ଜୀବନଚର୍ଯ୍ୟା

ଗର୍ଭବତୀ ଓ କରୋନା ସତର୍କତା

ବର୍ତ୍ତମାନ ସମଗ୍ର ପୃଥିବୀବାସୀଙ୍କ ଚିନ୍ତାର କାରଣ ସାଜିଛି କରୋନା ଭାଇରସ୍‌। ସମସ୍ତଙ୍କ ଲାଗି ଏହି ରୋଗ ବିପଜ୍ଜନକ ହୋଇଥିଲେ ହେଁ ମଧୁମେହ ରୋଗୀ, ହୃଦ୍‌ରୋଗୀ, ଶ୍ୱାସରୋଗୀ, ବୃଦ୍ଧ ଓ ଛୋଟ ପିଲାମାନଙ୍କ ଠାରେ ଏହି ରୋଗ ହେବାର ଆଶଙ୍କା ବେଶି। ସର୍ବୋପରି…

କରୋନା ଭାଇରସ୍‌ ସଂକ୍ରମଣରୁ ବୃଦ୍ଧ, ଶିଶୁଙ୍କୁ କିଭଳି ରକ୍ଷା କରିବେ

ମହାମାରୀ କରୋନା ଭାଇରସ୍‌ ସାରା ଦେଶରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। କରୋନା ଭାଇରସ୍‌ରେ ସଂକ୍ରମିତଙ୍କ ସଂଖ୍ୟା ଏପର୍ଯ୍ୟନ୍ତ ୫୦୦ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ଏଥିରେ ମୃତ୍ୟୁ ସଂଖ୍ୟା ୧୦କୁ ଛୁଇଁଛି। କରୋନା…

କ୍ରେଡିଟ୍‌ କାର୍ଡ ବ୍ୟବହାର କରୁଥିଲେ

ବର୍ତ୍ତମାନ ଅଧିକାଂଶ ମହିଳା କ୍ରେଡିଟ୍‌ କାର୍ଡ ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି । ହେଲେ ଏହାକୁ ବ୍ୟବହାର କରିବା ସମୟରେ ସୁରକ୍ଷା ଦୃଷ୍ଟିରୁ କେତେକ ଦିଗ ପ୍ରତି ସତର୍କ ରହିବା ଆବଶ୍ୟକ… ଅନେକ ମହିଳା ବିଭିନ୍ନ ମେସେଜ୍‌ କିମ୍ବା ଇ-ମେଲ୍‌ରେ ଆସୁଥିବା…

ଚକ୍‌ଲେଟ୍‌ ବ୍ରାଉନି

ଆବଶ୍ୟକ ସାମଗ୍ରୀ: ୨କପ୍‌ ମଇଦା, ୨ ବଡ଼ ଚାମଚ ଚିନି ପାଉଡର, ୨ ବଡ଼ ଚାମଚ କୋକୋ ପାଉଡର, ୨ ବଡ଼ ଚାମଚ କ୍ଷୀର, ୧ ଛୋଟ ଚାମଚ ତେଲ, ୨ ବଡ଼ ଚାମଚ କଟା ଡ୍ରାଏ ଫ୍ରୁଟ୍ସ, ୨ ବଡ଼…

ଉଷୁମପାଣି ଓ ଉଜ୍ଜ୍ୱଳ ତ୍ୱଚା

ଦୈନିକ ଦୁଇରୁ ତିନି ଗ୍ଲାସ୍‌ ଉଷୁମପାଣି ପିଇଲେ ତ୍ୱଚାର ଜଳୀୟାଂଶ ଠିକ୍‌ ରହିଥାଏ। ଫଳରେ ତ୍ୱଚା ରୁକ୍ଷ ଲାଗି ନ ଲାଗି ଚିକ୍କଣ ଏବଂ ଉଜ୍ଜ୍ୱଳ ଲାଗିଥାଏ। ଉଷୁମପାଣିରେ ଅଳ୍ପ ଲେମ୍ବୁରସ କିମ୍ବା ମହୁ ମିଶାଇ ପିଇଲେ ଏହା ଅଧିକ ଲାଭଦାୟକ…

ବାରମ୍ବାର ହାତ ଧୋଇଲେ ଦୂରେଇବ କରୋନା!

ଓ୍ବାଶିଂଟନ,୨୩।୩: କରୋନା ଭାଇରସ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଥିବା ବେଳେ କିଛିଦିନ ତଳେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କହିଥିଲା ବାରମ୍ବାର ହାତ ଧୋଇଲେ ଆମେ କରୋନାଠାରୁ ଅନେକାଂଶରେ ଦୂରେଇ ରହିପାରିବା। ଅବଶ୍ୟ ଏହା ଠିକ୍‌ ହେଲେ ହାତ ଧୋଇବା…

କରୋନା ଆଣ୍ଟିଜେନ୍‌ ଆଗରେ ହାର ମାନୁଛି ମନୁଷ୍ୟ ଶରୀରର ଆଣ୍ଟିବଡ଼ି !

ଓ୍ବାଶିଂଟନ,୨୩।୩: ମହାମାରୀ କରୋନା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହି ଭୂତାଣୁ ଶୀଘ୍ର ବ୍ୟାପୁଥିବାରୁ ଏହାକୁ ରୋକିବା ଅସମ୍ଭବ ହୋଇପଡ଼ିଛି। ଅନ୍ୟ ଭୂତାଣୁର ବ୍ୟାପିବା ବେଗ ଶୂନରୁ ୧ ପ୍ରତିଶତ ମଧ୍ୟରେ ଥିବାବେଳେ କରୋନା ୨.୮ ପ୍ରତିଶତ ବେଗରେ ବ୍ୟାପୁଥିବାରୁ ଆଧୁନିକ…

ସଂକ୍ରମିତଙ୍କୁ ଛୁଇଁଲେ ହେବ କି କରୋନା !

ଓ୍ବାଶିଂଟନ,୨୩।୩: କରୋନା ସଂକ୍ରମଣ କିଭଳି ହୋଇଥାଏ। ଏସମ୍ପର୍କିତ ବହୁ ପ୍ରଶ୍ନ ଏବେ ଲୋକଙ୍କ ମଧ୍ୟରେ ସୃଷ୍ଟି ହେଉଛି। କେହି କେହି ଏହା ସଂକ୍ରମିତଙ୍କୁ ଛୁଇଁଲେ ବ୍ୟାପିଥାଏ ବୋଲି କହିଥାନ୍ତି। ତେବେ ପ୍ରକୃତ ପକ୍ଷେ ଏହା ସମ୍ପୂର୍ଣ୍ଣ ସତ୍ୟ ନୁହେଁ ବୋଲି ବିଶ୍ୱ…

ରକ୍ତ ପରୀକ୍ଷାରୁ ଜାଣିହେବ ପୃଥୁଳତା

ଆଜିକାଲି ପୃଥୁଳତା ଅନ୍ୟତମ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ଭାବରେ ଉଭାହେଲାଣି। ଅବ୍ୟବସ୍ଥିତ ଜୀବନଶୈଳୀ, ଖାଦ୍ୟପେୟ ଆଦି କାରଣରୁ ଜଣେ ପୃଥୁଳତା ପରି ସମସ୍ୟାର ସମ୍ମୁଖୀନ ହୋଇଥାଏ। ତେବେ ଏହାକୁ କିପରି ନିରୂପଣ କରାଯିବ ସେ ନେଇ ଏକ ନୂଆ ଉପାୟ ଖୋଜିପାଇବାରେ…

ସହଜରେ ଦୂରହେବ ଅବସାଦ

ଆଜିକାଲିର ବ୍ୟସ୍ତମୟ ଜୀବନରେ ଅନେକେ ଅବସାଦର ଶିକାର ହେଉଛନ୍ତି। ଏହାକୁ ନେଇ ଟେନ୍‌ସନରେ ରହିବା ଅପେକ୍ଷା ସେଥିରୁ କିପରି ରକ୍ଷା ପାଇବେ ସେ ନେଇ ଚିନ୍ତା କରିବା ଦରକାର। ଜଣେ ବ୍ୟକ୍ତି ଯଦି ଅଧିକାଂଶ ସମୟ ଖୁସିର ମାହୋଲ ଭିତରେ ରହନ୍ତି…

ଋତୁ ବଦଳିଲେ ବି ନଷ୍ଟ ହେବନି କରୋନା ଭୂତାଣୁ !

ଓ୍ବାଶିଂଟନ, ୨୩।୩: କରୋନା ମହାମାରୀ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ତେବେ ଏହା କିପରି ବ୍ୟାପୁଛି ସେ ନେଇ ବହୁ ଗୁଜବ ମଧ୍ୟ ଶୁଣାଯାଉଛି। କେହି କେହି କରୋନା ଭୂତାଣୁ ଖରାଦିନ ଆସିଲେ ବାୟୁମଣ୍ଡଳର ଉତ୍ତାପରେ ନଷ୍ଟ ହୋଇଯିବ…

ହାତଦେଇ ଛିଙ୍କିବା ଜରୁରୀ: ବାୟୁମଣ୍ଡଳରେ ମିଶିଥାଏ ୩,୦୦୦ କ୍ଷୁଦ୍ର ଜଳକଣିକା

ଓ୍ବାଶିଂଟନ,୨୩।୩: କରୋନା ମହାମାରୀ ବେଲଗାମ୍‌ ହେବାରେ ଲାଗିଛି। ଇତି ମଧ୍ୟରେ ମୃତ୍ୟୁ ସଂଖ୍ୟା ୧୪ ହଜାର ଟପିଛି। କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରହିବା ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ( ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଏହା ଅନୁସାରେ ଛିଙ୍କିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?