ଜୀବନଚର୍ଯ୍ୟା

ଦକ୍ଷିଣ ଦିଗକୁ ମୁଣ୍ଡ କରି ଶୋଇଲେ କ’ଣ ଲାଭ ହୋଇଥାଏ

ଦିନସାରା ବ୍ୟସ୍ତଜୀବନରୁ ଆରାମ ପାଇବା ପାଇଁ ରାତିରେ ସୁଖନିଦ୍ରା ଇଚ୍ଛା କରିଥାନ୍ତି। କିନ୍ତୁ ଏହା ସମ୍ଭବ ହୋଇ ନ ଥାଏ। ଫଳରେ ମାନସିକ ଅବସାଦ, ମେଦବହୁଳତା, ଉଚ୍ଚ ରକ୍ତଚାପ ଭଳି ମାରାତ୍ମକ ଜୀବନନାଶକ ରୋଗ ଦେଖାଦେଇଥାଏ। ଡାକ୍ତରମାନଙ୍କ ମତରେ ସୁସ୍ଥ ବା…

ଦହି ସହିତ ଏସବୁ ଖାଉଛନ୍ତି କି, ହୋଇଯାଆନ୍ତୁ ସାବଧାନ…

ଦହି ବିଭିନ୍ନ ପୋଷକ ତତ୍ତ୍ୱରେ ଭରପୁର। ତେବେ ଏହା ସହିତ କେତେକ ଖାଦ୍ୟ ଏକାଠି ନ ଖାଇବାକୁ ଚିକିତ୍ସକ ବାରଣ କରିଥାନ୍ତି। ଦହି ସହିତ ଖଟା ଫଳ ନ ଖାଇବାକୁ କୁହାଯାଇଥାଏ। ଦହିରେ ଥିବା ଲାକ୍ଟିକ୍‌ ଏସିଡ୍‌ ସହିତ ଖଟା ଫଳର…

କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରଣ କରିବା ପାଇଁ ଶୀତଦିନେ ଖାଆନ୍ତୁ ଏହି ଫଳ…

ସପୁରୀରେ ବିଭିନ୍ନ ପ୍ରକାର ପୋଷକ ତତ୍ତ୍ୱ ରହିଛି। ଶୀତଦିନେ ସପ୍ତାହରେ ଥରେ ସପୁରୀ ଜୁସ୍‌ ଅଧଗ୍ଲାସେ ପିଇଲେ ବହୁ ଉପକାର ମିଳିଥାଏ। ଏଥିରେ ବ୍ରୋମାଲାଇନ୍‌ ନାମକ ଏଞ୍ଜାଇମ୍‌ ରହିଥାଏ। ଏହା ଶରୀରରେ ମ୍ୟୁକସସ୍ତରକୁ ସ୍ବାଭାବିକ କରିବାରେ ସହାୟକ ହୋଇଥାଏ। ସେହିପରି ଏଥିରେ…

ସଙ୍କୁଚିତ ହେଉଛି ବୃହସ୍ପତିର ରେଡ୍‌ ସ୍ପଟ୍‌

ସୌରଜଗତରେ ବୃହତ୍ତମ ଗ୍ରହ ଭାବରେ ବୃହସ୍ପତିକୁ ବିବେଚନା କରାଯାଇଥାଏ। ଏଥିରେ ଗତ କିଛି ଦଶନ୍ଧି ଧରି ଏକ ବଡ଼ ରେଡ୍‌ ସ୍ପଟ୍‌ ଉପରେ ଗବେଷଣା ଜାରି ରହିଛି। ଏ ନେଇ ନିକଟରେ ଆମେରିକାସ୍ଥିତ ୟୁନିଭର୍ସିଟି ଅଫ୍‌ କାଲିଫର୍ନିଆର ମହାକାଶ ବିଜ୍ଞାନୀମାନେ ଏକ…

ଦାନ୍ତବିନ୍ଧାର ଘରୋଇ ଉପଚାର

ଖାଇବା ପରେ ଭଲ ଭାବରେ କୁଳିକରି ପାଟି ସଫା ନ କଲେ ଖାଇଥିବା ଖାଦ୍ୟାଂଶ ଦାନ୍ତ ସନ୍ଧିରେ ରହିଯାଇ ଦାନ୍ତଜନିତ ସମସ୍ୟା ସୃଷ୍ଟି କରିଥାଏ। ଫଳରେ ପାଟି ଦୁର୍ଗନ୍ଧ ହେବା ସହ ଦାନ୍ତ ବିନ୍ଧିଥାଏ। ଏପରି ସମସ୍ୟା ଦେଖାଦେଲେ ଡାକ୍ତରଙ୍କ ସହ…

ଥାଇରଏଡ୍‌ ପାଇଁ ମେଦବହୁଳତା ଦାୟୀ ନୁହେଁ

ଥାଇରଏଡ୍‌ ପରି ସମସ୍ୟା ପାଇଁ ମେଦବହୁଳତା ଦାୟୀ ନୁହେଁ। ଏପରି ଏକ ରୋଚକପୂର୍ଣ୍ଣ ତଥ୍ୟ ନିକଟରେ ଲୋକଲୋଚନକୁ ଆସିଛି। ଏ ସମ୍ପର୍କରେ ଦୀର୍ଘଦିନ ଧରି ଗବେଷଣା କରିବା ପରେ ଆମେରିକାସ୍ଥିତ ମିଶିଗାନ୍‌ ମେଡିକାଲ ସେଣ୍ଟରର ବିଶେଷଜ୍ଞମାନେ ଏପରି କଥା ଜାଣିପାରିଛନ୍ତି। ଗବେଷଣା…

ମ୍ୟାଲେରିଆ ଚିହ୍ନଟ କରିବାର ସହଜ ଉପାୟ

ମ୍ୟାଲେରିଆକୁ ଚିହ୍ନଟ କରିବାର ଏକ ଉପାୟ ନିକଟରେ ଉଦ୍ଭାବିତ ହୋଇଛି। ସାଧାରଣତଃ ଏହି ଜ୍ୱରକୁ ଚିହ୍ନଟ କରିବା ପାଇଁ ରକ୍ତପରୀକ୍ଷା କରାଯାଇଥାଏ। ହେଲେ ରାଇସ୍‌ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏକ ଅଭିନବ ଉପାୟରେ ମ୍ୟାଲେରିଆକୁ ଚିହ୍ନଟ କରିପାରିଛନ୍ତି। ମ୍ୟାଲେରିଆ ଦ୍ୱାରା ଆକ୍ରାନ୍ତ ବ୍ୟକ୍ତିଙ୍କ…

ଅଙ୍ଗାରକାମ୍ଳକୁ ନିୟନ୍ତ୍ରଣ କରିବ ବ୍ୟାକ୍ଟେରିଆ

ବର୍ତ୍ତମାନ ସମଗ୍ର ବିଶ୍ୱରେ ବାୟୁ ପ୍ରଦୂଷଣ ଏକ ଗମ୍ଭୀର ସମସ୍ୟା ଭାବରେ ଉଭାହୋଇଛି। ଏହାର ପ୍ରଭାବ ସିଧାସଳଖ ଜୀବଜଗତ ଉପରେ ପଡୁଛି। ତେଣୁ ବାୟୁ ପ୍ରଦୂଷଣକୁ କିପରି ଦୂରକରିହେବ ସେ ନେଇ ବିଭିନ୍ନ ଦେଶର ବୈଜ୍ଞାନିକମାନେ ଚେଷ୍ଟା ଜାରି ରଖିଛନ୍ତି। ଏ…

ରାଜାଙ୍କ ରୋଗ ଓ ରୋଗଙ୍କ ରାଜା

ରକ୍ତରେ ୟୁରିକ୍‌ ଏସିଡ୍‌ ମାତ୍ରା ବଢ଼ିଗଲେ ଜାତ ହୋଇପାରେ ଗାଉଟ୍‌। ୟୁରିକ୍‌ ଏସିଡ୍‌ ସମସ୍ୟା ଦ୍ୱାରା ପୀଡ଼ିତ ଲୋକଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ମାତ୍ର ଆକ୍ରାନ୍ତ ଲୋକଙ୍କ ସଂଖ୍ୟା ବଢ଼ିଲେ ବି ରୋଗଟି ସମ୍ପର୍କରେ ସଚେତନ ଥିବା ଲୋକଙ୍କ ସଂଖ୍ୟାକୁ…

ହୃଦ୍‌ପିଣ୍ଡ ସୁସ୍ଥ ରଖେ ସୋରିଷ ତେଲ

ପ୍ରାୟ ସମସ୍ତଙ୍କ ଘରେ ପ୍ରତିଦିନ ସୋରିଷ ତେଲର ବ୍ୟବହାର କରାଯାଏ। ଖାଦ୍ୟ ପ୍ରସ୍ତୁତି ସହ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ପାଇଁ ମଧ୍ୟ ସୋରିଷ ତେଲ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଶୀତ ଦିନରେ ତ୍ୱଚା ରୁକ୍ଷ ହେବା ଏକ ସାଧାରଣ କଥା। ଆପଣ…

ଘରେ ଅସରପା ହେଉଛନ୍ତି କି… ଆପଣାନ୍ତୁ ଏହି ଘରୋଇ ଉପଚାର

ଘର ଅପରିଷ୍କାର ରହିଲେ ଅସରପା ହେବାର ସମ୍ଭାବନା ଥାଏ। ବର୍ଷା ଏବଂ ଶୀତଦିନେ ଏମାନଙ୍କର ସଂଖ୍ୟା ବଢ଼ିଯାଏ। ଅସରପା ଖାଦ୍ୟ ପଦାର୍ଥରେ ବସିବାଠାରୁ ଆରମ୍ଭ କରି କପଡ଼ା କାଟି ନଷ୍ଟ କରିଦେଉଥିବାରୁ ଅନେକ ସମୟରେ ଚିନ୍ତାର କାରଣ ପାଲଟେ। ସେମାନଙ୍କୁ ମାରିବା…

ଅଧିକ ହଳଦୀ ସେବନ ହୋଇଥାଏ କ୍ଷତିକାରକ

ସ୍ବାସ୍ଥ୍ୟଗତ କାରଣକୁ ନେଇ ହଳଦୀ ବହୁ ଉପକାରୀ। ଖାଦ୍ୟ ପ୍ରସ୍ତୁତିରେ ବ୍ୟବହାରଠାରୁ ଆରମ୍ଭ କରି ଏହାକୁ କ୍ଷୀରରେ ମିଶାଇ ସେବନ କରାଯାଇଥାଏ। ଏହାଛଡ଼ା ସୌନ୍ଦର୍ଯ୍ୟ ବୃଦ୍ଧି ଲାଗି ମଧ୍ୟ ଏହାକୁ ବିଭିନ୍ନ ପ୍ୟାକ୍‌ରେ ମିଶ୍ରଣ ଭାବେ ବ୍ୟବହାର କରାଯାଇଥାଏ। ହେଲେ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?