ଜୀବନଚର୍ଯ୍ୟା

ସାଇକେଲ ଚଳାଇଲେ ଏହି ରୋଗ ଆଶଙ୍କା ଦୂର ହୁଏ

ଆଜିକାଲି ଗାଡ଼ିମୋଟର ସଂଖ୍ୟା ବୃଦ୍ଧି ପାଉଥିବାରୁ ଲୋକେ ସାଇକେଲ ଚଳାଇବା ଏକପ୍ରକାର ଭୁଲିଗଲେଣି। ମାତ୍ର ସାଇକେଲ ଚାଳନା ସ୍ବାସ୍ଥ୍ୟ ପକ୍ଷେ ଅତ୍ୟନ୍ତ ଲାଭଦାୟକ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ପ୍ରତିଦିନ କିଛି ବାଟ ସାଇକେଲ ଚଳାଇଲେ ହୃଦ୍‌ଘାତ ଆଶଙ୍କା ଦୂର ହୋଇଥାଏ।…

ଶୀତଦିନେ ମଧୁମେହ ରୋଗୀ ଖାଆନ୍ତୁ ଏହି ୫ ଜିନିଷ

ସାରା ବିଶ୍ୱରେ ମଧୁମେହ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ରୋଗୀକୁ ଅନେକ କିଛି କରିବାକୁ ପଡ଼ିଥାଏ। କେତେବେଳେ ଖାଦ୍ୟପେୟରେ କଟକଣା ତ କେତେବେଳେ ଇନ୍‌ସୁଲିନ୍‌ ନେବାକୁ ପଡ଼ିଥାଏ। ତେବେ ଶୀତଦିନେ ଏପରି କିଛି…

କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରଖେ ଏହି ପରିବା …

ବ୍ୟସ୍ତବହୁଳ ଜୀବନରେ ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ କିଡ୍‌ନୀ ଷ୍ଟୋନ ଦେଖାଯାଇଥାଏ। ତେବେ ଏଥିରୁ ଦୂରେଇ ରହିବାର ଉପାୟ ହାତ ପାଆନ୍ତାରେ ରହିଛି। ନିୟମିତ ଜହ୍ନି ଖାଇଲେ ଏଥିରୁ ମୁକ୍ତି ମିଳିଥାଏ। ଏଥିରେ ପ୍ରଚୁର ପରିମାଣରେ ଭିଟାମିନ୍‌, ମିନେରାଲ ଓ ପ୍ରୋଟିନ୍‌…

ଉଚ୍ଚ ରକ୍ତଚାପରୁ ଦୂରେଇ ରହିବା ପାଇଁ ସପ୍ତାହରେ ୨ ଥର ଖାଆନ୍ତୁ ଏହି ଫଳ…

ବ୍ୟସ୍ତବହୁଳ ଜୀବନରେ ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ସୃଷ୍ଟି ହୋଇଥାଏ ଉଚ୍ଚରକ୍ତଚାପ। ଉଚ୍ଚ ରକ୍ତଚାପ ଦେଖାଯିବାର ଅନେକ କାରଣ ରହିଛି । କାମଚାପ, ମାନସିକ ଚିନ୍ତା, ଅଧିକ ଲୁଣ ଖାଇବା, ଆଲ୍‌କୋହଲ୍‌ ସେବନ, ମେଦବହୁଳତା ଆଦି ଯୋଗୁ କେତେକଙ୍କଠାରେ ଉଚ୍ଚ ରକ୍ତଚାପ…

କରିଶ୍ମାଙ୍କୁ ୩୬: ଉପେନଙ୍କ ସହିତ ବହୁ ଦିନ ଲିଭ୍‌ଇନ୍‌ରେ ଥିଲେ

ମୁମ୍ବାଇ: ଛୋଟପରଦାରୁ ବଲିଉଡ୍‌ରେ ପାଦ ଥାପିଥିବା ସୁନ୍ଦରୀ ଅଭିନେତ୍ରୀ କରିଶ୍ମା ତନ୍ନା ଶନିବାର ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୩ ଡିସେମ୍ବର ୨୧ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଛୋଟ ପରଦାରେ କିୟୁଁକି ଶାଶ୍‌ ଭି କଭି ବୋହୂ ଥିରେ ତାଙ୍କ…

ଲୁଣର ଉପକାରୀ ଗୁଣ

ଲୁଣ ରୋଷେଇ ଘରର ସବୁଠାରୁ ବଡ଼ ମସଲା ବୋଲି କେହି କେହି କହିଥାଆନ୍ତି। କାରଣ ଲୁଣ ବିନା କୌଣସି ରନ୍ଧା ଖାଦ୍ୟ ସ୍ବାଦିଷ୍ଟ ହୋଇ ନ ଥାଏ। ହେଲେ କେବଳ ଖାଦ୍ୟ ରାନ୍ଧିବା ପାଇଁ ନୁହେଁ ଲୁଣର ଆହୁରି କିଛି ବ୍ୟବହାର…

ଓଜନ ହ୍ରାସରେ ସହାୟକ ହୁଏ ତେନ୍ତୁଳି

ତେନ୍ତୁଳି ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏହାକୁ ଖାଇବା ଦ୍ୱାରା ବିଭିନ୍ନ ରୋଗ ସମସ୍ୟା ଦୂର ହୋଇଥାଏ। ଜାଣନ୍ତୁ ତେନ୍ତୁଳିର ଉପକାରୀ ଗୁଣ ବିଷୟରେ.. ଓଜନ କମ୍‌ କରେ ତେନ୍ତୁଳି ଖାଇଲେ ଓଜନ ହ୍ରାସ ଘଟେ। ତେନ୍ତୁଳିରେ ହାଇଡ୍ରୋସିଟ୍ରିକ୍‌…

ଏହି ସବୁ ରୋଗରୁ ମୁକ୍ତିଦିଏ କାଜୁ

କାଜୁ ଖାଇବା ଲାଗି ସ୍ବାଦିଷ୍ଟ ହୋଇଥିବା ବେଳେ ସ୍ବାସ୍ଥ୍ୟ ପାଇଁ ମଧ୍ୟ ହିତକର। ଏଥିରେ ଭିଟାମିନ୍‌ ଓ ପ୍ରୋଟିନ୍‌ର ମାତ୍ରା ଅଧିକ ରହିଥାଏ। ଶୀତଦିନେ ଏହାକୁ ଖାଇବା ଲାଭଜନକ ହେବା ସହ ଅନେକ ରୋଗକୁ ମୁକ୍ତି ଦେଇଥାଏ, ଜାଣନ୍ତୁ ସେ ସମ୍ପର୍କରେ……

ବୟସ ୪୦ ଟପିଲେ ହୋଇଯାଆନ୍ତୁ ସତର୍କ, ନଚେତ୍‌ ହୋଇପାରେ ଏସବୁ ରୋଗ

ଯଦି ବୟସ ୪୦ ଟପିଗଲାଣି ତେବେ ସତର୍କ ହୋଇଯାଆନ୍ତୁ ବୋଲି ଆମେରିକାର ଏକ ସ୍ବାସ୍ଥ୍ୟ ବିଶେଷଜ୍ଞ ଟିମ୍‌ ଗବେଷଣା କରି କହିଛନ୍ତି। ଉକ୍ତ ଟିମ୍‌ କହିଛି, ଏହି ସମୟରେ ନିଜର ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ଜରୁରୀ। ଏହି ବୟସରେ ରୋଗ…

ଲାଲ୍‌ ପିଆଜ ବି ଥାଇରଏଡ୍‌ ସମସ୍ୟାରୁ ରଖେ ଦୂରେଇ…

ବ୍ୟସ୍ତବହୁଳ ଜୀବନ ଶୈଳୀରେ କେତେକଙ୍କଠାରେ ଥାଇରଏଡ୍‌ ସମସ୍ୟା ଦେଖାଦେଇଥାଏ। ଗଳାରେ ଥିବା ଏଣ୍ଡୋକ୍ରାଇନ୍‌ ଗ୍ଲାଣ୍ଡରୁ ଥାଇରଏଡ୍‌ ହରମୋନ୍‌ କ୍ଷରଣ ହୋଇଥାଏ । ଏହା ଶରୀରର ମେଟାବୋଲିଜିମ୍‌ ପ୍ରକ୍ରିୟାକୁ ନିୟନ୍ତ୍ରିତ କରେ। ହାଇପୋଥାଇରଏଡ୍‌ ସମସ୍ୟା ଯୋଗୁ ଶରୀରର ଓଜନ ଦ୍ରୁତଗତିରେ ବଢିଯାଏ। ସେହିପରି…

ଶୀତଦିନେ ଏସବୁ କରିବା ମନା…

ଶୀତଦିନେ କେତେକ କାମ ନ କରିବାକୁ ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଏସବୁ କଲେ ଶରୀର ଉପରେ ଖରାପ ପ୍ରଭାବ ପଡ଼ିଥାଏ। ଶୀତଦିନେ ସକାଳୁ ଗରମ ପାଣିରେ ଗାଧୋଇବା ସ୍ବାସ୍ଥ୍ୟ ପାଇଁ ହାନୀକାରକ। ଏହା ଦ୍ୱାରା ତ୍ୱଚା ଶୁଷ୍କ ହୋଇଯାଏ ଏବଂ ଫାଟି…

ଚିକେନ୍‌ କାଲି ମିର୍ଚି

ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ରୁଚିକୁ ଦୃଷ୍ଟିରେ ରଖି ପୁରୀ ସହରର ପ୍ରାୟ ବଡ଼ ବଡ଼ ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ସୁଆଦିଆ ଖାଦ୍ୟ ପ୍ରସ୍ତୁତ କରାଯାଉଛି। ଅନେକ ଦେଶୀ, ବିଦେଶୀ ଖାଦ୍ୟର ମଜା ବି ନେଉଛନ୍ତି ଗ୍ରାହକ। ସି’ବିଚ୍‌ ରୋଡ୍‌ସ୍ଥିତ ପୁରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?