ଜୀବନଚର୍ଯ୍ୟା

କୋଷ୍ଠକାଠିନ୍ୟ ଦୂର କରେ ପାଳଙ୍ଗ ଶାଗ

ପାଳଙ୍ଗ ଶାଗ ଖାଇବାକୁ ସ୍ବାଦିଷ୍ଟ ହେବା ସହିତ ଶରୀର ପାଇଁ ମଧ୍ୟ ଉପକାରୀ ଅଟେ। ଏହା ଶରୀରରେ ହିମୋଗ୍ଲୋବିନ ବଢାଇବାରେ ସହାୟକ ହୋଇଥାଏ। ପାଳଙ୍ଗ ଶାଗରେ ଏମିନୋ ଏସିଡ, ଭିଟାମିନ ଏ, ବି, ସି, କେ, ଇ, ଆଏରନ, ଆୟୋଡିନ, ପୋଟାସିୟମ,…

ବଜାରକୁ ଆସିବ ପିନ୍ଧି ହେଉଥିବା ଡାଏଲିସିସ୍‌ ମେସିନ୍‌…

କିଡ୍‌ନୀ ସମସ୍ୟା ଭୋଗୁଥିବା ଲୋକଙ୍କ ପାଇଁ ଏବେ ଖୁସି ଖବର। ଗବେଷକମାନେ ଏକ ପ୍ରକାର ନୂଆ ଡାଏଲିସିସ୍‌ ମେସିନ୍‌ ତିଆରି କରିବାକୁ ଯାଉଛନ୍ତି। ଏହାକୁ ସହଜରେ ପିନ୍ଧି ହେବ। କିଡ୍‌ନୀ ସମସ୍ୟା ଭୋଗୁଥିବା ବ୍ୟକ୍ତି ଜଣକ ନିଜର ଦୈନଦିନ କାର୍ଯ୍ୟ କରୁଥିବାବେଳେ…

ଶୀତଦିନେ ଖାଆନ୍ତୁ ମେଥି ସାଗ…

ନିୟମିତ ମେଥିସାଗ ଖାଇଲେ ଅନେକ ଫାଇଦା ମିଳିଥାଏ। ଆୟୁର୍ବେଦ ଅନୁଯାୟୀ ମେଥି ବିଶେଷ କରି ଡେଙ୍ଗୁ ରୋଗୀଙ୍କ ପାଇଁ ବେଶ ଲାଭଦାୟକ। ଏହାକୁ ନିୟମିତ ଖାଇଲେ ପ୍ଲେଟଲେଟ ପରିମାଣ ବୃଦ୍ଧି ହୋଇଥାଏ। ଜ୍ୱରରେ ମଧ୍ୟ ମେଥି ପତ୍ର ଖାଇଲେ ଭଲ ବୋଲି…

ଟାଇଫଏଡ୍‌ ରୋଗୀଙ୍କ ପାଇଁ ଉପକାରୀ ଗାଜର ରସ

ଟାଇଫଏଡ୍‌ ଏକ ବିପଦଜନକ ଜ୍ୱର। ଏପରି ସ୍ଥିତିରେ କିଛି ବିଶେଷ କଥା ଉପରେ ଧ୍ୟାନ ରଖିଲେ ନା କେବଳ ଏଥିରୁ ରକ୍ଷା ପାଇ ପାରିବେ, ଏହାର ପ୍ରଭାବକୁ ମଧ୍ୟ କମେଇପାରିବେ। ଟାଇଫଏଡ୍‌ରୁ ରକ୍ଷା ପାଇବା ପାଇଁ କିଛି ଘରୋଇ ଉପାୟ ଅନୁସରଣ…

ଆଙ୍କ୍‌ଲେଟ୍‌ ଫ୍ୟାଶନ

ଆଜିକାଲି ମହିଳାମାନେ ସିଲ୍‌ଭର ପାଉଁଜି ବଦଳରେ ଆର୍ଟିଫିସିଆଲ ଏବଂ ଷ୍ଟାଇଲିଶ୍‌ ଆଙ୍କ୍‌ଲେଟ୍‌ ପିନ୍ଧିବାକୁ ପସନ୍ଦ କରୁଛନ୍ତି। ମଡର୍ନ ହେଉ ଅବା ଟ୍ରାଡିସନାଲ ଡ୍ରେସ୍‌ ଯେକୌଣସି ଗେଟ୍‌ଅପ୍‌ରେ ଏହା ବେଶ୍‌ ମାନିଥାଏ। କ୍ୟାପ୍ରି, ସ୍କର୍ଟ, ଜିନ୍ସ ଆଦି ସହ ବି ଆପଣ ଏହାକୁ…

ଗ୍ୟାସ୍‌ ବଞ୍ଚାଇବାକୁ ଚାହୁଁଥିଲେ..

ରୋଷେଇ ଆରମ୍ଭ କରିବା ପୂର୍ବରୁ ସମସ୍ତ ଆବଶ୍ୟକ ସାମଗ୍ରୀ ଏକାଠିକରି ରଖନ୍ତୁ। ଏହାଦ୍ୱାରା ଉଭୟ ଗ୍ୟାସ୍‌ ଓ ସମୟ ବଞ୍ଚିଥାଏ। ଥଣ୍ଡା କ୍ଷୀର, ପନିପରିବା ଏବଂ ଫ୍ରୋଜନ୍‌ ଫୁଡ୍‌ ଆଦିକୁ ବ୍ୟବହାର କରିବାକୁ ଥିଲେ ୧ ଘଣ୍ଟା ପୂର୍ବରୁ ଫ୍ରିଜ୍‌ରୁ ବାହାରକରି…

ଭେଜିଟେବଲ ଆଇସ୍‌ କ୍ୟୁବ୍‌

ଥଣ୍ଡା ଥଣ୍ଡା ଆଇସ୍‌ କ୍ୟୁବ୍‌କୁ ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ବି ବ୍ୟବହାର କରିପାରିବେ। ଏହା ବିଭିନ୍ନ ପନିପରିବା ରସରେ ତିଆରି ହୋଇଥିବାରୁ ତ୍ୱଚା ପାଇଁ ବରଦାନ ପାଲଟିଯିବ। ଜାଣନ୍ତୁ କିପରି… ଆଳୁ,ଟମାଟୋ ଏବଂ କାକୁଡ଼ି ରସର ମିଶ୍ରଣରେ ପ୍ରସ୍ତୁତ ଆଇସ୍‌ କ୍ୟୁବ୍‌…

ମେକ୍ସିକାନ୍‌ ସୁପ୍‌

ଆବଶ୍ୟକ ସାମଗ୍ରୀ – ଟମାଟୋ ପ୍ୟୁରି – ୧ କପ୍‌, ଛୋଟ ଛୋଟ ଆକାରରେ କଟାଯାଇଥିବା ପନିପରିବା (ବନ୍ଧାକୋବି, କ୍ୟାପ୍‌ସିକମ୍‌, ଗାଜର ଆଦି) – ୧/୨ କପ୍‌, ରସୁଣ କୋଲା – ୧ ଚାମଚ, ଭିନେଗାର – ୧ ଚାମଚ, ଅଲିଭ୍‌…

ମହିଳା ଓ ମଧୁମେହ

ମଧୁମେହ ରୋଗୀଙ୍କର ହେଉଥିବା ବିଭିନ୍ନ ଜଟିଳତା ଏବଂ ଏହାର ଭୟାବହତାକୁ ଦୃଷ୍ଟିରେ ରଖି ଏହାର ନିରାକରଣ ଓ ଚିକିତ୍ସା ନିମନ୍ତେ ସଚେତନତା ସୃଷ୍ଟି କରିବା ସହ ଏ ରୋଗ କମାଇବା ପାଇଁ ନଭେମ୍ବର ୧୪ ତାରିଖରେ ‘ବିଶ୍ୱ ମଧୁମେହ ଦିବସ’ ପାଳନ…

ଏସିଡିଟିର କାରଣ ଚକୋଲେଟ୍‌

ଏବେ ଏସିଡିଟି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଏଥିପାଇଁ ମୁଖ୍ୟତଃ ଆମର ଖାଦ୍ୟଦାୟୀ ବୋଲି ବିଶେଷଜ୍ଞମାନେ ମତ ଦେଉଛନ୍ତି। ଯେଉଁମାନେ ଖାଦ୍ୟରେ ଖଟାଫଳ, ଆଲକୋହଲ, କଫି, ମସଲାଯୁକ୍ତ ଖାଦ୍ୟ, ଚର୍ବି ଜାତୀୟ ଖାଦ୍ୟ ଓ ଚକୋଲେଟ୍‌ ଅଧିକ ପରିମାଣରେ ଖାଇଥାଆନ୍ତି…

ହାର୍ଟଆଟାକ୍‌ରୁ ଦୂରେଇ ରଖେ ଏହି ରସ…

ସକାଳେ ଅଧାକପ୍‌ କାକୁଡ଼ି ଜୁସ୍‌ ପିଇଲେ ଶରୀରର ବହୁ ଉପକାର ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ଜଳ, ଶ୍ୱେତସାର,ସ୍ନେହସାର, ପୁଷ୍ଟିସାର, ତନ୍ତୁଜ ରହିଥାଏ। ଏହାଛଡ଼ା ଏଥିରେ ଫସଫରସ୍‌, କ୍ୟାଲସିୟମ, ଲୌହ ଆଦି ରହିଛି। ନିୟମିତ ଏହାକୁ ପିଇଲେ ରକ୍ତ ସଞ୍ଚାଳନ ସ୍ବାଭାବିକ…

ଏହି ଚା’ ପିଅନ୍ତୁ, ଓଜନ କମ୍‌ କରନ୍ତୁ

ଆଜିକାଲି ବ୍ୟସ୍ତବହୁଳ ଜୀବନଶୈଳୀ ଭିତରେ ଓଜନ ବୃଦ୍ଧି ଏକ ବଡ ସମସ୍ୟା ଭାବେ ଉଭା ହୋଇଛି। ଓଜନ କମାଇବା ପାଇଁ ବଜାରରେ ବିଭିନ୍ନ ପ୍ରକାର ଔଷଧ ମିଳୁଥିବାବେଳେ ତାହା କାମ ମଧ୍ୟ ଦେଉନାହିଁ। ତେବେ ପ୍ରାକୃତିକ ଉପାୟରେ କେମିତି ଓଜନ କମାଇବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri