ଜୀବନଚର୍ଯ୍ୟା

ହୋଲିରେ ରାସାୟନିକ ରଙ୍ଗ ମାରାତ୍ମକ

ହୋଲି। ରଙ୍ଗର ପର୍ବ। ପରସ୍ପରକୁ ରଙ୍ଗ ଏବଂ ଫଗୁ ବୋଳି ଖୁସି ମନେଇବା ଅବସର। ଅନେକଙ୍କର ଅପେକ୍ଷା ଥାଏ ଏହି ପର୍ବକୁ। ସେଥିପାଇଁ ବଜାରରେ ହୋଲି ମେଲିଗଲାଣି ବିଭିନ୍ନ କିସମର ରଙ୍ଗର ପସରା। ଖାଲି ଆଖିରେ ସୁନ୍ଦର ଦେଖାଯାଉଥିବା ରଙ୍ଗ ମାରାତ୍ମକ…

ବ୍ୟାୟାମ ପୂର୍ବରୁ ଓ ପରେ

ବ୍ୟାୟାମ କରିବା ପୂର୍ବରୁ ଆମେ ଫିଟ୍‌ ରହିବା ନିହାତି ଜରୁରୀ। ଯଦି ଅସୁସ୍ଥ ରହିବା ସତ୍ତ୍ୱେ ଆମେ ବ୍ୟାୟାମ କରୁ ତେବେ ଏହାର ଖରାପ ପ୍ରଭାବ ଶରୀର ଉପରେ ପଡ଼ିଥାଏ। ତେଣୁ ଏହାପୂର୍ବରୁ ନିଜକୁ ଉଭୟ ଶାରୀରିକ ଏବଂ ମାନସିକ ସ୍ତରରେ…

ଏମିତି ପାଳନ୍ତୁ ହୋଲି

କରୋନା ଭାଇରସ୍‌ କାରଣରୁ ଏଥର ହୋଲି ଉତ୍ସବ ପାଳନକୁ ନେଇ ବିଭିନ୍ନ ସ୍ଥାନରେ ଦ୍ୱନ୍ଦ୍ୱ ଦେଖା ଦେଇଛି। କିଛି ଲୋକ ତ ଏପର୍ଯ୍ୟନ୍ତ ଦ୍ୱନ୍ଦ୍ୱରେ ଅଛନ୍ତି ଯେ ହୋଲି ଖେଳିବେ କି ନାହିଁ। ଆପଣ ଯଦି ହୋଲି ଖେଳର ମଜା ନେବାକୁ…

ପୋଷା ପ୍ରାଣୀ ବି ମନୁଷ୍ୟକୁ ରଖିଥାନ୍ତିି ସୁସ୍ଥ !

ଓ୍ବାଶିଂଟନ,୮।୩ : କେତେକ ଲୋକଙ୍କର ଘରେ ପୋଷା ପ୍ରାଣୀ ପାଳିବା ସଉକ ରହିଥାଏ। କେହିକେହି କୁକୁର, ବିଲେଇ, ଠେକୁଆ, ଶୁଆ, କଇଁଛ ଆଦି ପ୍ରାଣୀ ଘରେ ପାଳିଥାନ୍ତି। ତେବେ ଏହାଦ୍ୱାରା ମନୁଷ୍ୟ ଉପରେ ସକାରାତ୍ମକ ପ୍ରଭାବ ପଡ଼ିଥାଏ। ଘରେ ପୋଷା ପ୍ରାଣୀ…

ହୋଲିରେ ଆଖିର ସୁରକ୍ଷା

ରଙ୍ଗର ଉତ୍ସବ ହୋଲିରେ ଭଳିକିଭଳି ରଙ୍ଗ ଖେଳର ମଜା ନେବାକୁ ସମସ୍ତଙ୍କ ଭିତରେ ଉତ୍କଣ୍ଠା ଭରି ରହିଥାଏ। ହେଲେ କେବେକେବେ ଏହି ରଙ୍ଗ ଖେଳ ପରବର୍ତ୍ତୀ ସମୟରେ ଶରୀର ପାଇଁ ବିଭିନ୍ନ ସମସ୍ୟାର କାରଣ ସାଜିଥାଏ। କାରଣ କେତେକ ରଙ୍ଗରେ ଥିବା…

ଟିପ୍ସ: ହୋଲିରେ ଲାଗିବେ ଖାସ୍‌

ହୋଲି ଖେଳିବାର ମଜା ହିଁ କିଛି ନିଆରା। କିନ୍ତୁ କେବଳ ହୋଲି ଖେଳିଲେ ତ ହେବନାହିଁ, ଏହି ଖାସ୍‌ ଦିନରେ ଟିକେ ସ୍ପେଶାଲ୍‌ ଦେଖାଯିବା ବି ନିହାତି ଜରୁରୀ। କାରଣ ଏବେ ଟ୍ରେଣ୍ଡ ବଦଳିଲାଣି। ଆଉ କେହି ପୁରୁଣା ପୋଷାକରେ ହୋଲି…

କରୋନା ଭାଇରସ୍‌ରୁ ବର୍ତ୍ତିବା ପାଇଁ କେବଳ ମାସ୍କ କି ହ୍ୟାଣ୍ଡ୍‌ ସାନିଟାରି ନୁହେଁ, ଏସବୁ ସତର୍କତା ଅବଲମ୍ବନ ଜରୁରୀ

କରୋନା ଭାଇରସ୍‌କୁ ନେଇ ସମଗ୍ର ବିଶ୍ୱବାସୀ ଭୟଭୀତ। ଚାଇନାରୁ ଆସିଥିବା ଏହି ଭାଇରସ୍‌ ବର୍ତ୍ତମାନ ସୁଦ୍ଧା ପ୍ରାୟ ୮୪ଟି ଦେଶକୁ କବଳିତ କରିସାରିଲାଣି। ଏଥିରୁ ବି ବର୍ତ୍ତିନାହିଁ ଭାରତ। ଏହି ମାରାତ୍ମକ ଭାଇରସ୍‌ ୩୨୮୧ ଲୋକଙ୍କର ଜୀବନ ନେଇସାରିଲାଣି। ତେବେ ଏଥିରୁ…

ଅଧିକ ସମୟ ସୋସିଆଲ ମିଡିଆ ବ୍ୟବହାର ହାନିକାରକ, ବେଳ ଥାଉଥାଉ ହୋଇଯାଆନ୍ତୁ ସତର୍କ

ଆଜିକାଲିର ଜୀବନଶୈଳୀର ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି ସୋସିଆଲ ମିଡିଆ। ଆବାଳବୃଦ୍ଧବନିତା ଏହାର ପ୍ରେମରେ। ହେଲେ ଯଦି ଆପଣ ଆବଶ୍ୟକତାଠାରୁ ଅଧିକ ସମୟ ଏହାର ବ୍ୟବହାର କରୁଥାଆନ୍ତି, ତେବେ ସତର୍କ ହୋଇଯାଆନ୍ତୁ। ଏହା ଏକ କୁଅଭ୍ୟାସ। କାରଣ ଏହା ସ୍ବାସ୍ଥ୍ୟପକ୍ଷେ କ୍ଷତିକାରକ। ଅନେକ…

ଆସୁଛି ହୋଲି: ରଙ୍ଗ ଖେଳିବା ବେଳେ ସୌନ୍ଦର୍ଯ୍ୟ ସହ କରନ୍ତୁ ନାହିଁ ବୁଝାମଣା

ରଙ୍ଗର ପର୍ବ ହୋଲି। ଏହି ପର୍ବକୁ ଆଉ ଅଳ୍ପ କେତେଟା ଦିନ ବାକି ଅଛି। ଏହି ଦିନକୁ ସମସ୍ତେ ମନଭରି ଉପଭୋଗ କରିିବାକୁ ଚାହିଥାନ୍ତି। ମାତ୍ର ଏହି ପର୍ବ ବିଶେଷ କରି ମହିଳାଙ୍କ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଥାଏ। କାରଣ ସେମାନେ…

ଅତ୍ୟଧିକ ଆଚାର ଖାଇବା ପୁରୁଷଙ୍କ ପାଇଁ ହାନିକାରକ, ଜାଣନ୍ତୁ କାରଣ

ଆଚାର ଖାଇବାକୁ ଅଧିକାଂଶ ଲୋକ ଭଲ ପାଇଥାନ୍ତି। କାରଣ ଖାଇବା ସମୟରେ ଆଚାର ଟିକେ ଥିଲେ ଖାଦ୍ୟର ସ୍ବାଦ ଯେପରି ଦୁଇଗୁଣ ବଢ଼ିଯାଇଥାଏ। ଆଚାର ପାଟିକୁ ସୁଆଦିଆ ଲାଗୁଥିଲେ ମଧ୍ୟ ସ୍ବାସ୍ଥ୍ୟ ପ୍ରତି କୁପ୍ରଭାବ ପକାଇଥାଏ। ତେଣଉ ଅତ୍ୟଧିକ ଆଚାର ଖାଇବା…

ଭାରତର ଏହି ୪ ସହର: ଯେଉଁଠି ଦେଖିବାକୁ ମିଳେ ହୋଲିର ସ୍ବତନ୍ତ୍ରତା

ରଙ୍ଗର ପର୍ବ ହୋଲି। ଭାରତରେ ପାଳନ କରାଯାଉଥିବା ବିଭିନ୍ନ ପରମ୍ପରା ମଧ୍ୟରୁ ଏହା ଅନ୍ୟତମ । ବିଭିନ୍ନ ସ୍ଥାନରେ ହୋଲି ପାଳନର ଶୈଳୀ ମଧ୍ୟ ଭିନ୍ନ। ତେବେ ଅନେକେ ଦୂରସ୍ଥାନକୁ ଯାଇ ସେଠାକାର ଚଳଣି ଅନୁସାରେ ରଙ୍ଗ ଖେଳିବାକୁ ପସନ୍ଦ କରିଥାନ୍ତି।…

ପନିର୍‌ ମାଜିଷ୍ଟିକ୍‌

ସମ୍ବଲପୁର ସହରର ଜଗନ୍ନାଥ କଲୋନୀ ଛକଠାରେ ମିଡ୍‌ଟାଉନ୍‌ ରେସ୍ତୋରାଁ ଗ୍ରାହକମାନଙ୍କ ରୁଚି ଅନୁସାରେ ପ୍ରସ୍ତୁତ କରୁଛି ସ୍ବାଦିଷ୍ଠ ଖାଦ୍ୟ। ପନିର ମାଜିଷ୍ଟିକ୍‌ ଏହାର ମୁଖ୍ୟ ଡିଶ୍‌। ଗୋଟିଏ ପ୍ଲେଟର ଦାମ୍‌ ୧୪୯ ଟଙ୍କା। ଏହାକୁ ଦୁଇ ଜଣ ଗ୍ରାହକ ଷ୍ଟାର୍ଟରରେ ଖାଇଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?