ଜୀବନଚର୍ଯ୍ୟା

ମୁକ୍ତବାୟୁ ଶିଶୁଙ୍କୁ ନକାରାତ୍ମକ ଭାବନାରୁ ଦୂରରେ ରଖିଥାଏ

ଏବେକା ସମୟରେ ଶିଶୁମାନେ ଖୋଲା ପରିବେଶରେ ଖେଳିବା ଏବଂ ବୁଲିବା ବଦଳରେ ଘର ମଧ୍ୟରେ ମୋବାଇଲ୍‌ ଏବଂ କମ୍ପ୍ୟୁଟର୍‌ରେ ଖେଳିବା ଦେଖିବାକୁ ମିଳୁଛି। ତେବେ ମୁକ୍ତ ବାୟୁ ଶିଶୁମାନଙ୍କୁ ବିଭିନ୍ନ ପ୍ରକାର ନକାରାତ୍ମକ ଭାବନାଠାରୁ ଦୂରରେ ରଖିବାରେ ସାହାଯ୍ୟ କରିଥାଏ। ଏହା…

କ୍ଷୀର ପିଇବା ପୂର୍ବରୁ ଏସବୁ ଖାଇବା ମନା

କ୍ଷୀରରେ ବିଭିନ୍ନ ପ୍ରକାର ପୌଷ୍ଟିକ ଆହାର, ଭିଟାମିନ୍‌ ଏବଂ ମିନେରାଲ ରହିଛି। ଯାହା ଶରୀରକୁ ସୁସ୍ଥ ରଖିବାରେ ସହାୟକ ହୋଇଥାଏ। କିନ୍ତୁ କ୍ଷୀର ପିଇବା ପୂର୍ବରୁ ଏମିତି କିଛି ଖାଦ୍ୟ ପାନୀୟ ରହିଛି, ଯାହାକୁ ସେବନ କଲେ ଶରୀର ଉପରେ ଏହାର…

ସ୍ବାସ୍ଥ୍ୟପୋକାରୀ ତ୍ରିଫଳା: ବଢ଼ାଇଥାଏ ରୋଗ ପ୍ରତିରୋଧକ କ୍ଷମତା

ତ୍ରିଫଳା, ୩ଟି ଫଳର ସମାହାର। ହରିଡ଼ା, ଅଁଳା ଏବଂ ବାହାଡ଼ା। ଏହା ସ୍ବାସ୍ଥ୍ୟ ପାଇଁ ବହୁତ ଉପକାରୀ। ବିଭିନ୍ନ ରୋଗରୁ ଉପସମ ପାଇଁ ଏହାର ବ୍ୟବହାର କରାଯାଇଥାଏ। ତ୍ରିଫଳା ପାଚନ ପ୍ରକ୍ରିୟାଠାରୁ ଆରମ୍ଭ କରି ରୋଗ ପ୍ରତିରୋଧକ କ୍ଷମତା ବଢ଼ାଇବାରେ ସହାୟକ…

ଏହିସବୁ ରୋଗରୁ ମୁକ୍ତି ଦିଏ ହରିଡ଼ା

ହରିଡ଼ା ଅନେକ ସ୍ବାସ୍ଥ୍ୟ ସମସ୍ୟା ଦୂର କରିଥାଏ। ଆୟୁର୍ବେଦରେ ଏହାର ଅନେକ ଲାଭକାରୀ ଗୁଣ ସମ୍ପର୍କରେ ବର୍ଣ୍ଣନା କରାଯାଇଛି। ହରିଡ଼ା ଘରୋଇ ଉପଚାର ଭାବେ ମଧ୍ୟ ଗ୍ରହଣୀୟ। ଏହାକୁ ଖାଇଲେ ଜ୍ୱର, ପେଟ ଫୁଲିବା, ବାନ୍ତି, ଗ୍ୟାସ, କୋଷ୍ଠକାଠିନ୍ୟ ଆଦି ସମସ୍ୟା…

ଓଜନ ଏବଂ ପେଟ କମାଇବ ଏହି ଯୋଗାସନ

ସୁସ୍ଥ ରହିବା ପାଇଁ ଯୋଗାସନ ଜରୁରୀ ଅଟେ। ଫଳକାସନ ଏମିତି ଏକ ଆସନ ଯାହା କରିବା ଦ୍ୱାରା ଓଜନ କମିବା ସହ ପେଟ କମିଥାଏ ବୋଲି ଯୋଗଗୁରୁ ମତ ଦିଅନ୍ତି। ଖାଲି ଏତିକି ନୁହେଁ, ପାଚନ ସମ୍ବନ୍ଧୀୟ ସମସ୍ୟା, ନିଦ୍ରାହୀନତା ହୂର…

ପନିର୍‌ ଡ୍ରାଗନ୍‌

ସମ୍ପ୍ରତି ସମ୍ବଲପୁର ସହରରେ ନୂଆ ରେସ୍ତୋରାଁ ଖୋଲିବାରେ ଲାଗିଛି। ଯୁବପିଢ଼ିକୁ ଆକୃଷ୍ଟ କଲାଭଳି ଖାଦ୍ୟ ମଧ୍ୟ ପ୍ରସ୍ତୁତ ହେଉଛି। ସହରର ବହୁ ପୁରୁଣା ରେସ୍ତୋରଁ।ଗୁଡିକ ମଧ୍ୟ ଖାଦ୍ୟରୁଚିରେ ପରିବର୍ତ୍ତନ କରୁଛନ୍ତି। ଏହି କ୍ରମରେ ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ମାର୍ଗ ସ୍ଥିତ…

ସମ୍ପର୍କରେ ବିଚ୍ଛେଦଠୁ ଦୂରେଇ ରହିବା ଲାଗି ଜାଣନ୍ତୁ କିଛି ଟିପ୍ସ

ସମ୍ପର୍କ ମଧ୍ୟରେ ସାଧାରଣ ମନୋମାଳିନ୍ୟ ଏକ ସାଧାରଣ ଘଟଣା। ମାତ୍ର ଅନେକ ସମୟରେ ଛୋଟ କଥା ବଢ଼ି ସମ୍ପର୍କ ବିଚ୍ଛେଦ ପର୍ଯ୍ୟନ୍ତ ପହଞ୍ଚିଥାଏ। ଆଧୁନିକ ଜୀବନଶୈଳୀ, କାର୍ଯ୍ୟବ୍ୟସ୍ତତା ଓ ଚିନ୍ତା ଏହାର କେତେଗୁଡ଼ିଏ କାରଣ। ଫଳରେ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି…

ପୁରୁଷଙ୍କ ଅପେକ୍ଷା ମହିଳାଙ୍କୁ ଅଧିକ ହୋଇଥାଏ ଏହି ରୋଗ

ସିଷ୍ଟମିକ୍‌ ଲ୍ୟୁପସ୍‌ ଏରିଥୋମେଟୋସସ୍‌(ଏସ୍‌ଏଲ୍‌ଇ) ଏକ ଅଟୋ ଇମିନ୍ୟୁ ରୋଗ। ଯେଉଁଥିରେ ସ୍ବାସ୍ଥ୍ୟ ଖରାପ ହେବା ସହ ରୋଗର ସକ୍ରିୟତା ଅଲଗା ଅଲଗା ହୋଇଥାଏ। ଏହି ରୋଗ ହେଲେ ହାର୍ଟ, ଫୁସ୍‌ଫୁସ୍‌ ଏବଂ ମସ୍ତିଷ୍କ ପ୍ରଭାବିତ ହେବା ସହ ଜୀବନ ପ୍ରତି ବିପଦ…

ହାତରେ ଚୁଡ଼ି ପିନ୍ଧିଲେ ଦୂର ହୁଏ ଏସବୁ ରୋଗ

ବିବାହିତ ମହିଳାମାନେ ଚୁଡ଼ି ପିନ୍ଧିବା ବିଧି ରହିଛି। ଚୁଡ଼ି ପିନ୍ଧିଲେ ସ୍ବାମୀଙ୍କ ଆୟୁଷ ବଢ଼ିବା ସହିତ ଘରେ ସୁଖ ସମୃଦ୍ଧି ବୃଦ୍ଧି ହୋଇଥାଏ ବୋଲି କୁହାଯାଇଥାଏ। ମାତ୍ର ଏହାର କିଛି ବୈଜ୍ଞାନିକ କାରଣ ମଧ୍ୟ ରହିଛି। ଜାଣନ୍ତୁ ଏ ସମ୍ପର୍କରେ… ଶ୍ୱାସରୋଗ:…

ପ୍ରାକୃତିକ ଉପାୟରେ କେଶ କଳା କରିବାକୁ ଚାହୁଁଥିଲେ

କେଶ ଧଳା ହେବା ଏକ ସାଧାରଣ ସମସ୍ୟାରେ ପରିଣତ ହେଲାଣି। ବର୍ତ୍ତମାନ ଏହି ସମସ୍ୟା ବୟସ୍କଙ୍କଠାରୁ ଆରମ୍ଭ କରି ଛୋଟ ପିଲାଙ୍କଠାରେ ମଧ୍ୟ ଦେଖାଯାଉଛି। ତେବେ ଏହି ସମସ୍ୟାରୁ ମୁକ୍ତି ପାଇବା ଲାଗି ବଜାରରେ ମିଳୁଥିବା ଅନେକ ରାସାୟନିକ ପଦାର୍ଥ ବ୍ୟବହାର…

ପ୍ରତିଦିନ ଖାଆନ୍ତୁ ୨ଟି ଭିଜା ଅଖରୋଟ

ଫାଇବର, ଭିଟାମିନ୍‌ ଓ ମିନେରାଲ୍ସରେ ଭରପୁର ଥିବା ଅଖରୋଟ କେବଳ ମସ୍ତିଷ୍କ ଓ ସ୍ମୃତି ଶକ୍ତି ପାଇଁ ଲାଭଦାୟକ ନୁହେଁ ବରଂ ସୁସ୍ଥ ଶରୀର ପାଇଁ ମଧ୍ୟ ଉତ୍ତମ ହୋଇଥାଏ। କାରଣ ଏଥିରେ ପ୍ରୋଟିନ୍‌, କ୍ୟାଲସିୟମ୍‌, ମ୍ୟାଗ୍ନେସିୟମ୍‌, ଆଇରନ, ଫସ୍‌ଫରସ୍‌, କପର,…

ଘର ସଜାଉଥିଲେ

ଘର ସଜାଇବାର ସଉକ ଥିଲେ ଦାମୀ ଫର୍ନିଚର କିମ୍ବା ଡେକୋରେଟିଭ୍‌ ସାମଗ୍ରୀ ରଖିବା ଯେ ନିହାତି ଆବଶ୍ୟକ ତା’ ନୁହେଁ ବରଂ କମ୍‌ ବଜେଟରେ ଓ୍ବାଲ୍‌ ଡେକୋରେଶନ ବି ଆପଣଙ୍କ ଘରକୁ ଦେଇପାରିବ ଆକର୍ଷଣୀୟ ଲୁକ୍‌… – ଘରର କାନ୍ଥ ସଜାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?