ଜୀବନଚର୍ଯ୍ୟା

ଗଣ୍ଠି ଯନ୍ତ୍ରଣା ସହ ଏସବୁ ସମସ୍ୟାରୁ ମୁକ୍ତି ଦିଏ ମେଥି ଶାଗ

ପ୍ରାୟ ସମସ୍ତଙ୍କୁ ଶାଗ ଖାଇବା ପସନ୍ଦ। ଅନେକ ଉପାଦେୟ ଗୁଣରେ ଭରପୂର ଥାଏ ଶାଗ। କେଶ ସମସ୍ୟାରୁ ନାନାଦି ରୋଗ ପାଇଁ ଶାଗ ଖାଇବା ଲାଭଦାୟକ। ତେବେ ମେଥି ଶାଗ ଖାଇବା ଅନେକ ସମସ୍ୟାରୁ ମୁକ୍ତି ମିଳିଥାଏ। ମେଥି ଶାଗ ଓ…

କରୋନା ବ୍ୟାପିବା ନେଇ ସୋସିଆଲ ମିଡିଆ ଗୁଜବରୁ ରୁହନ୍ତୁ ସତର୍କ

ପ୍ରାଣଘାତକ କରୋନାକୁ ନେଇ ଚାରିଆଡେ ଭୟର ମାହୋଲ। ଏପରିସ୍ଥଳେ ସୋସିଆଲ ମିଡିଆରେ ଭଳିକି ଭଳି ତଥ୍ୟ ଘୂରିବୁଲୁଛି। ଯେପରି କରୋନା ହେଲେ ମୃତ୍ୟୁ ହେବା ସୁନିଶ୍ଚିତ ବୋଲି କେହି କହୁଥିବା ବେଳେ ମାଉଥ୍‌ ଓ୍ବାଶ୍‌ର ବ୍ୟବହାର ଦ୍ୱାରା ଏହି ଭୂତାଣୁକୁ ମାରିହେବ…

ଗାଧୋଇବା ସମୟରେ କରୁଛନ୍ତି କି ଏସବୁ ଭୁଲ

ଦିନତମାମ କାର୍ଯ୍ୟବ୍ୟସ୍ତତା ଯୋଗୁ ଥକ୍କାପଣ ଓ ଦେହରେ ଜମା ହୋଇଥିବା ମଇଳାରୁ ମୁକ୍ତି ପାଇବା ଲାଗି ଗାଧୋଇବା ନିତାନ୍ତ ଜରୁରୀ। ତେବେ କିଛି ଲୋକ ଗାଧୋଇବା ଲାଗି ଗରମ ପାଣି ବ୍ୟବହାର କରୁଥିବା ବେଳେ କେହି କେହି ଏଥିଲାଗି ଥଣ୍ଡା ପାଣି…

କରୋନା ଭାଇରସ: ସାନିଟାଇଜରର ବହୁଳ ବ୍ୟବହାର ସ୍ବାସ୍ଥ୍ୟ ଲାଗି କ୍ଷତିକାରକ

ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାରେ ଲାଗିଛି । ଏ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ଡାକ୍ତର ଏବଂ ବିଶେଷଜ୍ଞମାନେ ଆରମ୍ଭରୁ ସ୍ବଚ୍ଛତା ଏବଂ ରକ୍ଷଣାବେକ୍ଷଣ ଉପରେ ପରାମର୍ଶ ଦେଉଛନ୍ତି। ସର୍ବାଧିକ ସଂକ୍ରମଣ ବିସ୍ତାର ହେବାର ଆଶଙ୍କା…

ଉଜ୍ଜ୍ୱଳ ତ୍ୱଚା ଲାଗି ପାଣିରେ ମିଶାଇ ପିଅନ୍ତୁ ଏସବୁ ଜିନିଷ

ବର୍ତ୍ତମାନ ଜୀବନଶୈଳୀ ଓ ଖାଦ୍ୟପେୟ ଅନେକ ସମସ୍ୟା ସୃଷ୍ଟି କରୁଛି। ସେଥିମଧ୍ୟରୁ ମୁହଁରେ ଦାଗ ଅନ୍ୟତମ। ଅନେକ ସମୟରେ ଖାଦ୍ୟପେୟଜନିତ ଅବହେଳା ଲାଗି ବ୍ରଣ ଉଠି କଳାଦାଗ ହୋଇଥାଏ। ସୌନ୍ଦର୍ଯ୍ୟ ପ୍ରତି ବିଶେଷ ଧ୍ୟାନ ଦେଉଥିବା ଆଜିର ଯୁବପିଢ଼ି ଏହି ସମସ୍ୟାକୁ…

ଚିକେନ୍‌ ବେଗମ୍‌ ବାହାର

ପୁରୀକୁ ଆସୁଥିବା ପର୍ଯ୍ୟଟକଙ୍କ ରୁଚିକୁ ଦୃଷ୍ଟିରେ ରଖିତ୍ ବିଭିନ୍ନ ହୋଟେଲ ଏବଂ ରେସ୍ତୋରାଁରେ ସୁଆଦିଆ ଖାଦ୍ୟ ପ୍ରସ୍ତୁତିକୁ ଗୁରୁତ୍ୱ ଦିଆଯାଉଛି। ମୁଖ୍ୟତଃ ଗ୍ରାହକଙ୍କ ଚାହିଦାକୁ ଦେଖି ସି ବିଚ୍‌ ରୋଡରେ ଥିବା ଗୋଲ୍‌ଡେନ ଟ୍ରି ହୋଟେଲରେ ଉଭୟ ଆମିଷ ଓ ନିରାମିଷ…

ଡରାଉଛି କରୋନା: ଚିକେନ୍‌, ମଟନ ବଦଳରେ ପଣସ ଖାଇବାକୁ ପସନ୍ଦ କରୁଛନ୍ତି ଲୋକେ

କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଏଥିରୁ ମଧ୍ୟ ବାଦ୍‌ ପଡ଼ିନି ଭାରତ। ଏଠାରେ ପ୍ରାୟ ୭୬ ଜଣ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ଏହି ଭୟରେ ଲୋକେ ଚିକେନ୍‌, ମଟନ ଖାଇବା ଏକପ୍ରକାର ଛାଡ଼ିଦେଲେଣି। ଲୋକେ ଆମିଷ…

କିଡ୍‌ନୀ ରୋଗ ବିଶ୍ୱ ପାଇଁ ଚିନ୍ତାର ବିଷୟ

ପ୍ରତିବର୍ଷ ଭଳି ଏହି ବର୍ଷ ମଧ୍ୟ ମାର୍ଚ୍ଚ ମାସ ଦ୍ୱିତୀୟ ଗୁରୁବାର ଅର୍ଥାତ ୧୨ତାରିଖରେ ବିଶ୍ୱ କିଡ୍‌ନୀ ଦିବସ ପାଳନ କରାଯାଉଛି। ୨୦୨୦ର ମନ୍ତ୍ର ହେଉଛି,‘କିଡ୍‌ନୀର ସ୍ବାସ୍ଥ୍ୟ ସମସ୍ତଙ୍କ ପାଇଁ ଓ ସବୁ ସ୍ଥାନରେ’। କିଡ୍‌ନୀର ଯନତ୍ କେମତି ନିଆଯାଏ ଏବଂ…

ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତିଦିଏ ଅଦାପାଣି

ଅଦାରେ ଅନେକ ଉପକାରୀ ଗୁଣ ରହିଛି। ଅନେକେ ଅଦା ଚା’ ପିଇବାକୁ ଭଲପାଆନ୍ତି। ରୋଷେଇରେ ଏହାକୁ ମସଲା ରୂପେ ବ୍ୟବହାର କରାଯାଉଥିବା ବେଳେ ଆୟୁର୍ବେଦରେ ବିଭିନ୍ନ ଔଷଧ ପ୍ରସ୍ତୁତିରେ ବ୍ୟବହାର କରାଯାଇଥାଏ। ତେବେ ଅଦା ଯେତିକି ଉପକାରୀ, ଅଦାପାଣି ତା’ଠାରୁ ବେଶି…

ବୁଦ୍ଧିମତ୍ତା ବଢ଼ାଏ ବ୍ରେକ୍‌ଫାଷ୍ଟ

ଆମେ ସକାଳୁ ଯେତେ ବ୍ୟସ୍ତ ରହିଲେ ମଧ୍ୟ ବ୍ରେକ୍‌ଫାଷ୍ଟ ବା ସକାଳ ଜଳଖିଆ ଖାଇବା ନିହାତି ଦରକାର। କାରଣ ଏହା ଆମ ସ୍ବାସ୍ଥ୍ୟ ପାଇଁ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏହି ତାଲିକାରେ ତଟକା ଫଳମୂଳ, ଜୁସ୍‌ ଆଦି ସାମିଲ କରନ୍ତୁ। ଯଦି…

ଚର୍ମ ରୋଗର ଆୟୁର୍ବେଦୀୟ ଉପଚାର

”ଅତ୍ୟଧିକ ଆମିଷ ଦ୍ରବ୍ୟ ସେବନ, ଅପରିଷ୍କାର ରହିଲେ ବା ପ୍ରତ୍ୟହ ସଫା ଲୁଗାପଟା ନ ପିନ୍ଧିଲେ, ଗାଁ ଗହଳିରେ ଥିବା ଅପରିଷ୍କାର ଦଳ ଭର୍ତ୍ତି ଗାଡ଼ିଆ ପୋଖରୀ ଏବଂ ଯେଉଁଥିରେ ଗାଈ, ମଇଁଷି, ଗୃହପାଳିତ ପଶୁମାନେ ଗାଧୋଇଥାନ୍ତି, ସେହି ପାଣିରେ ଗାଧୋଇଲେ…

ଦନ୍ତକ୍ଷୟରୁ ରକ୍ଷାକରେ କ୍ଷୀର

କ୍ଷୀରରେ ଅନେକ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଆଜିକାଲି ଦନ୍ତକ୍ଷୟ ଏକ ସାଧାରଣ ସମସ୍ୟା ହୋଇଗଲାଣି। ଏହାକୁ ରୋକିବାକୁ ଆପଣ କ୍ଷୀର ପିଇପାରନ୍ତି। ଜଣେ ବ୍ୟକ୍ତି ଯଦି ସକାଳ ଜଳଖିଆ ଖାଇସାରିବା ପରେ ଏକ ଗ୍ଲାସ କ୍ଷୀର ପିଅନ୍ତି, ତେବେ ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?