ଜୀବନଚର୍ଯ୍ୟା

ଶୁଷ୍କ ତ୍ୱଚାକୁ କରନ୍ତୁନି ଅଣଦେଖା

ଶୀତଦିନେ ଅନେକଙ୍କଠାରେ ଶୁଷ୍କ ତ୍ୱଚା ସମସ୍ୟା ଦେଖିବାକୁ ମିଳିଥାଏ। ହେଲେ ଅନେକ ଲୋକ ଏହାକୁ ଅଣଦେଖା କରିଥାନ୍ତି। ଯଦ୍ଦ୍ବାରା ତ୍ୱଚା ସମ୍ବନ୍ଧୀୟ ଅନେକ ସମସ୍ୟା ଭୋଗିବାକୁ ପଡ଼ିଥାଏ। ତେଣୁ ତ୍ୱଚାକୁ ଶୁଷ୍କ ହେବାକୁ ନ ଦେବା ଏବଂ ନରମ ରଖିବା ଆବଶ୍ୟକ।…

ଏସବୁ ସମସ୍ୟା ଦୂରକରେ ମୂଳା

ଶୀତଦିନେ ଅଧିକ ମୂଳା ବଜାରରେ ମିଳିଥାଏ। ତେବେ ନିୟମିତ ମୂଳା ଖାଇବା ସ୍ବାସ୍ଥ୍ୟ ପାଇଁ ଉପକାରୀ ହୋଇଥାଏ। ଏଥିରେ ଆୟୋଡିନ୍‌, କ୍ୟାଲସିୟମ ଏବଂ ଆଇରନ ପ୍ରଚୁର ମାତ୍ରାରେ ଥାଏ। ପୌଷ୍ଟିକ ତତ୍ତ୍ୱରେ ଭରପୂର ମୂଳା କିଡ୍‌ନୀ ପାଇଁ ବି ଉପକାରୀ। ମୂଳା…

ତକିଆ କିଣିବା ବେଳେ ଏସବୁ ବିଷୟ ପ୍ରତି ଧ୍ୟାନ ଦିଅନ୍ତୁ

ନିଦ ନ ଆସିବାର ବହୁ କାରଣ ହୋଇପାରେ। ପ୍ରାୟ ସମୟରେ କୌଣସି ବନ୍ଧୁବାନ୍ଧବଙ୍କ ଘରକୁ ବା ବାହାରକୁ ଗଲେ କିଛି ଲୋକଙ୍କୁ ସୁଖଦ ନିଦ୍ରା ହୋଇ ନ ଥାଏ। ଶୋଇବା ବେଳେ ଆରାମଦାୟକ ଲାଗୁ ନ ଥିବାରୁ ସାରା ରାତି ଉଜାଗରରେ…

କିଡ୍‌ନୀ ଖରାପ ହେଲେ ଦେଖାଦେଇଥାଏ ଏସବୁ ଲକ୍ଷଣ

କିଡ୍‌ନୀ ସୁସ୍ଥ ରଖିବାକୁ ହେଲେ ସାବଧାନ ହେବା ନିହାତି ଜରୁରୀ। ପ୍ରାରମ୍ଭିକ ସ୍ତରରେ କିଡ୍‌ନୀ ଖରାପ ହେଲେ ଜଣାପଡ଼ି ନ ଥାଏ। ମାତ୍ର ଯେତେବେଳେ ଜଣାପଡ଼େ ସେତେବେଳକୁ ସବୁ ସରି ଯାଇଥାଏ। କିନ୍ତୁ ଏହା ପୂର୍ବରୁ କିଛି ଲକ୍ଷଣ ଦେଖାଦେଇଥାଏ। ଏହାକୁ…

କ୍ରଞ୍ଚି ଭେଜ୍‌

ଖାଦ୍ୟାବଳୀରେ ଏବେ ଷ୍ଟାର୍ଟର ଭାରି ପସନ୍ଦଯୋଗ୍ୟ ହେଉଛି। ମେନ୍‌କୋର୍ସକୁ ଯିବା ଆଗରୁ ଏଭଳି କିଛି ଷ୍ଟାର୍ଟର ଯାହା ପେଟ ଭରି ଦେଉଛି। କ୍ରିସ୍ପି ସ୍ବାଦକୁ ପନିର ଓ ଆଳୁର ମିଠା ଅଂଶ କ୍ରଞ୍ଚି ଭେଜ୍‌ ଭାରି ପସନ୍ଦଯୋଗ୍ୟ ହୋଇପାରିଛି। ଏହାକୁ ସହଜରେ…

ଲବଙ୍ଗ ତେଲରେ ରହିଛି ସୌନ୍ଦର୍ଯ୍ୟ ବୃଦ୍ଧି ଗୁଣ

ଲବଙ୍ଗରେ ଅନେକ ଉପକାରୀ ଗୁଣ ରହିଛି। ଏହାକୁ ମସଲା ଭାବେ ବ୍ୟବହାର ସହ ଥଣ୍ଡାରୁ ମୁକ୍ତି ପାଇବା ଲାଗି ଚା’ରେ ମଧ୍ୟ ବ୍ୟବହୃତ ହୋଇଥାଏ । ଏହା ପାଟି ଦୁର୍ଗନ୍ଧ ମଧ୍ୟ ଦୂର କରେ। ଅନ୍ୟପକ୍ଷରେ ଏହାର ସୌନ୍ଦର୍ଯ୍ୟ ବୃଦ୍ଧି ଗୁଣ…

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ ଧନିଆ ପତ୍ର ପାଣି

ତରକାରୀ ହେଉ କି ସାଲାଡ ଖାଦ୍ୟର ସ୍ୱାଦ ବଢାଇବା ପାଇଁ ଧନିଆ ପତ୍ରର ଆବଶ୍ୟକତା ପଡିଥାଏ। କେବଳ ଖାଦ୍ୟର ସ୍ୱାଦ ବଢାଇବା ପାଇଁ ନୁହେଁ, ଶରୀର ପାଇଁ ମଧ୍ୟ ଉପକାରୀ ଧନିଆ ପତ୍ର। ଏଥିରେ ଆଣ୍ଟି-ଅକ୍ସିଡାଣ୍ଟ, ବିଟା କ୍ୟାରୋଟିନ, ଭିଟାମିନ ସି…

ସୂର୍ଯ୍ୟୋପରାଗ: ଗର୍ଭବତୀ ଏହିସବୁ ଦିଗ ପ୍ରତି ଦିଅନ୍ତୁ ଦୃଷ୍ଟି

୨୬ ତାରିଖ ସକାଳେ ଏକ ବିରଳ ସୂର୍ଯ୍ୟୋପରାଗ ସଂଘଠିତ ହେବ। ଏହା ଦକ୍ଷିଣ-ଭାରତର କେତେକ ଅଞ୍ଚଳରେ ପୂର୍ଣ୍ଣ ଭାବେ ଦେଖାଯିବାକୁ ଥିବାବେଳେ ଓଡ଼ିଶାରେ ଆଂଶିକ ଭାବେ ଦେଖାଯିବ। ଓଡ଼ିଶାରେ ଏହା ସକାଳ ୮ଟା ୨୦ମିନିଟ୍‌ରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୨୮ମିନିଟ୍‌ରେ…

ସ୍ମରଣଶକ୍ତି ବଢ଼ାଇବା ପାଇଁ ପିଲାଙ୍କୁ ଦିଅନ୍ତୁ ଏହି ଖାଦ୍ୟ…

ଭିଟାମିନ୍‌ ବି-୧୨ ବା କୋବାଲାମିନ୍‌ ଛୋଟପିଲାଙ୍କ ଶରୀର ପାଇଁ ବେଶ୍‌ ଉପଯୋଗୀ। ଏହାର ସ୍ତର ହ୍ରାସପାଇଲେ ସ୍ମରଣଶକ୍ତି ଦୁର୍ବଳ ହୋଇଯାଇଥାଏ। ଅଳ୍ପ କିଛି କାମକଲେ ହାଲିଆ ଲାଗେ। ଏହାର ଅଭାବରେ ଡିପ୍ରେସନ ହେବାର ଆଶଙ୍କା ମଧ୍ୟ ବଢ଼ିଥାଏ। ତେଣୁ ଛୋଟପିଲାଙ୍କୁ ସୁସ୍ଥ…

ଏହି ତେଲ ଲଗାଇଲେ ଜଣା ପଡ଼େନାହିଁ ବୟସ

ସାଧାରଣତଃ ଲୋକେ ବିଭିନ୍ନ ତେଲର ବ୍ୟବହାର କରିଥା’ନ୍ତି। ମାତ୍ର ନଡ଼ିଆ ତେଲରେ ଏପରି ଗୁଣ ରହିଛି, ଯାହାକୁ ଲଗାଇଲେ ବୟସ ବୃଦ୍ଧି ହେଲେ ମଧ୍ୟ ଜଣାପଡ଼ି ନ ଥାଏ। ଜାଣନ୍ତୁ ଏହାର ବ୍ୟବହାର ସମ୍ପର୍କରେ… ନଡ଼ିଆ ତେଲକୁ ସୌନ୍ଦର୍ଯ୍ୟର ତେଲ କୁହାଯାଏ।…

ଗର୍ଭାବସ୍ଥାରେ ଦେହ ପାଇଁ ହିତ ଦେଶୀ ଘିଅ

ଗର୍ଭାବସ୍ଥାରେ ଦେଶୀ ଗାଈ ଘିଅ ଖାଇଲେ ଦେହ ପାଇଁ ହିତକର ହୋଇଥାଏ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି। ଏକ ରିପୋର୍ଟରୁ ପ୍ରକାଶ, ଦେଶୀ ଘିଅରେ ପର୍ଯ୍ୟାପ୍ତ ମାତ୍ରାରେ ଓମେଗା ଫ୍ୟାଟି ଏସିଡ୍‌, ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍‌ ଏବଂ ଖଣିଜ ଭରପୂର ମାତ୍ରାରେ ରହିଛି।…

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ…

ଡାଇବେଟିସ ରୋଗୀ ଯେହେତୁ ନିଜର ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବାରେ ସକ୍ଷମ ନୁହଁନ୍ତି ସେଥିପାଇଁ ତାଙ୍କୁ ଖାଦ୍ୟ ପାନୀୟ ପ୍ରତି ଅଧିକ ସଚେତନ ରହିବାକୁ ପଡେ। ଡାଇବେଟିସ ଯୋଗୁ ଶରୀରରେ ଉପଯୁକ୍ତ ମାତ୍ରାରେ ଇନସୁଲିନ ତିଆରି ବନ୍ଦ ହୋଇଯାଏ। ନ୍ୟୁଟ୍ରିସନ୍‌ ଅଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?