କ୍ୟାନସର ଆଶଙ୍କା ହ୍ରାସ କରେ ପିଆଜ, ରସୁଣ
ପିଆଜ, ରସୁଣ ଏବଂ ପିଆଜ ପ୍ରଜାତିର ବିଭିନ୍ନ ପରିବା ସେବନ ଦ୍ୱାରା ଉଦର ଏବଂ ମଳାଶୟ କ୍ୟାନସର୍ ଆଶଙ୍କା ହ୍ରାସ ପାଇଥାଏ। ନିକଟରେ ହୋଇଥିବା ଏକ ଗବେଷଣାର ନିଷ୍କର୍ଷରୁ ଏହା ଜଣାପଡ଼ିଛି। ଆହାର ନାଳର ତଳ ଭାଗରେ ଥିବା ଉଦର ଏବଂ…
ରକ୍ତହୀନତା ଦୂରକରେ ସଜନା ଶାଗ
ଶରୀରରେ ରକ୍ତର ପରିମାଣ କମ୍ ହେଲେ ମନୁଷ୍ୟ ରୋଗାକ୍ରାନ୍ତ ହୋଇପଡେ। ତେବେ ଶରୀରରେ ରକ୍ତ କମିଗଲେ ଔଷଧ ପରିବର୍ତ୍ତେ କିଛି ଘରୋଇ ଉପଚାର କଲେ ଲାଭ ମିଳିଥାଏ। ଆୟୁର୍ବେଦ ଚିକିତ୍ସକଙ୍କ ମତରେ ସଜନା ଶାଗ ଆମକୁ ଅନେକ ରୋଗଠାରୁ ଦୂରେଇ ରଖିଥାଏ।…
ଏସବୁ ରୋଗରୁ ଦୂରେଇ ରହିବା ପାଇଁ, ସକାଳେ ପିଅନ୍ତୁ ଅଧାକପ ନାଲି ଚା’…
ନାଲି ଚା’ ପିଇବା ଶରୀର ପାଇଁ ଉପକାରୀ ସାବ୍ୟସ୍ତ ହୋଇଥାଏ। ଜାପାନର ଯୁବପିଢି ଓ ବୟସ୍କ ଲୋକ ନିୟମିତ ଭାବେ ନାଲି ଚା’ ପିଉଥିବାରୁ ସେମାନଙ୍କ ଶାରୀରିକ ସାମର୍ଥ୍ୟ ଭଲ ରହିଥାଏ ବୋଲି ଟୋକିଓ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣାରୁ ଜଣାପଡିଛି।…
ସ୍ତନ୍ୟପାନ କରାଉଥିବା ମା’ଙ୍କୁ ଡାଇବେଟିସ୍ ଆଶଙ୍କା କମ୍…
ଜନ୍ମ ପରେ ନବଜାତକଙ୍କୁ ସ୍ତନ୍ୟପାନ କରାଉଥିବା ମହିଳା ଡାଇବେଟିସ୍ରୁ ଦୂରେଇ ରୁହନ୍ତି। ସେମାନଙ୍କ କ୍ଷେତ୍ରରେ ଡାଇବେଟିସ୍ ଆଶଙ୍କା ହ୍ରାସ ପାଇଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି। ଶିଶୁଙ୍କୁ ୬ମାସ କିମ୍ବା ଏହାଠାରୁ ଅଧିକ ସମୟ ସ୍ତନ୍ୟପାନ କରାଇଲେ ଟାଇପ୍-୨ ଡାଇବେଟିସ୍…
ଚାଇନିଜ୍ ଡିଶ୍: ସାନ୍ତନା ସ୍ପେଶାଲ ଚିକେନ୍ ମ୍ୟାଜେଷ୍ଟିକ୍
ପର୍ଯ୍ୟଟନ ସହର ପୁରୀ। ପ୍ରତିଦିନ ଦେଶବିଦେଶର ପର୍ଯ୍ୟଟକ ଏଠାକୁ ଆସିଥାନ୍ତି। ପର୍ଯ୍ୟଟନ କ୍ଷେତ୍ରରେ ଆତିଥେୟତା ସହ ରୁଚିପୂର୍ଣ୍ଣ ଖାଦ୍ୟର ସମ୍ପର୍କ ବେଶ୍ ଗୁରୁତ୍ୱ ବହନ କରେ। ଏହାକୁ ଦୃଷ୍ଟିରେ ରଖି ପୁରୀ ସହରରେ ଥିବା ହୋଟେଲ, ରେଷ୍ଟୁରାଣ୍ଟରେ ବିଭିନ୍ନ ପ୍ରକାର ସୁଆଦିଆ…
ପୂଜାରେ ଫ୍ୟାଶନ
ଶାରଦୀୟ ଦୁର୍ଗାପୂଜା ପାଇଁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି ପର୍ବ। ମା’ଙ୍କୁ ସ୍ବାଗତ କରିବାକୁ ଚାରିଆଡେ ଚାଲିଛି ସଜବାଜ। ପୂଜାମଣ୍ଡପଗୁଡିକ ନିଜକୁ ପ୍ରସ୍ତୁତ କରିନେଇଥିବା ବେଳେ ଘରେ ଘରେ ମଧ୍ୟ ଦେଖିବାକୁ ମିଳିଛି ପାର୍ବଣର ମାହୋଲ। ପୂଜା ବଜାର ହୋଇଉଠିଛି ଚଳଚଞ୍ଚଳ। ପୂଜା…
ସାଇନସ୍ରୁ ଦୂରେଇ ରଖେ ଏହି ପତ୍ର ରସ…
ସାଇନସ୍ରୁ ମୁକ୍ତି ପାଇବା ପାଇଁ ଆୟୁବେର୍ଦରେ ଅନେକ ପ୍ରକାର ପରାମର୍ଶ ଦିଆଯାଇଥାଏ। ଏହି ରୋଗରେ ତୁଳସୀ ପତ୍ର ସକାଳେ ବାଟି ଏହାର ରସ ପିଇଲେ ସୁଫଳ ମିଳିଥାଏ । ଏହି କ୍ଷେତ୍ରରେ ଧଳା ତୁଳସୀ ତୁଳନାରେ କଳା ତୁଳସୀ ଅଧିକ ଉପଯୋଗୀ…
ମଧୁମେହ ରୋଗୀଙ୍କୁ କ୍ୟାନସର୍ ଆଶଙ୍କା ଅଧିକ
ସ୍ବିଡିଶ୍ ନ୍ୟାଶନାଲ୍ ଡାଇବେଟିସ୍ ରେଜିଷ୍ଟର୍(ଏନ୍ଡିଆର୍)ର ଗବେଷକଙ୍କ ଅନୁସାରେ, ମଧୁମେହ ଯୋଗୁ କ୍ୟାନସର୍ ଆଶଙ୍କା ବଢ଼ିପାରେ। ମଧୁମେହରେ ପୀଡ଼ିତ ୨୦ ପ୍ରତିଶତ ରୋଗୀଙ୍କୁ କୋଲୋରେକ୍ଟଲ୍ କ୍ୟାନସର୍ ଏବଂ ୫ ପ୍ରତିଶତ ଲୋକଙ୍କୁ ସ୍ତନ କର୍କଟ ହେବାର ଭୟ ଥାଏ। ଯେଉଁମାନଙ୍କୁ ପ୍ରଥମେ କ୍ୟାନସର୍…
ପରିବେଶ ବି ଆଣିଥାଏ ଦମ୍ପତିଙ୍କ ମଧ୍ୟରେ ଦୂରତା…
ଦମ୍ପତିଙ୍କ ମଧ୍ୟରେ ସମ୍ପର୍କ ପରିବେଶ ଉପରେ ମଧ୍ୟ ନିର୍ଭର କରିଥାଏ। ଗୋଟିଏ ଋତୁରେ ସେମାନଙ୍କ ମଧ୍ୟରେ ନିବିଡ଼ତା ବଢୁଥିବାବେଳେ ଅନ୍ୟ ଋତୁରେ ସେମାନେ ପରସ୍ପରଠାରୁ ଦୂରେଇ ରହିବାକୁ ପସନ୍ଦ କରନ୍ତି। ଗ୍ରୀଷ୍ମଋତୁରେ ଏଭଳି ଘଟଣା ଅଧିକ ଘଟିଥାଏ ବୋଲି ଟୋକିଓ ବିଶ୍ୱବିଦ୍ୟାଳୟର…
ଏସିଡିଟିରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ଅଧୁଆ ମୁହଁରେ କରନ୍ତୁ ଏପରି…
ପ୍ରତିଦିନ ସକାଳେ ମୁହଁ ନ ଧୋଇ ଦେଢ଼ ଗ୍ଲାସ୍ ବାସି ପାଣି ପିଇଲେ ଅନେକ ଉପକାର ମିଳିଥାଏ। ଏନେଇ ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏପରି କଲେ ପାଚନ କ୍ରିୟା ସ୍ବାଭାବିକ ହେବା ସହିତ ଏସିଡିଟି ସମସ୍ୟାରୁ ମୁକ୍ତି ମିଳିଥାଏ । କୋଷ୍ଠକାଠିନ୍ୟ…
ମଧୁମେହ ରୋଗୀଙ୍କ ପାଇଁ ବେଶ୍ ଉପକାରୀ ଆମ୍ବପତ୍ର
ଆମ୍ବ ପତ୍ରରେ ଭିଟାମିନ୍ ‘ସି’, ‘ବି’ ଏବଂ ‘ଏ’ ପ୍ରଚୁର ମାତ୍ରାରେ ଥାଏ। ଏହାଛଡ଼ା ଆଣ୍ଟିଅକ୍ସିଡାଣ୍ଟ ମଧ୍ୟ ଭରପୂର୍ ଥାଏ। ଜାଣନ୍ତି, ଏହି ଆମ୍ବପତ୍ରକୁ ମଧୁମେହ ରୋଗୀଙ୍କ ପାଇଁ ଏକପ୍ରକାର ବରଦାନ କହିଲେ ଅତ୍ୟୁକ୍ତି ହେବ ନାହଁି। ଯଦିଓ ଆମ୍ବ ଖାଇବା…
ଗେଣ୍ଡୁଫୁଲର ଉପକାରିତା
ଆଜିକା ଦିନରେ ପ୍ରଦୂଷଣ ଲୋକଙ୍କ ପାଇଁ ଏକ ବଡ଼ ସମସ୍ୟା ପାଲଟିଛି। ଯେଉଁ କାରଣରୁ ଅନେକ ଲୋକ ବିଭିନ୍ନ ପ୍ରକାର ରୋଗର ସମ୍ମୁଖୀନ ହେଉଛନ୍ତି, ସେଥିମଧ୍ୟରୁ ଏବେ ଚର୍ମ ରୋଗ ଜଟିଳ ରୂପ ଧାରଣ କରିଛି। ଏଥିରେ ଆକ୍ରାନ୍ତ ଲୋକଙ୍କୁ ଯାଦୁ,…
Archives


