ଜୀବନଚର୍ଯ୍ୟା

ଓଜନ କମ୍‌ କରିବାକୁ ଚାହୁଁଥିଲେ ଡାଏଟ୍‌ରେ ସାମିଲ କରନ୍ତୁ ଘିଅ

ଦେଶୀ ଘିଅ ନିୟମିତ ଭାବେ ଖାଇଲେ ଶରୀର ପାଇଁ ଉପକାରୀ ହୋଇଥାଏ। ଆର୍ୟୁବେଦ ଅନୁଯାୟୀ, ଗାଈ ଘିଅ ଖାଇଲେ ମୋଟାପଣ ଦୂର ହେବା ସହ ଏହା ପାଚନ ତନ୍ତ୍ରକୁ ମଧ୍ୟ ଠିକ ରଖିଥାଏ। ଘିଅର ନିୟମିତ ସେବନ ଦ୍ୱାରା ବ୍ୟକ୍ତି ନିଜ…

ତ୍ୱଚାରେ କୁପ୍ରଭାବ ପକାଏ ନିୟମିତ କରୁଥିବା ଏହି ୪ ଭୁଲ୍‌, ଜାଣନ୍ତୁ…

ସାଧାରଣତଃ ମହିଳାମାନେ ନିଜର ତ୍ୱଚାକୁ ନେଇ ଯତ୍ନବାନ ଥାନ୍ତି। ସୁନ୍ଦର ତ୍ୱଚା ପାଇବା ଲାଗି ସେମାନେ ବିଭିନ୍ନ ପ୍ରକାର ରସାୟନିକ ପଦାର୍ଥର ବ୍ୟବହାର କରିବାକୁ ପଛାଇ ନ ଥାନ୍ତି। ମାତ୍ର ପ୍ରତିଦିନ କରୁଥିବା କିଛି ଭୁଲ୍‌ ତ୍ୱଚା ଉପରେ କୂପ୍ରଭାବ ପକାଇ…

ପତଳା ଶରୀରକୁ ନେଇ ଚିନ୍ତିତ କି? ଆପଣାନ୍ତୁ ଏହି ଉପାୟ

କିଛି ଲୋକ ମୋଟା ଶରୀରକୁ ନେଇ ଚିନ୍ତିତ ଥିବାବେଳେ ଆଉ କିଛି ପତଳା ଶରୀରକୁ ନେଇ ଚିନ୍ତାରେ ଥା’ନ୍ତି। କିନ୍ତୁ ଏହି ଚିନ୍ତା ଦୂର କରିବା ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞ ଦେଉଥିବା ପରାମର୍ଶ ମାନିବା ଜରୁରୀ। କିଛି ଖାଦ୍ୟ ଅଛି, ଯାହା…

ଶୀତଦିନେ ଖାଆନ୍ତୁ ମକାରେ ତିଆରି ରୁଟି

ମକା ଶରୀର ପାଇଁ ବେଶ୍‌ ଲାଭଦାୟକ। ଏଥିରେ ରହିଛି ଫାଇବର, ଭିଟାମିନ୍ସ ଓ ପୋଷକ ତତ୍ତ୍ୱ। ଯାହା ଶରୀରକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ। ଏହା ଶୀଘ୍ର ହଜମ ହୋଇଥାଏ। ତେଣୁ ଡାକ୍ତରମାନେ ସବୁବେଳେ ମକା ଖାଇବାକୁ କୁହନ୍ତି। – ଯେଉଁମାନଙ୍କ…

ଚର୍ବି ନିୟନ୍ତ୍ରଣ କରେ କାଜୁ

ଡ୍ରାଏଫୁଡ଼ ତାଲିକାରେ ସର୍ବ ପ୍ରଥମେ ରହିଥାଏ କାଜୁ। ଏଥିରେ ଭରପୁର ମାତ୍ରାର ପ୍ରୋଟିନ, ଆଇରନ, ଫାଇବର, ମ୍ୟାଗ୍ନେସିୟମ, ଆଣ୍ଟି-ଅକ୍ସିଡ଼େଣ୍ଟ ଏବଂ ମିନେରାଲ ଆଦି ରହିଥାଏ। ଏହାର ସେବନ ଶରୀର ପ୍ରତି ଲାଭଦାୟକ ହୋଇଥାଏ। ଦିନକୁ ୨-୩ଟି କାଜୁ ଖାଇଲେ ଶରୀରରେ ଶକ୍ତି…

ଜନ୍ମରୁ ୫ ବର୍ଷ ଭିତରେ ଶିଶୁଙ୍କୁ ଏସବୁ ଟିକା ଜରୁରୀ

ପରିବେଶ ପ୍ରଦୂଷଣ ଯୋଗୁ ଶିଶୁମାନଙ୍କର ରୋଗ ପ୍ରତିଶେଧକ ଶକ୍ତି କମି କମି ଯାଉଛି ବୋଲି ଶିଶୁରୋଗ ବିଶେଷଜ୍ଞ ମତ ଦିଅନ୍ତି। ତେଣୁ ଶିଶୁଙ୍କୁ ଟିକାକରଣ ଜରୁରୀ ଅଟେ। ଫଳରେ ସେମାନଙ୍କର ରୋଗ ପ୍ରତିଶେଧକ ଶକ୍ତି ବୃଦ୍ଧି ପାଇବ। ଜାଣନ୍ତୁ ଜନ୍ମରୁ ୫…

ସକାଳୁ ପଇଡ ପାଣି ପିଇଲେ ମିଳିବ ଏହିସବୁ ଫାଇଦା

ପଇଡ ପାଣି ଶରୀର ପାଇଁ ଲାଭଦାୟକ ହୋଇଥାଏ। ସକାଳେ ଖାଲି ପେଟରେ ପଇଡ ପାଣି ପିଇବା ଫଳପ୍ରଦ ହୋଇଥାଏ। ଏଥିରେ ଥିବା ପୋଷକ ତତ୍ତ୍ୱ ଶରୀରରେ ରୋଗ ପ୍ରତିରୋକ ଶକ୍ତି ବଢିବା ସହ ଓଜନ କମ ହୋଇଥାଏ। ଯଦି ଆପଣ ବ୍ୟାୟାମ…

ଉପକାରୀ ଲବଙ୍ଗ ତେଲ

ଲବଙ୍ଗ ତେଲରେ ଅନେକ ଔଷଧୀୟ ଗୁଣ ଭରି ରହିଛି। ସ୍ବାସ୍ଥ୍ୟଜନିତ ଅନ୍ୟ ସମସ୍ୟା ସହିତ ସୁନ୍ଦର ତ୍ୱଚା ପାଇଁ ବି ଏହାକୁ ବ୍ୟବହାର କରାଯାଏ। ଏଥିରେ ଆଣ୍ଟିସେପ୍ଟିକ ଗୁଣ ସହିତ ଭିଟାମିନ-ସି, ଭିଟାମିନ-ଏ, ଆଣ୍ଟି-ବ୍ୟାକ୍ଟେରିଆଲ ଓ ଆଣ୍ଟି-ଇନ୍‌ଫ୍ଲାମେଣ୍ଟାରୀ ଗୁଣ ରହିଛି। ଆଉ…

ଗୁଡ଼ ବି ବଢ଼ାଏ ସୌନ୍ଦର୍ଯ୍ୟ: କିଭଳି ଜାଣନ୍ତୁ

ଚିନି ବଦଳରେ ଗୁଡ଼ ଖାଇବାକୁ ଡାକ୍ତରମାନେ ପରାମର୍ଶ ଦେଇଥାନ୍ତି। ଏପରିକି କିଛି ଲୋକ ଗୁଡ଼କୁ ପସନ୍ଦ କରିଥାନ୍ତି। ତେବେ କେବଳ ଯେ ସ୍ବାସ୍ଥ୍ୟ ତାହା ନୁହେଁ, ସୌନ୍ଦର୍ଯ୍ୟ ବଢ଼ାଇବାରେ ମଧ୍ୟ ଗୁଡ଼ର ଭୂମିକା ରହିଛି। ଏହା ଚେହେରା ସହ କେଶ ପାଇଁ…

ଏସବୁ ଘରୋର ଉପଚାରରେ ଦୂର ହେବ ଗ୍ୟାସ ସମସ୍ୟା

ବର୍ତ୍ତମାନ ସମୟରେ ପେଟ ଗ୍ୟାସ ହେବା ମୁଖ୍ୟ ସମସ୍ୟା ପାଲଟିଛି। ବେଳେବେଳେ ଗ୍ୟାସ ଯୋଗୁ ପେଟ ଦରଜ ହେବା ସହ ଭୀଷଣ ମୁଣ୍ଡ ବିନ୍ଧା ହୋଇଥାଏ। ବାନ୍ତି ବି ଲାଗିଥାଏ। ପେଟ ଫୁଲିବା ସହ ପାଚନ କ୍ରିୟାରେ ସମସ୍ୟା ଦେଖାଦେଇଥାଏ। ମେଡିସିନ…

ପିଲାଙ୍କ ମସ୍ତିଷ୍କ ବୃଦ୍ଧି କରେ ପ୍ରତ୍ୟହ ଗୋଟିଏ ଅଣ୍ଡା

ଓ୍ବାଶିଂଟନ୍‌: ଆମେରିକାର କେତେଜଣ ଗବେଷକଙ୍କ ମତାନୁଯାୟୀ ଶିଶୁଙ୍କୁ ଦୈନିକ ଗୋଟିଏ ଲେଖାଁ ଅଣ୍ଡା ଖାଇବାକୁ ଦେଲେ ସେମାନଙ୍କ ମସ୍ତିଷ୍କର ବିକାଶ ଠିକ୍‌ ଭାବେ ହୋଇଥାଏ। ଅଣ୍ଡା ପିଲାଙ୍କର କୋଲାଇନ୍‌ ଏବଂ ଡିଏଚ୍‌ଏ ସ୍ତର ବୃଦ୍ଧି କରିଥାଏ, ଯାହା ମସ୍ତିଷ୍କ ବିକାଶର ଏକ…

ରାତିରେ ନିଦ ହେଉନାହିଁ କି… କରନ୍ତୁ ଏଭଳି

ପରିବର୍ତ୍ତିତ ଜୀବନଶୈଳୀ ଲାଗି ନିଦ୍ରାହୀନତା ଏକ ସାଧାରଣ ସମସ୍ୟାରେ ପରିଣତ ହେଲାଣି। ରାତିସାରା ଅନିଦ୍ରା ରହିବା ବା ନିଦ ନ ହେବା ଲାଗି ଅନେକ ଲୋକ ବିଭିନ୍ନ ଔଷଧ ଖାଇଥାନ୍ତି। ମାତ୍ର ଏହା ଅନେକାଂଶରେ କ୍ଷତିକାରକ ହୋଇଥାଏ। ଯଦି ଆପଣଙ୍କ ପାଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?