ଜୀବନଚର୍ଯ୍ୟା

ମ୍ୟୁଜିକ୍‌ ଥେରାପି

ଭାରାକ୍ରାନ୍ତ ମନକୁ ଅନେକାଂଶରେ ହାଲ୍‌କା କରିଥାଏ ସଙ୍ଗୀତ। ମନ ପସନ୍ଦର ଗୀତ ଶୁଣିବା ଦ୍ୱାରା ମନ ପ୍ରଫୁଲ୍ଲ ରହିବା ସହ ମାନସିକତା ସକାରାତ୍ମକ ରହିଥାଏ। କେତେକ ରୋଗର ଯନ୍ତ୍ରଣା ଲାଘବ ପାଇଁ ସଙ୍ଗୀତର ସାହାଯ୍ୟ ନିଆଯାଇପାରେ। ଏପରି ବିଷୟବସ୍ତକୁ ନେଇ...

ଶୀତଦିନେ ପାଦ ଫାଟୁଥିଲେ କରିବେ କ’ଣ…

ଶୀତଦିନେ କେତେକଙ୍କର ପାଦ ଫାଟିଥାଏ। ପରିବେଶ ଶୁଷ୍କ ହେବାରୁ ଏହାର ପ୍ରଭାବ ଶରୀର ଉପରେ ପଡ଼ି ଏପରି ହୋଇଥାଏ। ପାଚନ କ୍ରିୟାରେ ଅନିୟମିତତା ଏହାର ମୁଖ୍ୟ କାରଣ। ସବୁଜ ପନିପରିବା, ଶାଗ, କମଳା, ଅମୃତଭଣ୍ଡା, ଟମାଟୋ, କଦଳୀ ଆଦି ଖାଇଲେ...

ହୃଦ୍‌ରୋଗୀ ଓ ଶୀତଦିନ

ଶୀତଦିନେ ପରିବେଶ ଥଣ୍ଡା ରହିଥାଏ। ବେଳେବେଳେ କେତେକ ସ୍ଥାନରେ ତାପମାତ୍ରା ଶୂନ ଡିଗ୍ରୀ ତଳକୁ ଖସିଯାଏ। ଏହି ଋତୁରେ ବିଶେଷଭାବରେ ହୃଦ୍‌ରୋଗୀ ଅଧିକ ସତର୍କ ରହିବା ଆବଶ୍ୟକ। କାରଣ ପ୍ରବଳ ଶୀତ ଯୋଗୁ ଶରୀରରେ ଥିବା ଶିରାପ୍ରସିରାଗୁଡ଼ିକ ସଙ୍କୁଚିତ ହୋଇଯାଏ।...

କୋଲେଷ୍ଟରଲ ନିୟନ୍ତ୍ରଣ କରେ ଗ୍ରୀନ୍‌ ମଟର

ଗ୍ରୀନ୍‌ ମଟରରେ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏହାକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲକଲେ ତାହା ଶରୀରରେ କୋଲେଷ୍ଟରଲକୁ ନିୟନ୍ତ୍ରଣ କରିଥାଏ। ତା’ସହ ବ୍ଲଡ୍‌ପ୍ରେସର ରୋଗୀଙ୍କ ପାଇଁ ଏହା ମଧ୍ୟ ଉପକାରୀ ସାବ୍ୟସ୍ତ ହୋଇଥାଏ। ଗ୍ରୀନ୍‌ ମଟରରେ ‘ଭିଟାମିନ୍‌-କେ’ ଭରି...

ଶୀତଦିନ ଓ ଅବସାଦ

ଶୀତଦିନେ ସୂର୍ଯ୍ୟଙ୍କର ଦକ୍ଷିଣାୟନ ଗତି ଫଳରେ ଉତ୍ତର ଗୋଲାର୍ଦ୍ଧରେ ଦିନ କମି ରାତି ଅଧିକ ସମୟ ହୁଏ। ତେଣୁ ସୂର୍ଯ୍ୟାଲୋକ ଆମ ଦେହରେ କମ୍‌ ସମୟ ପାଇଁ ପଡ଼େ। ୨୦୦୮ ମସିହାରେ ଜର୍ମାନ୍‌ ବୈଜ୍ଞାନିକମାନେ ଚର୍ମକୋଷରେ ଜୈବ ଘଟିକାର ଜିନ୍‌...

ଏହିସବୁ ଖାଦ୍ୟ ସଜ ଅପେକ୍ଷା ବାସି ହୋଇଥାଏ ଅଧିକ ସ୍ବାଦିଷ୍ଠ

ପ୍ରାୟ ସମସ୍ତଙ୍କୁ ଗରମ ଖାଦ୍ୟ ପସନ୍ଦ। ଏହା ସ୍ବାଦିଷ୍ଠ ହେବା ସହ ସ୍ବାସ୍ଥପକ୍ଷେ ହିତକର ମଧ୍ୟ। ଅପରପକ୍ଷେ ଶୀତଦିନେ ଥଣ୍ଡା ଖାଦ୍ୟ କଥା ଭାବିଲେ ମନ ପାଣିଚିଆ ହୋଇଯାଏ। ହେଲେ କ’ଣ ଆପଣ ଜାଣନ୍ତି, ଏପରି କିଛି ଖାଦ୍ୟ ରହିଛି...

ଶୀତ ପାଇଁ ଟ୍ରେଣ୍ଡି ଷ୍ଟୋଲ୍‌

ଶୀତଦିନେ ଅନେକେ ଥଣ୍ଡାରୁ ରକ୍ଷା ପାଇବା ପାଇଁ କୋଟ୍‌, ଜ୍ୟାକେଟ୍‌, ଓ୍ବିଣ୍ଟର୍‌ କ୍ୟାପ୍‌, ଗ୍ଲୋଭ୍ସ ତଥା ସକ୍ସ ଇତ୍ୟାଦି ପିନ୍ଧିଥାନ୍ତି। ଏହି ସବୁ ଜିନିଷ ଶୀତଦିନ ପାଇଁ ଯେତିକି ଜରୁରୀ ଷ୍ଟୋଲ୍‌ର ବ୍ୟବହାର ମଧ୍ୟ ସେତିକି ଆବଶ୍ୟକ। କାରଣ ଷ୍ଟୋଲ୍‌...

ମାତ୍ରାଧିକ ଆଳୁ ଖାଇଲେ ହୋଇଥାଏ…

ଆଳୁ ଖାଇବାକୁ ଅଧିକାଂଶ ଲୋକ ଭଲ ପାଇଥା’ନ୍ତି। ମାତ୍ର ଅଧିକ ଆଳୁ ଖାଇବା ସ୍ବାସ୍ଥ୍ୟ ପକ୍ଷେ  କ୍ଷତିକାରକ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏକ ଗବେଷଣାରୁ ଜାଣିବାକୁ ପାଇଛନ୍ତି ।  ଜାଣନ୍ତୁ ଏ ସମ୍ପର୍କରେ… ଓଜନ ବୃଦ୍ଧି : ଅଧିକ ଆଳୁ...

ସ୍ବାସ୍ଥ୍ୟୋପକାରୀ ମଟର

ମଟର ସ୍ବାସ୍ଥ୍ୟ ଉପକାରୀ ହୋଇଥାଏ। ଏହାକୁ ଖାଇବା ଫଳରେ ଅନେକ ପ୍ରକାର ସ୍ବାସ୍ଥ୍ୟଜନିତ ସମସ୍ୟାରୁ ମୁକ୍ତି ମିଳିଥାଏ। ଏଥିରେ ଭିଟାମିନ୍‌ କେ’, ଭିଟାମିନ୍‌ ସି, ଫସ୍‌ଫରସ୍‌ ସହିତ ଅନେକ ପୋଷକତତ୍ତ୍ୱ ରହିଥାଏ । ଭିଟାମିନ୍‌ ବି ୧, ଓ ଭିଟାମିନ୍‌...

ଶୀତଦିନେ କିପରି ନେବେ ଓଠର ଯତ୍ନ

ଶୀତଦିନେ ଓଠ ଫାଟିବା ସମସ୍ତଙ୍କ ପାଇଁ ଏକ ସମସ୍ୟା। ସେହି ସମୟରେ ତ୍ୱଚା ସହ ଓଠର ମଧ୍ୟ ବହୁ ଯତ୍ନ ନେବାକୁ ପଡ଼ିଥାଏ। କାରଣ ଓଠ ଫାଟିବା ଦ୍ବାରା ଖାଇବା ବେଳେ ମଧ୍ୟ କଷ୍ଟ ହୋଇଥାଏ। ଏହି ସମସ୍ୟାରୁ ମୁକ୍ତି...

ମେଦବହୁଳତାକୁ ନେଇ ଚିନ୍ତିତ କି….ଖାଆନ୍ତୁ ଚିନାବାଦାମ

ଥଣ୍ଡାପାଗରେ ଚିନାବାଦାମ ଖାଇବାକୁ ଅନେକେ ପସନ୍ଦ କରିଥାନ୍ତି। ଏଥିରେ ପ୍ରଚୁର ପରିମାଣରେ ପୋଷକତତ୍ତ୍ୱ ମିଳିଥାଏ, ଯାହାକି ବିଭିନ୍ନ ସମସ୍ୟା ଦୂର କରିଥାଏ। ବିଶେଷ ଭାବେ ଚିନାବାଦାମ ମେଦବହୁଳତା ଭଳି ସମସ୍ୟାରୁ ମୁକ୍ତି ଦେଇଥାଏ। ତେବେ ଜାଣନ୍ତୁ ବାଦାମରେ ଏପରି କି...

ଏସବୁ ରୋଗରୁ ମୁକ୍ତି ଲାଗି ଖାଦ୍ୟରେ ସାମିଲ କରନ୍ତୁ ମାଛ

ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏକ ଗବେଷଣା କରି କହିଛନ୍ତି, ପ୍ରତିଦିନ ଖାଦ୍ୟରେ ମାଛ ସାମିଲ କଲେ ଅନେକ ରୋଗରୁ ମୁକ୍ତି ମିଳିଥାଏ। ଏଥିରେ ଅନେକ ପୌଷ୍ଟିକ ତତ୍ତ୍ୱ ଭରି ରହିଛି। ମାଛରେ ପ୍ରୋଟିନ୍‌ ଏବଂ ଓମେଗା ୩ ଫ୍ୟାଟି ଏସିଡ୍‌ ରହିଛି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri