ଜୀବନଚର୍ଯ୍ୟା

ମହାଶିବରାତ୍ରି ଉପବାସ: ଖାଆନ୍ତୁ ନାହିଁ ଏସବୁ ଖାଦ୍ୟ

ପବିତ୍ର ମହାଶିବରାତ୍ରିକୁ ନେଇ ଭକ୍ତଙ୍କ ମନରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳେ। କୁହାଯାଏ ସ୍ବଚ୍ଛ ମନରେ ଭଗବାନ ଶିବଙ୍କ ଉପାସନା କଲେ ସମସ୍ତ ମନସ୍କାମନା ପୂର୍ଣ୍ଣ ହୋଇଥାଏ। ଏଣୁ କେହି କେହି ନିର୍ଜଳା ତ ଆଉ କିଏ ଫଳାହାର କରି ଏହିଦିନ…

ଏହିସବୁ ଲକ୍ଷଣରୁ ଜଣାପଡ଼େ ଚର୍ମ କର୍କଟ

ଲୋକଙ୍କୁ ବିଭିନ୍ନ ପ୍ରକାରର କ୍ୟାନସର ବା କର୍କଟ ରୋଗ ହୋଇଥାଏ। ସେଥିମଧ୍ୟରୁ ସ୍କିନ୍‌ କ୍ୟାନସର ବା ଚର୍ମ କର୍କଟ ଅନ୍ୟତମ। ଯେତେବେଳେ ଚର୍ମର କୋଷିକା ଅସାମାନ୍ୟ ତରିକାରେ ବଢ଼ିଥାନ୍ତି ସେତେବେଳେ ଚର୍ମ କର୍କଟ ହୋଇଥାଏ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କୁହନ୍ତି। ଅଧିକ…

ଆଜି ମହାଶିବରାତ୍ରି: ଜାଣନ୍ତୁ ଉପବାସଧାରୀ କ’ଣ ଖାଇବା ଉଚିତ

ଆଜି ମହାଶିବରାତ୍ରି। ସମସ୍ତ ଶୈବପୀଠ ଚଳଚଞ୍ଚଳ ହୋଇ ଉଠିଛି। ଭକ୍ତମାନେ ଏହିଦିନ ଉପବାସ ରହି ମହାଦେବଙ୍କ ଉପାସନା କରିଥାନ୍ତି। ଏପରି କି ଶ୍ରଦ୍ଧାଳୁମାନେ ଉଜାଗର ରହି ଜାଗର ଜାଳିବେ। ଫାଲ୍‌ଗୁନ ଚତୁର୍ଦ୍ଦଶୀରେ ଶିବରାତ୍ରି ପଡ଼ିଥାଏ। ଏହିଦିନ ମହାଦେବ ଓ ପାର୍ବତୀଙ୍କ ବିବାହ…

ମା’କ୍ଷୀରରେ ଶିଶୁର ମସ୍ତିଷ୍କ ହୋଇଥାଏ ତୀବ୍ର

କୁହାଯାଏ, ମା’ କ୍ଷୀର ଅମୃତ ସମାନ। ଏହା ଶିଶୁକୁ ପୋଷଣ ଦେବା ସହ ଶିଶୁର ସର୍ବାଙ୍ଗୀନ ବିକାଶରେ ସହାୟକ ହୋଇଥାଏ। ନିକଟରେ ଆମେରିକାରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡ଼ିଛି, ମା’ କ୍ଷୀର ପିଇଲେ ଶିଶୁର ମସ୍ତିଷ୍କ ତୀବ୍ର ହୋଇଥାଏ। କାଲିଫର୍ନିଆ ୟୁନିଭରସିଟିରେ…

ଲଭ୍‌ଲି କୁପ୍ତା

ପୁରୀରେ ଥିବା ବିଭିନ୍ନ ହୋଟେଲ ଏବଂ ରେସ୍ତୋରା ମାଲିକମାନେ ବିଭିନ୍ନ ପ୍ରକାର ରୁଚିପୂର୍ଣ୍ଣ ଖାଦ୍ୟକୁ ପ୍ରାଥମିକତା ଦେଇଥାନ୍ତି। ଏହିଭଳି ଏକ ହୋଟେଲ ହେଉଛି ସିଟିରୋଡ୍‌ସ୍ଥିତ ପାନ୍ଥନିବାସ ନିକଟରେ ଥିବା ଜମିଦାର ପ୍ୟାଲେସ। ଏଠାରେ ଉଭୟ ଆମିଷ ଓ ନିରାମିଷ ଖାଦ୍ୟ ପ୍ରସ୍ତୁତ…

ବରଫ ପାଣିରେ କାହିଁକି ମୁହଁ ଧୁଅନ୍ତି ବଲିଉଡ୍‌ ସେଲିବ୍ରିଟି

ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ବରଫ ପାଣି ଖୁବ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏହା ତ୍ୱଚାର ଅନେକ ସମସ୍ୟା ଦୂର କରି ପାରେ। ଏହା ତ୍ୱଚାକୁ କୋମଳ କରିବା ସହିତ ସଂକ୍ରମଣରୁ ମଧ୍ୟ ରକ୍ଷା କରିଥାଏ। ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କଠାରୁ ଆରମ୍ଭ…

ଉପାଦେୟ ଗୁଣରେ ଭରପୂର ମୁଗ: ଡାଇବେଟିସ ରୋଗୀଙ୍କ ପାଇଁ ଲାଭଦାୟକ

ପୋଷକ ତତ୍ତ୍ୱରେ ଭରପୂର ମୁଗ ଡାଲି ଶରୀର ପାଇଁ ବେଶ୍‌ ଲାଭଦାୟକ। ସବୁଜ ରଙ୍ଗର ଏହି ଡାଲି ଶରୀରର ଓଜନ କମ୍‌ କରିବା ଠାରୁ ଆରମ୍ଭକରି ଡାଇବେଟିସ ପରି ରୋଗ ପାଇଁ ବହୁ ଉପକାରୀ। -ମୁଗରେ ଆଣ୍ଟିଅକ୍ସିଡେଣ୍ଟ ଗୁଣ ଭରପୂର ମାତ୍ରାରେ…

ପ୍ରାକୃତିକ ଉପାୟରେ ହଟାନ୍ତୁ ଭାତୁଡ଼ି

ଶରୀରରେ ଭାତୁଡ଼ି ହେଉଥିଲେ ବିନା ଅସ୍ତ୍ରୋପଚାରରେ ମଧ୍ୟ ଦୂର ଏହାକୁ କରିହେବ। କିଛି ପ୍ରାକୃତିକ ଉପାୟ ଅବଲମ୍ବନ କରି ଏହି ସମସ୍ୟାରୁ ମୁକ୍ତି ପାଆନ୍ତୁ। ରସୁଣ: ରସୁଣର କିଛି ପାଖୁଡ଼ା ଛଡ଼ାଇ ଏହାର ଏକ ପେଷ୍ଟ ପ୍ରସ୍ତୁତ କରି ଭାତୁଡ଼ି ହୋଇଥିବା…

ଅଧିକ ଅଣ୍ଡା ଖାଇବା ଶରୀର ପାଇଁ ହାନିକାରକ

ପ୍ରୋଟିନ ଭରପୂର ଅଣ୍ଡା ସମସ୍ତେ ଖାଇବା ସ୍ବାସ୍ଥ୍ୟ ନିମନ୍ତେ ହିତକାରୀ। ୧୮ ମାସ କାନାଡାର ବିଶେଷଜ୍ଞ ଦଳ ଅନୁଧ୍ୟାନ କରିବା ପରେ ପ୍ରକାଶ କରିଛନ୍ତି, ଅଧିକ ପରିମାଣରେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ବିପଦ। ପ୍ରତିଦିନ ସକାଳ ଜଳଖିଆରେ ଗୋଟିଏ ଅଣ୍ଡା…

ରାତିରେ ଶୋଇବା ପୂର୍ବରୁ ଗ୍ରୀନ୍‌ ଟି ପିଇବା କେତେଦୂର ଠିକ୍‌

ଶରୀର ଲାଗି ଗ୍ରୀନ୍‌ ଟି ଉପକାରୀ। ଏହା କୋଲେଷ୍ଟରଲ କମ୍‌ କରିବା ସହ ହୃଦ୍‌ଘାତରୁ ଆରମ୍ଭ କରି ଷ୍ଟ୍ରୋକ୍‌ ପର୍ଯ୍ୟନ୍ତ ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। କେହି କେହି ସକାଳେ ଗ୍ରୀନ୍‌ ଟି ପିଇବାକୁ ଭଲ ପାଉଥିବା ବେଳେ କେହି…

ଏସିଡିଟିରୁ ମୁକ୍ତି ପାଇଁ ଘରୋଇ ଉପଚାର

ଏସିଡିଟି ଏକ ସାଧାରଣ ସମସ୍ୟା। ଅତ୍ୟଧିକ ତେଲ ମସଲାଯୁକ୍ତ ଖାଦ୍ୟ ଖାଇବା ଦ୍ୱାରା ଏପରି ସମସ୍ୟା ଦେଖାଦେଇଥାଏ। ଏହାର ଅନ୍ୟ କାରଣ ମଧ୍ୟ ରହିଛି। ଯେପରି ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନିଦ୍ରା ରହିବା, ଅଧିକ ଚା ପିଇବା ଆଦି। ଏସିଡିଟି ଯୋଗୁ…

ଓଜନ କମାଇବାକୁ ଚାହୁଁଥିଲେ…

ଲଣ୍ଡନ: ବ୍ରିଟେନ୍‌ର ବ୍ରିଘମ୍‌ ୟଙ୍ଗ୍‌ ୟୁନିଭର୍‌ସିଟିର ବିଶେଷଜ୍ଞମାନେ ଏକ ଗବେଷଣା କରି କହିଛନ୍ତି, ଓଜନ କମାଇବା ପାଇଁ ବ୍ୟାୟାମ ଜରୁରୀ। ତେଣୁ ବିଶେଷଜ୍ଞମାନେ ୧୨୦ ଛାତ୍ରୀଛାତ୍ରଙ୍କୁ ନେଇ ଏକ ଅଧ୍ୟୟନ କରିଥିଲେ। ଏଥିରୁ ଜଣାପଡ଼ିଥିଲା ପ୍ରତିଦିନ ୧୦ ହଜାରରୁ ଅଧିକ ପାଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri