ଚନ୍ଦାପଣ ଠୁଁ ଦୂରେଇ ରହିବାକୁ ଚାହୁଁଛନ୍ତି; ଆପଣାନ୍ତୁ ଏହି ଉପାୟ …
ପରିବର୍ତ୍ତିତ ଜୀବନ ଶୈଳୀରେ ଅତ୍ୟଧିକ ମାନସିକ ଚାପ ଯୋଗୁ କେତେକଙ୍କଠାରେ ଚନ୍ଦାପଣ ଦେଖିବାକୁ ମିଳିଥାଏ। ଚନ୍ଦାପଣ ଯୋଗୁ ଯୁବପିଢ଼ିଙ୍କ ମଧ୍ୟରେ ଏକ ନକାରାତ୍ମକ ଭାବନା ସୃଷ୍ଟି ହୋଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଅନେକ ଘରୋଇ ଉପାୟ ଉଲ୍ଲେଖ…
ଶୋଇଲେ ବି କମେ ମୋଟାପଣ
ନୂଆଦିଲ୍ଲୀ: ଶରୀରରୁ ମୋଟାପଣ କମାଇବ ପାଇଁ କିଏ କେତେ ପ୍ରକାର ଉପାୟ ଆପଣେଇଥାନ୍ତି। ବିଶେଷକରି ଓ୍ବାକ୍ଆଉଟ୍, ଦୌଡ଼ିବା ବା ପହଁରିବା ଆଦି କଲେ ଓଜନ ହ୍ରାସ ପାଏ। କିନ୍ତୁ କିଛି କାମ ନ କରି ମୋଟାପଣ ଘଟାଇବା ଅସମ୍ଭବ ମନେ ହେଉଥିଲେ…
ଗୋଡ଼ ହଲାଇବା ରୋଗର ଲକ୍ଷଣ
ଗୋଡ଼ ହଲାଇବା ଏକ ରୋଗର ଲକ୍ଷଣ ବୋଲି କହିଛନ୍ତି ମିଚିଗାନ୍ ୟୁନିଭର୍ସିଟିର ଗବେଷକ। ଶରୀରରେ ଆଇରନର ମାତ୍ରା କମ୍ ହେଲେ ଏପରି ଲକ୍ଷଣ ଦେଖାଦେଇଥାଏ। ବିଶେଷ କରି ୩୫ ବର୍ଷରୁ ଊର୍ଦ୍ଧ୍ୱ ବୟସର ଲୋକଙ୍କ ପାଖରେ ଏପରି ଲକ୍ଷଣ ଦେଖାଦେଇଥାଏ। ଏହା…
ଅମ୍ଲଦୋଷ ଦୂର କରେ ମହୁମିଶା ପଇଡ ପାଣି
ଶରୀର ପାଇଁ ପଇଡ ପାଣି ବେଶ୍ ଉପକାରୀ। ଏଥିରେ ଭିଟାମିନ୍ ସି’ ଏବଂ ଆଣ୍ଟିଇକ୍ସିଡାଣ୍ଟ୍ ଥାଏ, ଯାହା ରୋଗପ୍ରତିରୋଧକ କ୍ଷମତାକୁ ମଜଭୁତ୍ କରିଥାଏ। ପଇଡ ପାଣିରେ ମହଜୁଦ୍ ପୌଷ୍ଟିକ ତତ୍ତ୍ୱ ଆଜିର ଦୂଷିତ ବାତାବରଣରୁ ରକ୍ଷା କରିଥାଏ। ସଂକ୍ରମିତ ଜୀବାଣୁକୁ ଶରୀର…
ବୟସ୍କଙ୍କ ଲାଗି ଚିନ୍ତାର କାରଣ ପାଲଟେ ଏସବୁ ସମସ୍ୟା
ମନୁଷ୍ୟ ୫୦ ବର୍ଷ ଡେଇଁବା ମାତ୍ରେ କିଛି ବିଶେଷ ସମସ୍ୟା ସେମାନଙ୍କୁ ଆକ୍ରାନ୍ତ କରିଥାଏ। ଯାହା ବୟସ୍କ ଲୋକଙ୍କ ଲାଗି ଚିନ୍ତାର କାରଣ ହୋଇପଡ଼େ। କାରଣ ଏହି ବୟସରେ ଶରୀରର ରୋଗ ପ୍ରତିରୋଧକ କ୍ଷମତା କମ୍ ହୋଇଥାଏ। ତେବେ ଏପରି କିଛି…
ଘରେ କରନ୍ତୁ ଲେମ୍ବୁରେ ମେନିକିଓର୍
ହାତ ଓ ନଖର ସୌନ୍ଦର୍ଯ୍ୟକୁ ବଢାଇବା ପାଇଁ ଅତିକମ୍ରେ ମାସକୁ ୨ରୁ ୩ ଥର ମେନିକିଓର୍ କରାଇନେବା ଉଚିତ। ବିୟୁଟି ପାର୍ଲରରେ ଅନେକ ପ୍ରକାର ପଦ୍ଧତି ଦ୍ୱାରା ମେନିକଓର୍ କରାଯାଇଥାଏ। ଏଥିପାଇଁ ଆପଣଙ୍କୁ ଅଧିକ ଟଙ୍କା ଓ ସମୟ ଦେବାକୁ ପଡ଼ିଥାଏ।…
ମେହେନ୍ଦିରେ ମିଶାଇ ଲଗାନ୍ତୁ ଏହି ଜିନିଷ: ଧଳା କେଶ ହେବ କଳା
ବର୍ତ୍ତମାନ ସମୟରେ କେଶ ପାଚିବା ଅଥବା ଧଳା ହେବା ଏକ ସାଧାରଣ କଥାରେ ପରିଗଣିତ ହେଲାଣି। ଏଥିରେ ପିଲାମାନଙ୍କ କ୍ଷେତ୍ରରେ ମଧ୍ୟ ଏଭଳି ସମସ୍ୟା ଦେଖାଯାଉଛି। ଅନେକେ ଏହି ସମସ୍ୟାରୁ ମୁକ୍ତି ପାଇବା ଲାଗି ମେହେନ୍ଦିର ବ୍ୟବହାର କରିଥାନ୍ତି। ମାତ୍ର ଏପରି…
କ୍ୟାନସର ଆଶଙ୍କା ହ୍ରାସ କରେ ପିଆଜ, ରସୁଣ
ପିଆଜ, ରସୁଣ ଏବଂ ପିଆଜ ପ୍ରଜାତିର ବିଭିନ୍ନ ପରିବା ସେବନ ଦ୍ୱାରା ଉଦର ଏବଂ ମଳାଶୟ କ୍ୟାନସର୍ ଆଶଙ୍କା ହ୍ରାସ ପାଇଥାଏ। ନିକଟରେ ହୋଇଥିବା ଏକ ଗବେଷଣାର ନିଷ୍କର୍ଷରୁ ଏହା ଜଣାପଡ଼ିଛି। ଆହାର ନାଳର ତଳ ଭାଗରେ ଥିବା ଉଦର ଏବଂ…
ରକ୍ତହୀନତା ଦୂରକରେ ସଜନା ଶାଗ
ଶରୀରରେ ରକ୍ତର ପରିମାଣ କମ୍ ହେଲେ ମନୁଷ୍ୟ ରୋଗାକ୍ରାନ୍ତ ହୋଇପଡେ। ତେବେ ଶରୀରରେ ରକ୍ତ କମିଗଲେ ଔଷଧ ପରିବର୍ତ୍ତେ କିଛି ଘରୋଇ ଉପଚାର କଲେ ଲାଭ ମିଳିଥାଏ। ଆୟୁର୍ବେଦ ଚିକିତ୍ସକଙ୍କ ମତରେ ସଜନା ଶାଗ ଆମକୁ ଅନେକ ରୋଗଠାରୁ ଦୂରେଇ ରଖିଥାଏ।…
ଏସବୁ ରୋଗରୁ ଦୂରେଇ ରହିବା ପାଇଁ, ସକାଳେ ପିଅନ୍ତୁ ଅଧାକପ ନାଲି ଚା’…
ନାଲି ଚା’ ପିଇବା ଶରୀର ପାଇଁ ଉପକାରୀ ସାବ୍ୟସ୍ତ ହୋଇଥାଏ। ଜାପାନର ଯୁବପିଢି ଓ ବୟସ୍କ ଲୋକ ନିୟମିତ ଭାବେ ନାଲି ଚା’ ପିଉଥିବାରୁ ସେମାନଙ୍କ ଶାରୀରିକ ସାମର୍ଥ୍ୟ ଭଲ ରହିଥାଏ ବୋଲି ଟୋକିଓ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣାରୁ ଜଣାପଡିଛି।…
ସ୍ତନ୍ୟପାନ କରାଉଥିବା ମା’ଙ୍କୁ ଡାଇବେଟିସ୍ ଆଶଙ୍କା କମ୍…
ଜନ୍ମ ପରେ ନବଜାତକଙ୍କୁ ସ୍ତନ୍ୟପାନ କରାଉଥିବା ମହିଳା ଡାଇବେଟିସ୍ରୁ ଦୂରେଇ ରୁହନ୍ତି। ସେମାନଙ୍କ କ୍ଷେତ୍ରରେ ଡାଇବେଟିସ୍ ଆଶଙ୍କା ହ୍ରାସ ପାଇଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି। ଶିଶୁଙ୍କୁ ୬ମାସ କିମ୍ବା ଏହାଠାରୁ ଅଧିକ ସମୟ ସ୍ତନ୍ୟପାନ କରାଇଲେ ଟାଇପ୍-୨ ଡାଇବେଟିସ୍…
ଚାଇନିଜ୍ ଡିଶ୍: ସାନ୍ତନା ସ୍ପେଶାଲ ଚିକେନ୍ ମ୍ୟାଜେଷ୍ଟିକ୍
ପର୍ଯ୍ୟଟନ ସହର ପୁରୀ। ପ୍ରତିଦିନ ଦେଶବିଦେଶର ପର୍ଯ୍ୟଟକ ଏଠାକୁ ଆସିଥାନ୍ତି। ପର୍ଯ୍ୟଟନ କ୍ଷେତ୍ରରେ ଆତିଥେୟତା ସହ ରୁଚିପୂର୍ଣ୍ଣ ଖାଦ୍ୟର ସମ୍ପର୍କ ବେଶ୍ ଗୁରୁତ୍ୱ ବହନ କରେ। ଏହାକୁ ଦୃଷ୍ଟିରେ ରଖି ପୁରୀ ସହରରେ ଥିବା ହୋଟେଲ, ରେଷ୍ଟୁରାଣ୍ଟରେ ବିଭିନ୍ନ ପ୍ରକାର ସୁଆଦିଆ…
Archives


