ସାମ୍ନାକୁ ଆସିଲା କରୋନା ଭାଇରସ୍ ସଂକ୍ରମଣର ୬ଟି ନୂଆ ଲକ୍ଷଣ
ଓ୍ବାଶିଂଟନ୍,୨୭।୪: କରୋନା ଭାଇରସ୍ ସଂକ୍ରମଣ ପ୍ରାରମ୍ଭରୁ ସଂକ୍ରମିତ ରୋଗୀଙ୍କ ମଧ୍ୟରେ ସୁଖା କାଶ, ଭୀଷଣ ଜ୍ୱର ଓ ଶ୍ବାସକ୍ରିୟାରେ କଷ୍ଟ ଅନୁଭବ ହେଲା ଭଳି ଲକ୍ଷଣ ଦେଖାଯାଉଥିଲା। କିନ୍ତୁ ଏବେ ଏହି ସଂକ୍ରମଣର ଆଉ କିଛି ନୂଆ ଲକ୍ଷଣ ଦେଖାଯାଇଛି। ଏନେଇ…
ଆର୍ଥାରାଇଟିସ୍ ଔଷଧ ଦ୍ୱାରା ସମ୍ଭବ କରୋନା ଚିକିତ୍ସା: ୪୮ ଘଣ୍ଟାରେ ହୋଇଥାଏ ଫଳପ୍ରଦ !
ଓ୍ବାଶିଂଟନ,୨୭।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ବହୁ ଦେଶରେ ସୁରକ୍ଷା ଦୃଷ୍ଟିରୁ ଲକ୍ ଡାଉନ୍ ଜାରି ହୋଇଛି। କରୋନା ମହାମାରୀର ଚିକିତ୍ସା ନେଇ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ କଥା ଶୁଣିବାକୁ ମିଳୁଛି। ଆର୍ଥାରାଇଟିସ୍…
ଅଧିକ ଷ୍ଟିରଏଡ୍ ବ୍ୟବହାର ରୋଗ ପ୍ରତିରୋଧକ ଶକ୍ତିକୁ ପ୍ରଭାବିତ କରେ
ସାଧାରଣତଃ ଅଙ୍ଗ ପ୍ରତିରୋପଣ, ଶ୍ୱାସ, ଆଣ୍ଠୁଗଣ୍ଠି ବାତ, ଚର୍ମ ଓ କ୍ୟାନ୍ସର ଆଦି ରୋଗୀମାନଙ୍କ କ୍ଷେତ୍ରରେ ଷ୍ଟିରଏଡ ଔଷଧ ବହୁଳ ଭାବେ ବ୍ୟବହାର କରାଯାଇଥାଏା ଦୀର୍ଘ ସମୟ ଧରି ଷ୍ଟିରଏଡ ବ୍ୟବହାର କରାଗଲେ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବା ଇମ୍ୟୁନିଟି…
ସୁସ୍ଥ ରହିବା ଅନ୍ତରାଳେ…
ଆଜିକାଲିର ବ୍ୟସ୍ତମୟ ଜୀବନରେ ନିଜକୁ ସୁସ୍ଥ ରଖିବା ଅପରିହାର୍ଯ୍ୟ। ତେଣୁ ଆମକୁ କେତୋଟି ଦିଗ ପ୍ରତି ଯଥେଷ୍ଟ ଧ୍ୟାନ ଦେବା ଆବଶ୍ୟକ। ଜାଣନ୍ତୁ ସେ ସମ୍ପର୍କରେ.. ଖାଦ୍ୟପେୟ : ଆମେ ସୁସ୍ଥ ରହିବା ପଛରେ ଖାଦ୍ୟପେୟର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସବୁବେଳେ…
ଫେରିପାରେ ବରଫ ଯୁଗ
ପୃଥିବୀର ଜଳବାୟୁ ଦିନକୁ ଦିନ ପରିବର୍ତ୍ତନ ହେବାରେ ଲାଗିଛି। ତା’ସହ ବାୟୁମଣ୍ଡଳରେ ପ୍ରଦୂଷଣ ମଧ୍ୟ ବଢ଼ିବାରେ ଲାଗିଛି। ଏହି ଧାରା ଯଦି ଲାଗି ରହେ ତେବେ ପୃଥିବୀ ପୃଷ୍ଠରେ ପୁଣି ଥରେ ବରଫ ଯୁଗ ପ୍ରତ୍ୟାବର୍ତ୍ତନ କରିପାରେ ବୋଲି ଆମେରିକୀୟ ପାଣିପାଗ…
ହୃଦ୍ଘାତ ଆଶଙ୍କା କମାଏ ଭିଟାମିନ୍ ‘ସି’
ଆମେ ସମ୍ମୁଖୀନ ହେଉଥିବା ଜଟିଳ ସ୍ବାସ୍ଥ୍ୟ ସମସ୍ୟାଗୁଡିକ ମଧ୍ୟରୁ ହୃଦ୍ଘାତ ଅନ୍ୟତମ। ଅବଶ୍ୟ ଆଜିକାଲି ଏହାର ଉପଚାର ସମ୍ଭବ ହେଲାଣି। ହେଲେ ଯଦି ପରିସ୍ଥିତି ଜଟିଳ ହୁଏ ତେବେ ହୃଦ୍ରୋଗୀ ମୃତ୍ୟୁବରଣ କରିବାର ଯଥେଷ୍ଟ ଆଶଙ୍କା ରହିଛି। ତେବେ ହୃଦ୍ଘାତଠାରୁ ନିଜକୁ…
କୋଭିଡ୍-୧୯ର ଆୟୁର୍ବେଦୀୟ ଉପଚାର
କରୋନାର ଅର୍ଥ ବଳୟ। ଗ୍ରହଣ ବେଳେ ଚନ୍ଦ୍ର ଓ ସୂର୍ଯ୍ୟଙ୍କୁ ଯେପରି ବଳୟ ଘେରି ରହିଥାଏ, ଠିକ୍ ସେହି ଆକାର ଭୂତାଣୁ ପଶୁମାନଙ୍କଠାରେ ଦେଖାଯାଇଥାଏ। ସେହି ପଶୁ ବା ବାଦୁଡିଠାରୁ କେବଳ ମନୁଷ୍ୟଙ୍କୁ ଚାଇନାରେ ପ୍ରଥମେ ସଂକ୍ରମିତ ହୋଇଥିଲା। ତା’ପରେ ମନୁଷ୍ୟରୁ…
କରୋନା ମୁକାବିଲା: ୮ ଘଣ୍ଟାରେ ସର୍ଜିକାଲ ମାସ୍କ୍;୨୪ ଘଣ୍ଟାରେ ଏନ୍-୯୫ ମାସ୍କ୍ ବଦଳାଇବା ଜରୁରୀ
ନୂଆଦିଲ୍ଲୀ,୨୨।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କରୋନାରୁ ଦୂରେଇ ରହିବା ପାଇଁ ଗାଇଡ୍ ଲାଇନ୍ ଜାରି ହୋଇଛି।…
କରୋନା ବଦଳାଇବ ଖାଦ୍ୟ ଅଭ୍ୟାସ
ନୂଆଦିଲ୍ଲୀ,୨୨ା୪: କରୋନା ଭାଇରସ୍ର ପ୍ରଭାବ ଆମ ଜୀବନଶୈଳୀକୁ ବହୁଳ ଭାବରେ ବଦଳାଇ ଦେଇଛି। ଘରେ ରହିବାଠାରୁ ଆରମ୍ଭ କରି ଲକ୍ଡାଉନ ସହିତ ମୁକାବିଲା କରିବା ପର୍ଯ୍ୟନ୍ତ, ଗତ ପ୍ରାୟ ୪ ସପ୍ତାହ ମଧ୍ୟରେ ଆମେ ସମସ୍ତେ ଜୀବନଶୈଳୀ ପରିବର୍ତ୍ତନର ନୂତନ ଧାରାରେ…
କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି
ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ ବ୍ୟକ୍ତ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ ସର୍ଭେରୁ ସେମାନେ ଏପରି ତଥ୍ୟ ଜାଣିବାକୁ ପାଇଛନ୍ତି। ପ୍ରତିଦିନ କିଛି ସମୟ…
ସନ୍ତୁଳିତ ରହିବ କ୍ୟାଲୋରି
ଆମ ଶରୀରରେ କ୍ୟାଲୋରି ସନ୍ତୁଳିତ ରହିବା ନିହାତି ଜରୁରୀ। ଏଥିରେ ଅସନ୍ତୁଳିତ ପରିଲକ୍ଷିତ ହେଲେ ତାହା କେତେକ ରୋଗକୁ ପରୋକ୍ଷରେ ଡାକି ଆଣିଥାଏ। ତେବେ କ୍ୟାଲୋରି ସ୍ତରକୁ ସନ୍ତୁଳିତ ରଖିବା ପାଇଁ କେତେକ ଦିଗ ପ୍ରତି ଦୃଷ୍ଟି ଦେବାକୁ ପଡେ। ସନ୍ତୁଳିତ…
କ୍ୟାନ୍ସରର ପୂର୍ବାନୁମାନ କରିହେବ
ଚିକିତ୍ସା ବିଜ୍ଞାନରେ ଚିନ୍ତାର କାରଣ ସାଜିଥିବା ଅନ୍ୟତମ ପ୍ରମୁଖ ରୋଗ ହେଲା କ୍ୟାନ୍ସର ବା କର୍କଟ ରୋଗ। ଏବେ କେତେକ କ୍ୟାନ୍ସର ରୋଗୀ ପ୍ରାରମ୍ଭିକ ଅବସ୍ଥାରେ ଯଦି ଠିକ୍ ଚିକିତ୍ସା କରାଇ ନିଅନ୍ତି ତେବେ ଏଥିରୁ ଆରୋଗ୍ୟ ଲାଭ କରିବାର ଯଥେଷ୍ଟ…

