ମୁଣ୍ଡବିନ୍ଧା ପାଇଁ ରାମବାଣ ଜୁଆଣି
ସାଧାରଣତଃ ମୁଣ୍ଡ ବିନ୍ଧିବା ସମସ୍ୟା ପ୍ରାୟ ସମସ୍ତଙ୍କଠାରେ ଦେଖା ଦେଇଥାଏ। ବିଶେଷ କରି ବ୍ୟସ୍ତ ବହୁଳ ଜୀବନ ବା କାର୍ଯ୍ୟ ଚାପରେ ଥିବା ବ୍ୟକ୍ତିଙ୍କଠାରେ ଏହି ସମସ୍ୟା ଅଧିକ ଥାଏ। କିଛି ଲୋକଙ୍କର ତ ପ୍ରାୟ ସବୁଦିନ ମୁଣ୍ଡ ବିନ୍ଧିଥାଏ। ଏଥିରୁ…
ସଫ୍ଟଓ୍ବେର ଚିହ୍ନଟ କରିବ ଫୁସ୍ଫୁସ୍ କ୍ୟାନ୍ସର
ଏଣିକି ଫୁସ୍ଫୁସ୍ କ୍ୟାନ୍ସରକୁ ସହଜରେ ଚିହ୍ନଟ କରିହେବ। ଦୀର୍ଘବର୍ଷର ଗବେଷଣା ପରେ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର କ୍ୟାନ୍ସର ବିଶେଷଜ୍ଞମାନେ ଏଥିରେ ସଫଳ ହୋଇଛନ୍ତି। ସେମାନେ ଏପରି ଏକ ସଫ୍ଟଓ୍ବେର ପ୍ରସ୍ତୁତ କରିଛନ୍ତି, ଯାହାକୁ ବ୍ୟବହାର କରି ଫୁସ୍ଫୁସ୍ କ୍ୟାନ୍ସର ସମ୍ପର୍କରେ ସୂଚନା ମିଳିପାରିବ।…
ସକାରାତ୍ମକ ମାନସିକତା ଓ କାର୍ଯ୍ୟଦକ୍ଷତା
ଆଜିକାଲିର ବ୍ୟସ୍ତମୟ ଜୀବନରେ ନିଜର ମାନସିକତାକୁ ସକାରାତ୍ମକ ରଖିବା ସହଜ ନୁହେଁ। ତଥାପି କେତେକେ ଏଥିପ୍ରତି ସଚେତନ ଥିବା ବେଳେ ଅଧିକାଂଶ ଟେନ୍ସନ ଏବଂ ଅବସାଦରୁ ମୁକୁଳିବାର ବାଟ ଖୋଜିଥାଆନ୍ତି। ମାନସିକତା ଯଦି ନକାରାତ୍ମକ ରହେ ତେବେ ଏହାର ପ୍ରଭାବ ଜୀବନଶୈଳୀ…
ସମର୍ଥିତ ଆମ୍ବୁଲେଶନ ପ୍ରଶିକ୍ଷଣ
”ନ୍ୟୁରୋଲୋଜିକାଲ ଆଘାତ ପରେ ସାଧାରଣ ଅବସ୍ଥାକୁ ଫେରିବା ପ୍ରାୟ କଷ୍ଟକର । ବୟସ୍କମାନଙ୍କ ମଧ୍ୟରେ ବିକଳାଙ୍ଗତାର ମୁଖ୍ୟ କାରଣ ହେଉଛି ଷ୍ଟ୍ରୋକ୍। ଅଧାରୁ ଅଧିକ ଲୋକ ଯେଉଁମାନେ ତୀବ୍ର ଷ୍ଟ୍ରୋକ୍ରେ ବଞ୍ଚିଛନ୍ତି ସେମାନେ ଚାଲିବା ପାଇଁ ସକ୍ଷମ ନୁହନ୍ତି ଓ କାର୍ଯ୍ୟକରିବା…
ଏକାଗ୍ରତା ବଢ଼ାଏ ସୋସିଆଲ ମିଡିଆ
ଆଜିକାଲି ସୋସିଆଲ ମିଡିଆର ବହୁ ଚାହିଦା ରହିଛି। କେବଳ ଛାତ୍ରୀଛାତ୍ର ନୁହନ୍ତି, ଯୁବପିଢ଼ି ହୁଅନ୍ତୁ ଅବା ବୟସ୍କ ପ୍ରାୟ ସମସ୍ତେ ଏହି ମାୟାରେ ପଡ଼ିଛନ୍ତି। କାରଣ ଏହା ବିିଭିନ୍ନ ତଥ୍ୟରେ ପରିପୂର୍ଣ୍ଣ ଏବଂ ଯୋଗାଯୋଗର ଅନ୍ୟତମ ପ୍ରମୁଖ ମାଧ୍ୟମ। ଏହାର ସୁପ୍ରଭାବ…
ରକ୍ତ ସଞ୍ଚାଳନକୁ ସକ୍ରିୟ ରଖିବ ସୋଫା
ରକ୍ତ ସଞ୍ଚାଳନକୁ ସକ୍ରିୟ ରଖିବାର ଏକ ସରଳ ଉପାୟ ରହିଛି। ବେଶ୍ କିଛି ବର୍ଷ ଗବେଷଣା କରିବା ପରେ ଚାଇନାର ଏକ କମ୍ପାନୀ ଏପରି ଏକ ହାଇଟେକ୍ ସୋଫା ପ୍ରସ୍ତୁତ କରିଛି। ଏହାକୁ ‘ବ୍ଲଡ୍ ସର୍କୁଲେଟୋରି ମେଶିନ’ (ବିସିଏମ୍) ନାମରେ ନାମିତ…
ଉପକାରୀ ସାଲାଡ
ତଟକା ଫଳମୂଳରେ ପ୍ରସ୍ତୁତ ସାଲାଡ ଖାଇବାକୁ କିଏ ବା ଭଲ ନ ପାଏ। ଏହା ସ୍ବାସ୍ଥ୍ୟ ପାଇଁ ବେଶ୍ ଲାଭଦାୟକ। ଆଜିକାଲି ଅନେକେ ଏହାକୁ ଦୈନନ୍ଦିନ ବ୍ରେକ୍ଫାଷ୍ଟ ତାଲିକାରେ ସାମିଲ କରିଛନ୍ତି। କୌଣସି ଭୋଜିରେ ସାଲାଡକୁ ଏପରି ସଜାଇ ରଖାଯାଇଥାଏ ଯେ,…
ନୋବେଲ ପୁରସ୍କାର ଚିକିତ୍ସା ବିଜ୍ଞାନ-୨୦୧୯ ଅମ୍ଳଜାନର ପରିମାଣକୁ ବାରି ଜୀବକୋଷରେ ପରିବର୍ତ୍ତନ
”ଜୀବନଧାରଣ ପାଇଁ ଅମ୍ଳଜାନ ଅପରିହାର୍ଯ୍ୟ। ମାତ୍ର ଶରୀରର ଜୀବକୋଷମାନ ଅମ୍ଳଜାନର ପରିମାଣରେ ବିଭିନ୍ନତାକୁ କିପରି ବାରିପାରନ୍ତି ଓ କିପରି ଏହା ସହ ଖାପଖୁଆଇ ନିଜ ଭିତରେ ଆବଶ୍ୟକ ପରିବର୍ତ୍ତନ କରିପାରନ୍ତି, ତାହା ବହୁ ଦିନ ଧରି ଅଜଣା ରହି ଆସିଥିଲା ।…
ତମ୍ବା ପାତ୍ରର ଖାଦ୍ୟ ଶରୀର ପାଇଁ କ୍ଷତିକାରକ
ବର୍ତ୍ତମାନ ଲୋକେ ଯେତେ ସ୍ବାସ୍ଥ୍ୟ ସଚେତନ ହୋଇଛନ୍ତି ପୂର୍ବରୁ ତାହା ଏତେଟା ନ ଥିଲା। ଏହା ସତ ହେଲେ ଏବେ ଅଧିକାଂଶ ଲୋକେ ବିଭିନ୍ନ ରୋଗର ଶିକାର ହେଉଛନ୍ତି। ତା’ର କାରଣ ହେଲା ପରିବେଶ ପ୍ରଦୂଷଣ ଓ ଆଧୁନିକ ଜୀବନଶୈଳୀ। ଏବେ…
ଅନିଦ୍ରା ସମସ୍ୟା ଦୂର କରିବା ପାଇଁ ତକିଆ ତଳେ ରଖନ୍ତୁ ଏହାକୁ…
ମନୁଷ୍ୟକୁ ନିରୋଗ ରଖିବା ପାଇଁ ଗୋଲାପ ଫୁଲ ବେଶ୍ ଉପକାରୀ ସାବ୍ୟସ୍ତ ହୋଇଥାଏ। ଅନିଦ୍ରା ରୋଗରୁ ଦୂରେଇ ରହିବା ଲାଗି ଏହା ମହୌଷଧୀ ସଦୃଶ କାମ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଗୋଲାପ ପାଖୁଡ଼ାରେ ଭିଟାମିନ୍ ସି ପ୍ରଚୁର ପରିମାଣରେ…
ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ ଅଲୁଭା
କେରଳର କୋଚିସ୍ଥିତ ଏକ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ ହେଉଛି ଅଲୁଭା। ସ୍ଥାନୀୟ ଅଞ୍ଚଳରେ ପ୍ରବାହିତ ହେଉଥିବା ପ୍ରସିଦ୍ଧ ପେରିୟାର୍ ନାମକ ନଦୀଠାରୁ ଏହା ପ୍ରାୟ ୧୫ କି.ମି ଦୂରରେ ଅବସ୍ଥିତ। ତା’ଛଡ଼ା ଅଲୁଭାକୁ କେରଳର ଏକ ପ୍ରମୁଖ ବାଣିଜି୍ୟକ କେନ୍ଦ୍ର ଭାବେ ମଧ୍ୟ…
ଥ୍ରୀ ଲେୟାର ଝୁମୁକା
ଥ୍ରୀ ଲେୟାର ଝୁମୁକାରେ ସାଧାରଣତଃ ଥାକ ଥାକ ହୋଇ ତିନି ଥାକରେ ଝୁମୁକା ତଳକୁ ଓହଳି ରହିଥାଏ, ଯାହା ଚେହେରାକୁ ଟିକେ ହେଭି ଲୁକ୍ ଦେଇଥାଏ। ତେଣୁ ପୂଜାପାର୍ବଣ ହେଉ କିମ୍ବା ଘରୋଇ ଫଙ୍କ୍ସନରେ ହେଭି ଓ୍ବାର୍କବାଲା ଆଉଟ୍ଫିଟ୍ ସହ ଏହି…
Archives


