟରେ ବଢ଼ିଛି ଗୃହିଣୀଙ୍କ କାମ। ନିତିଦିନିଆ କାମ ସାଙ୍ଗକୁ ପିଲା ଓ ଅନ୍ୟ ସମସ୍ତଙ୍କର ଖବର ବି ବୁଝିବାକୁ ପଡୁଛି । ଏ ସମ୍ପର୍କରେ କେତେକ ଗୃହିଣୀ…
୨୨୫ ଟଙ୍କାରେ ମାତ୍ର ୧୫ ମିନିଟରେ ହୋଇପାରିବ କରୋନା ଚିହ୍ନଟ !
ଢାକା,୩୦।୩: ସାରା ପୃଥିବୀରେ କରୋନା ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ପ୍ରତି ଦେଶର ବୈଜ୍ଞାନିକ କରୋନାକୁ ରୋକିବା ଲାଗି ଔଷଧ ତଥା ଯାଞ୍ଚ୍ କିଟ୍ ପ୍ରସ୍ତୁତିରେ ଲାଗି ରହିଛନ୍ତି। ଏପରିସ୍ଥଳେ ବାଂଲାଦେଶ। ଏକ ନୂଆ କରୋନା ଯାଞ୍ଚ୍ କିଟ୍…
କରୋନା ସଂକ୍ରମିତଙ୍କୁ ଭିଟାମିନ୍-ସି: ଚାଇନା-ଆମେରିକାରେ ମିଳିଲା ସଫଳତା !
ବେଜିଂ,ଓ୍ବାଶିଂଟନ,୨୯।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏହାକୁ ରୋକିବାରେ କେଉଁ ଔଷଧ ସଫଳ ହେଉ ନ ଥିବାବେଳେ ଏବେ ଭିଟାମିନ୍-ସିର ଉପଯୋଗ ବେଶ୍ ସଫଳ ରହିଛି। ଚାଇନା ଏବଂ ଆମେରିକାର ଗବେଷକ ଏସମ୍ପର୍କରେ ସୂଚନା ଦେଇଛନ୍ତି।…
କରୋନା ସଂକ୍ରମିତ ପେଟେଇ ଶୋଇଲେ ନିଶ୍ୱାସପ୍ରଶ୍ୱାସ ନେବା ହେବ ସ୍ବାଭାବିକ !
ବେଜିଂ,୨୮।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୫ ଦେଶରେ କରୋନା ସଂକ୍ରମିତ ହୋଇସାରିଛି। ଗୁରୁତର କରୋନା ସଂକ୍ରମିତ ନିଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥାନ୍ତି। ଏଭଳି ସ୍ଥଳେ ଭେଣ୍ଟିଲେଟର ଆବଶ୍ୟକ ହୋଇଥାଏ। ତେବେ…
ସମର ଫ୍ୟାଶନ
ଧୀରେ ଧୀରେ ଖରା ବଢ଼ିବାରେ ଲାଗିଛି। ଗରମ ଆଉ ଝାଳରେ କ’ଣ ପିନ୍ଧିଲେ ଆରାମ ଲାଗିବ ତାକୁ ନେଇ ସମସ୍ତଙ୍କ ଚିନ୍ତା। ହେଲେ ଆପଣ ଚାହିଁଲେ ଏମିତି କିଛି ଗେଟ୍ଅପ୍ ବାଛିପାରିବେ ଯାହାକି ଆପଣଙ୍କୁ କମ୍ଫର୍ଟ ସହ ଫ୍ୟାଶନେବଲ ଲୁକ୍ ମଧ୍ୟ…
ସଂକ୍ରମିତଙ୍କ ଛେପକୁ ସାବଧାନ !
ଓ୍ବାଶିଂଟନ,୨୪।୩: କରୋନା ଭୂତାଣୁ ସଂକ୍ରମଣ ନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଏଥିରେ ସଂକ୍ରମିତଙ୍କ ଛେପ ପ୍ରତି ସାବଧାନ ରହିବାକୁ ପରାମର୍ଶ ଦିଆଯାଇଛି। କରୋନା ଭୂତାଣୁ ଆଦ୍ର ପୃଷ୍ଠଭୂମିରେ ଶୀଘ୍ର ବ୍ୟାପିଥାଏ। ତେଣୁ ସଂକ୍ରମିତ ବ୍ୟକ୍ତିଙ୍କୁ ଏଣେତେଣେ ଛେପ…
ଗର୍ଭବତୀ ଓ କରୋନା ସତର୍କତା
ବର୍ତ୍ତମାନ ସମଗ୍ର ପୃଥିବୀବାସୀଙ୍କ ଚିନ୍ତାର କାରଣ ସାଜିଛି କରୋନା ଭାଇରସ୍। ସମସ୍ତଙ୍କ ଲାଗି ଏହି ରୋଗ ବିପଜ୍ଜନକ ହୋଇଥିଲେ ହେଁ ମଧୁମେହ ରୋଗୀ, ହୃଦ୍ରୋଗୀ, ଶ୍ୱାସରୋଗୀ, ବୃଦ୍ଧ ଓ ଛୋଟ ପିଲାମାନଙ୍କ ଠାରେ ଏହି ରୋଗ ହେବାର ଆଶଙ୍କା ବେଶି। ସର୍ବୋପରି…
Archives


