ଜୀବନଚର୍ଯ୍ୟା

ଏସବୁ ରୋଗରୁ ମୁକ୍ତି ଲାଗି ଖାଦ୍ୟରେ ସାମିଲ କରନ୍ତୁ ମାଛ

ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏକ ଗବେଷଣା କରି କହିଛନ୍ତି, ପ୍ରତିଦିନ ଖାଦ୍ୟରେ ମାଛ ସାମିଲ କଲେ ଅନେକ ରୋଗରୁ ମୁକ୍ତି ମିଳିଥାଏ। ଏଥିରେ ଅନେକ ପୌଷ୍ଟିକ ତତ୍ତ୍ୱ ଭରି ରହିଛି। ମାଛରେ ପ୍ରୋଟିନ୍‌ ଏବଂ ଓମେଗା ୩ ଫ୍ୟାଟି ଏସିଡ୍‌ ରହିଛି, ଯାହା…

ଆଣ୍ଠୁଗଣ୍ଠି ଯନ୍ତ୍ରଣା ହେଉଥିଲେ …

ଭାରତରେ ହଳଦୀର ବ୍ୟବହାର ମସଲା, ସୌନ୍ଦର୍ଯ୍ୟ ପ୍ରସାଧନ ତଥା ବିଭିନ୍ନ ରୋଗର ନିଦାନ ପାଇଁ କରାଯାଏ। କିନ୍ତୁ ଜାଣନ୍ତି ହଳଦୀ ମାରାମତ୍କ କ୍ୟାନସର୍‌ ରୋଗକୁ ମଧ୍ୟ କିଛି ମାତ୍ରାରେ ହ୍ରାସ କରିବାର ଗୁଣ ବହନ କରିଛି। ହଳଦୀରେ ଜଳ, ପ୍ରୋଟିନ୍‌, ଖଣିଜପଦାର୍ଥ,…

ଡ୍ରାଗନ୍‌ ଚିକେନ୍‌

ପର୍ଯ୍ୟଟନ ସହର ପୁରୀର ହୋଟେଲ, ରେସ୍ତୋରଁାଗୁଡ଼ିକ ଗ୍ରାହକଙ୍କ ରୁଚିକୁ ଦେଖି ବିଭିନ୍ନ ପ୍ରକାର ଡିଶ୍‌ ପ୍ରସ୍ତୁତ କରୁଛନ୍ତିି। ସାଗର ତରଙ୍ଗ ରେସିଡେନ୍ସିରେ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ହେଉଛି ସ୍ବାଦିଷ୍ଟ ଡ୍ରାଗନ ଚିକେନ୍‌। ଏହାର ଚାହିଦା ବି ରହିଛି। ଗୋଟେ ପ୍ଲେଟ୍‌ର ଦାମ୍‌…

ପୁରୁଣା ଜିନିଷ ନୂଆ ରୂପ

ଛୋଟ ହେଉ କିମ୍ବା ବଡ଼, ଏଠାରେ ପ୍ରତି ସାମଗ୍ରୀରେ ଝଲସୁଛି କାରିଗରଙ୍କ ହସ୍ତକଳାର ନୈପୁଣ୍ୟତା। ସାଧାରଣ ମଣିଷର କଳ୍ପନା ବାହାରେ ଏମାନେ ସୃଷ୍ଟି କରିଛନ୍ତି ଗୋଟିଏକୁ ବଳି ଆଉ ଗୋଟିଏ ଜିନିଷ। ଘର ସଜ୍ଜା ସାମଗ୍ରୀ ହେଉ କି ଘରକରଣା ସାମଗ୍ରୀ,…

ଡାଇବେଟିସ୍‌ ରୋଗୀ ପାଇଁ ଉପକାରୀ ଫଳ

ସାଧାରଣତଃ ଡାଇବେଟିସ ରୋଗୀଙ୍କୁ ଖାଦ୍ୟ ଉପରେ କଟକଣା ଲଗାଇଥାନ୍ତି ଡାକ୍ତର। ନ୍ୟୁଟ୍ରିସନର ଅଭାବ ଓ ଖାଦ୍ୟପେୟରେ କଟକଣା ପାଇଁ ଡାଇବେଟିସ ରୋଗୀ ଧୀରେ ଧୀରେ ଦୁର୍ବଳ ହୋଇପଡେ। ତେଣୁ ଡାଇବେଟିସ ରୋଗୀ ନିଜ ଖାଇବା ପିଇବାରେ ଧ୍ୟାନ ଦେବା ଜରୁରୀ। ଆଉ…

ବୈବାହିକ ଜୀବନ ସୁନ୍ଦର କରିବା ପାଇଁ ଘରେ ରଖନ୍ତୁ ଏହାକୁ

ସ୍ବାମୀ-ସ୍ତ୍ରୀ ସମ୍ପର୍କ ଅତୁଟ ଓ ଯୁଗ ଯୁଗର ବୋଲି କୁହାଯାଏ। ବୈବାହିକ ଜୀବନକୁ ସୁଖମୟ ଓ ସୁନ୍ଦର କରିବାକୁ ସମସ୍ତେ ଚେଷ୍ଟା କରିଥାନ୍ତି। ହେଲେ ବର୍ତ୍ତମାନ ସମୟରେ କୌଣସି ନା କୌଣସି କାରଣରୁ ଏହି ସମ୍ପର୍କ ବହୁ କମ୍‌ ସମୟରେ ଭାଙ୍ଗିଯାଉଥିବା…

ଟ୍ରାଡିଶନାଲ ଓ ଓ୍ବେଷ୍ଟର୍ନ ସ୍ବେଟର୍ସ

ସାଧାରଣତଃ ନିଜକୁ ଉଷୁମ ରଖିବା ପାଇଁ ଅନେକେ ରଙ୍ଗ ବେରଙ୍ଗ ଷ୍ଟାଇଲିଶ୍‌ ସ୍ବେଟର୍ସ ପରିଧାନ କରିଥାନ୍ତି । ଏହା ସହ ଆମର ଲୁକ୍‌କୁ ମଧ୍ୟ ପରଫେକ୍ଟ କରିବାରେ ମଧ୍ୟ ସାହାଯ୍ୟ କରିଥାଏ। ଥଣ୍ଡା ବଢ଼ିବା ସହିତ ଗରମ କପଡାର ଡିଜାଇନ୍‌ ପ୍ୟାଟର୍ନ…

କାର୍ପେଟ୍‌ ସଫା କରୁଥିଲେ

କାର୍ପେଟ୍‌ ବ୍ରଶ: କାର୍ପେଟ୍‌ ସଫା କରିବାକୁ ହେଲେ କାର୍ପେଟ୍‌ ବ୍ରଶ ବ୍ୟବହାର କରନ୍ତୁ। ଏହାକୁ କାର୍ପେଟ୍‌ର ବୀପରିତ ଦିଗରୁ ରଗଡନ୍ତୁ। ଏହାଦ୍ୱାରା ଧୂଳି ଜଲ୍‌ଦି ଦୂର ହେବ। ଭ୍ୟାକ୍ୟୁମ୍‌ କ୍ଲିନର: କାର୍ପେଟ୍‌କୁ ସଫା ରଖିବାକୁ ହେଲେ ଏହାକୁ ପ୍ରତିଦିନ ଭ୍ୟାକ୍ୟୁମ୍‌ ସାହାଯ୍ୟରେ…

ଅନୁଶାସନ

ପିଲାମାନଙ୍କର ବୟସ ବଢ଼ିବା ସହ ସେମାନଙ୍କର ଦାୟିତ୍ୱବୋଧ ବଢ଼ିଥାଏ। ନିଜ କାମ ନିଜେ କରିବା, ନିଜର ଅସୁବିଧା ମା’-ବାପାଙ୍କୁ କହିବା ଏବଂ ତାହାର ସମାଧାନ କରିବା ବିଷୟରେ ସେମାନେ ଅବଗତ ହେବା ଦରକାର। ନିଜ ଦାୟିତ୍ୱ ପ୍ରତି ଅବହେଳା କଲେ ତାହାର…

ସୌନ୍ଦର୍ଯ୍ୟ ବଢ଼ାଏ ନଡ଼ିଆ ତେଲ

ବେଳେବେଳେ ମହିଳାମାନଙ୍କ ମୁହଁରେ ଦାଗ ଓ ଅନ୍ୟ କେତେକ ସମସ୍ୟା ଦେଖାଯାଇଥାଏ। ନିଜ ସୌନ୍ଦର୍ଯ୍ୟକୁ ଆହୁରି ଚମକଦାର କରିବାକୁ ସେମାନେ ବଜାରରୁ ଏମିତି କିଛି ବିଉଟି ପ୍ରଡକ୍ଟ କିଣି ଆଣନ୍ତି। କିନ୍ତୁ ଏପରି କିଛି ପ୍ରାକୃତିକ ଉପଚାର ରହିଛି, ଯାହା ସୌନ୍ଦର୍ଯ୍ୟକୁ…

ଶୀତଦିନେ ଶରୀର ପାଇଁ ଉପକାରୀ ଲବଙ୍ଗ ଚା’

ଶୀତଦିନେ ଲବଙ୍ଗ ଚା’ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଲବଙ୍ଗରେ ପସଫରସ, ପୋଟାସିୟମ, ପ୍ରୋଟିନ, ଆଇରନ, କ୍ୟାଲସିୟମ, ହାଇଡ୍ରୋକ୍ଲୋରିକ ଏସିଡ ଭରପୂର ମାତ୍ରାରେ ରହିଛି। ଲବଙ୍ଗ ଚା’ ପିଇବା ଦ୍ୱାରା କ’ଣ କ’ଣ ଉପକାର ହୋଇଥାଏ ଜାଣନ୍ତୁ… ନିୟମିତ…

ହସ୍ତପାଦାସନ ଦୂର କରେ ଅନେକ ରୋଗ

ପ୍ରତିଦିନ ପୌଷ୍ଟିକ ଆହାର ସହିତ ଯୋଗାଭ୍ୟାସ କଲେ ଅନେକ ସମସ୍ୟାରୁ ମୁକ୍ତି ମିଳିଥାଏ। ଯୋଗାସନ କରିବା ଦ୍ୱାରା ମସ୍ତିଷ୍କରେ ରକ୍ତ ସଂଚାଳନ ଠିକ୍‌ ଭାବରେ ହୋଇଥାଏ। ତେବେ ଯେ କୌଣସି ଯୋଗାସନ କରିବା ପୂର୍ବରୁ ଯୋଗ ବିଶେଷଜ୍ଞଙ୍କ ପରାମର୍ଶ ନେବାରୁ ଜରୁରୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?