ଜୀବନଚର୍ଯ୍ୟା

ଶରୀର ପାଇଁ ଲାଭଦାୟକ ଥଣ୍ଡା କ୍ଷୀର

ନିୟମିତ କ୍ଷୀର ପିଇଲେ ଶରୀର ସୁସ୍ଥ ରହିଥାଏ। ହେଲେ ଏହି କ୍ଷୀରକୁ କେହି ଉଷୁମ ଅବସ୍ଥାରେ ପିଅନ୍ତି ତ ଆଉ କେହି ଥଣ୍ଡା କ୍ଷୀର ପିଇବାକୁ ପସନ୍ଦ କରିଥାଆନ୍ତି। ହେଲେ ଉଷୁମ କ୍ଷୀର ଅପେକ୍ଷା ଥଣ୍ଡା କ୍ଷୀର ଆମ ଶରୀର ପାଇଁ…

ବେଡ୍‌ ଟି’ ପିଇବା ଅଭ୍ୟାସ ଅଛି କି? ହୋଇଯାଆନ୍ତୁ ସାବଧାନ

ଅନେକଙ୍କ ଅଭ୍ୟାସ ବିନା ବେଡ୍‌ ଟି’ରେ ସକାଳୁ ବିଛଣାରୁ ତଳକୁ ଓହ୍ଲାଇବେ ନାହିଁ। କିନ୍ତୁ ଏହା ଯେ ସ୍ବାସ୍ଥ୍ୟ ପାଇଁ କେତେ ହାନିକାରକ ତାହା ସେମାନେ ସ୍ବପ୍ନରେ ସୁଦ୍ଧା ଭାବି ନ ଥିବେ। ଏକ ଗବେଷଣାରୁ ଜଣାପଡ଼ିଛି, ସକାଳୁ ସକାଳୁ ଉଠି…

କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରଖେ ଏହି ପରିବା…

କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଅନେକ ଘରୋଇ ସହଜ ଉପାୟ ସମ୍ପର୍କରେ ବର୍ଣ୍ଣନା କରାଯାଇଛି। ନିୟମିତ କଲରା ଖାଇବା ଦ୍ୱାରା ଅନେକ ଉପକାର ମିଳିଥାଏ। ଏହା ଦ୍ୱାରା ବିଭିନ୍ନ କିଡ୍‌ନୀ ସମସ୍ୟା ଦୂର ହୁଏ । କଲରାରେ ମ୍ୟାଗ୍ନେସିୟମ…

ବୁଦ୍ଧିମତ୍ତା ବଢ଼ାଏ ଫଳମୂଳ

ତଟକା ଫଳମୂଳ ଆମ ଶରୀର ପାଇଁ କେତେ ଉପକାରୀ ତାହା କହିବା ବାହୁଲ୍ୟ। ବିଶେଷଭାବରେ ଏହାକୁ ଯଦି ଆମେ ବ୍ରେକଫାଷ୍ଟରେ ସାମିଲ କରିବା ତେବେ ତାହାର ଉପକାରୀ ଗୁଣକୁ ଉପଲବ୍ଧି କରିହେବ। ଫଳମୂଳ ଖାଇବା ଦ୍ୱାରା ବୁଦ୍ଧିମତ୍ତାର ବିକାଶ ଘଟିଥାଏ। ଏପରି…

ବିଜ୍ଞାନରେ ବ୍ରେକ୍‌ଥ୍ରୁ ପୁରସ୍କାର

‘ପଦାର୍ଥ ବିଜ୍ଞାନ ପାଇଁ ମିଳିତଭାବେ ୩୪୭ ଜଣ ବୈଜ୍ଞାନିକଙ୍କୁ ଏହି ସମ୍ମାନ ଓ ପୁରସ୍କାର ପ୍ରଦାନ କରାଯାଇଛି । ସେମାନେ ପ୍ରଥମ ଥର ପାଇଁ ଗୋଟିଏ କୃଷ୍ଣଗର୍ତ୍ତ(ବ୍ଲାକ ହୋଲ)ର ଚିତ୍ର ଉତ୍ତୋଳନ କରିଥିଲେ। କୃଷ୍ଣଗର୍ତ୍ତର ବସ୍ତୁତ୍ୱ ଅତି ବେଶି ହୋଇଥିବାରୁ ଏହାର…

ଅଣ୍ଟା ଯନ୍ତ୍ରଣାର ଘରୋଇ ଉପଚାର

-ବସିବା ସମୟରେ ଏପରି ବସନ୍ତୁ ଯେମିତି ଆପଣଙ୍କୁ ଆରାମ ଲାଗିବା ସହ ଅଣ୍ଟା ଉପରେ ଚାପ ପଡ଼ିବ ନାହିଁ। -ଉଠିବା ସମୟରେ ସତର୍କତାର ସହ ଉଠନ୍ତୁ। ଯଦି ଟିକେ ଏପଟ ସେପଟ ହୋଇଗଲା ତେବେ ଅଣ୍ଟା ଉପରେ ପ୍ରେସର ପଡ଼ିବା ସହ…

ହୃଦ୍‌ରୋଗ

”ଶରୀରରେ ଚର୍ବି ଜମିଲେ ଓଜନ ବଢ଼େ । ଓଜନ ବଢ଼ିଲେ ଜାତ ହୁଏ ପୃଥୁଳତା ବା ମେଦବହୁଳତା। ଚର୍ବି ଉପାଦାନ ରକ୍ତନଳୀ ଭିତରେ ଜମିଯାଇ ରକ୍ତନଳୀର ରନ୍ଧ୍ରକୁ ସଂକୁଚିତ କରିଦିଏ। ଫଳରେ ରକ୍ତ ସରବରାହ ବ୍ୟାହତ ହୋଇ ଜାତ ହୁଏ ହୃଦ୍‌ରୋଗ।…

ଏସିଡିଟି ସମସ୍ୟା ଠିକ୍‌ କରେ ଯୁଆଣି ଚା’

ଯୁଆଣି ଖାଦ୍ୟର ସ୍ବାଦ ବଢାଇବା ସହ ଏଥିରେ ଥିବା ଭିଟାମିନ୍ସ ଓ ମିନେରାଲ୍ସ ଶରୀରର ଅନେକ ସମସ୍ୟାକୁ ଠିକ୍‌ କରିଥାଏ। ପ୍ରତିଦିନ ସକାଳୁ ଖାଲି ପେଟରେ ଯୁଆଣି ଚା’ ପିଇଲେ ଲାଭ ମିଳିଥାଏ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ ମତ ଦେଇଛନ୍ତି। -ସକାଳୁ…

ଉଚ୍ଚରକ୍ତଚାପରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ…

ପରିବର୍ତ୍ତିତ ଜୀବନ ଶୈଳୀରେ ବିଭିନ୍ନ କାରଣରୁ କେତେକଙ୍କ କ୍ଷେତ୍ରରେ ରକ୍ତଚାପ ଦେଖାଯାଇଥାଏ। ଆୟୁର୍ବେଦରେ ରକ୍ତଚାପରୁ ଦୂରେଇ ରହିବା ପାଇଁ ଅନେକ ସହଜ ଘରୋଇ ଉପଚାର ସମ୍ପର୍କରେ ଉଲ୍ଲେଖ ରହିଛି। ରକ୍ତଚାପ ରୋଗୀଙ୍କ ପାଇଁ ପଣସ ବେଶ୍‌ ଉପକାରୀ ହୋଇଥାଏ। ଏଥିରେ ପ୍ରଚୁର…

ରସୁଣ ରସ ସହ ମିଶାଇ ପିଅନ୍ତୁ ମହୁ, ମିଳିବ ଏହିସବୁ ଫାଇଦା

ମହୁ ଏବଂ ରସୁଣ ରସ ଦୈନନ୍ଦିନ ସେବନ କଲେ ଶରୀର ସୁସ୍ଥସବଳ ରହିବା ସହ ସଂକ୍ରମଣ ଭୟ ହ୍ରାସ ହୋଇଥାଏ। ରସୁଣରେ ଆଲିସିନ୍‌ ରହିଛି। ଯାହା କୋଲେଷ୍ଟୋରଲ୍‌ ହ୍ରାସ କରିବାରେ ମଧ୍ୟ ସହାୟକ ହୁଏ। ରକ୍ତ ଜମାଟ ବାନ୍ଧିବାରୁ ବି ରକ୍ଷାକରେ।…

ଗର୍ଭାବସ୍ଥାରେ ମହିଳାମାନେ କେମିତି ଶୋଇବା ଉଚିତ୍‌ ଜାଣନ୍ତୁ

ସାଧାରଣତଃ ଗର୍ଭାବସ୍ଥାରେ ମହିଳାମାନଙ୍କର ବିଶେଷ ଯତ୍ନ ନେବାକୁ ପଡ଼ିଥାଏ। ଗର୍ଭବତୀ ମହିଳା ନିଜକୁ ସାମାନ୍ୟ ଅଣଦେଖା କଲେ ଏହାର କୁପ୍ରଭାବ ଉଭୟ ମାଆ ଓ ଗର୍ଭସ୍ଥ ଶିଶୁ ପ୍ରତି ପଡ଼ିଥାଏ। ଗର୍ଭାବସ୍ଥାରେ ପ୍ରତ୍ୟେକ ଦିଗ ପ୍ରତି ଦୃଷ୍ଟି ଦେବାକୁ ପଡ଼ିଥାଏ। ଏପରିକି…

ଖସି ଯାଇଥିବା ଖଞ୍ଜାକୁ ଠିକ୍‌ କରେ ଅଦା

ଆଜିକାଲି ଅଣ୍ଟା ଯନ୍ତ୍ରଣା ଏକ ସାଧାରଣ ସମସ୍ୟା ହୋଇଗଲାଣି। ଯଦି ଅଣ୍ଟା ଭିତରେ ଅବା ମେରୁଦଣ୍ଡର ଶେଷ ଭାଗରେ ଥିବା ହାଡ଼ରେ ଯନ୍ତ୍ରଣା ଅନୁଭବ ହୋଇଥାଏ ତେବେ ଏହାକୁ ଖସି ଯାଇଥିବା ଖଞ୍ଜା ବା ସ୍ଲିପ୍‌ ଡିସ୍କ ବୋଲି କୁହାଯାଇଥାଏ। ଶରୀରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri