ଜୀବନଚର୍ଯ୍ୟା

୨ ବର୍ଷର କମ୍‌ ଶିଶୁଙ୍କୁ ଫଳ ରସ ଦେଉଛନ୍ତି କି…

ଫଳ ରସ ପିଇବା ଛୋଟ ଛୁଆଙ୍କଠାରୁ ଆରମ୍ଭ କରି ବୃ୍‌ଦ୍ଧ ଯାଏଁ ସମସ୍ତଙ୍କୁ ଭଲ ଲାଗିଥାଏ। ଏହାଦ୍ୱାରା ଜରୁରୀ ପୋଷକ ତତ୍ତ୍ୱ ମିଳିବା ସହ ଶରୀରରେ ପାଣିର ଅଭାବକୁ ମଧ୍ୟ ଦୂର କରିଥାଏ। କିନ୍ତୁ ଆପଣ ଜାଣିଛନ୍ତି କି, ଛୋଟ ପିଲାଙ୍କୁ…

ଉଚ୍ଚ ରକ୍ତଚାପ ଥିଲେ…

ଆଜିକାଲି ଉଚ୍ଚ ରକ୍ତଚାପ ଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଅତ୍ୟଧିକ ଚାପ, କ୍ରୋଧ, ଚିନ୍ତା ଏହି ରୋଗର କାରଣ। ତେବେ ଏସବୁ ସମସ୍ୟାରୁ ରକ୍ଷା ପାଇବାକୁ ହେଲେ ପ୍ରଥମେ ଆପଣଙ୍କୁ ଏକ ଉତ୍ତମ ଜୀବନଶୈଳୀର ଅଭ୍ୟାସ କରିବାକୁ ପଡେ।…

ରୋଜ୍‌ ଡେ’: ଗୋଲାପ ପ୍ରେମ ବଢ଼ାଇବା ସହ ଆଣିଥାଏ ସୁନିଦ୍ରା

ଭାଲେଣ୍ଟାଇନ୍‌ ସପ୍ତାହ ରୋଜ୍‌ ଡେ’ରୁ ହିଁ ଆରମ୍ଭ ହୋଇଥାଏ। ଅର୍ଥାତ୍‌ ଫେବୃୟାରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ଏହାକୁ ପାଳନ କରିଥା’ନ୍ତି। ଗୋଲାପ ମାଧ୍ୟମରେ ଆଜିର ଯୁବପିଢ଼ି ନିଜ ନିଜର ପାର୍ଟନରଙ୍କୁ ପ୍ରପୋଜ କରିଥା’ନ୍ତି। କାରଣ ପ୍ରେମର ପ୍ରତୀକ ହେଉଛି ଗୋଲାପ।…

ଆ-ଲା କ୍ୟୁବ୍‌

ଗ୍ରାହକମାନଙ୍କୁ ସମ୍ପୂର୍ଣ୍ଣ ନିରାମିଷ ସୁସ୍ବାଦୁ ବ୍ୟଞ୍ଜନ ପରଷିବା ଲକ୍ଷ୍ୟ ନେଇ ସମ୍ବଲପୁର ଏସ୍‌ଆର୍‌ଆଇଟି କଲୋନୀଠାରେ ଅତ୍ୟାଧୁନିକ କେଏଫ୍‌ଜି ରେସ୍ତୋରଁା ଶୁଭାରମ୍ଭ ହୋଇଛି। ଏଠାରେ ମୁଖ୍ୟତଃ ଅଥେଣ୍ଟିକ୍‌ ସାଉଥ ଇଣ୍ଡିଆନ, ଇଣ୍ଡିଆନ, କଣ୍ଟିନେଣ୍ଟାଲ, ତନ୍ଦୁରି, ଚାଇନିଜ୍‌, ଏକ୍ସକ୍ଲୁସିଭ୍‌ ଚାଟ, ଫେସିନେଟେଡ୍‌ ମକ୍‌ଟେଲ୍‌ ପ୍ରଭୃତି…

ଏହାକୁ ଖାଇଲେ ବଦଳିଯାଏ ଜୀବନ

ଜୀବନରେ ପ୍ରାୟ ସମସ୍ତେ ଖୁସିରେ ରହିବାକୁ ଚାହିଁଥା’ନ୍ତି। ଏଥିପାଇଁ ଖାଦ୍ୟପେୟ ପ୍ରତି ଧ୍ୟାନ ଦେବା ଜରୁରୀ ଅଟେ। କାରଣ ଖୁସିର ସମ୍ବନ୍ଧ ସିଧା ହର୍ମୋନ ସହିତ ଜଡ଼ିତ। କିଛି ଏମିତି ଜିନିଷ ଅଛି ଯାହାକୁ ଖାଇଲେ ମନ ପ୍ରଫୁଲ୍ଲିତ ରହିବା ସହ…

ପ୍ରତିଦିନ ଖାଆନ୍ତୁ ୧୦୦ ଗ୍ରାମ ପନିର୍‌, ମିଳିବ ଏହିସବୁ ଫାଇଦା

ପନିର ଖାଇବାକୁ ଯେତିକି ସ୍ବାଦିଷ୍ଟ ଶରୀର ପାଇଁ ମଧ୍ୟ ସେତିକି ଉପକାରୀ। ପନିରରେ ପ୍ରୋଟିନ୍‌, କାର୍ବୋହାଇଡ୍ରେଟ୍‌, କ୍ୟାଲସିୟମ, ଫସଫରସ୍‌ ଭରପୂର ମାତ୍ରାରେ ଥାଏ। ରନ୍ଧା ପନିର ଅପେକ୍ଷା କଞ୍ଜା ପନିର ଖାଇବା ଶରୀର ପାଇଁ ଉପକାରୀ ସାବ୍ୟସ୍ତ ହୋଇଥାଏ। ୧୦୦ ଗ୍ରାମ…

କେଶ ଝଡୁଛି କି…ଆପଣାନ୍ତୁ ଏଭଳି କିଛି ଘରୋଇ ଉପଚାର

ପରିବର୍ତ୍ତିତ ଜୀବନଶଳୀ, ପ୍ରଦୂଷଣ, ଖାଦ୍ୟପେୟରେ ଅନିୟମିତତାର ପ୍ରଭାବ କେଶ ଉପରେ ପଡ଼ିଥାଏ। ଏ ନେଇ କେଶ ଧଳାହେବା ସହ ଛିଡ଼ିବା ଭଳି ସମସ୍ୟା ଦେଖାଯାଇଥାଏ। ଏହି ସମସ୍ୟା ସାଧାରଣରେ ପରିଣତ ହୋଇଛି। ଏହା ବୟସ୍କ ବ୍ୟକ୍ତିଙ୍କଠାରୁ ଆରମ୍ଭ କରି କମ୍‌ ବୟସର…

କରୋନା ଭାଇରସ୍‌ର ଲକ୍ଷଣ ଏବଂ ପ୍ରତିକାର

ସାରା ବିଶ୍ୱକୁ ଏବେ ଘାରିଛି କରୋନା ଭାଇରସ୍‌ ଆତଙ୍କ। ଚାଇନାର ଉହାନ ସହରରୁ ବ୍ୟାପିଥିବା ଏହି ଭାଇରସ୍‌ ପ୍ରାୟ ୨୫ ଦେଶକୁ କବଳିତ କରିସାରିଲାଣି। କେବଳ ଚାଇନାରେ ବର୍ତ୍ତମାନ ସୁଦ୍ଧା ୪୨୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ ହଜାର ୪୩୮ ଜଣ…

ଡାଇବେଟିସ୍‌ ରୋଗୀଙ୍କ ପାଇଁ ବହୁ ଉପକାରୀ…

ଆଜିକାଲି ଅଧିକାଂଶ ଲୋକ ଡାଇବେଟିସ୍‌ ରୋଗରେ ପୀଡ଼ିତ। ଏହି ରୋଗ ହେଲେ ରକ୍ତରେ ଶର୍କରା ଅଂଶ ବଢ଼ିଯାଇଥାଏ। ଶରୀରରେ ଇନ୍‌ସୁଲିନ ଠିକ୍‌ ଭାବେ କାମ କରି ନ ଥାଏ। ଡାଇବେଟିସ୍‌ ଥିଲେ ରୋଗୀ ଶରୀରର ଅନ୍ୟ ଅଙ୍ଗଗୁଡ଼ିକ ପ୍ରଭାବିତ ହୋଇଥାଏ। ତେଣୁ…

ସୁସ୍ଥ କିଡନୀ ପାଇଁ ଖାଆନ୍ତୁ…

ବ୍ୟସ୍ତବହୁଳ ଜୀବନରେ ମଣିଷ ନିଜ ପାଇଁ ସମୟ ବାହର କରିବା କଷ୍ଟକର ହୋଇପଡ଼ୁଛି। ଖାଦ୍ୟ ଖାଇବାର ଅନିୟମିତତା ଯୋଗୁ ଶରୀରରେ ବିଭିନ୍ନ ପ୍ରକାର ରୋଗ ମାଡିବସୁଛି। ସେଥିମଧ୍ୟରୁ କିଡନୀ ସମସ୍ୟା ଅନ୍ୟତମ। ଏହି ସମସ୍ୟାରୁ ମୁକ୍ତି ପାଇବାକୁ ହେଲେ ଖାଦ୍ୟପେୟ ଉପରେ…

ଲେମ୍ବୁ ଚଟଣୀ

ଆବଶ୍ୟକ ସାମଗ୍ରୀ ଲେମ୍ବୁ ୪ଟି, ଜୀରା ଏକ ଚାମଚ, ହେଙ୍ଗୁ ସାମାନ୍ୟ, କଳା ଲୁଣ ଅଧା ଚାମଚ, ଲାଲ ଲଙ୍କା ଅଧା ଚାମଚ, ଲୁଣ ଏବଂ ଚିନି ସ୍ବାଦାନୁସାରେ। ପ୍ରସ୍ତୁତି ପ୍ରଣାଳୀ ପ୍ରଥମେ ଲେମ୍ବୁଗୁଡିକୁ ଛୋଟ ଛୋଟ କାଟି ସେଥିରୁ ମଞ୍ଜି…

ଘରେ ମଶା ହେଉଥିଲେ

ଧୀରେ ଧୀରେ ଶୀତ କମିବା ସହ ମଶାଙ୍କ ସଂଖ୍ୟା ବଢୁଛି, ଯାହାକୁ ରୋକିବା ଲାଗି ସାଧାରଣତଃ ମଶାମରା କଏଲ୍‌, ଲିକ୍ୱିଡ୍‌, ହିଟ୍‌ ଆଦି ବ୍ୟବହାର କରାଯାଉଛି। ହେଲେ ଏସବୁରୁ ନିର୍ଗତ ବିଷାକ୍ତ ଧୂଆଁ ସ୍ବାସ୍ଥ୍ୟୋପକାରୀ ନୁହେଁ। ତେଣୁ ଆପଣ ଚାହିଁଲେ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?