ସଂକ୍ରମିତଙ୍କୁ ଛୁଇଁଲେ ହେବ କି କରୋନା !
ଓ୍ବାଶିଂଟନ,୨୩।୩: କରୋନା ସଂକ୍ରମଣ କିଭଳି ହୋଇଥାଏ। ଏସମ୍ପର୍କିତ ବହୁ ପ୍ରଶ୍ନ ଏବେ ଲୋକଙ୍କ ମଧ୍ୟରେ ସୃଷ୍ଟି ହେଉଛି। କେହି କେହି ଏହା ସଂକ୍ରମିତଙ୍କୁ ଛୁଇଁଲେ ବ୍ୟାପିଥାଏ ବୋଲି କହିଥାନ୍ତି। ତେବେ ପ୍ରକୃତ ପକ୍ଷେ ଏହା ସମ୍ପୂର୍ଣ୍ଣ ସତ୍ୟ ନୁହେଁ ବୋଲି ବିଶ୍ୱ…
ରକ୍ତ ପରୀକ୍ଷାରୁ ଜାଣିହେବ ପୃଥୁଳତା
ଆଜିକାଲି ପୃଥୁଳତା ଅନ୍ୟତମ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ଭାବରେ ଉଭାହେଲାଣି। ଅବ୍ୟବସ୍ଥିତ ଜୀବନଶୈଳୀ, ଖାଦ୍ୟପେୟ ଆଦି କାରଣରୁ ଜଣେ ପୃଥୁଳତା ପରି ସମସ୍ୟାର ସମ୍ମୁଖୀନ ହୋଇଥାଏ। ତେବେ ଏହାକୁ କିପରି ନିରୂପଣ କରାଯିବ ସେ ନେଇ ଏକ ନୂଆ ଉପାୟ ଖୋଜିପାଇବାରେ…
ସହଜରେ ଦୂରହେବ ଅବସାଦ
ଆଜିକାଲିର ବ୍ୟସ୍ତମୟ ଜୀବନରେ ଅନେକେ ଅବସାଦର ଶିକାର ହେଉଛନ୍ତି। ଏହାକୁ ନେଇ ଟେନ୍ସନରେ ରହିବା ଅପେକ୍ଷା ସେଥିରୁ କିପରି ରକ୍ଷା ପାଇବେ ସେ ନେଇ ଚିନ୍ତା କରିବା ଦରକାର। ଜଣେ ବ୍ୟକ୍ତି ଯଦି ଅଧିକାଂଶ ସମୟ ଖୁସିର ମାହୋଲ ଭିତରେ ରହନ୍ତି…
ଋତୁ ବଦଳିଲେ ବି ନଷ୍ଟ ହେବନି କରୋନା ଭୂତାଣୁ !
ଓ୍ବାଶିଂଟନ, ୨୩।୩: କରୋନା ମହାମାରୀ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ତେବେ ଏହା କିପରି ବ୍ୟାପୁଛି ସେ ନେଇ ବହୁ ଗୁଜବ ମଧ୍ୟ ଶୁଣାଯାଉଛି। କେହି କେହି କରୋନା ଭୂତାଣୁ ଖରାଦିନ ଆସିଲେ ବାୟୁମଣ୍ଡଳର ଉତ୍ତାପରେ ନଷ୍ଟ ହୋଇଯିବ…
ହାତଦେଇ ଛିଙ୍କିବା ଜରୁରୀ: ବାୟୁମଣ୍ଡଳରେ ମିଶିଥାଏ ୩,୦୦୦ କ୍ଷୁଦ୍ର ଜଳକଣିକା
ଓ୍ବାଶିଂଟନ,୨୩।୩: କରୋନା ମହାମାରୀ ବେଲଗାମ୍ ହେବାରେ ଲାଗିଛି। ଇତି ମଧ୍ୟରେ ମୃତ୍ୟୁ ସଂଖ୍ୟା ୧୪ ହଜାର ଟପିଛି। କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରହିବା ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ( ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଏହା ଅନୁସାରେ ଛିଙ୍କିବା…
ଆଖି କ୍ୟାନ୍ସର ପାଇଁ ଇଞ୍ଜେକ୍ଶନ
ଦିନକୁ ଦିନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ନୂଆ ନୂଆ ଚିକିତ୍ସା ପ୍ରଣାଳୀ ଉଦ୍ଭାବନ ହେଉଛି। ତଥାପି କେତେକ ରୋଗ ଆଜି ମଧ୍ୟ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ଭାବରେ ଠିଆ ହୋଇଛି। ତନ୍ମଧ୍ୟରୁ କ୍ୟାନ୍ସର ଅନ୍ୟତମ। ନିକଟରେ ଆମେରିକୀୟ କ୍ୟାନ୍ସର ବିଜ୍ଞାନୀମାନେ ଏକ…
କାର୍ଯ୍ୟଦକ୍ଷତା ବଢ଼ାଇବାର ନୂଆ ଉପାୟ
କୌଣସି କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦନ କରିବାକୁ ହେଲେ ସେହି ଅନୁସାରେ ନିଜକୁ ମାନସିକ ସ୍ତରରେ ପ୍ରସ୍ତୁତ କରିବା ସହ ଯୋଜନାବଦ୍ଧ ଭାବରେ ଆଗେଇବାକୁ ପଡ଼ିଥାଏ। ତେବେ ଏହି ତାଲିକାରେ ଆଉ ଏକ ଉପାୟକୁ ସାମିଲ କରାଯାଇଛି। କାର୍ଯ୍ୟଦକ୍ଷତାକୁ କିପରି ଆହୁରି…
ତମାଖୁ ସେବନରୁ ମୁକ୍ତି
”ତମାଖୁ ଜାତୀୟ ନିଶା ସେବନ ଦ୍ୱାରା ଏଥିରେ ଥିବା ନିକୋଟିନ ମସ୍ତିଷ୍କରେ ଡୋପାମିନ ନାମକ ଜୈବିକ ପଦାର୍ଥର ମାତ୍ରା ବୃଦ୍ଧି ପାଇଥାଏ। ଏହାଦ୍ୱାରା ବ୍ୟକ୍ତିକୁ ସାମୟିକ ଭାବରେ ଖୁସି ଓ ଉତ୍ଫୁଲ୍ଲ ଲାଗିଥାଏ। ଫଳରେ ବ୍ୟକ୍ତି ଏହାକୁ ବାରମ୍ବାର ନେବାକୁ ଇଚ୍ଛା…
ରକ୍ତ ପରୀକ୍ଷା ସୂଚାଇବ କରୋନା ସଂକ୍ରମଣର ଭୟାବହତା
ନ୍ୟୁୟର୍କ,୨୨।୩: ପୃଥିବୀ ବ୍ୟାପି କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। କରୋନା କିଭଳି ସଂକ୍ରମଣ ହୋଇଥାଏ ଏନେଇ ଲୋକଙ୍କ ମଧ୍ୟରେ ନାନା ପ୍ରଶ୍ନ ଉଙ୍କି ମାରୁଛି। ତେବେ ନ୍ୟୁୟର୍କ ସିଟିରେ ଥିବା ଇସାହନ୍ ସ୍କୁଲ୍ ଅଫ୍ ମେଡ଼ିସିନ୍ର ଗବେଷକଙ୍କ…
ବ୍ଲିଚିଂ ପାଉଡ଼ରରେ ବି କରିହେବ ଘର, କାର୍ଯ୍ୟାଳୟ ସାନିଟାଇଜ୍
ନୂଆଦିଲ୍ଲୀ,୨୨।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ପକ୍ଷରୁ ଦେଶବ୍ୟାପି ଲୋକଙ୍କ ମଧ୍ୟରେ ସଚେତନତା ବାର୍ତ୍ତା ପ୍ରସାରଣ ଜାରି ରଖିଛନ୍ତି। କରୋନାଠାରୁ ଦୂରେଇ ରହିବା ପାଇଁ ସାନିଟାଇଜେଶନ୍ ଜରୁରୀ। ଘର ଏବଂ କାର୍ଯ୍ୟାଳୟର ପରିମଳ ବ୍ୟବସ୍ଥା ବଜାୟ ରଖିଲେ ଏହି…
ବାଥ୍ ରୁମ୍ରେ ୯ ଦିନ ପର୍ଯ୍ୟନ୍ତ ସକ୍ରିୟ ରୁହେ କରୋନା ଭୂତାଣୁ
ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣ ନେଇ ଏବେ ସାରା ପୃଥିବୀରେ ଲୋକଙ୍କ ମଧ୍ୟରେ ସଚେତନତା ବଢ଼ିବାରେ ଲାଗିଛି। ଏହି ଭୂତାଣୁ ବାଥ୍ ରୁମ୍ରେ ୯ ଦିନ ପର୍ଯ୍ୟନ୍ତ ସକ୍ରିୟ ରହିଥାଏ ବୋଲି ପ୍ରିନ୍ସ୍ ଟନ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ଦ୍ୱାରା ହୋଇଥିବା ଗବେଷଣା ରିପୋର୍ଟରେ…
ମାସ୍କ୍ କରୋନାଠୁ କେତେଦୂର ଦେଇ ପାରିବ ସୁରକ୍ଷା
ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞ ବିଭିନ୍ନ ଉପାୟ ସମ୍ପର୍କରେ ପରାମର୍ଶ ଦେଉଛନ୍ତି। ସେଥିମଧ୍ୟରୁ ମାସ୍କ୍ର ବ୍ୟବହାର କରିବା, ନିୟମିତ ଭାବେ ନିର୍ଦ୍ଧିଷ୍ଟ ସମୟ ବ୍ୟବଧାନରେ ହାତ ଧୋଇବା ଏବଂ ଆଖି, ନାକ, ପାଟିକୁ ବାରମ୍ବାର ସ୍ପର୍ଶ…
Archives


