ଗୁଡ଼ ଖାଇଲେ ଏହି ସମସ୍ୟାରୁ ମିଳିବ ମୁକ୍ତି
ଶୀତଦିନେ ଅତ୍ୟଧିକ ଥଣ୍ଡାରେ ବାହାରେ ବୁଲିବା, ଥଣ୍ଡା ପାଣି ପିଇବା ଦ୍ୱାରା ଟନ୍ସିଲ୍ ବଢ଼ିଯିବା ସହ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ ହୋଇଥାଏ। ଏପରିକି କୌଣସି ଖାଦ୍ୟ ଗିଳିବା କଷ୍ଟକର ହୋଇପଡ଼େ। ଥଣ୍ଡା ଯୋଗୁ ବେଳେବେଳେ ଜ୍ୱର ମଧ୍ୟ ଆସିଥାଏ। ତେଣୁ ବିନା…
ଡାଇବେଟିସ୍ରୁ ଦୂରେଇ ରହିବା ପାଇଁ ସପ୍ତାହରେ ୩ ଥର ଖାଆନ୍ତୁ ଏହି ଗୁଣ୍ଡ…
ନୂଆଦିଲ୍ଲୀ: ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଡାଇବେଟିସ୍ ସମସ୍ୟା ଦେଖାଦେଇଥାଏ। ତେବେ ସପ୍ତାହରେ ୩ ଥର ମେଥିଗୁଣ୍ଡ ଉଷୁମ ପାଣିରେ ପିଇଲେ ଡାଇବେଟିସ୍ରୁ ଦୂରେଇ ହେବାରେ ସହାୟତା ମିଳିଥାଏ। ଏହା ଶରୀରରେ ଇନସୁଲିନ୍ କ୍ଷରଣକୁ ତ୍ୱରାନ୍ବିତ…
ମେଦବହୁଳତାରୁ ମୁକ୍ତି ପାଇଁ ଏଥିରୁ ଗ୍ଲାସେ…
ନୂଆଦିଲ୍ଲୀ: ଥଣ୍ଡା କ୍ଷୀର ପିଇଲେ ଅନେକ ସୁଫଳ ମିଳିଥାଏ। ଏହା ଦ୍ୱାରା ଗ୍ୟାସ୍ଟ୍ରିକ୍ ସମସ୍ୟା ଦୂର ହୁଏ। ମେଦବହୁଳ ରୋଗୀଙ୍କ ପାଇଁ ଏହା ମହୌଷଧୀ ଭଳି କାମ କରେ। କ୍ଷୀର ପିଇଲେ ମୋଟାପା ହେଉଥିବା ଅନେକ ବିଶ୍ୱାସ କରିଥାନ୍ତି। ତେବେ ପ୍ରତିଦିନ…
ଡାଇବେଟିସ୍ ରୋଗୀଙ୍କ ପାଇଁ ଉପକାରୀ କଳାଜିରା
କଳାଜିରା ଶରୀର ପାଇଁ ବେଶ୍ ଉପକାରୀ ସାବ୍ୟସ୍ତ ହୋଇଥାଏ। କଳାଜିରାରେ ଥିବା ଭିଟାମିନ, ଆମିନୋ ଏସିଡ, ଆଇରନ, ସୋଡିୟମ, ପୋଟାସିୟମ, କ୍ୟାଲସିୟମ, ଏଲ୍କୋଲାଇଡସ ଓ ଭେଲାଟାଇଲ ଭଳି ଅନେକ ପୋଷକ ତତ୍ତ୍ୱ ସ୍ବାସ୍ଥ୍ୟ ସହିତ ତ୍ୱଚା ସମ୍ପନ୍ଧୀୟ ଅନେକ ସମସ୍ୟାରୁ ମୁକ୍ତି…
ସକାଳଭୋଜନରେ ଏସବୁ ଖାଦ୍ୟପଦାର୍ଥ ସାମିଲ କରୁଛନ୍ତି କି…
ସୁସ୍ବାସ୍ଥ୍ୟ ପାଇଁ ନିୟନ୍ତ୍ରିତ ଆହାର ଜରୁରୀ। କୁହାଯାଏ ଠିକ୍ ସମୟରେ ସକାଳଭୋଜନ କରିବା ଦ୍ୱାରା ଅନେକ ରୋଗରୁ ରକ୍ଷା ପାଇହୁଏ। ଏହା ଦିନ ତମାମ ଜଣଙ୍କୁ ଫୁର୍ତ୍ତି ରଖେ। ହେଲେ ଅନେକ ସମୟରେ ସକାଳଭୋଜନ କରୁଥିଲେ ମଧ୍ୟ ସ୍ବାସ୍ଥ୍ୟ ଠିକ୍ ରହୁ…
ସୌନ୍ଦର୍ଯ୍ୟ ବୃଦ୍ଧିକରେ ସାଗୁଦାନା
ସୌନ୍ଦର୍ଯ୍ୟ ବୃଦ୍ଧିକରାଇବା ଲାଗି ମହିଳା ସର୍ବଦା ଚିନ୍ତିିତ। ଏ ନେଇ ସେମାନେ ରାସାୟନିକ ଦ୍ରବ୍ୟର ବ୍ୟବହାର କରିବା ସହିତ ବିଭିନ୍ନ ଫେସ୍ ପ୍ୟାକ୍ ମଧ୍ୟ ଲଗାଇଥାନ୍ତି। ମାତ୍ର ବିଭିନ୍ନ ରାସାୟନିକ ପଦାର୍ଥ ବ୍ୟବହାର କରିବା ଫଳରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଇଥାଏ। ଏଣୁ…
କିଡ୍ନୀରେ ଷ୍ଟୋନ୍ ହୋଇଥିଲେ ଆଦୌ ଚିନ୍ତା କରନ୍ତୁ ନାହିଁ, ଏହି ଉପାୟରେ ହେବ ଭଲ…
ଆମେରିକାସ୍ଥିତ ମାସାଚ୍ୟୁଟ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଏମ୍ଆଇଟି) ଗବେଷକମାନେ କିଡ୍ନୀ ଷ୍ଟୋନ୍ ପାଇଁ ଏକ ଔଷଧ ବାହାର କରିଛନ୍ତି। ଯାହା ଉଚ୍ଚ ରକ୍ତଚାପ ଏବଂ ଡାଇବେଟିସ୍ ଭଳି ରୋଗ ପାଇଁ ବ୍ୟବହୃତ ଔଷଧରୁ ପ୍ରସ୍ତୁତ କରାଯାଇଛି। ୧୮ ପ୍ରକାର ଏହି ଔଷଧକୁ…
କାନରେ ପାଣି ପଶିଥିଲେ….
ଗାଧୋଇବା ସମୟରେ ହେଉ ଅବା ସୁଇମିଂ ସମୟରେ ବେଳେ ବେଳେ କାନରେ ପାଣି ପଶି ଯାଇଥାଏ। ଏହାକୁ ବାହାର କରିବାକୁ କେତେଜଣ ଅସ୍ତବ୍ୟସ୍ତ ହୋଇଯାଇ ବିଭିନ୍ନ ପ୍ରକାର ଉପାୟ ଅବଲମ୍ବନ କରିଥାଆନ୍ତି। ଏପରିକି କେତେକେ କାନରୁ ପାଣି କାଢିବାକୁ କାନକୁ ବେଶୀ…
ପ୍ରତିଦିନ ପିଅନ୍ତୁ ପାଳଙ୍ଗ ପତ୍ର ଜୁସ୍, ମିଳିବ ଏସବୁ ଫାଇଦା
ଶରୀରକୁ ଆବଶ୍ୟକୀୟ ପୋଷକ ତତ୍ତ୍ୱ ପାଳଙ୍ଗ ଶାଗରେ ଥାଏ। ଏଥିରେ ଭିଟାମିନ୍, ମିନେରାଲ୍ସ, ମ୍ୟାଗ୍ନେସିୟମ ପୋଟାସିୟମ, ଆଇରନ୍ ପ୍ରଚୁର ପରିମାଣରେ ଥାଏ। ପ୍ରତିଦିନ ପାଳଙ୍ଗ ଶାଗର ଜୁସ୍ ପିଇଲେ ହାଡ ମଜଭୁତ ହୁଏ। ଗର୍ଭବତୀ ମହିଳାଙ୍କ ପାଇଁ ପାଳଙ୍ଗ ଜୁସ୍ ବେଶ୍…
ତୈଳାକ୍ତ ତ୍ୱଚାରୁ ମୁକ୍ତି ଦେବ ଧନିଆପତ୍ର ଫେସ୍ପ୍ୟାକ
ପ୍ରତିଦିନ ଖାଦ୍ୟରେ ବ୍ୟବହାର ହେଉଥିବା ଧନିଆ ପତ୍ର ସ୍ବାସ୍ଥ୍ୟ ପାଇଁ ବେଶ୍ ଉପକାରୀ ହୋଇଥାଏ। ଧନିଆ କେବଳ ଖାଦ୍ୟ ନୁହେଁ ବରଂ ତ୍ୱଚା ପାଇଁ ମଧ୍ୟ ବେଶ୍ ଲାଭକାରୀ। ଏହାର ଫେସ୍ପ୍ୟାକ୍ ବଜାରରେ ମିଳୁଥିବା ଦାମୀ କ୍ରିମ୍କୁ ମଧ୍ୟ ପଛରେ ପକାଇଦେବ।…
ଶୀତଦିନେ ୫ ମିନିଟ୍ କରନ୍ତୁ ଏହି ମୁଦ୍ରା…
ନୂଆଦିଲ୍ଲୀ: ଶୀତଦିନେ ସକାଳେ ଅଭ୍ୟାସ କରି ୫ ମିନିଟ୍ ସୂର୍ଯ୍ୟମୁଦ୍ରା କଲେ ଶରୀର ଉପରେ ବହୁ ସକାରାତ୍ମକ ପ୍ରଭାବ ପଡ଼ିଥାଏ। ମନୁଷ୍ୟ ଶରୀର ପୃଥିବୀ, ଜଳ, ବାୟୁ, ଅଗ୍ନି ଏବଂ ଆକାଶ ଆଦି ପାଞ୍ଚ ତତ୍ତ୍ୱରେ ସୃଷ୍ଟି ହୋଇଛି ବୋଲି ପୁରାଣରେ…
ଏସବୁ ପାଇଁ ମହିଳାଙ୍କଠାରେ ଆଣ୍ଠୁଗଣ୍ଠି ଯନ୍ତ୍ରଣା ଅଧିକ ଦେଖାଦିଏ…
ନୂଆଦିଲ୍ଲୀ: କେତେକ ମହିଳାଙ୍କଠାରେ ଆଣ୍ଠୁଗଣ୍ଠି ଯନ୍ତ୍ରଣା ଦେଖାଦେଇଥାଏ। ଏହାପଛରେ କିଛି କାରଣ ରହିଛି। ସାଧାରଣତଃ ମହିଳାମାନେ ଘରେ ଅଧିକ ସମୟ କାମ କରନ୍ତି। ସକାଳୁ ଉଠି ପ୍ରତିଦିନର ବାସି ପାଇଟି ସାରିବା ସେମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ କାମ। ଏହାଦ୍ୱାରା ରାତିରେ…
Archives


