ପାଟିର ଲାଳ ଦୂର କରେ ଶହେରୁ ଅଧିକ ପ୍ରକାର ରୋଗ..
ଆମ ମୁଖ ଭିତରେ ଏକ ଲକ୍ଷରୁ ଅଧିକ ଲାଳଗ୍ରନ୍ଥି ରହିଛି। ଏହି ଗ୍ରନ୍ଥି ଦ୍ୱାରା ପାଟିରେ ଲାଳ ତିଆରି ହୁଏ। ଲାଳ ଯୋଗୁ ମଣିଷ ଶରୀରରେ ଦେଖାଦେଉଥିବା ଶହେରୁ ଅଧିକ ପ୍ରକାର ରୋଗ ଦୂର ହୋଇଥାଏ। ସକାଳେ ଉଠି ଅଧୁଆ ମୁହଁରେ…
ହୃଦ୍ଜନିତ ସମସ୍ୟାଠାରୁ ବି ଦୂରେଇ ରଖେ ଅମୃତଭଣ୍ଡା
ଶରୀର ପାଇଁ ଅମୃତଭଣ୍ଡା ବେଶ୍ ଉପକାରୀ। ବାଡିବଗିଚାରେ ମଧ୍ୟ ଏହା ସହଜରେ ମିଳିଥାଏ। କଞ୍ଚା ହେଉ ବା ପାଚିଲା ଉଭୟ ଶରୀର ପାଇଁ ଲାଭଦାୟକ ହୋଇଥାଏ। ଏଥିରେ ଭିଟାମିନ ଏ, ବି, ସି ଓ ଫାଇବର ଭରପୁର ମାତ୍ରାରେ ଥାଏ। କଞ୍ଚା…
ଫ୍ରିଜ୍ରେ ମାଛ ରଖି ଖାଉଛନ୍ତି କି….
ମାଛ ଖାଇବାକୁ ପ୍ରାୟ ଅନେକ ଲୋକ ଭଲପାଆନ୍ତି। ସ୍ବାସ୍ଥ୍ୟପାଇଁ ଏହା ମଧ୍ୟ ଉପକାରୀ । ମାତ୍ର ଏପରି କିଛି ଲୋକ ଅଛନ୍ତି ଯେଉଁମାନେ ବଜାରରେ ମାଛ ଦେଖିଲେ ନିଜକୁ ନିୟନ୍ତ୍ରଣ କରି ନ ପାରି ଆବଶ୍ୟକତାଠାରୁ ଅଧିକ ମାଛ କିଣିଆଣିଥାନ୍ତ ଓ…
ଘାସ ଉପରେ ଖାଲି ପାଦରେ ଚାଲିଲେ ମିଳିବ ଅନେକ ଫାଇଦା
ଶରୀରକୁ ସୁସ୍ଥ ରଖିବାକୁ କିଏ କେତେ ଉପାୟ ଆପଣାଉଛନ୍ତି। କିଏ ଓ୍ବର୍କ ଆଉଟ୍ କରୁଛି ତ ପୁଣି କିଏ ଡାଏଟିଂ। ହେଲେ ସକାଳୁ ଖାଲି ପାଦରେ ଯେଉଁମାନେ ସବୁଜ ଘାସ ଉପରେ ଚାଲୁଛନ୍ତି ସେମାନେ ନିଜକୁ ଅନ୍ୟମାନଙ୍କଠାରୁ ଅଧିକ ସୁସ୍ଥ ରଖିପାରୁଛନ୍ତି।…
କ୍ୟାନସରରୁ ବି ଦୂରେଇ ରଖେ ଏହି ଥେରାପି…
ୟୁରିନ୍ ଥେରାପି ସୁସ୍ଥ ରହିବାର ଅତି ପ୍ରାଚୀନ ଉପାୟ। ଏହି ସହଜ ଉପାୟ ଦ୍ୱାରା ଲାଷ୍ଟ ଷ୍ଟେଜ୍ରେ ବି କ୍ୟାନସର ଭଳି ଦୂରାରୋଗ୍ୟରୁ ମୁକ୍ତି ମିଳିଥାଏ । ଏଥିପାଇଁ ଅପରେସନ୍ ଅବା କେମୋଥେରାପିର ଆବଶ୍ୟକତା ପଡ଼ି ନ ଥାଏ ଚାଇନାର ବେଜିଂ…
ମିଲ୍କ କେକ୍
ଆବଶ୍ୟକ ସାମଗ୍ରୀ: ୮ କପ୍ କ୍ଷୀର, ୨ ବଡ଼ ଚାମଚ ଚିନି, ଏକ ବଡ଼ ଚାମଚ ଲେମ୍ବୁରସ, ଏକ ଛୋଟ ଚାମଚ ଗୁଜୁରାତି ପାଉଡର। ପ୍ରସ୍ତୁତି ପ୍ରଣାଳୀ: ଏକ ପାତ୍ରରେ କ୍ଷୀର ଗରମ କରନ୍ତୁ। ଏହାକୁ ମଝିରେ ମଝିରେ ଘାଣ୍ଟନ୍ତୁ। ଏହା…
ଘରକୁ ରଖନ୍ତୁ ସୁବାସିତ
ନିଜ ଘରକୁ ସବୁବେଳେ ସଫା ଏବଂ ସୁନ୍ଦର ରଖିବାକୁ ସମସ୍ତେ ଚାହାନ୍ତି। ଆଉ ଏଥିପାଇଁ ବିଭିନ୍ନ ପ୍ରକାର ଡେକୋରେଟିଭ୍ ସାମଗ୍ରୀ ବି ବ୍ୟବହାର କରନ୍ତି। ହେଲେ ଏସବୁ ପରେ ବି ଯଦି ଘର ଭିତରେ କୌଣସି ପ୍ରକାରର ଗନ୍ଧ ହେଉଥାଏ ତେବେ…
ମହିଳା ଓ ଶ୍ୱେତପ୍ରଦର
ଶ୍ୱେତପ୍ରଦର ରୋଗ ନାରୀମାନଙ୍କୁ ହୋଇଥାଏ। ଅସାମଞ୍ଜସ୍ୟ ଆହାର, ବାହାର, ଦୂଷିତ ପରିବେଶ, ଅତ୍ୟଧିକ ପରିଶ୍ରମ, ମାସିକ ଋତୁସ୍ରାବ ସମୟରେ ପରିଷ୍କାର ନ ରହିବା ଦ୍ୱାରା ଏହି ରୋଗ ଉପତ୍ତ୍ତିର କାରଣ ହୋଇଥାଏ। ଏହି ରୋଗରେ ଆକ୍ରାନ୍ତ ରୋଗୀର ଯୌନାଙ୍ଗ ସର୍ବଦା ଅସ୍ବଚ୍ଛ…
ପୁରୁଣା ଶାଢିରୁ…
ବିତୁଥିବା ଦିନ ସହିତ ନୂଆ ନୂଆ ଶାଢୀ କିଣିବା ଭିତରେ ଅନେକ ଶାଢୀ ପୁରୁଣା ହୋଇ ଅଦରକାରୀ ହୋଇଯାଏ। ହେଲେ ଫିଙ୍ଗିବା ଅପେକ୍ଷା ବିଭିନ୍ନ ଉପାୟରେ ଏହାର ବ୍ୟବହାର କରାଯାଇ ପାରିବ। ଜାଣି ରଖନ୍ତୁ ସେ ସମ୍ପର୍କରେ… ପୁରୁଣା ଶାଢ଼ିରେ ସାଲ୍ଓ୍ବାର…
ହେୟାର ପର୍ମିଂ
ଘନ ଓ ସିଧା କେଶ କାହାର ବା ପସନ୍ଦ ନୁହେଁ। ଯେଉଁଥିଲାଗି ବର୍ତ୍ତମାନ ହେୟାର୍ ଷ୍ଟ୍ରେଟନିଂ ଟ୍ରେଣ୍ଡ ପାଲଟିଛି। ହେଲେ କେବେ କେବେ ସିଧା ଏବଂ ପତଳା କେଶ ଅନେକଙ୍କଠାରେ ସୌନ୍ଦର୍ଯ୍ୟ ବଢାଇବା ପରିବର୍ତ୍ତେ କମାଇଥାଏ। ତେଣୁ ସେମାନଙ୍କ ସୌନ୍ଦର୍ଯ୍ୟ ବୃଦ୍ଧି…
ସକାଳ ଜଳଖିଆରେ ସାମିଲ କରନ୍ତୁ ନାହିଁ ଏସବୁ ଖାଦ୍ୟ
ସକାଳ ଜଳଖିଆ ଶରୀର ପାଇଁ ନିହାତି ଆବଶ୍ୟକ। ତାହା ପୁଣି ଉପଯୁକ୍ତ କ୍ୟାଲୋରୀର ହୋଇଥିଲେ ଭଲ। ଏମିତି କିଛି ଖାଦ୍ୟ ଅଛି ଯାହା ପାଟିକୁ ସ୍ବାଦ ଲାଗୁଥିଲେ ମଧ୍ୟ ଶରୀର ପାଇଁ ଆଦୌ ଗ୍ରହଣୀୟ ନୁହେଁ। ସେଥିପାଇଁ ସକାଳର ଖାଦ୍ୟ ଖାଇବା…
ମେଦବହୁଳତାରୁ ଦୂରେଇ ରହିବା ପାଇଁ ଶୀତ ଦିନେ ଖାଆନ୍ତୁ ଏହି ସାଲାଡ୍…
ମୂଳାର ଅନେକ ଔଷଧୀୟ ଗୁଣ ରହିଛି। ଶୀତଦିନେ ମୂଳା ସାଲାଡ୍ ଖାଇଲେ ବହୁ ସିଜିନାଲ୍ ରୋଗରୁ ମୁକ୍ତି ମିଳିଥାଏ। ଏଥିରେ ଫ୍ୟାଟ ନ ଥିବାରୁ ଏହା ମେଦବହୁଳତାରୁ ଦୂରେଇ ରଖେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ମୂଳାରେ ଭିଟାମିନ ବି, ସି,…
Archives


