ଜୀବନଚର୍ଯ୍ୟା

ମାନସିକ ସ୍ବାସ୍ଥ୍ୟ ଓ ପରିବେଶ

ପରିବେଶ ପ୍ରଦୂଷିତ ହେଲେ ତାହାର ପ୍ରଭାବ ଆମ ଜୀବନଶୈଳୀ ଉପରେ ପଡ଼ିଥାଏ। ଏଥିପାଇଁ ଆମେ ଶ୍ୱାସଜନିତ ସମସ୍ୟାର ସମ୍ମୁଖୀନ ହୋଇଥାଉ। ହେଲେ ଏହାଦ୍ୱାରା ଆମର ମାନସିକ ସ୍ବାସ୍ଥ୍ୟ ପ୍ରଭାବିତ ହୋଇଥାଏ ବୋଲି ନିକଟରେ ଶେଷ ହୋଇଥିବା ଗବେଷଣାରୁ ଜଣାପଡ଼ିଛି। ପରିବେଶ ପ୍ରଦୂଷିତ…

କାର୍ଯ୍ୟଦକ୍ଷତା ବୃଦ୍ଧିର ନୂଆ ଉପାୟ

ଆଜିକାଲିର ବ୍ୟସ୍ତମୟ ଜୀବନରେ ଆମେ ଅନେକ ପ୍ରକାର ସମସ୍ୟାର ସମ୍ମୁଖୀନ ହୋଇଥାଉ। ତାହାର ପ୍ରଭାବ ମଧ୍ୟ କାର୍ଯ୍ୟଦକ୍ଷତା ଉପରେ ପଡିଥାଏ। ତେବେ ନିଜ କାର୍ଯ୍ୟକୁ ସୁରୁଖୁରୁରେ କରିବା ପାଇଁ ସକାରାତ୍ମକ ମାନସିକତା ରହିବା ନିହାତି ଦରକାର। ତେଣୁ ଏ କ୍ଷେତ୍ରରେ ଅନ୍ୟତମ…

ସ୍କିନ୍‌ କ୍ୟାନ୍‌ସର ଚିକିତ୍ସାର ସହଜ ଉପାୟ

ସ୍କିନ୍‌(ଚର୍ମ) କ୍ୟାନସର ଦ୍ୱାରା ଆକ୍ରାନ୍ତ ରୋଗୀଙ୍କ ପାଇଁ ଖୁସି ଖବର। ଏଥିରୁ ଉପଶମ ପାଇବାର ଏକ ଉପାୟ ଖୋଜି ପାଇବାରେ ସକ୍ଷମ ହୋଇଛନ୍ତି ୟେଲେ ୟୁନିଭର୍ସିଟି ଅଫ୍‌ ସାଇନ୍ସର କ୍ୟାନସର ବିଶେଷଜ୍ଞମାନେ। ସାଧାରଣତଃ ସୂର୍ଯ୍ୟଙ୍କଠାରୁ ନିର୍ଗତ ହେଉଥିବା ଅଲଟ୍ରା ଭାୟୋଲେଟ ରଶ୍ମୀ…

ପଦାର୍ଥ ବିଜ୍ଞାନର ପରିଚୟ

ଆଜିକୁ ୫୫ ଲକ୍ଷ ବର୍ଷ ତଳେ ମଣିଷ ଜାତି ପୃଥିବୀପୃଷ୍ଠରେ ଜନ୍ମ ନେଲା। ସେବେଠାରୁ ଆମର ଗବେଷଣା ଜାରି ରହିଛି। କିନ୍ତୁ ଆଜି ଯେଉଁ ଯୁଗକୁ ‘ବିଜ୍ଞାନର ଯୁଗ’ ବୋଲି କୁହାଯାଉଛି, ସେହି ବିଜ୍ଞାନ ଓ ଗବେଷଣା ଆରମ୍ଭ ହୋଇଛି ମାତ୍ର…

ବିବାହକୁ ନେଇ ଝିଅଙ୍କ ମନରେ ଉଙ୍କି ମାରିଥାଏ ଏସବୁ ପ୍ରଶ୍ନ

ବିବାହ ଭଳି ଏକ ପବିତ୍ର ବନ୍ଧନରେ ବାନ୍ଧିହେବା ପୂର୍ବରୁ ଝିଅମାନଙ୍କ ମନକୁ ଅନେକ ପ୍ରଶ୍ନ ଆସିଥାଏ। ଏହା ସ୍ବାଭାବିକ। ତେବେ ପୁଅଙ୍କ ଅପେକ୍ଷା ଝିଅମାନେ ଏନେଇ ବେଶି ଚିନ୍ତିତ ଥାଆନ୍ତି। ନିଜ ପରିବାର ଲୋକଙ୍କୁ ଛାଡ଼ି ଅନ୍ୟ ଏକ ପରିବାରକୁ ନିଜର…

ଗୋଲାପ ତେଲର ଉପକାରିତା

ଗୋଲାପ ଫୁଲ ଦେଖିବାକୁ ଯେତିକି ସୁନ୍ଦର ସେତିକି ମନଲୋଭା। ଏହାର ଔଷଧୀୟ ଗୁଣ ବେଳେବେଳେ ଆମର କିଛି ଶାରୀରିକ ସମସ୍ୟାର ସମାଧାନ କରିଥାଏ। ଗୋଲାପ ତେଲ ସୌନ୍ଦର୍ଯ୍ୟ ବୃଦ୍ଧିରେ ସାହାଯ୍ୟ କରେ ବୋଲି କୁହାଯାଏ। ତେବେ ଏହି ଗୋଲାପ ତେଲକୁ ଘରେ…

ପେପରରେ ଖାଉଛନ୍ତି କି: ଦେଖାଦେଇପାରେ କ୍ୟାନ୍‌ସର ସମସ୍ୟା

ସାଧାରଣତଃ ଲୋକମାନେ ବେଳେବେଳେ ଖବରକାଗଜରେ ଖାଇଥା’ନ୍ତି। ଅଥବା ଆଜିକାଲି ଦୋକାନୀମାନେ ଖବରକାଗଜ ଠୁଙ୍ଗାରେ ଖାଦ୍ୟପଦାର୍ଥ ଗ୍ରାହକଙ୍କୁ ଦେଉଛନ୍ତି। ଏହା ସ୍ବାସ୍ଥ୍ୟପକ୍ଷେ କ୍ଷତିକାରକ। ଏହାଦ୍ୱାରା ଗମ୍ଭୀର ସମସ୍ୟା ଦେଖାଯାଇଥାଏ। ପ୍ରାୟତଃ ରାସ୍ତାକଡ଼ ଦୋକାନଗୁଡ଼ିକରେ ପେପରରେ ଖାଇବାକୁ ଦିଆଯାଇଥାଏ। ମାତ୍ର ଏପରି କରିବା କଥା…

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ପରିବର୍ତ୍ତିତ ଜୀବନ ଶୈଳୀରେ କେତେକଙ୍କଠାରେ ହାର୍ଟଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ପ୍ରତିଦିନ ସକାଳେ ଅଧାଗ୍ଲାସେ ନଡ଼ିଆ କ୍ଷୀର ପିଇଲେ ସୁଫଳ ମିଳିଥାଏ। ନଡ଼ିଆ କ୍ଷୀର କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରିତ କରିଥାଏ। ଏହା ଖରାପ କୋଲେଷ୍ଟରଲସ୍ତର କମାଇବା ସହିତ…

ସ୍ନାକ୍‌ସ ଖାଉଥିଲେ, ହୋଇଯାନ୍ତୁ ସାବଧାନ

ଅଧିକାଂଶ ଲୋକ ସକାଳେ ହେଉ କି ସନ୍ଧ୍ୟାବେଳେ ଚା ସହିତ ସ୍ନାକ୍‌ସ ଭାବରେ ଗରମ ଗରମ ପକୁଡି,  ସିଙ୍ଗଡା ଇତ୍ୟାଦି ଖାଇବାକୁ ପସନ୍ଦ କରିଥାନ୍ତି। ବଡ ବଡ ସହରମାନଙ୍କରେ ମଧ୍ୟ ଚା ସହିତ ଲୋକମାନେ ବିସ୍କୁଟ୍‌ ବା କୁକିଜ୍‌ ନିଶ୍ଚିତ ଭାବରେ…

ଏସବୁ ରୋଗ ଦୂର କରେ ଜହ୍ନି

ଆଜିକାଲି ଖାଦ୍ୟପେୟରେ ଅନିୟମିତତା ଯୋଗୁ ନାନା ରୋଗ ଗ୍ରାସ କରୁଛି। ଅଧିକାଂଶ ଲୋକଙ୍କଠାରେ ଗ୍ୟାସ୍‌ଟ୍ରିକ୍‌, ହୃଦଜନିତ ରୋଗ, ଉଚ୍ଚ ରକ୍ତଚାପ, ମେଦବହୁଳତା ପରି ସମସ୍ୟା ଦେଖାଦେଉଛି। ତେବେ ଏଥିରୁ ମୁକ୍ତି ପାଇବା ପାଇଁ ଜହ୍ନି ମହୌଷଧି ପରି କାମ କରିଥାଏ। ପୋଷକତତ୍ତ୍ୱରେ…

ଟ୍ରେଣ୍ଡି ଓ୍ବିଣ୍ଟର ଫ୍ୟାଶନ

ଶୀତଦିନେ କେଉଁଭଳି ନିଜକୁ ସଜାଇଲେ ଶୀତରୁ ରକ୍ଷା  ପାଇବା ସହ ଷ୍ଟାଇଲିଶ୍‌ ଲାଗିବେ, ସେ ନେଇ ଅନେକଙ୍କର ଚିନ୍ତା ବଢିଯାଇଥାଏ। ହେଲେ ଏବେ ତ ମାର୍କେଟ୍‌କୁ ଅନେକ ଭେରାଇଟିର ଆକର୍ଷଣୀୟ ଶୀତବସ୍ତ୍ର ସାଙ୍ଗକୁ ଷ୍ଟାଇଲିଶ୍‌ ଓ୍ବିଣ୍ଟର୍‌ କ୍ୟାପ୍‌ ଓ ଟ୍ରେଣ୍ଡି ଫୁଟ୍‌ଓ୍ବେର୍‌…

ଘରେ ଲଗାନ୍ତୁ ଏସବୁ ଗଛ

ଗଛ ଯେ କେବଳ ପରିବେଶକୁ ବିଶୁଦ୍ଧ ରଖିଥାଏ ତା’ନୁହେଁ ବରଂ ଏହାଦ୍ୱାରା ଘରେ ସକରାତ୍ମକ ପ୍ରଭାବ ପଡିଥାଏ ବୋଲି ବାସ୍ତୁ ଶାସ୍ତ୍ରରେ କୁହାଯାଇଛି। ଏହା ଘରେ ସୁଖଶାନ୍ତି ପ୍ରଦାନ କରିବା ସହ ପରିବାର ଲୋକଙ୍କୁ ସୁସ୍ଥ ରଖିବାରେ ମଧ୍ୟ ସାହାଯ୍ୟ କରିଥାଏ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri