ଜୀବନଚର୍ଯ୍ୟା

ହ୍ୟାଣ୍ଡ୍‌ ସାନିଟାଇଜର୍‌ ବ୍ୟବହାର କରୁଥିଲେ…

ସାଧାରଣତଃ ଦେଖାଯାଇଥାଏ, ହାତ ପରିଷ୍କାର କରିବାକୁ ବର୍ତ୍ତମାନ ସମୟରେ ବିଭିନ୍ନ ବ୍ରାଣ୍ଡ୍‌ର ହ୍ୟାଣ୍ଡ୍‌ସାନିଟାଇଜର୍‌ ବ୍ୟବହାର କରାଯାଉଛି। କିନ୍ତୁ ଏହାର ଉପଯୋଗ ଆପଣଙ୍କୁ ସୁସ୍ଥ ରଖିବା ପରିବର୍ତ୍ତେ ରୋଗଗ୍ରସ୍ତ ଏବଂ ଦୁର୍ବଳ କରିପାରେ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ। ୟୁନିଭର୍ସିଟି ଅଫ୍‌…

ଅନେକ ରୋଗ ଦୂର କରେ ଶୁଣ୍ଠି

ଶୁଖିଲା ଅଦା ବା ଶୁଣ୍ଠି କେବଳ କବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ, ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି। ବିଶେଷକରି ଶୀତଦିନେ ଶୁଣ୍ଠିର ବ୍ୟବହାର ଦ୍ବାରା ଅନେକ ସମସ୍ୟାରୁ ମୁକ୍ତି ମିଳିଥାଏ। ଜାଣନ୍ତୁ ଏ ସମ୍ପର୍କରେ… –…

ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦିଏ ସପୁରି

ସପୁରି ସ୍ବାସ୍ଥ୍ୟ ଉପକାରୀ ଗୁଣରେ ଭରପୂର। ଏଥିରେ ପୋଷକ ତତ୍ତ୍ୱ ସହ ଆଣ୍ଟି ଅକ୍ସିଡାଣ୍ଟର ଗୁଣ ମଧ୍ୟ ରହିଥାଏ। ଏକ ଗ୍ଲାସ ସପୁରି ରସରୁ ୧.୭ ଗ୍ରାମ ପ୍ରୋଟିନ୍‌, ୨.୩ ଗ୍ରାମ ଫାଇବର ଏଥିସହ ଭିଟାମିନ୍‌ ସି ଓ ବି-୬ ମିଳିଥାଏ।…

ବେଡ୍‌ ଲାଇଟ୍‌ ବି ବଢ଼ାଏ ମହିଳାଙ୍କଠାରେ ମେଦବହୁଳତା…

କେତେକ ଶୋଇଲାବେଳେ ବେଡ୍‌ ଲାଇଟ୍‌ ଲଗାଇଥାନ୍ତି । ଅଧିକ ଆଲୋକରେ ଶୋଇବାକୁ ଭଲ ପାଉଥିବା ଲୋକେ ଏପରି କରିନ୍ତି। ତେବେ ବେଡ୍‌ଲାଇଟ୍‌ ଜଳାଇ ଶୋଇବା ଦ୍ୱାରା ମେଦବହୁଳତା ବଢିଥାଏ ବୋଲି ଲଣ୍ଡନର ଇନ୍‌ଷ୍ଟିଚ୍ୟୁଟ ଅଫ୍‌ କ୍ୟାନ୍‌ସର ରିସର୍ଚ୍ଚରେ ହୋଇଥିବା ଏକ ଗବେଷଣା…

ନିଆଁରେ ଶରୀରର କୌଣସି ଅଂଶ ପୋଡିଗଲେ, ଆପଣାନ୍ତୁ ….

ନିଆଁରେ ଶରୀରର କୌଣସି ଅଂଶ ପୋଡ଼ିଗଲେ, ସେହି ସ୍ଥାନ ପ୍ରବଳ ମାତ୍ରାରେ ପୋଡିଥାଏ। ତୁରନ୍ତ ସେହି ସ୍ଥାନରେ  ପାଣି କିମ୍ବା କିମ୍ବା ବରଫ ଲଗାଇଥାଉ। ହେଲେ ଏଥିଲାଗି ଆପଣାଇପାରିବେ ନିମ୍ନୋକ୍ତ ଟିପ୍ସ.. ଲେମ୍ବୁ: ପୋଡ଼ା ସ୍ଥାନରେ ଲେମ୍ବୁ ରସକୁ ୨-୩ ଦିନ…

ମକର ସଂକ୍ରାନ୍ତିରେ ଘରେ ପ୍ରସ୍ତୁତ କରନ୍ତୁ ଏହି ବ୍ୟଞ୍ଜନ

ସୂର୍ଯ୍ୟଙ୍କ ଉତ୍ତରାୟଣ ଗତିକୁ ସାରା ଦେଶରେ ମକର ସଂକ୍ରାନ୍ତି ପର୍ବ ଭାବେ ପାଳନ କରାଯାଏ। ହିନ୍ଦୁ ଧର୍ମରେ ଏହି ପର୍ବର ଏକ ସ୍ବତନ୍ତ୍ର ମହତ୍ୱ ରହିଛି। ଚଳିତ ବର୍ଷ ଜାନୁୟାରୀ ୧୫ରେ ଏହାକୁ ପାଳନ କରାଯାଉଛି। ଏହି ଦିନ ଗୁଡରେ ତିଆରି…

କିଡ୍‌ନୀ ଷ୍ଟୋନର ଘରୋଇ ଉପଚାର

ମନୁଷ୍ୟ ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ମଧ୍ୟରେ କିଡ୍‌ନୀ ବା ବୃକକ୍‌ ଅନ୍ୟତମ। ଶରୀରରେ ପାଣି ଭଳି ବିଭିନ୍ନ ତରଳପଦାର୍ଥ ଯଥା ମିନେରାଲ ଓ କେମିକାଲର ସ୍ତର ଠିକ୍‌ ରଖିବା ସହ ଶରୀରକୁ କ୍ଷତି ପହଞ୍ଚାଉଥିବା ଟକ୍ସିନ୍‌କୁ ବାହାର କରିଥାଏ। ଅନେକ ସମୟରେ…

ଶୀତଦିନେ ଆଜ୍‌ମାରୁ ଦୂରେଇ ରହିବେ କିପରି…

ଶୀତଦିନେ ପରିବେଶ ଥଣ୍ଡା ରହିବା ଯୋଗୁ କେତେକଙ୍କଠାରେ ନିଶ୍ୱାସପ୍ରଶ୍ୱାସ ନେବାରେ ସମସ୍ୟା ଦେଖାଦେଇଥାଏ। ଏହାକୁ ଚିକିତ୍ସକମାନେ ଆଜ୍‌ମା ସମସ୍ୟା ବୋଲି କହିଥାନ୍ତି। ଏଥିପାଇଁ ଔଷଧ ଖାଇବାକୁ ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ତେବେ ସଜନା ଛୁଇଁ ଖାଇଲେ ଏହି ସମସ୍ୟାରୁ ସହଜରେ ମୁକ୍ତି…

ଉଲେନ୍‌ କପଡ଼ାର ଯତ୍ନ

ଶୀତଦିନେ ଭଳିକି ଭଳି ଉଲେନ୍‌ କପଡ଼ାର ବ୍ୟବହାର ନା କେବଳ ଆରାମଦାୟକ ବରଂ ଏହା ବେଶ୍‌ ଆକର୍ଷଣୀୟ ଏବଂ ଷ୍ଟାଇଲିସ୍‌ ଲୁକ୍‌ ବି ଦେଇଥାଏ। ତେବେ ଏହି ଉଲେନ୍‌ କପଡ଼ାଗୁଡ଼ିକ ଅପେକ୍ଷାକୃତ ନରମ ଓ ଦାମୀ ହୋଇଥିବାରୁ ଏହାର ବିଶେଷ ଯତ୍ନନେବା…

ଦୂରକରନ୍ତୁ ରୁପି

ଶୀତଦିନେ ରୁପି ସମସ୍ୟା ଅନେକଙ୍କ ଲାଗି ଚିନ୍ତାର କାରଣ ପାଲଟେ, ଯାହାକୁ ରୋକିବା ଲାଗି ସେମାନେ ବିଭିନ୍ନ ଉପାୟ ଆପଣେଇଥାନ୍ତି। ହେଲେ ଏଭଳି କିଛି ଖାଦ୍ୟ ରହିଛି, ଯାହା କି ରୁପି ସମସ୍ୟା ଦୂର କରିବାରେ ବେଶ୍‌ ଉପକାରୀ … ଶୀତଦିନେ…

ଗର୍ଭାବସ୍ଥାରେ ମେଦ ବୃଦ୍ଧି

ଜଣେ ଜଣେ ମହିଳା ଗର୍ଭଧାରଣ ପୂର୍ବରୁ ମୋଟା ଥାଆନ୍ତି ଏବଂ ବେଶି ଓଜନ ସହ ଗର୍ଭଧାରଣ କରିଥାନ୍ତି, ପୁଣି କେତେକ ମହିଳା ଗର୍ଭଧାରଣ ସମୟରେ ବହୁତ ମୋଟା ହୋଇଯାନ୍ତି। ତେବେ ଅତ୍ୟଧିକ ମେଦ ବୃଦ୍ଧି ଗୋଟିଏ ମହିଳା ପାଇଁ ଯେତିକି ଅସୁବିଧା…

ଡାଏରୀ ଲେଖିଲେ ଦୂର ହେବ ଅବସାଦ

ମନ କଥା ଲେଖିବା ଅଭ୍ୟାସ ଅବସାଦ ଦୂର କରିବାରେ ସାହାଯ୍ୟ କରିଥାଏ। ଏହାଦ୍ୱାରା ଚ୍ୟାଲେଞ୍ଜପୂର୍ଣ୍ଣ କାମକୁ ଉନ୍ନତ ଢ଼ଙ୍ଗରେ କରିବାକୁ ଶକ୍ତି ମିଳିଥାଏ। ଆମେରିକା ମିଶିଗାନ୍‌ ୟୁନିଭର୍ସିଟିରେ ହୋଇଥିବା ଏକ ଗବେଷଣାରୁ ଏହି ଦାବି କରାଯାଇଛି। ଗବେଷକଙ୍କ ଅନୁସାରେ, ଯେଉଁ ବ୍ୟକ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri