ଜୀବନଚର୍ଯ୍ୟା

ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ ଏହି ଡାଏଟ୍‌ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ

ନିୟମିତ ଜୀବନଶୈଳୀ ଏବଂ ସନ୍ତୁଳିତ ଖାଦ୍ୟପେୟ ପ୍ରତି ଧ୍ୟାନ ଦେଲେ ଉଚ୍ଚ ରକ୍ତଚାପ ସମସ୍ୟାରୁ ମୁକ୍ତି ପାଇପାରିବେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତ। ତେଣୁ କିଛି ଡାଏଟ୍‌ ପ୍ରତି ଧ୍ୟାନ ଦେଲେ ଉଚ୍ଚ ରକ୍ତଚାପ ସମସ୍ୟା ଦେଖାଦେବ ନାହିଁ। ଜାଣନ୍ତୁ ଏ…

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ଶୀତଦିନେ ଖାଆନ୍ତୁ ଏହାକୁ…

ଶୀତଦିନେ ମଟର ମିଳିଥାଏ। କଞ୍ଚା ମଟର ଖାଇଲେ ଶରୀରର ବହୁ ସମସ୍ୟା ଦୂରହୋଇଥାଏ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଏଥିରେ ପ୍ରଚୁର ପରିମାଣରେ ତନ୍ତୁଜ, ପୋଟାସିୟମ୍‌, କ୍ୟାଲସିୟମ୍‌, ମ୍ୟାଗ୍ନେସିୟମ୍‌ ଏବଂ ଅନ୍ୟ ଖଣିଜ ଲବଣ ରହିଥାଏ। ଏହା ଦ୍ୱାରା କୋଲେଷ୍ଟରଲସ୍ତର ନିୟନ୍ତ୍ରଣ…

ଶୀତଦିନେ ଖାଆନ୍ତୁ ଏହି ଫଳ

ଫଳ ଶରୀର ପାଇଁ ଲାଭଦାୟକ। ହେଲେ କେଉଁ ଫଳ କେତେବେଳେ ଖାଇବା ଆବଶ୍ୟକ ତାହା ମଧ୍ୟ ଜାଣିବା ଜରୁରୀ। ଆୟୁର୍ବେଦ ଅନୁଯାୟୀ ଶୀତଦିନେ ଖଟାଫଳ ଶରୀର ପାଇଁ ବେଶ୍‌ ଉପକାରୀ। ବିଶେଷ କରି ଲେମ୍ବୁ ଓ କମଳା ଖାଇବା ଭଲ। ଏଥିରେ…

ଘରେ ବୁଢିଆଣୀ ଜାଲ ରହିଥିଲେ ଆପଣାନ୍ତୁ ଘରୋଇ ଉପାୟ

ଘର ସଫା କରିବା ପରେ ବୁଢ଼ିଆଣୀ ଜାଲ ବା ଅଳନ୍ଧୁ ଦେଖିଲେ ଚିନ୍ତାରେ ପଡ଼ିଥାଉ, କିପରି ସଫା କରିବ। ବୁଢ଼ିଆଣୀ ଜାଲ ଦ୍ୱାରା ଘର ଅପରିଷ୍କାର ଦେଖାଯାଏ। ତା’ସହିତ ଘରକୁ ନକାରାତ୍ମକ ଶକ୍ତି ମଧ୍ୟ ପ୍ରବେଶ କରିଥାନ୍ତି ବୋଲି ବାସ୍ତୁରେ କୁହାଯାଇଛି।…

ମେଦବହୁଳତା ସମସ୍ୟା ନେଇ ଚିନ୍ତିତ କି ? ଖାଆନ୍ତୁ ଏହି ୫ ଫଳ

ପରିବର୍ତ୍ତିତ ଜୀବନଶୈଳୀ ମେଦବହୁଳତାର ମୁଖ୍ୟ କାରଣ। ଛୋଟରୁ ବଡ଼ ପ୍ରାୟ ସମସ୍ତେ ଏହାର ଶିକାର ହେଉଛନ୍ତି। ଏଥିରୁ ମୁକ୍ତି ପାଇବା ଲାଗି ନିଜ ଖାଦ୍ୟପେୟରେ ବିଶେଷ ଧ୍ୟାନ ଦେବା ଆବଶ୍ୟକ। ଅନେକ ସମୟରେ ଫଳରେ ସୁଗାର ରହିଥିବା ଯୋଗୁ ଏହା ଓଜନ…

ଶୋଇବା ପୂର୍ବରୁ ପିଅନ୍ତୁ ଏକ ଗ୍ଲାସ୍‌ ଉଷୁମ ପାଣି

ଶରୀରରେ ଜଳୀୟଅଂଶର ମାତ୍ରା ନିୟନ୍ତ୍ରଣରେ ରଖିବା ଲାଗି ପାଣି ପିଇବା ନିତ୍ୟାନ୍ତ ଆବଶ୍ୟକ। ଏହାଦ୍ୱାରା ବିଷାକ୍ତ ପଦାର୍ଥ ଶରୀରରୁ ବାହାରିଯାଇଥାଏ। ତେବେ କ’ଣ ଆପଣ ଜାଣନ୍ତି ଶୋଇବା ପୂର୍ବରୁ ଏକ ଗ୍ଲାସ ଉଷୁମ ପାଣି ପିଇବା ଦେହ ପାଇଁ ଖୁବ୍‌ ଭଲ।…

ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣ କରିବା ସହିତ ସ୍ମୃତିଶକ୍ତି ବଢ଼ାଇବା ପାଇଁ ଶୀତଦିନେ ଖାଆନ୍ତୁ ଏହାକୁ…

ମାଛ ଖାଇବା ଶରୀର ପାଇଁ ଭଲ। ଶୀତଦିନେ ମାଛ ଖାଇଲେ ଅନେକ ଫାଇଦା ମିଳିଥାଏ। ଏଥିରେ ଭିଟାମିନ୍‌, ମିନେରାଲ୍ସ ଏବଂ ଅନେକ ପ୍ରକାରର ପୋଷକ ତତ୍ତ୍ୱ ରହିଥାଏ। ଏସବୁ ଶରୀରକୁ ଅନେକ ପ୍ରକାରର ରୋଗରୁ ରକ୍ଷା କରିଥାଏ। ଶୀତ ଦିନେ ଏହାକୁ…

ମାତ୍ର ଅଧ ଘଣ୍ଟାଏ…

ଏବେ ଶୀତ ଦିନ। ମାତ୍ର ଅଧଘଣ୍ଟାଏ, କଅଁଳ ଖରା ବସନ୍ତୁ। ମିଳିବ ଅନେକ ଫାଇଦା। ବିଭିନ୍ନ ସମୟରେ ଚିକିତ୍ସା ବିଜ୍ଞାନୀମାନେ ଏପରି ପରାମର୍ଶ ଦେଇଥାନ୍ତି। କଅଁଳ ଖରାରେ କିଛି ସମୟ ବିତାଇଲେ ରକ୍ତ ସଞ୍ଚାଳନ ସ୍ବାଭାବିକ ହୋଇଥାଏ। ହାର୍ଟଆଟାକରୁ ମିଳିଥାଏ ମୁକ୍ତି।…

ଓଜନ କମ୍‌ କରିବାକୁ ଚାହୁଁଛନ୍ତି, ପ୍ରତିଦିନ ଖାଆନ୍ତୁ …

କମଳା ସ୍ବାସ୍ଥ୍ୟ ପାଇଁ ବହୁ ଲାଭଦାୟକ। ଯଦି ଓଜନ କମ୍‌ କରିବାକୁ ଚାହୁଁଛନ୍ତି ତେବେ ପ୍ରତିଦିନ କମଳା ଖାଆନ୍ତୁ। କମଳାରେ ଭିଟାମିନ୍‌ ‘ସି’ ଠାରୁ ଆରମ୍ଭ କରି ଅନେକ ପୋଷକ ତତ୍ତ୍ୱ ରହିଛି। ଏଥିରୁ କ୍ୟାଲୋରୀ ଏବଂ ଫାଇବର ପ୍ରଚୁର ମାତ୍ରାରେ…

କ୍ୟାନ୍‌ସର ଦୂରକରେ ଚା

ନୂଆଦିଲ୍ଲୀ: ଶୀତଦିନେ ଚା’ର ମଜା ନିଆରା। ଏମିତିକି ଭାରତରେ ଲୋକମାନେ କପେ ଚା’କୁ ଅନେକ ଗୁଡ଼ିଏ ସମସ୍ୟାର ସମାଧାନ ବୋଲି ଭାବନ୍ତି। ଥକାପଣ ମେଣ୍ଟାଇବା, ଥଣ୍ଡା ଆଦି ସମସ୍ୟା ଦୂରେଇବା ଏପରିକି ଅନେକେ ମୁଣ୍ଡବିନ୍ଧା ହେଲେ ପ୍ରଥମେ ଚା ପିଇବାକୁ ପ୍ରାଧାନ୍ୟ…

ଶୀତଦିନେ କାହିଁକି ଲଗାଇବେ ସୋରିଷ ତେଲ

ଶୀତଦିନେ ସୋରିଷ ତେଲ ମାଲିସ ହେଲେ ଶରୀର ସୁସ୍ଥ ରହିଥାଏ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ କହିଛନ୍ତି। ଏଥିରେ ରହିଛି ଆଇରନ୍‌, କ୍ୟାଲସିୟମ, ଫ୍ୟାଟି ଏସିଡ୍‌ ଓ ବିଟାକୈରୋଟିନ୍‌। ତେଣୁ ପ୍ରତିଦିନ ସକାଳେ ଏହି ତେଲ ମାଲିସ କରିବା ଭଲ। -ସମାନ ପରିମାଣର…

ଏହି ଉପାୟରେ ଦୂର କରନ୍ତୁ ବ୍ରଣ ସମସ୍ୟା

ଆଜିକାଲି ଯୁବପିଢ଼ିଙ୍କଠାରେ ବ୍ରଣ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଯୁବକମାନଙ୍କଠାରୁ ଯୁବତୀଙ୍କ ଠାରେ ଏହି ସମସ୍ୟା ବେଶୀ ଦେଖା ଦେଉଛି। ଫଳରେ ସେମାନେ ଚିନ୍ତିତ ହୋଇପଡୁଛନ୍ତି। ଔଷଧ ନ ଖାଇ ମଧ୍ୟ ପ୍ରାକୃତିକ ଉପାୟରେ ବ୍ରଣ ସମସ୍ୟା ଦୂର ହୋଇପାରିବ। ଜାଣନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?