କିଡ୍ନୀ ଖରାପ ହେଲେ ଦେଖାଦେଇଥାଏ ଏସବୁ ଲକ୍ଷଣ
କିଡ୍ନୀ ସୁସ୍ଥ ରଖିବାକୁ ହେଲେ ସାବଧାନ ହେବା ନିହାତି ଜରୁରୀ। ପ୍ରାରମ୍ଭିକ ସ୍ତରରେ କିଡ୍ନୀ ଖରାପ ହେଲେ ଜଣାପଡ଼ି ନ ଥାଏ। ମାତ୍ର ଯେତେବେଳେ ଜଣାପଡ଼େ ସେତେବେଳକୁ ସବୁ ସରି ଯାଇଥାଏ। କିନ୍ତୁ ଏହା ପୂର୍ବରୁ କିଛି ଲକ୍ଷଣ ଦେଖାଦେଇଥାଏ।...
କ୍ରଞ୍ଚି ଭେଜ୍
ଖାଦ୍ୟାବଳୀରେ ଏବେ ଷ୍ଟାର୍ଟର ଭାରି ପସନ୍ଦଯୋଗ୍ୟ ହେଉଛି। ମେନ୍କୋର୍ସକୁ ଯିବା ଆଗରୁ ଏଭଳି କିଛି ଷ୍ଟାର୍ଟର ଯାହା ପେଟ ଭରି ଦେଉଛି। କ୍ରିସ୍ପି ସ୍ବାଦକୁ ପନିର ଓ ଆଳୁର ମିଠା ଅଂଶ କ୍ରଞ୍ଚି ଭେଜ୍ ଭାରି ପସନ୍ଦଯୋଗ୍ୟ ହୋଇପାରିଛି। ଏହାକୁ...
ଲବଙ୍ଗ ତେଲରେ ରହିଛି ସୌନ୍ଦର୍ଯ୍ୟ ବୃଦ୍ଧି ଗୁଣ
ଲବଙ୍ଗରେ ଅନେକ ଉପକାରୀ ଗୁଣ ରହିଛି। ଏହାକୁ ମସଲା ଭାବେ ବ୍ୟବହାର ସହ ଥଣ୍ଡାରୁ ମୁକ୍ତି ପାଇବା ଲାଗି ଚା’ରେ ମଧ୍ୟ ବ୍ୟବହୃତ ହୋଇଥାଏ । ଏହା ପାଟି ଦୁର୍ଗନ୍ଧ ମଧ୍ୟ ଦୂର କରେ। ଅନ୍ୟପକ୍ଷରେ ଏହାର ସୌନ୍ଦର୍ଯ୍ୟ ବୃଦ୍ଧି...
ଡାଇବେଟିସ୍ ରୋଗୀଙ୍କ ପାଇଁ ଉପକାରୀ ଧନିଆ ପତ୍ର ପାଣି
ତରକାରୀ ହେଉ କି ସାଲାଡ ଖାଦ୍ୟର ସ୍ୱାଦ ବଢାଇବା ପାଇଁ ଧନିଆ ପତ୍ରର ଆବଶ୍ୟକତା ପଡିଥାଏ। କେବଳ ଖାଦ୍ୟର ସ୍ୱାଦ ବଢାଇବା ପାଇଁ ନୁହେଁ, ଶରୀର ପାଇଁ ମଧ୍ୟ ଉପକାରୀ ଧନିଆ ପତ୍ର। ଏଥିରେ ଆଣ୍ଟି-ଅକ୍ସିଡାଣ୍ଟ, ବିଟା କ୍ୟାରୋଟିନ, ଭିଟାମିନ...
ସୂର୍ଯ୍ୟୋପରାଗ: ଗର୍ଭବତୀ ଏହିସବୁ ଦିଗ ପ୍ରତି ଦିଅନ୍ତୁ ଦୃଷ୍ଟି
୨୬ ତାରିଖ ସକାଳେ ଏକ ବିରଳ ସୂର୍ଯ୍ୟୋପରାଗ ସଂଘଠିତ ହେବ। ଏହା ଦକ୍ଷିଣ-ଭାରତର କେତେକ ଅଞ୍ଚଳରେ ପୂର୍ଣ୍ଣ ଭାବେ ଦେଖାଯିବାକୁ ଥିବାବେଳେ ଓଡ଼ିଶାରେ ଆଂଶିକ ଭାବେ ଦେଖାଯିବ। ଓଡ଼ିଶାରେ ଏହା ସକାଳ ୮ଟା ୨୦ମିନିଟ୍ରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା...
ସ୍ମରଣଶକ୍ତି ବଢ଼ାଇବା ପାଇଁ ପିଲାଙ୍କୁ ଦିଅନ୍ତୁ ଏହି ଖାଦ୍ୟ…
ଭିଟାମିନ୍ ବି-୧୨ ବା କୋବାଲାମିନ୍ ଛୋଟପିଲାଙ୍କ ଶରୀର ପାଇଁ ବେଶ୍ ଉପଯୋଗୀ। ଏହାର ସ୍ତର ହ୍ରାସପାଇଲେ ସ୍ମରଣଶକ୍ତି ଦୁର୍ବଳ ହୋଇଯାଇଥାଏ। ଅଳ୍ପ କିଛି କାମକଲେ ହାଲିଆ ଲାଗେ। ଏହାର ଅଭାବରେ ଡିପ୍ରେସନ ହେବାର ଆଶଙ୍କା ମଧ୍ୟ ବଢ଼ିଥାଏ। ତେଣୁ ଛୋଟପିଲାଙ୍କୁ...
ଏହି ତେଲ ଲଗାଇଲେ ଜଣା ପଡ଼େନାହିଁ ବୟସ
ସାଧାରଣତଃ ଲୋକେ ବିଭିନ୍ନ ତେଲର ବ୍ୟବହାର କରିଥା’ନ୍ତି। ମାତ୍ର ନଡ଼ିଆ ତେଲରେ ଏପରି ଗୁଣ ରହିଛି, ଯାହାକୁ ଲଗାଇଲେ ବୟସ ବୃଦ୍ଧି ହେଲେ ମଧ୍ୟ ଜଣାପଡ଼ି ନ ଥାଏ। ଜାଣନ୍ତୁ ଏହାର ବ୍ୟବହାର ସମ୍ପର୍କରେ… ନଡ଼ିଆ ତେଲକୁ ସୌନ୍ଦର୍ଯ୍ୟର ତେଲ...
ଗର୍ଭାବସ୍ଥାରେ ଦେହ ପାଇଁ ହିତ ଦେଶୀ ଘିଅ
ଗର୍ଭାବସ୍ଥାରେ ଦେଶୀ ଗାଈ ଘିଅ ଖାଇଲେ ଦେହ ପାଇଁ ହିତକର ହୋଇଥାଏ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି। ଏକ ରିପୋର୍ଟରୁ ପ୍ରକାଶ, ଦେଶୀ ଘିଅରେ ପର୍ଯ୍ୟାପ୍ତ ମାତ୍ରାରେ ଓମେଗା ଫ୍ୟାଟି ଏସିଡ୍, ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍ ଏବଂ ଖଣିଜ ଭରପୂର ମାତ୍ରାରେ...
ଡାଇବେଟିସ୍ ରୋଗୀଙ୍କ ପାଇଁ ଉପକାରୀ…
ଡାଇବେଟିସ ରୋଗୀ ଯେହେତୁ ନିଜର ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବାରେ ସକ୍ଷମ ନୁହଁନ୍ତି ସେଥିପାଇଁ ତାଙ୍କୁ ଖାଦ୍ୟ ପାନୀୟ ପ୍ରତି ଅଧିକ ସଚେତନ ରହିବାକୁ ପଡେ। ଡାଇବେଟିସ ଯୋଗୁ ଶରୀରରେ ଉପଯୁକ୍ତ ମାତ୍ରାରେ ଇନସୁଲିନ ତିଆରି ବନ୍ଦ ହୋଇଯାଏ। ନ୍ୟୁଟ୍ରିସନ୍...
ଶୀତଦିନେ ଗ୍ଲାସେ ଉଷୁମ ପାଣି ସହିତ ଖାଆନ୍ତୁ ଏହି ଗୁଣ୍ଡ…
ସକାଳୁ ଖାଲି ପେଟରେ ଉଷୁମ ପାଣି ସହିତ ଶୁଣ୍ଠି ଗୁଣ୍ଡ ଖାଇଲେ ମିଳିଥାଏ ଅନେକ ସୁଫଳ । ଏହା ମ୍ୟୁକୋଲାଇଟିସ୍ ଭାବେ କାର୍ଯ୍ୟ କରିଥାଏ। ଏହାଦ୍ୱାରା ଫୁସ୍ଫୁସ୍ରେ ଜମିଥିବା କଫ ତରଳି ବାହାରି ଯାଇଥାଏ। ଫଳରେ କାଶରୁ ମୁକ୍ତି ମିଳେ।...
ଜିମ୍ ଯିବା ପୂର୍ବରୁ ପିଉଛନ୍ତି କି ଏହି ୫ ପାନୀୟ
ବର୍ତ୍ତମାନ ସମୟରେ ଯୁବପିଢ଼ି ଫିଟ ରହିବା ପାଇଁ ଜିମ୍ ଯାଉଛନ୍ତି। ଏ ନେଇ ସେମାନେ ଖାଦ୍ୟପେୟ ଉପରେ ଅଧିକ ଧ୍ୟାନ ଦେଉଛନ୍ତି। ଜିମ୍ ଯିବା ପୂର୍ବରୁ ଅନେକେ ସ୍ବାସ୍ଥ୍ୟପକ୍ଷେ ହିତକର ଭାବି ଜୁସ୍ ପିଇଥାନ୍ତି। ମାତ୍ର ଏପରି କିଛି ପାନୀୟ...
ଡାଇବେଟିସ୍ ରୋଗୀଙ୍କ ପାଇଁ ଉପକାରୀ ଟମାଟର ସୁପ୍
ଶୀତଦିନେ ଟମାଟର ସୁପ୍ ପିଇବାର ମଜା ନିଆରା। ଟମାଟର ସୁପ୍ରେ ପୋଷକ ତତ୍ତ୍ୱ ଭରପୂର ମାତ୍ରାରେ ରହିଛି ଯାହା ସ୍ବାସ୍ଥ୍ୟ ପାଇଁ ଲାଭକାରୀ ହୋଇଥାଏ। ଏଥିରେ ଭିଟାମି ଏ, ଇ, ସି, କେ ଏବଂ ଆଣ୍ଟି-ଅକ୍ସିଡେଣ୍ଟ ପ୍ରଚୁର ମାତ୍ରାରେ ଥାଏ।...
Archives


