ମେକ୍ସିକାନ୍ ସୁପ୍
ଆବଶ୍ୟକ ସାମଗ୍ରୀ – ଟମାଟୋ ପ୍ୟୁରି – ୧ କପ୍, ଛୋଟ ଛୋଟ ଆକାରରେ କଟାଯାଇଥିବା ପନିପରିବା (ବନ୍ଧାକୋବି, କ୍ୟାପ୍ସିକମ୍, ଗାଜର ଆଦି) – ୧/୨ କପ୍, ରସୁଣ କୋଲା – ୧ ଚାମଚ, ଭିନେଗାର – ୧ ଚାମଚ, ଅଲିଭ୍…
ମହିଳା ଓ ମଧୁମେହ
ମଧୁମେହ ରୋଗୀଙ୍କର ହେଉଥିବା ବିଭିନ୍ନ ଜଟିଳତା ଏବଂ ଏହାର ଭୟାବହତାକୁ ଦୃଷ୍ଟିରେ ରଖି ଏହାର ନିରାକରଣ ଓ ଚିକିତ୍ସା ନିମନ୍ତେ ସଚେତନତା ସୃଷ୍ଟି କରିବା ସହ ଏ ରୋଗ କମାଇବା ପାଇଁ ନଭେମ୍ବର ୧୪ ତାରିଖରେ ‘ବିଶ୍ୱ ମଧୁମେହ ଦିବସ’ ପାଳନ…
ଏସିଡିଟିର କାରଣ ଚକୋଲେଟ୍
ଏବେ ଏସିଡିଟି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଏଥିପାଇଁ ମୁଖ୍ୟତଃ ଆମର ଖାଦ୍ୟଦାୟୀ ବୋଲି ବିଶେଷଜ୍ଞମାନେ ମତ ଦେଉଛନ୍ତି। ଯେଉଁମାନେ ଖାଦ୍ୟରେ ଖଟାଫଳ, ଆଲକୋହଲ, କଫି, ମସଲାଯୁକ୍ତ ଖାଦ୍ୟ, ଚର୍ବି ଜାତୀୟ ଖାଦ୍ୟ ଓ ଚକୋଲେଟ୍ ଅଧିକ ପରିମାଣରେ ଖାଇଥାଆନ୍ତି…
ହାର୍ଟଆଟାକ୍ରୁ ଦୂରେଇ ରଖେ ଏହି ରସ…
ସକାଳେ ଅଧାକପ୍ କାକୁଡ଼ି ଜୁସ୍ ପିଇଲେ ଶରୀରର ବହୁ ଉପକାର ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ଜଳ, ଶ୍ୱେତସାର,ସ୍ନେହସାର, ପୁଷ୍ଟିସାର, ତନ୍ତୁଜ ରହିଥାଏ। ଏହାଛଡ଼ା ଏଥିରେ ଫସଫରସ୍, କ୍ୟାଲସିୟମ, ଲୌହ ଆଦି ରହିଛି। ନିୟମିତ ଏହାକୁ ପିଇଲେ ରକ୍ତ ସଞ୍ଚାଳନ ସ୍ବାଭାବିକ…
ଏହି ଚା’ ପିଅନ୍ତୁ, ଓଜନ କମ୍ କରନ୍ତୁ
ଆଜିକାଲି ବ୍ୟସ୍ତବହୁଳ ଜୀବନଶୈଳୀ ଭିତରେ ଓଜନ ବୃଦ୍ଧି ଏକ ବଡ ସମସ୍ୟା ଭାବେ ଉଭା ହୋଇଛି। ଓଜନ କମାଇବା ପାଇଁ ବଜାରରେ ବିଭିନ୍ନ ପ୍ରକାର ଔଷଧ ମିଳୁଥିବାବେଳେ ତାହା କାମ ମଧ୍ୟ ଦେଉନାହିଁ। ତେବେ ପ୍ରାକୃତିକ ଉପାୟରେ କେମିତି ଓଜନ କମାଇବେ…
ସୁସ୍ଥ ସ୍ବାସ୍ଥ୍ୟ, ସୁନ୍ଦର ତ୍ୱଚା ପାଇଁ ଆଲୋଭେରା
ଆଲୋଭେରା ଶରୀର ସୁସ୍ଥ ରଖିବା ସହ ସୌନ୍ଦର୍ଯ୍ୟ ବୃଦ୍ଧି କରିବାରେ ସହାୟକ ହୋଇଥାଏ। ଆଲୋଭେରାକୁ ଆୟୁର୍ବେଦ ଭାଷାରେ ଘି କୁଆଁରୀ କୁହାଯାଏ। ଆଲୋଭେରା ବ୍ୟବହାର କଲେ ଅନେକ ରୋଗରୁ ମୁକ୍ତି ମିଳିପାରିବ। ପ୍ରାକୃତିକ ଔଷଧୀୟ ଗୁଣରେ ଭରପୁର ଥିବା ଆଲୋଭେରା ଶରୀର…
ରିଲାକ୍ସ ଥେରାପି
ବ୍ୟାୟାମର ସୁପ୍ରଭାବ ଆମ ଶରୀର ଉପରେ କେତେକ ପଡିଥାଏ ତାହା ଅନୁଭବୀ ହିଁ ଜାଣେ। ସେଥିପାଇଁ ଆଜିକାଲି ଅନେକେ ଏହାକୁ ଦୈନନ୍ଦିନ ଜୀବନ ତାଲିକାରେ ସାମିଲ କରିଛନ୍ତି। ପ୍ରତିଦିନ ସକାଳୁ ଅଧ ଘଣ୍ଟାଏ ଚାଲିଲେ ତାହା ଶରୀରକୁ ସତେଜ ରଖିଥାଏ। ଏବେ…
ବୁଦ୍ଧିମତ୍ତା ବଢ଼ାଏ ଡିଜିଟାଲ ଡିଭାଇସ୍
ଆଜିକାଲ ଡିଜିଟାଲ ଯୁଗ। ହାତ ପାଆନ୍ତାରେ ଅନେକ ଜିନିଷ ମିଳିଯାଉଛି। ଇଲେକ୍ଟ୍ରୋନିକ ଗ୍ୟାଜେଟ୍ ଦ୍ୱାରା ମାନବ ସମାଜ କେତେ ଉପକୃତ ହେଉଛି ତାହା କହିବା ବାହୁଲ୍ୟ। କେବଳ ଯୁବପିଢ଼ି ନୁହନ୍ତି ଏହି ନିଶା ଛୋଟ ପିଲାଙ୍କୁ ମଧ୍ୟ ଘାରିଛି। ଛାତ୍ରୀଛାତ୍ର ପାଠ…
କ୍ୟାଲ୍ସିୟମ
ଆମ ଶରୀରରେ କ୍ୟାଲସିୟମ ପରିମାଣ ସନ୍ତୁଳିତ ରହିଲେ ତାହା ଅସ୍ଥିକୁ ଦୃଢ଼ କରିଥାଏ। ତା’ ସହ ଆମକୁ କେତେକ ରୋଗରୁ ମଧ୍ୟ ରକ୍ଷା କରିଥାଏ। ତେଣୁ ଜଣେ ସୁସ୍ଥ ବ୍ୟକ୍ତି ପ୍ରତିଦିନ ଅତିକମ୍ରେ ୧୦୦-୧୨୦୦ ଗ୍ରାମ କ୍ୟାଲସିୟମ ଜାତୀୟ ଖାଦ୍ୟ ଖାଇବା…
କଫ ସମସ୍ୟାର ଘରୋଇ ଉପଚାର
କଫଜନିତ ସମସ୍ୟାର ଲକ୍ଷଣ ଦେଖାଦେବା ମାତ୍ରେ ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରି ଔଷଧ ଖାଇବା ଦରକାର। ହେଲେ ଏପରି କେତେକ ଘରୋଇ ଉପାୟ ରହିଛି ଯାହାକୁ ଆପଣେଇ ଜଣେ କଫ ସମସ୍ୟାର ପ୍ରାରମ୍ଭିକ ଅବସ୍ଥାରେ ସେଥିରୁ ଉପଶମ ଲାଭ କରିପାରିବ।…
ପରିବାର ଓ ଡାଇବେଟିସ୍
ଡାଇବେଟିସ୍ ଏକ ବିଶ୍ୱ ସ୍ବାସ୍ଥ୍ୟ ସମସ୍ୟା। ଏହା ଦ୍ରୁତ ହାରରେ ବଢି ଚାଲିଛି। ଏପରି କି ଭାରତ ପାଇଁ ଏହା ମହାମାରୀର ରୂପ ନେଲାଣି ବୋଲି ଚେତାବନୀ ଶୁଣେଇ ସାରିଛନ୍ତି ବିଶ୍ୱ ସ୍ବାସ୍ଥ୍ୟ ସଂସ୍ଥା। ଭାରତକୁ ଡାଇବେଟିସ୍ର ରାଜଧାନୀ ଭାବେ ମଧ୍ୟ…
ହାର୍ଟଆଟାକ୍ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି…
ଶରୀର ପାଇଁ ଉଷୁମ ପାଣି ଚିକିତ୍ସା ବେଶ୍ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ପ୍ରକିୟା ସ୍ବାଭାବିକ ହେବା ସହିତ ହାର୍ଟଆଟାକ୍ ଆଶଙ୍କା ଦୂର ହୋଇଥାଏ। ସେହିପରି ନିୟମିତ ଏପରି କଲେ ମେଦବହୁଳତାରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ…
Archives


