ଜୀବନଚର୍ଯ୍ୟା

ଏହିସବୁ ରୋଗରୁ ମୁକ୍ତି ଦିଏ ନଡ଼ିଆ ତେଲ

ନଡ଼ିଆ ଖାଇବାକୁ ଯେତିକି ଭଲ ଲାଗିଥାଏ ତା’ର ତେଲ ମଧ୍ୟ ସେତିକି ସ୍ବାସ୍ଥ୍ୟ ଉପକାରୀ। ଏହାକୁ ନିୟମିତ ଖାଦ୍ୟ ପ୍ରସ୍ତୁତିରେ ବ୍ୟବହାର କରିବା ଫଳରେ ହାର୍ଟଠାରୁ ଆରମ୍ଭ କରି ପାଚନ ତନ୍ତ୍ରରେ କୌଣସି ସମସ୍ୟା ହୋଇ ନ ଥାଏ। ତେବେ ଜାଣନ୍ତୁ…

ମ୍ୟୁଜିକ୍‌ ଥେରାପି

ଭାରାକ୍ରାନ୍ତ ମନକୁ ଅନେକାଂଶରେ ହାଲ୍‌କା କରିଥାଏ ସଙ୍ଗୀତ। ମନ ପସନ୍ଦର ଗୀତ ଶୁଣିବା ଦ୍ୱାରା ମନ ପ୍ରଫୁଲ୍ଲ ରହିବା ସହ ମାନସିକତା ସକାରାତ୍ମକ ରହିଥାଏ। କେତେକ ରୋଗର ଯନ୍ତ୍ରଣା ଲାଘବ ପାଇଁ ସଙ୍ଗୀତର ସାହାଯ୍ୟ ନିଆଯାଇପାରେ। ଏପରି ବିଷୟବସ୍ତକୁ ନେଇ କାଲିଫର୍ନିଆ…

ଶୀତଦିନେ ପାଦ ଫାଟୁଥିଲେ କରିବେ କ’ଣ…

ଶୀତଦିନେ କେତେକଙ୍କର ପାଦ ଫାଟିଥାଏ। ପରିବେଶ ଶୁଷ୍କ ହେବାରୁ ଏହାର ପ୍ରଭାବ ଶରୀର ଉପରେ ପଡ଼ି ଏପରି ହୋଇଥାଏ। ପାଚନ କ୍ରିୟାରେ ଅନିୟମିତତା ଏହାର ମୁଖ୍ୟ କାରଣ। ସବୁଜ ପନିପରିବା, ଶାଗ, କମଳା, ଅମୃତଭଣ୍ଡା, ଟମାଟୋ, କଦଳୀ ଆଦି ଖାଇଲେ ପାଚନ…

ହୃଦ୍‌ରୋଗୀ ଓ ଶୀତଦିନ

ଶୀତଦିନେ ପରିବେଶ ଥଣ୍ଡା ରହିଥାଏ। ବେଳେବେଳେ କେତେକ ସ୍ଥାନରେ ତାପମାତ୍ରା ଶୂନ ଡିଗ୍ରୀ ତଳକୁ ଖସିଯାଏ। ଏହି ଋତୁରେ ବିଶେଷଭାବରେ ହୃଦ୍‌ରୋଗୀ ଅଧିକ ସତର୍କ ରହିବା ଆବଶ୍ୟକ। କାରଣ ପ୍ରବଳ ଶୀତ ଯୋଗୁ ଶରୀରରେ ଥିବା ଶିରାପ୍ରସିରାଗୁଡ଼ିକ ସଙ୍କୁଚିତ ହୋଇଯାଏ। ଏହାଦ୍ୱାରା…

କୋଲେଷ୍ଟରଲ ନିୟନ୍ତ୍ରଣ କରେ ଗ୍ରୀନ୍‌ ମଟର

ଗ୍ରୀନ୍‌ ମଟରରେ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏହାକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲକଲେ ତାହା ଶରୀରରେ କୋଲେଷ୍ଟରଲକୁ ନିୟନ୍ତ୍ରଣ କରିଥାଏ। ତା’ସହ ବ୍ଲଡ୍‌ପ୍ରେସର ରୋଗୀଙ୍କ ପାଇଁ ଏହା ମଧ୍ୟ ଉପକାରୀ ସାବ୍ୟସ୍ତ ହୋଇଥାଏ। ଗ୍ରୀନ୍‌ ମଟରରେ ‘ଭିଟାମିନ୍‌-କେ’ ଭରି ରହିଛି।…

ଶୀତଦିନ ଓ ଅବସାଦ

ଶୀତଦିନେ ସୂର୍ଯ୍ୟଙ୍କର ଦକ୍ଷିଣାୟନ ଗତି ଫଳରେ ଉତ୍ତର ଗୋଲାର୍ଦ୍ଧରେ ଦିନ କମି ରାତି ଅଧିକ ସମୟ ହୁଏ। ତେଣୁ ସୂର୍ଯ୍ୟାଲୋକ ଆମ ଦେହରେ କମ୍‌ ସମୟ ପାଇଁ ପଡ଼େ। ୨୦୦୮ ମସିହାରେ ଜର୍ମାନ୍‌ ବୈଜ୍ଞାନିକମାନେ ଚର୍ମକୋଷରେ ଜୈବ ଘଟିକାର ଜିନ୍‌ ଥିବା…

ଏହିସବୁ ଖାଦ୍ୟ ସଜ ଅପେକ୍ଷା ବାସି ହୋଇଥାଏ ଅଧିକ ସ୍ବାଦିଷ୍ଠ

ପ୍ରାୟ ସମସ୍ତଙ୍କୁ ଗରମ ଖାଦ୍ୟ ପସନ୍ଦ। ଏହା ସ୍ବାଦିଷ୍ଠ ହେବା ସହ ସ୍ବାସ୍ଥପକ୍ଷେ ହିତକର ମଧ୍ୟ। ଅପରପକ୍ଷେ ଶୀତଦିନେ ଥଣ୍ଡା ଖାଦ୍ୟ କଥା ଭାବିଲେ ମନ ପାଣିଚିଆ ହୋଇଯାଏ। ହେଲେ କ’ଣ ଆପଣ ଜାଣନ୍ତି, ଏପରି କିଛି ଖାଦ୍ୟ ରହିଛି ଯାହାକୁ…

ଶୀତ ପାଇଁ ଟ୍ରେଣ୍ଡି ଷ୍ଟୋଲ୍‌

ଶୀତଦିନେ ଅନେକେ ଥଣ୍ଡାରୁ ରକ୍ଷା ପାଇବା ପାଇଁ କୋଟ୍‌, ଜ୍ୟାକେଟ୍‌, ଓ୍ବିଣ୍ଟର୍‌ କ୍ୟାପ୍‌, ଗ୍ଲୋଭ୍ସ ତଥା ସକ୍ସ ଇତ୍ୟାଦି ପିନ୍ଧିଥାନ୍ତି। ଏହି ସବୁ ଜିନିଷ ଶୀତଦିନ ପାଇଁ ଯେତିକି ଜରୁରୀ ଷ୍ଟୋଲ୍‌ର ବ୍ୟବହାର ମଧ୍ୟ ସେତିକି ଆବଶ୍ୟକ। କାରଣ ଷ୍ଟୋଲ୍‌ ବି…

ମାତ୍ରାଧିକ ଆଳୁ ଖାଇଲେ ହୋଇଥାଏ…

ଆଳୁ ଖାଇବାକୁ ଅଧିକାଂଶ ଲୋକ ଭଲ ପାଇଥା’ନ୍ତି। ମାତ୍ର ଅଧିକ ଆଳୁ ଖାଇବା ସ୍ବାସ୍ଥ୍ୟ ପକ୍ଷେ କ୍ଷତିକାରକ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏକ ଗବେଷଣାରୁ ଜାଣିବାକୁ ପାଇଛନ୍ତି । ଜାଣନ୍ତୁ ଏ ସମ୍ପର୍କରେ… ଓଜନ ବୃଦ୍ଧି : ଅଧିକ ଆଳୁ ଖାଇବା…

ସ୍ବାସ୍ଥ୍ୟୋପକାରୀ ମଟର

ମଟର ସ୍ବାସ୍ଥ୍ୟ ଉପକାରୀ ହୋଇଥାଏ। ଏହାକୁ ଖାଇବା ଫଳରେ ଅନେକ ପ୍ରକାର ସ୍ବାସ୍ଥ୍ୟଜନିତ ସମସ୍ୟାରୁ ମୁକ୍ତି ମିଳିଥାଏ। ଏଥିରେ ଭିଟାମିନ୍‌ କେ’, ଭିଟାମିନ୍‌ ସି, ଫସ୍‌ଫରସ୍‌ ସହିତ ଅନେକ ପୋଷକତତ୍ତ୍ୱ ରହିଥାଏ । ଭିଟାମିନ୍‌ ବି ୧, ଓ ଭିଟାମିନ୍‌ ବି…

ଶୀତଦିନେ କିପରି ନେବେ ଓଠର ଯତ୍ନ

ଶୀତଦିନେ ଓଠ ଫାଟିବା ସମସ୍ତଙ୍କ ପାଇଁ ଏକ ସମସ୍ୟା। ସେହି ସମୟରେ ତ୍ୱଚା ସହ ଓଠର ମଧ୍ୟ ବହୁ ଯତ୍ନ ନେବାକୁ ପଡ଼ିଥାଏ। କାରଣ ଓଠ ଫାଟିବା ଦ୍ବାରା ଖାଇବା ବେଳେ ମଧ୍ୟ କଷ୍ଟ ହୋଇଥାଏ। ଏହି ସମସ୍ୟାରୁ ମୁକ୍ତି ପାଇବା…

ମେଦବହୁଳତାକୁ ନେଇ ଚିନ୍ତିତ କି….ଖାଆନ୍ତୁ ଚିନାବାଦାମ

ଥଣ୍ଡାପାଗରେ ଚିନାବାଦାମ ଖାଇବାକୁ ଅନେକେ ପସନ୍ଦ କରିଥାନ୍ତି। ଏଥିରେ ପ୍ରଚୁର ପରିମାଣରେ ପୋଷକତତ୍ତ୍ୱ ମିଳିଥାଏ, ଯାହାକି ବିଭିନ୍ନ ସମସ୍ୟା ଦୂର କରିଥାଏ। ବିଶେଷ ଭାବେ ଚିନାବାଦାମ ମେଦବହୁଳତା ଭଳି ସମସ୍ୟାରୁ ମୁକ୍ତି ଦେଇଥାଏ। ତେବେ ଜାଣନ୍ତୁ ବାଦାମରେ ଏପରି କି ଗୁଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?