ଜୀବନଚର୍ଯ୍ୟା

ବାଣ୍ଟିଲେ ବଢ଼େ ଖୁସି

ଧନସମ୍ପତ୍ତି ଥାଇ ମଧ୍ୟ କିଛି ବ୍ୟକ୍ତି ଖୁସି ନ ଥାନ୍ତି। ତେବେ ପ୍ରକୃତ ଖୁସି ମିଳିଥାଏ ଅନ୍ୟ ସହ ଖୁସି ବାଣ୍ଟିବାରେ। ଏଭଳି ଅନେକ ରାସ୍ତା ଅଛି, ଯାହାକୁ ନିଜ ଜୀବନରେ ସାମିଲ କରି ଆପଣ ପ୍ରକୃତ ଖୁସି ପାଇପାରିବେ। ଯଦି…

ହୃଦ୍‌ରୋଗୀଙ୍କ ପାଇଁ ଉପକାରୀ ଚେରି

ଚେରି ସ୍ବାସ୍ଥ୍ୟ ପକ୍ଷେ ଖୁବ୍‌ ଭଲ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ଜାଣନ୍ତୁ ଏହାର ଉପକାରୀ ଗୁଣ ସମ୍ପର୍କରେ… – ଏଥିରେ କାର୍ବୋହାଇଡ୍ରେଟ୍‌, ଭିଟାମିନ ‘ଏ’, ଭିଟାମିନ ‘ବି’ ଏବଂ ଭିଟାମିନ ‘ସି’, ବିଟାକିରୋଟିନ, କ୍ୟାଲ୍‌ସିୟମ ଏବଂ ପୋଟାସିୟମ ପ୍ରଚୁର ପରିମାଣର…

ମଧୁମେହ ରୋଗୀଙ୍କ ଲାଗି ସ୍ବତନ୍ତ୍ର ଅଟାର ରୁଟି: ଖାଇଲେ ନିୟନ୍ତ୍ରଣରେ ରହିବ ସୁଗାର

ଭାରତର ପ୍ରାୟ ଅଧିକାଂଶ ଲୋକ ମଧୁମେହ ସମସ୍ୟାରେ ଆକ୍ରାନ୍ତ ହେଉଛନ୍ତି। ଏହି ରୋଗୀଙ୍କ ସଂଖ୍ୟା ଦିନକୁଦିନ ବଢ଼ିବାରେ ଲାଗିଛି। ଉକ୍ତ କାରଣରୁ ମଧୁମେହ ରୋଗୀଙ୍କଠାରେ ହୃଦ୍‌ରୋଗ, କିଡ୍‌ନୀ ସମସ୍ୟା ଭଳି ଅନେକ ଦୁରାରୋଗ୍ୟ ସମସ୍ୟା ଦେଖାଯାଇଥାଏ। ତେବେ ଏଥିରୁ ଉପଶମ ପାଇଁ…

ସ୍ବାସ୍ଥ୍ୟପକ୍ଷେ ବହୁ ଉପକାରୀ କଞ୍ଚାକଦଳୀ

କଞ୍ଚାକଦଳୀର ବହୁ ଉପକାରୀ ଗୁଣ ରହିଛି। ଏଥିରେ ପ୍ରଚୁର ପରିମାଣରେ ପୋଟାସିୟମ ରହିଛି। ଯାହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ। ଏହାବ୍ୟତୀତ ଏଥିରେ ଭିଟାମିନ ବି-୬, ଭିଟାମିନ୍‌ ସି ଭରପୂର ମାତ୍ରାରେ ରହିଛି। ତେବେ ପ୍ରତିଦିନ ରୋଷେଇରେ କଞ୍ଚାକଦଳୀ ବ୍ୟବହାର…

ଶୀତଦିନେ କାହିଁକି ଖାଇବେ ମଟର ଛୁଇଁ

ଋତୁ ଅନୁସାରେ ଖାଦ୍ୟପେୟର ମଧ୍ୟ ପରିବର୍ତ୍ତନ ହୋଇଥାଏ। ସାଧାରଣତଃ ଶୀତ ଦିନେ ବିଭିନ୍ନ ପ୍ରକାୀର ସମସ୍ୟା ଦେଖାଯାଇଥାଏ। ଏହିସବୁ ସମସ୍ୟାରୁ ମୁକ୍ତି ପାଇବା ପାଇଁ ଖାଦ୍ୟରେ ମଟର ଛୁଇଁ ସାମିଲ କରନ୍ତୁ। ଏଥିରେ ପ୍ରଚୁର ପରିମାଣରେ ତନ୍ତୁଜ, ପୋଟାସିୟମ, କ୍ୟାଲସିୟମ, ମ୍ୟାଗ୍ନେସିୟମ…

୫ ବର୍ଷ ପର୍ଯ୍ୟନ୍ତ ଶିଶୁଙ୍କୁ ପ୍ରଚୁର ପରିମାଣର ଭିଟାମିନ୍‌ ‘ଏ’ ଜରୁରୀ

ଭିଟାମିନ୍‌ ‘ଏ’ ଅନେକ ଉପକାରୀ। ତେଣୁ ୫ ବର୍ଷ ପର୍ଯ୍ୟନ୍ତ ଶିଶୁକୁ ପ୍ରଚୁର ପରିମାଣର ଭିଟାମିନ୍‌ ‘ଏ’ ଯୁକ୍ତ ଖାଦ୍ୟ ଖାଇବାକୁ ଦେବା ଫଳରେ ସେମାନଙ୍କଠାରେ ଦୃଷ୍ଟିଶକ୍ତିଜନିତ ସମସ୍ୟା ଦେଖାଯାଇ ନ ଥାଏ। ଆଇ ଫାଉଣ୍ଡେଶନ ଅଫ୍‌ ଆମେରିକାର ଡ. ଭି.କେ.…

ଶୀତଦିନେ ଗୁଡ ଖାଇଲେ ମିଳେ ଏସବୁ ଫାଇଦା

ଶୀତ ଆରମ୍ଭ ହେଲେ ଖାଦ୍ୟରେ ଗୁଡ଼ ସାମିଲ କରିବା ନିହାତି ଆବଶ୍ୟକ। କାରଣ ଏହା ଆମକୁ ଅନେକ ରୋଗଠାରୁ ଦୂରେଇ ରଖିଥାଏ। ସାଧାରଣତଃ ଶୀତ ଦିନ ଆସିବା ମାତ୍ରେ କିଛି ବ୍ୟକ୍ତିଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡି ଯାଏ। ଜ୍ୱର, ଥଣ୍ଡା ଏବଂ କାଶ…

ପାରାଲିସିସ୍‌ର କେତେକ କାରଣ…

ବେଳେବେଳେ କେତେକଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ କିଛି କ୍ଷଣ ପାଇଁ ସ୍ବାଭାବିକ ଭାବେ କାମ କରି ନ ଥାଏ। ଏହାକୁ ଚିକିତ୍ସକମାନେ ଅସ୍ଥାୟୀ ପାରାଲିସିସ୍‌ କହିଥାନ୍ତି। ମସ୍ତିଷ୍କର କିଛି ଅଂଶକୁ ଠିକ୍‌ ଭାବେ ରକ୍ତ ପ୍ରବାହିତ ନ ହେଲେ ଏଭଳି ସ୍ଥିତି ଉତ୍ପନ୍ନ…

ବେଶି ସମୟ ସୂର୍ଯ୍ୟନମସ୍କାର କରେ

ନିଜକୁ ଫିଟ୍‌ ରଖିବାକୁ ହେଲେ ଡାଏଟ୍‌ ଉପରେ ଅଧିକ ଗୁରୁତ୍ୱ ଦେବାକୁ ପଡ଼େ। ଫିଟ୍‌ ରହିବା ପାଇଁ ଶାରୀରିକ ପରିଶ୍ରମର ୪୦% ପ୍ରଭାବ ଥିବା ବେଳେ ୬୦% ପ୍ରଭାବ ପକାଏ ଖାଦ୍ୟ। ଉଭୟ ଦିଗକୁ ମୁଁ ସନ୍ତୁଳିତ ରଖିବା ପାଇଁ ଚେଷ୍ଟା…

ପାଇନ୍‌ଆପଲ୍‌ ଚିକେନ୍‌

ଚିକେନ୍‌କୁ ମିଠା ସ୍ବାଦ ଦେଇ ପ୍ରସ୍ତୁତ ହେଉଥିବା ଖାଦ୍ୟାବଳି ଏକ ନୂଆ ସ୍ବାଦ ଦେଉଛି। ସେହିଭଳି ପାଇନଆପଲ୍‌ ଚିକେନ୍‌ ହେଉଛି ଏକ ମିଠା ସ୍ବାଦଯୁକ୍ତ ଖାଦ୍ୟ। ଯୁବପିଢ଼ି ଏହାକୁ ଭାରି ପସନ୍ଦ କରୁଛନ୍ତି। ସ୍ନାକ୍ସରେ ଓ ମେନ୍‌ କୋର୍ସରେ ବି ଏହାକୁ…

ଅଣ୍ଡାଠାରୁ ଅଧିକ ଉପକାରୀ ଟମାଟୋ

ଭାରତୀୟ ବ୍ୟଞ୍ଜନରେ ଟମାଟୋ ପ୍ରମୁଖ ଭାବେ ବ୍ୟବହାର ହୋଇଥାଏ। ଟମାଟୋ ବିନା ସାଲାଡ୍‌, ସୁପ୍‌, ତରକାରି, ଆଚାର, ଚଟଣୀ, କ୍ୟାଚ୍‌ଅପ ଇତ୍ୟାଦି କରିବା ଅସମ୍ଭବ। ଟମାଟୋରେ ଅନେକ ଗୁଣକାରୀ ତତ୍ତ୍ୱ ରହିଛି, ଯାହା ରୋଗକୁ ଦୂର କରିବାରେ ସହାୟକ ହୋଇଥାଏ। ହର୍ଭାର୍ଡ…

ସାଥୀଙ୍କ ବ୍ୟକ୍ତିଗତ କଥାରେ ମୁଣ୍ଡ ପୁରାନ୍ତୁ ନାହିଁ

ନୂଆବର୍ଷ ଲାଗି ସମସ୍ତଙ୍କ ମନରେ ଉତ୍ସାହ ଉଦ୍ଦୀପନା ଦେଖିବାକୁ ମିଳିଥାଏ। ବର୍ଷ ଆରମ୍ଭରୁ ବିଭିନ୍ନ ପ୍ରକାର ସଙ୍କଳ୍ପ ନେଇଥାନ୍ତି ଲୋକେ। ପ୍ରେମିଯୁଗଳ ମଧ୍ୟ ସାଥୀଙ୍କୁ ଖୁସି କରିବାକୁ ଅଥବା ବର୍ଷତମାମ ଜଣେ ଅନ୍ୟଜଣଙ୍କ ଖୁସିକୁ ପ୍ରାଧାନ୍ୟ ଦେବାକୁ ଯୋଜନାମାନ କରିଥାନ୍ତି। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?