ଜୀବନଚର୍ଯ୍ୟା

ସ୍ମାର୍ଟ ହେଲମେଟ୍‌

ଏଣିକି ହେଲମେଟ୍‌ ବାଟ ଦେଖାଇପାରିବ। ଏପରି ଏକ ସ୍ମାର୍ଟ ତଥା ହାଇଟେକ୍‌ ହେଲମେଟ୍‌ ପ୍ରସ୍ତୁତ କରାଯାଇଛି। ଏଭଳି ଏକ ପ୍ରୟାସ କରି ରୁଷିଆର ବିଶେଷଜ୍ଞମାନେ ସଫଳ ହୋଇଛନ୍ତି। ଉକ୍ତ ନୂଆ ହେଲମେଟ୍‌ରେ ଅତ୍ୟାଧୁନିକ ଜ୍ଞାନକୌଶଳବିଶିଷ୍ଟ ଡିଭାଇସ୍‌ ସଂଯୋଗ କରାଯାଇଛି। ଫଳରେ ଏହାକୁ…

କରୋନା ଭାଇରସ୍‌ ପ୍ରତିଷେଧକ ଟିକା

ଚାଇନା ଟିକା: PiCoVacc ଏକ ବେସରକାରୀ ଚାଇନା ସଂସ୍ଥା ସାଇନୋଭ୍ୟାକ (Sinovac) ଦ୍ବାରା ବିକଶିତ ଏହି ଟିକା ଏବେ ପରୀକ୍ଷଣର ମିଳିତ ଦ୍ବିତୀୟ ଓ ତୃତୀୟ ପର୍ଯ୍ୟାୟରେ ଅଛି I ଏହା ପୂର୍ବ ପଦ୍ଧତି ଭଳି ଶରୀରରେ କିଛି ନିଷ୍କ୍ରିୟ ଭାଇରସର…

ଦୃଷ୍ଟିଶକ୍ତିକୁ ପ୍ରଖର କରେ ଧନିଆ ପତ୍ର

ଧନିଆ ପତ୍ରରେ ଅନେକ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ନିୟମିତ ଖାଦ୍ୟ ତାଲିକାରେ ଏହାକୁ ସାମିଲ କଲେ ତାହା ଦୃଷ୍ଟି ଶକ୍ତିକୁ ପ୍ରଖର କରିଥାଏ ବୋଲି ୟୁନିଭର୍ସିଟି ଅଫ ଲଣ୍ଡନ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରୁ ଜଣାପଡିଛି। ଧନିଆରେ ଭିଟାମିନ୍‌ ‘ଏ’…

କରୋନା : ଥିଲା ଓ ରହିବ

କରୋନା ଗୋଟିଏ ନିର୍ଜୀବ ଅଣୁ। ଏହାର ବିନାଶ ନାହିଁ। ପରିବେଶରେ ଏହା ତିଷ୍ଠି ରହେ। ବାଦୁଡି, ବଜ୍ରକାପ୍ତା, ସାପ ଓ ସରୀସୃପ ଏହାର ବାହକ। ଉଚ୍ଚ ଉତ୍ତାପରେ ପଶୁ ମାଂସ ରାନ୍ଧି ନ ଖାଇଲେ ଏହା ସଂକ୍ରମିତ ହୋଇଥାଏ। ୨୦୦୩ରେ କରୋନାର…

ରୋଗ ପ୍ରତିରୋଧକ କ୍ଷମତା ବଢ଼ାଇଥାଏ ତୁଳସୀପତ୍ରର କାଢ଼ା

ନ୍ୟାଶନାଲ ସେଣ୍ଟର ଫର୍‌ ବାୟୋଟେକ୍ନୋଲୋଜି ଇନ୍‌ଫର୍‌ମେଶନ ଅନୁସାରେ, ରୋଗ ପ୍ରତିରୋଧକ କ୍ଷମତା ବଢ଼ାଇବା ପାଇଁ ତୁଳସୀପତ୍ର ବେଶ୍‌ ଲାଭଦାୟକ। ପ୍ରତି ସଂକ୍ରାମକ ରୋଗରୁ ଏହି ପତ୍ର ମୁକ୍ତି ଦେଇଥାଏ। ବିଶେଷକରି ତୁଳସୀ ପତ୍ରର କାଢ଼ା ଦେହ ପାଇଁ ଆହୁରି ଭଲ। ତେବେ…

ଦାନ୍ତ ବିନ୍ଧା କମ୍‌ କରେ ଏହି ପତ୍ର

ଓସ୍ତ ପତ୍ରରେ ଅନେକ ଔଷଧୀୟ ଗୁଣ ରହିଛି। ଓସ୍ତ ପତ୍ରରେ ଭିଟାମିନ୍‌ ଏବଂ ଅନେକ ଆଣ୍ଟିଅକ୍ସିଡେଣ୍ଟ ତତ୍ତ୍ୱ ରହିଛି। ଯାହା ଶରୀର ବିଭିନ୍ନ ଗମ୍ଭୀର ରୋଗ ଦୂର କରିବାର କ୍ଷମତା ରଖିଛି। ଓସ୍ତ ପତ୍ରକୁ ବ୍ୟବହାର କରି ହାର୍ଟ ଆଟାକ ପରି…

ଅଷ୍ଟ୍ରେଲିଆରେ ମନୁଷ୍ୟଙ୍କ ଉପରେ କରୋନା ପ୍ରତିଷେଧକ ଟୀକାର ପରୀକ୍ଷା ଆରମ୍ଭ କରିବ ଆମେରିକା

କାନବେରା,୨୬।୫: କରୋନା ସଂକ୍ରମଣ ନେଇ ପୃଥିବୀରେ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ପ୍ରତିଷେଧକ ଟୀକା ପ୍ରସ୍ତୁତି ପାଇଁ ବିଭିନ୍ନ ଦେଶରେ ଉଦ୍ୟମ ଅବ୍ୟାହତ ରହିଛି। ଆମେରିକାର ଏକ ବାୟୋ ଟେକ୍ନୋଲୋଜି କମ୍ପାନୀ ଅଷ୍ଟ୍ରେଲିଆରେ କରୋନା ପ୍ରତିଷେଧକ ଟୀକାର ପରୀକ୍ଷା ମନୁଷ୍ୟଙ୍କ ଉପରେ…

ଆୟୁର୍ବେଦିକ୍‌ ହର୍ବାଲ୍‌ ଟି

ଆବଶ୍ୟକ ସାମଗ୍ରୀ- ପାଣି, ଅଁଳା ଗୁଣ୍ଡ, ଅଦା, ପୁଦିନା ପତ୍ର, ଆବଶ୍ୟକ ଅନୁସାରେ ଲୁଣ। ପ୍ରସ୍ତୁତି ପ୍ରଣାଳୀ- ଅଁଳା ଚା ତିଆରି କରିବା ପାଇଁ ଏକ ପ୍ୟାନରେ ଦେଢ଼ କପ୍‌ ପାଣି ବସାଇ ଗରମ କରନ୍ତୁ। ପାଣି ଫୁଟିବା ପରେ ସେଥିରେ…

ଘରୁ ଦୂରାନ୍ତୁ ଅସରପା

ରୋଷେଇ ଘରେ ଖାଦ୍ୟ ପଦାର୍ଥ ଠାରୁ ଆରମ୍ଭ କରି ବାସନ ଆଦି ପର୍ଯ୍ୟନ୍ତ ବିଭିନ୍ନ ସାମଗ୍ରୀ ରହୁଥିବାରୁ ଅସରପା ରହିବା ମାରାତ୍ମକ। କାରଣ ଏହା କିଚେନ୍‌ର କୋଣଗୁଡ଼ିକ ଏବଂ ପ୍ରତି ଛୋଟ ବଡ଼ ସ୍ଥାନକୁ ସହଜରେ ଯାଇ ଜୀବାଣୁ ଛାଡ଼ିଥାନ୍ତି, ଯାହାକି…

ଲକ୍‌ଡାଉନ୍‌ରେ ବାହାରକୁ ଯାଉଥିଲେ…

କରୋନା ସଂକ୍ରମଣ ପାଇଁ ଏବେ ଗୃହିଣୀମାନେ ବହୁ ଭାବରେ ସତର୍କ । କାହିଁକି ନା ପରିବାର ସଦସ୍ୟଙ୍କୁ ସୁସ୍ଥ ରଖିବା ଦାୟିତ୍ୱ ଅନେକାଂଶରେ ସେମାନଙ୍କର। ତେଣୁ ଏ ସମୟରେ ବାହାରକୁ କୌଣସି ଜିନିଷ ଆଣିବାକୁ ବା କୌଣସି କାମରେ ଯାଉଥିଲେ ସୁରକ୍ଷା…

କରୋନା ଓ ମାତୃତ୍ୱ

”ହର୍ମୋନରେ ପରିବର୍ତ୍ତନ କାରଣରୁ ଗର୍ଭଧାରଣ ସମୟରେ ମହିଳାମାନଙ୍କ ମାନସିକ ସ୍ବାସ୍ଥ୍ୟ ପ୍ରଭାବିତ ହୋଇଥାଏ ଏବଂ ଏହାର ପ୍ରଭାବରେ ଚାପ, ଉନ୍ମାଦନା, ଅବସାଦ, ରାଗ, ମନ ବଦଳିବା ଭଳି ସମସ୍ୟା ଦେଖାଦିଏ ଏବଂ ଏହି ପର୍ଯ୍ୟାୟରେ ସ୍ବାସ୍ଥ୍ୟର ଯତ୍ନ ନେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…

ତ୍ୱଚାକୁ ସୁସ୍ଥ ରଖେ ଟମାଟୋ

ଟମାଟୋ ଦେଖିବାକୁ ଯେତିକି ଆକର୍ଷଣୀୟ, ଖାଦ୍ୟକୁ ବି କରେ ସେତିକି ସ୍ବାଦିଷ୍ଟ। କେବଳ ଏତିକି ନୁହେଁ ଏଥିରେ ମଧ୍ୟ ଭରିରହିଛି ଏକାଧିକ ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଉପାଦାନ। ଜାଣିରଖନ୍ତୁ ସୁନ୍ଦର ତ୍ୱଚା ଲାଗି ଟମାଟୋକୁ ବ୍ୟବହାର କରିବାର ବିଭିନ୍ନ ଉପାୟ… – ଟମଟୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?