ଜୀବନଚର୍ଯ୍ୟା

ଧୂମପାନ କରୁଥିଲେ ସାବଧାନ! ଗ୍ରାସ କରୁଛି ଏକ ବିରଳ ରୋଗ, ସତର୍କ କରାଇଲା WHO

ସିଗାରେଟ୍‌ ଟାଣିବା କିମ୍ବା ତମାଖୁ ସେବନ କେବଳ ଫୁସ୍‌ଫୁସ୍‌ ଏବଂ ପାଟିର କ୍ଷତି କରେ ନାହିଁ, ଏହା କ୍ୟାନ୍‌ସର ବା କର୍କଟ ଭଳି ଭୟଙ୍କର ରୋଗର କାରଣ ମଧ୍ୟ ହୋଇପାରେ। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏବେ ଧୂମପାନ ଏକ ବିରଳ…

ଝାଳ ବାହାରୁଥିଲେ…

ଖରାଦିନେ ଝାଳ ବୋହିବା ସ୍ବାଭାବିକ କଥା। ବିଶେଷଜ୍ଞଙ୍କ ମତରେ, ଶରୀରରୁ ଝାଳ ବୋହିବା ପଛରେ ଅନେକ କାରଣ ରହିଥାଏ। ପ୍ରଥମତଃ, ଯଦି କୌଣସି ବ୍ୟକ୍ତି ଅତ୍ୟଧିକ ଶାରୀରିକ ପରିଶ୍ରମ କରିଥାନ୍ତି, ତା’ହେଲେ ତାଙ୍କ ଦେହରୁ ଝାଳ ବୋହିଥାଏ। ଦ୍ୱୀତିୟରେ ମୋଟାପଣର ଶିକାର…

ଖରାଦିନେ ଫିଟ୍‌ ରଖିବ ଏସବୁ ଡ୍ରିଙ୍କ୍ସ

ଖରାଦିନେ ବାହାରୁ ଟିକେ ବୁଲିଆସିଲେ ଶୋଷ ମେଣ୍ଟାଇବାକୁ ଅନେକେ କୋଲ୍ଡ ଡ୍ରିଙ୍କ୍ସ ଅଥବା ସୋଢା ପିଇବାକୁ ଭଲ ପାଇଥାନ୍ତି। ହେଲେ ଏହା ଶରୀର ପାଇଁ ଆଦୌ ହିତକର ହୋଇ ନଥାଏ। ଖରାଦିନେ କେଉଁ ପାନୀୟ ପିଇଲେ ଶୋଷ ମେଣ୍ଟିବା ସହ ଶରୀରକୁ…

ଅଟା ଦଳିବା ପରେ କାହିଁକି ରଖନ୍ତି ଆଙ୍ଗୁଠିର ଛାପ, ଏହା ପଛର କାରଣ ଜାଣନ୍ତି?

ଆଜିର ସମୟରେ, ପୁରୁଣାକାଳିଆ ଲୋକମାନେ ଆମକୁ କ’ଣ କୁହନ୍ତି ତାହା ବୁଝିବା ଟିକେ କଷ୍ଟକର ହୋଇଯାଏ, ବିଶେଷକରି ଯେତେବେଳେ ଆମେ ସେଗୁଡ଼ିକୁ କେବଳ ଏକ ପୁରୁଣା ପରମ୍ପରା କିମ୍ବା ବିଶ୍ୱାସ ଭାବରେ ଦେଖୁ। କିନ୍ତୁ ଯେତେବେଳେ ଆମେ ସେଗୁଡ଼ିକୁ ଗଭୀର ଭାବରେ…

ପ୍ରଥମଥର ମଣିଷ ଡିମ୍ବାଶୟରୁ ମିଳିଲା ମାଇକ୍ରୋପ୍ଲାଷ୍ଟିକ୍‌, ବଢୁଛି ଚିନ୍ତା

ରୋମ୍‌,୨୦ା୪: ପ୍ରଥମଥର ପାଇଁ ମଣିଷ ଡିମ୍ବାଶୟ ଫୋଲିକୁଲାର ତରଳ ପଦାର୍ଥରେ ମାଇକ୍ରୋପ୍ଲାଷ୍ଟିକ୍‌ ମିଳିଛି।ଯାହାକି ଅତ୍ୟନ୍ତ ଚିନ୍ତାଜନକ। ଏହା ମହିଳାଙ୍କ ପ୍ରଜନନ କ୍ଷମତା ଉପରେ ଗଭୀର ପ୍ରଭାବ ପକାଇବ। ଯାହାକୁ ନେଇ ଭୟ ସୃଷ୍ଟି ହୋଇଛି। ଇକୋଟକ୍ସିକୋଲୋଜି ଏବଂ ପରିବେଶ ସୁରକ୍ଷାରେ ପ୍ରକାଶିତ…

ଓଜନ ହ୍ରାସ କରେ ଚିଆ ସିଡ୍‌ସ, ଜାଣନ୍ତୁ ପିଇବାର ସଠିକ୍‌ ଉପାୟ, ନଚେ୍‌ତ ଭୁଲ୍‌ ଉପାୟରେ ପିଇଲେ…

ଚିଆ ସିଡ୍‌ସରେ ଫାଇବର, ପ୍ରୋଟିନ, ଓମେଗା-୩ ଫ୍ୟାଟି ଏସିଡ୍‌ ଏବଂ ଆଣ୍ଟିଅକ୍ସିଡାଣ୍ଟ ଭରପୂର ପରିମାଣରେ ଥାଏ। ଅନେକ ପୋଷକ ତତ୍ତ୍ୱରେ ଭରପୂର ଏହି ସିଡ୍‌ସ ବା ମଞ୍ଜି ଆପଣଙ୍କ ସ୍ବାସ୍ଥ୍ୟ ପାଇଁ ବହୁତ ଲାଭଦାୟକ। ଏହାର ସବୁଠାରୁ ବଡ଼ ବିଶେଷତ୍ତ୍ୱ ହେଉଛି…

Horoscope: କୁଣ୍ଡଳୀରେ ଚାକିରି ଯୋଗ କେମିତି ଲାଗେ, ଏହି ରାଶିରେ ହୁଏ ରାଜଯୋଗ

ଯଦି ଆପଣ ଚାକିରି ପାଇବା ପାଇଁ କଠିନ ଚେଷ୍ଟା କରୁଛନ୍ତି ଏବଂ କଠିନ ପରିଶ୍ରମ ପରେ ମଧ୍ୟ ତାହା ପାଇପାରୁନାହାଁନ୍ତି, ତେବେ ଆପଣଙ୍କ କୁଣ୍ଡଳୀରେ ଚାକିରି ପାଇବାର ସମ୍ଭାବନା ଅଛି କି ନାହିଁ ତାହା ଜାଣିବା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଯଦି…

ବ୍ଲାକ୍‌ ହେଡ୍ସ ନେଇ ଚିନ୍ତିତ କି : ଜାଣନ୍ତୁ…

କେତେକ ଲୋକଙ୍କ ନାକ ଏବଂ ଗାଲରେ ଅଧିକ ପରିମାଣରେ ବ୍ଲାକ୍‌ ହେଡ୍ସ ଦେଖାଯାଇଥାଏ। ବ୍ଲାକ୍‌ ହେଡ୍ସ ସେତେବେଳେ ହୁଏ ଯେତେବେଳେ ବାହାରର ଧୂଳି,ପ୍ରଦୂଷଣ ଆଦି ନାକର ଚାରିପଟେ ଅପରିଷ୍କାର ଜମା ହୋଇ ରହିଥାଏ। ଯଦି ଆପଣଙ୍କ ମୁହଁରେ ଅଧିକ ପରିମାଣରେ ବ୍ଲାକ୍‌…

ସାଧାରଣ ଖାଇବା ତେଲରେ ଥିବା ଉପାଦାନ ସ୍ତନ କର୍କଟ ସହ ଜଡ଼ିତ: ଗବେଷଣାରୁ ମିଳିଲା ନୂଆ ତଥ୍ୟ

ନୂଆଦିଲ୍ଲୀ,୧୭।୪: ସାଧାରଣ ଖାଇବା ତେଲରେ ବ୍ୟବହୃତ ଏକ ପ୍ରମୁଖ ଉପାଦାନ, ଲିନୋଲେଇକ ଏସିଡ (Linoleic Acid), ଆକ୍ରମଣାତ୍ମକ ସ୍ତନ କର୍କଟର ଆଶଙ୍କା ବଢ଼ାଇପାରେ ବୋଲି ସାମ୍ପ୍ରତିକ ଗବେଷଣାରୁ ଜଣାପଡ଼ିଛି। ବ୍ରିଟେନର ଖ୍ୟାତନାମା କର୍କଟ ବିଶେଷଜ୍ଞଙ୍କ ଏକ ଅଧ୍ୟୟନରେ ଦାବି କରାଯାଇଛି ଯେ…

ଏହି ରାଶିର ଲୋକମାନେ ହୁଅନ୍ତି ଅଧିକ ଧନୀ, କେବେ ବି ଅଭାବ ରହେନି…

ଅନେକ ଲୋକ ବିଶ୍ୱାସ କରନ୍ତି ଯେ କିଛି ରାଶିର ବ୍ୟକ୍ତି ଅନ୍ୟମାନଙ୍କ ତୁଳନାରେ ଅଧିକ ଧନୀ ହେବାର ସମ୍ଭାବନା ରଖନ୍ତି। ତେବେ, କେଉଁ ରାଶିର ଲୋକ ଅଧିକ ଧନୀ ହୋଇଥାନ୍ତି? ବୃଷ ରାଶି ଶୁକ୍ର ଗ୍ରହ ଦ୍ୱାରା ପରିଚାଳିତ ବୃଷ ରାଶିର…

ଏସବୁ ଖାଦ୍ୟ ଖାଇବା ପରେ ପାଣି ପିଇବା ଆଦୌ ଠିକ୍‌ ନୁହେଁ, ଜାଣନ୍ତୁ…

ଶରୀରକୁ ସୁସ୍ଥ ରଖିବାରେ ପାଣିର ଭୂମିକା ଯଥେଷ୍ଟ ରହିଥାଏ। କୁହାଯାଏ, ଜଣେ ସୁସ୍ଥ ବ୍ୟକ୍ତିଙ୍କୁ ପ୍ରତିଦିନ ୬ରୁ ୧୦ ଗ୍ଲାସ ପାଣି ପିଇବା ନିହାତି ଆବଶ୍ୟକ। କିନ୍ତୁ ଜରୁରୀ ନୁହେଁ, ସବୁ ଲୋକଙ୍କୁ ସମାନ ମାତ୍ରାର ପାଣି ପିଇବା ଦରକାର। ଶରୀରର…

ବଳକା ତେଲ ସ୍ବାସ୍ଥ୍ୟ ପାଇଁ କେତେ ଭଲ

ଚଟପଟା ଖାଦ୍ୟ ସଭିଙ୍କୁ ବେଶ୍‌ ପସନ୍ଦ। ଛୋଟଠାରୁ ବଡ଼ ସମସ୍ତେ ଏହାକୁ ଆଗ୍ରହରେ ଖାଇ ଥାଆନ୍ତି। ଏପଟେ ଭାରତୀୟ ଖାଦ୍ୟରେ ତେଲର ଭୂମିକା ମଧ୍ୟ ଯଥେଷ୍ଟ ଅଧିକ। ପକୁଡ଼ି ତିଆରିଠୁ ନେଇ ଛୁଙ୍କ ଲଗାଇବା ପର୍ଯ୍ୟନ୍ତ ସବୁଥିରେ ତେଲର ବ୍ୟବହାର ହୁଏ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri