ଉଚ୍ଚ ରକ୍ତଚାପ ନିୟନ୍ତ୍ରିତ କରେ ଲାଉ ଜୁସ୍
ଲାଉରେ ୯୦ ପ୍ରତିଶତ ପାଣି ଏବଂ ୧୦ ପ୍ରତିଶତ ଫାଇବର ଥାଏ। ଏଥିରେ କାର୍ବୋହାଇଡ୍ରେଡ୍ ମାତ୍ରା ଆଦୌ ନ ଥାଏ। ଡାଇବେଟିସ୍ ରୋଗୀ ଯେହେତୁ ନିଜର ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବାରେ ସକ୍ଷମ ନୁହନ୍ତି, ସେଥିପାଇଁ ତାଙ୍କୁ ଖାଦ୍ୟ ପାନୀୟ ପ୍ରତି…
କେତେ ଉପକାରୀ ବାସି ରୁଟି
ବାସି ରୁଟି ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ବୋଲି କୁହାଯାଏ। ଏଥିପାଇଁ ଆମେ ରାତିର ବାସି ରୁଟିକୁ ସକାଳେ ଡଷ୍ଟବିନ୍ରେ ଫିଙ୍ଗିଥାଉ। କିନ୍ତୁ ଏହା ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ଜାଣନ୍ତୁ ସେ ସମ୍ପର୍କରେ… * ଡାଇବେଟିସ୍ ରୋଗୀଙ୍କ ପାଇଁ ବାସି…
ପିଲାଙ୍କୁ ଶିଖାନ୍ତୁ…
ଛୋଟ ପିଲାମାନେ କୋମଳମତି । କେତେକ ବିଷୟ ପ୍ରତି ଯଦି ସେମାନେ ପିଲାଟି ଦିନରୁ ସଚେତନ ହେବେ ତେବେ ତାହା ସେମାନଙ୍କ ଭବିଷ୍ୟତ ପାଇଁ ବେଶ୍ ଲାଭପ୍ରଦ ହେବ। ସେ ସମ୍ପର୍କରେ ଟିପ୍ସ.. ଲାଇଟ୍ ବନ୍ଦ କରିବା ଆପଣ ପିଲାକୁ ଇକୋ…
ଏକୁଟିଆ ଯାତ୍ରା କରୁଥିଲେ…
ନିର୍ଦ୍ଧାରିତ ସମୟ ପୂର୍ବରୁ ରିଜର୍ଭେଶନ କରନ୍ତୁ। ଏକୁଟିଆ କିମ୍ବା ପିଲାକୁ ସାଙ୍ଗରେ ନିଜ ଗାଡ଼ିରେ ନେଇଯାଉଥିଲେ ଦିନରେ ହିଁ ଯାତ୍ରା କରନ୍ତୁ। ଯାତ୍ରା ସମୟରେ ଯେତେ କମ୍ ସାମଗ୍ରୀ ନିଅନ୍ତୁ। ଏକ ଭାରି ସୁଟ୍କେସ୍ ବଦଳରେ ଦୁଇଟି ହାଲ୍କା ବ୍ୟାଗ୍ ନିଅନ୍ତୁ।…
ବିଳମ୍ବ ବିବାହ ଓ ବନ୍ଧ୍ୟାତ୍ୱ
କ୍ୟାରିୟରକୁ ନେଇ ଅଧିକ ଯନତ୍ଶୀଳ ଥିବା ବିଶେଷକରି ଟିୟର ୧ ଏବଂ ଟିୟର ୨ ସହରଗୁଡ଼ିକର ପୁରୁଷ ଏବଂ ମହିଳାମାନେ ବିବାହ ପୂର୍ବରୁ ପ୍ରଥମେ ବ୍ୟବସ୍ଥିତ ହେବାକୁ ଇଚ୍ଛା କରନ୍ତି । ସେମାନେ ଅତ୍ୟଧିକ ପରିଶ୍ରମୀ ଏବଂ ଦୃଢ଼ମନା ହୋଇଥାନ୍ତି ଏବଂ…
ରୋଗପ୍ରତିରୋଧକ କ୍ଷମତା ବୃଦ୍ଧି କରେ ତୁଳସୀ ଚେର
ଆୟୁର୍ବେଦ ଏବଂ ଚୀନ୍ ଔଷଧୀୟ ବିଜ୍ଞାନରେ ତୁଳସୀ ଚେରକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମହୌଷଧି ଭାବେ ବିବେଚନା କରାଯାଇଛି। ଅଧିକାଂଶ ଲୋକେ ତୁଳସୀ ପତ୍ରର ଫାଇଦା ସମ୍ପର୍କରେ ଜାଣିଥାନ୍ତି, କିନ୍ତୁ ଏହାର ଚେର ବି ବେଶ ଉପକାରୀ। ଜାଣି ଆଶ୍ଚର୍ଯ୍ୟ ହେବେ, ତୁଳସୀ…
ସୂର୍ଯ୍ୟକିରଣ ଓ ଅସ୍ଥି
ଅସ୍ଥି ମଜଭୁତ ରହିବା ପାଇଁ ଭିଟାମିନ୍ ‘ଡି’ର ପ୍ରମୁଖ ଭୂମିକା ରହିଛି। ତେଣୁ ଏପରି ଭିଟାମିନ୍ଯୁକ୍ତ ଖାଦ୍ୟକୁ ଆମେ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ଦରକାର। ସୂର୍ଯ୍ୟକିରଣ ଏହାର ଅନ୍ୟତମ ଉତ୍ସ ଭାବରେ ପରିଗଣିତ। ତେବେ ଅନ୍ୟଦିନ ଅପେକ୍ଷା ଶୀତଦିନର…
ରୋଗ ନିରୂପଣରେ ସାଧାରଣ ପରୀକ୍ଷା
ସାଧାରଣ ପରୀକ୍ଷାଗୁଡ଼ିକ ବହୁତ ଗୁରୁତ୍ୱ ବହନ କରିଥାଏ। ରୋଗ ହେଲେ ରୋଗୀଙ୍କ ଦେହରେ ଅନେକ ଲକ୍ଷଣ ପ୍ରକାଶ ପାଇଥାଏ। ବିଭିନ୍ନ ରୋଗର ଲକ୍ଷଣ ଭିନ୍ନ ଭିନ୍ନ ହେଲେ ମଧ୍ୟ କେତେକ ଲକ୍ଷଣ ଅନେକ ରୋଗରେ ପ୍ରକାଶ ପାଇଥାଏ। ବାନ୍ତି, ଜ୍ୱର, ମୁଣ୍ଡବିନ୍ଧା,…
ଦୃଷ୍ଟିଶକ୍ତିକୁ ଦୃଢ଼ କରେ ଚକୋଲେଟ୍
ଚକୋଲେଟ୍ ଖାଇଲେ ତାହା ଦୃଷ୍ଟି ଶକ୍ତିକୁ ଆହୁରି ଦୃଢ଼ କରିଥାଏ ବୋଲି ଲଣ୍ଡନ ୟୁନିଭର୍ସିଟିର ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। ଚକୋଲେଟ୍ର ସ୍ବାସ୍ଥ୍ୟୋପକାରୀ ଗୁଣ ବିଷୟରେ ତର୍ଜମା କରିବା ସମୟରେ ସେମାନେ ଏହା ବ୍ୟତୀତ ଆଉ କେତେକ କଥା ମଧ୍ୟ ଜାଣିବାକୁ ପାଇଥିିଲେ।…
ରୋଗ ଚିହ୍ନଟ କରିବ ମହୁମାଛି
ମହୁମାଛି ମଧ୍ୟ ରୋଗ ଚିହ୍ନଟ କରିପାରିବ। ଏପରି କଥା କାହାକୁ ହୁଏତ ଆଶ୍ଚର୍ଯ୍ୟ ଲାଗୁଥାଇପାରେ। ହେଲେ ଏହାପଛରେ ସତ୍ୟତା ରହିଛି ବୋଲି ଦୃଢ଼ୋକ୍ତି ବ୍ୟକ୍ତ କରିଛନ୍ତି ପର୍ତ୍ତୁଗାଲର ବିଶେଷଜ୍ଞମାନେ। ମହୁମାଛିର ଘ୍ରାଣଶକ୍ତି ଭାରି ପ୍ରଖର। ଏହାଦ୍ୱାରା ସେ କେତେକ ରୋଗ ବିଷୟରେ…
ସ୍ମରଣଶକ୍ତି ପ୍ରଖରକରେ ନ୍ୟୁରୋନ୍
ସ୍ମରଣଶକ୍ତି ସନ୍ତୁଳିତ ଥିତ୍ଲେ ଆମେ ସବୁ କଥା ମନେରଖିିତ୍ପାରୁ। ଏଥିତ୍ରେ ଅସନ୍ତୁଳନ ପରିଲକ୍ଷିତ ହେଲେ ଆମେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥାଉ। ତେବେ ଏହାକୁ ପ୍ରଖର ରଖିିବା କ୍ଷେତ୍ରରେ ନ୍ୟୁରୋନ୍ ନାମକ ତତ୍ତ୍ୱର ଭୂମିକା ରହିଛି। ଏହି ତତ୍ତ୍ୱ ଆମ ମସ୍ତିଷ୍କରେ…
ପେଟ ସମସ୍ୟା ପାଇଁ ଉପକାରୀ ଗାଜର ଜୁସ୍
ଗାଜରରେ ଭରପୂର୍ ମାତ୍ରାରେ କ୍ୟାଲ୍ସିୟମ୍, ଫାଇବର୍, ଭିଟାମିନ୍ ଏ, ବି, ଓ ସି ମହଜୁଦ୍ ରହିଛି, ଯାହା କୋଲେଷ୍ଟୋରଲ୍ ସ୍ତରକୁ ନିୟନ୍ତ୍ରଣରେ ରଖେ। ନିୟମିତ ଗାଜର ଜୁସ୍ ସେବନ ଦ୍ୱାରା ଶରୀରରେ ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ। କାମ କରିବା ପରେ…
Archives


