ଜୀବନଚର୍ଯ୍ୟା

ରୋଷେଇ ଘରୁ ଦୁର୍ଗନ୍ଧ ଆସିଲେ ଆପଣାନ୍ତୁ କିଛି ଘରୋଇ ଉପଚାର

ରୋଷେଇ ଘରକୁ ସବୁବେଳେ ସଫାସୁତୁରା ରଖିବା ଉଚିତ୍‌। କାରଣ ରୋଷେଇ ଘରେ ଜୀବାଣୁ ବ୍ୟାପିଲେ ଏହା ଆମ ଖାଦ୍ୟରେ ମିଶି ଆମ ପେଟ ଭିତରକୁ ଚାଲି ଯାଇଥାଏ। ବେଳେ ବେଳେ ଦେଖାଯାଏ ଯେ ରୋଷେଇ ଘର ଯେତେ ସଫା ରଖିଲେ...

ହୃଦରୋଗ ଦୂରେଇବା ପାଇଁ ସକାଳୁ ପିଅନ୍ତୁ…

ଆଧୁନିକ ଜୀବନଶୈଳୀ ଏବେ ଅଧିକାଂଶ ବ୍ୟକ୍ତିଙ୍କୁ ରୋଗାକ୍ରାନ୍ତ କରି ପକାଇଛି। ଖାଦ୍ୟ ପାନୀୟରେ ଅନିୟମିତତାହିଁ ଏବେ ହୃଦରୋଗ ଭଳି ମାରାତ୍ମକ ସମସ୍ୟା ସୃଷ୍ଟି କରିଛି। ଶରୀରରେ କୋଲେଷ୍ଟ୍ରଲ, କ୍ୟାଲୋରୀ, ସୋଡିୟମ ଆଦିର ମାତ୍ରା ଠିକ୍‌ ରଖିଲେ ହୃଦରୋଗକୁ ସହଜରେ ଦୂରେଇ...

ଭାରୀ ଉପକାରୀ ଦେଶୀ ଘିଅ

ଆମ ମନରେ ଏକ ଧାରଣା ବସା ବାନ୍ଧି ରହିଯାଇଛି ଯେ, ଦେଶୀ ଘିଅ ନିୟମିତ ଭାବେ ଖାଇବା ଦ୍ୱାରା ଶରୀର ଓଜନ କ୍ଷିପ୍ର ଗତିରେ ବଢ଼ିବା ସହ ଏହା ଶରୀର ପାଇଁ କ୍ଷତିକାରକ ହୋଇଥାଏ।  ହେଲେ ଆମର ଏଭଳି ଧାରଣା...

ରକ୍ତହୀନତାରୁ ଦୂରେଇ ରହିବାକୁ ଚାହୁଁଛନ୍ତି…

ଗୁଡରେ ଅନେକ ଉପକାରୀ ପୋଷକ ତତ୍ତ୍ୱ ରହିଛି। ଏହା ରକ୍ତ ପରିଷ୍କାର କରିବା ସହିତ ଶରୀରରେ ମେଟାବୋଲିଜିମ୍‌ ପ୍ରକିୟାକୁ ନିୟନ୍ତ୍ରଣ କରିଥାଏ। କ୍ଷୀରରେ ଗୁଡ ମିଶାଇ ଖାଇଲେ ଅନେକ ଫାଇଦା ମିଳେ। ଏସିଡିଟି ସମସ୍ୟା ଗୁଡ ଦୂର କରେ। ଖାଇସାରିବା...

ହାର୍ଟ ଆଟାକ୍‌ରୁ ଦୂରେଇ ରଖେ ଏହି ଧୁଆଁ…

ପରିବର୍ତ୍ତିିତ ଜୀବନ ଶୈଳୀରେ କେତେକଙ୍କ ଠାରେ ହାର୍ଟ ଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ଏହାର ନିରାକରଣ କିଛି ଘରୋଇ ଉପଚାର ଦ୍ୱାରା ମଧ୍ୟ ସମ୍ଭବ। ଘରେ ସବୁଦିନ ଝୁଣା ଧୁଆଁ ଦେଲେ ଏହା ମନରେ ସକାରାତ୍ମକ ପ୍ରଭାବ ପକାଇବା ସହିତ...

ରକ୍ତ ଶର୍କରା ଅଂଶ କମ୍‌ କରେ କଞ୍ଚାଲଙ୍କା

କଞ୍ଚାଲଙ୍କାରେ ରହିଛି ପ୍ରଚୁର ପରିମାଣରେ ଭିଟାମିନ୍‌ ଏ ଓ ସି। ଯାହା ଆମର ଦୃଷ୍ଟିଶକ୍ତି ବଢାଇବାରେ ସାହାଯ୍ୟ କରିଥାଏ। ଆଜିକାଲି ଅଧିକାଂଶ ଲୋକେ ଲାଲ ଲଙ୍କାକୁ ଖାଦ୍ୟରେ ସାମିଲ କରୁଥିବା ଦେଖାଯାଏ। ଯାହା ସ୍ବାସ୍ଥ୍ୟ ପାଇଁ ହାନିକାରକ। ନିକଟରେ ଏକ...

ଏହି ଶାଗ ଖାଆନ୍ତୁ ଉଚ୍ଚ ରକ୍ତଚାପରୁ ଦୂରେଇ ରୁହନ୍ତୁ…

ସଜନା ଶାଗରେ ଅନେକ ଉପକାରୀ ପୋଷକତତ୍ତ୍ୱ ରହିଛି । ସପ୍ତାହରେ ୨-୩ଥର ସଜନା ଶାଗ ଭଜା ଖାଇଲେ ଏହା କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରିତ କରିବା ସହିତ ଉଚ୍ଚରକ୍ତଚାପ ସମସ୍ୟା ଦୂର କରେ। ସେହି ପ୍ରତିଦିନ ସକାଳେ ସଜନା ପତ୍ର ରସ ୨...

ଏସିଡିଟି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏହି ଜୁସ୍‌ ପିଅନ୍ତୁ ଅଧାକପ୍‌…

ସକାଳେ ଅଧାକପ୍‌ ତରଭୁଜ ଜୁସ୍‌ ପିଇଲେ ଅନେକ ଲାଭ ମିଳିଥାଏ। ଏଥିରେ ଓମେଗା ୩ ଏସିଡ୍‌ ପ୍ରଚୁର ପରିମାଣରେ ରହିଥାଏ। ତରଭୁଜ ଏସିଡିଟି ସମସ୍ୟାରୁ ମୁକ୍ତି ଦେବା ସହିତ ପାଚନ ପ୍ରକ୍ରିୟା ନିୟନ୍ତ୍ରଣ କରେ। ଏହି ଜୁସ୍‌କୁ ନିୟମିତ ପିଇଲେ...

ସ୍ବାସ୍ଥ୍ୟ ସମସ୍ୟା ଦୂର କରେ ଗୁଜୁରାତି

ଗୁଜୁରାତି ପ୍ରାୟ ସମସ୍ତଙ୍କ ରୋଷେଇ ଘରେ ଥାଏ। ଖାଦ୍ୟକୁ ସ୍ବାଦିଷ୍ଟ ଏବଂ ସୁଗନ୍ଧିତ କରିବା ପାଇଁ ଗୁଜୁରାତିର ବ୍ୟବହାର କରାଯାଇଥାଏ। ଏହା ମୁଖ ଦୁର୍ଗନ୍ଧ ମଧ୍ୟ ଦୂର କରେ। ଏଥିସହିତ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦୂର କରିଥାଏ। ଜାଣନ୍ତୁ ଏ...

ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଯାଉଛନ୍ତି କି? ଏସବୁ ଦିଗ ପ୍ରତି ଧ୍ୟାନ ଦେଲେ ହୋଇଯିବେ ଉତ୍ତୀର୍ଣ୍ଣ

ଅନେକଙ୍କ ପାଖରେ ଟ୍ୟାଲେଣ୍ଟ ଥାଇ ସୁଦ୍ଧା ବେଳେବେଳେ କେତେକ ସ୍ଥାନରେ ଫେଲ୍‌ ହୋଇଥାନ୍ତି। ବିଶେଷକରି ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଯାଉଥିଲେ ମନରେ ଭୟ ରହିଥାଏ। ଏହାକୁୁ ସାମ୍ନା କରିବା ପାଇଁ କେତେକ ଦିଗ ପ୍ରତି ଧ୍ୟାନ ଦେଲେ ସହଜରେ...

ଲିଭର୍‌କୁ ସୁରକ୍ଷିତ ରଖେ ଏହି ପତ୍ର…

ଭୃସଙ୍ଗପତ୍ର ସ୍ବାସ୍ଥ୍ୟ ପାଇଁ ଲାଭକାରୀ । ପ୍ରତିଦିନ ସକାଳେ ଅଧାକପ୍‌ ଭୃସଙ୍ଗପତ୍ର ରସ ପିଇଲେ ଲିଭର ବିଭିନ୍ନ ସଂକ୍ରମଣରୁ ଦୂରେଇ ରୁହେ। ଏହାର କାର୍ଯ୍ୟକୁ ଭୃସଙ୍ଗପତ୍ର ରସ ସ୍ବାଭାବିକ କରେ। ଭୃସଙ୍ଗପତ୍ର ରସ ନିୟମିତ ପିଇଲେ ମଧୁମେହରୁ ମୁକ୍ତି ମିଳେ।...

ଖରାଦିନେ ଖାଆନ୍ତୁ ଏହି ଖାଦ୍ୟ, କମ୍‌ ହେବ ରକ୍ତଚାପ

ବର୍ତ୍ତମାନ ଅଧିକାଂଶ ଲୋକ ରକ୍ତଚାପ ରୋଗରେ ପୀଡ଼ିତ। ଉଚ୍ଚ ରକ୍ତଚାପ ଶରୀରର ରକ୍ତପ୍ରବାହ ଉପରେ କୁପ୍ରଭାବ ପକାଇଥାଏ। ଯେଉଁ ବ୍ୟକ୍ତିଙ୍କର ଏପରି ସମସ୍ୟା ରହିଛି, ସେମାନଙ୍କୁ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ରଖିବା ପାଇଁ ଡାକ୍ତରମାନେ ପରାମର୍ଶ ଦେଇଥାନ୍ତି। ବିଶେଷକରି ଖରାଦିନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri