ଜୀବନଚର୍ଯ୍ୟା

ହଳଦୀ ମିଶା କ୍ଷୀରପାନ ଅବସାଦ ଦୂରକରେ

ନୂଆଦିଲ୍ଲୀ: ରାତିରେ ଶୋଇବା ପୂର୍ବରୁ ଅଧାଗ୍ଲାସେ ହଳଦୀ ମିଶା କ୍ଷୀର ପିଇଲେ ବହୁ ଉପକାର ମିଳିଥାଏ। ଏହାଦ୍ୱାରା ସାରାଦିନର ଥକାପଣ ଦୂରହୋଇ ସୁଖନିଦ୍ରା ହୋଇଥାଏ। ଶରୀର ପୀଡ଼ାରୁ ମଧ୍ୟ ଏହା ମୁକ୍ତି ଦେଇଥାଏ। କ୍ଷୀରରେ ପ୍ରଚୁର ପରିମାଣରେ କ୍ୟାଲସିୟମ୍‌, ଆଇରନ୍‌, ପ୍ରୋଟିନ୍‌…

ଜାଣନ୍ତୁ ନଡ଼ିଆତେଲର ଉପକାରୀ ଗୁଣ ସମ୍ପର୍କରେ

ନଡ଼ିଆ ଖାଇବାକୁ ଯେତିକି ଭଲ ଲାଗିଥାଏ ତା’ର ତେଲ ମଧ୍ୟ ସେତିକି ସ୍ବାସ୍ଥ୍ୟ ଉପକାରୀ। ଏହାକୁ ନିୟମିତ ଖାଦ୍ୟ ପ୍ରସ୍ତୁତିରେ ବ୍ୟବହାର କରିବା ଫଳରେ ହାର୍ଟଠାରୁ ଆରମ୍ଭ କରି ପାଚନ ତନ୍ତ୍ରରେ କୌଣସି ସମସ୍ୟା ହୋଇ ନ ଥାଏ। ତେବେ ଜାଣନ୍ତୁ…

ହାର୍ଟକୁ ସୁସ୍ଥ ରଖିବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ଉପାୟ

ବ୍ୟସ୍ତବହୁଳ ଜୀବନଶୈଳୀ, ଖାଦ୍ୟପେୟରେ ଅନିୟମିତତା ଯୋଗୁ ଆମକୁ ନାନା ରୋଗ ଗ୍ରାସ କରୁଛି। ସେଥିମଧ୍ୟରୁ ଅନ୍ୟତମ ହୃଦ(ହାର୍ଟ)ରୋଗ । ଯଦି ମେଦବହୁଳତା ଏବଂ ଡାଇବେଟିସ ଅଛି, ତେବେ ହାର୍ଟର ଯତ୍ନ ନେବା ଜରୁରୀ। ନଚେତ୍‌ ଏହା ଅସମୟରେ ଜୀବନ ନେଇଯାଇପାରେ। ଚିନ୍ତା…

ସଂଖ୍ୟାକୁ ଦେଖିଲେ ଲାଗେ ଡର …

ପୃଥିବୀର ବିଭିନ୍ନ ଲୋକଙ୍କଠାରେ ନାନା ପ୍ରକାର ସମସ୍ୟା ଦେଖାଦେଇଥାଏ। ସେଥିମଧ୍ୟରୁ ଗୋଟିଏ ସମସ୍ୟା ହେଉଛି ସଂଖ୍ୟାକୁ ଦେଖିଲେ ଡର ଲାଗିବା। ଏହାକୁ ଡାକ୍ତରୀ ଭାଷାରେ ଆରିଥ୍‌ମୋଫୋବିଆ କୁହାଯାଇଥାଏ। କେତେକ ଏହାକୁ ନ୍ୟୁମେରୋଫୋବିଆ ମଧ୍ୟ କୁହନ୍ତି। ଏଭଳି ସମସ୍ୟା ଥିବା ଲୋକ ଅବା…

ଏସବୁ ଖାଦ୍ୟ ଆର୍ଥରାଇଟିସ୍‌ରୁ ରଖେ ଦୂରେଇ…

ପରିବର୍ତ୍ତିିତ ଜୀବନ ଶୈଳୀ ଏବଂ ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଆଣ୍ଠୁଗଣ୍ଠି ବିନ୍ଧା ସମସ୍ୟା ଦେଖାଦେଇଥାଏ। ଏହାକୁ ଡାକ୍ତରମାନେ ଆର୍ଥରାଇଟିସ୍‌ କୁହାଯାଇଥାଏ। ଏହି ସମସ୍ୟାରେ ଗଣ୍ଠି ସ୍ଥାନରେ ଥିବା କୋମଳ ଲିଗାମେଣ୍ଟ୍‌ ଏବଂ କାର୍ଟିଲଜି ଟାଣ ହୋଇଯାଇଥାଏ। ଫଳରେ ଚାଲବୁଲ୍‌ କରିବା…

ରକ୍ତଚାପ ନିୟନ୍ତ୍ରଣ କରେ ଅଳେଇଚ

ବଡ ଅଳେଇଚ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍‌-ସି ଏବଂ ପୋଟାସିୟମ ଭରପୂର ମାତ୍ରାରେ ଥାଏ। ଏହା ଶରୀରରୁ ବିଷାକ୍ତ ପଦାର୍ଥଗୁଡିକ ବାହାର କରିବାରେ ସହାୟକ ହୋଇଥାଏ। ଶ୍ୱାସରୋଗୀ ପ୍ରତିଦିନ ଅଳେଇଚ ଖାଇବା ଆବଶ୍ୟକ। ଥଣ୍ଡା-କାଶ,…

ଏସବୁ ଲକ୍ଷଣ ଥିଲେ ହୋଇପାରେ ବ୍ରେନ ଟ୍ୟୁମର

ରୋଗ ଯେତେ ବଡ଼ ହେଉନା କାହିଁକି, ଠିକ୍‌ ସମୟରେ ଉପଯୁକ୍ତ ଚିକିତ୍ସା କଲେ ଉପଶମ ମିଳିବାର ସମ୍ଭାବନା ବେଶ୍‌ ଅଧିକ ରହିଥାଏ। ତେଣୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଠିକ୍‌ ସମୟରେ ରୋଗ ନିରୂପଣ କରିବା। ରୋଗ ନିରୂପଣ କରିବାକୁ ହେଲେ…

ହଟ୍‌ ଷ୍ଟୋନ୍‌ ମସାଜ୍‌ ରଖେ ଏସବୁ ରୋଗରୁ ଦୂରେଇ…

ବିଭିନ୍ନ ଶାରୀରିକ ସମସ୍ୟା କ୍ଷେତ୍ରରେ ହଟ୍‌ ଷ୍ଟୋନ୍‌ ମସାଜ୍‌ ଯୋଗୁ ସୁଫଳ ମିଳିଥାଏ। ଏହି ପ୍ରକାର ଚିକିତ୍ସାରେ ପଥରକୁ ଗରମ କରି ଶରୀରର ନିର୍ଦ୍ଦିଷ୍ଟ ସ୍ଥାନରେ ରଖାଯାଇଥାଏ। ପଥରର ତାପମାତ୍ରା ସମ୍ପୃକ୍ତ ସ୍ଥାନର ମାଂସପେଶୀକୁ ସତେଜ କରେ। ଫଳରେ ରକ୍ତ ସଞ୍ଚାଳନ…

ରାତିରେ ଶୋଇବା ପୂର୍ବରୁ ପିଅନ୍ତୁ ଏଥିରୁ ଅଧାଗ୍ଲାସେ …

ରାତିରେ ଶୋଇବା ପୂର୍ବରୁ ଅଧାଗ୍ଲାସେ ହଳଦୀ ମିଶା କ୍ଷୀର ପିଇଲେ ବହୁ ଉପକାର ମିଳିଥାଏ। ଏହାଦ୍ୱାରା ସାରାଦିନର ଥକାପଣ ଦୂରହୋଇ ସୁଖନିଦ୍ରା ହୋଇଥାଏ। ଶରୀର ପୀଡ଼ାରୁ ମଧ୍ୟ ଏହା ମୁକ୍ତି ଦେଇଥାଏ। କ୍ଷୀରରେ ପ୍ରଚୁର ପରିମାଣରେ କ୍ୟାଲସିୟମ୍‌, ଆଇରନ୍‌, ପ୍ରୋଟିନ୍‌ ଏବଂ…

ବିଟ୍‌ରୁଟ୍‌ ମୋଦକ

ବିଟ୍‌ରୁଟ୍‌ ମୋଦକ ଆବଶ୍ୟକ ସାମଗ୍ରୀ: ୨ କପ୍‌ ବେସନ, ୨ ଟେବଲ୍‌ ସ୍ପୁନ୍‌ ରାଓ୍ବା/ସୁଜି, ୨ଟି ସିଝା ବିଟ୍‌ରୁଟ ପେଷ୍ଟ କିମ୍ବା ୧/୪ ଟିସ୍ପୁନ୍‌ ବିଟ୍‌ରୁଟ୍‌ କଲର, ୧.୫ କପ୍‌ ପାଣି, ଛାଣିବା ଲାଗି ଆବଶ୍ୟକ ତେଲ। ସିରା ଲାଗି- ଏକ…

ଫିଟ୍‌ ରଖେ ଅଁଳା

ପ୍ରତିଦିନ ଅଁଳା ଖାଇବା ଏକ ଭଲ ଅଭ୍ୟାସ। କାରଣ ଏଥିରେ ଭରି ରହିଛି ଅନେକ ଔଷଧିୟ ଗୁଣ ଯାହାକି ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟାଠୁ ଦୂରେଇ ରଖିବାରେ ବେଶ୍‌ ସହାୟକ… ଗ୍ୟାସ୍‌ କିମ୍ବା ଏସିଡିଟି ସମସ୍ୟା ଥିଲେ ଅଁଳା ଆପଣଙ୍କ ଲାଗି…

ଅତୁଟ ସମ୍ପର୍କ

ସ୍ବାମୀସ୍ତ୍ରୀଙ୍କ ଯୋଡ଼ି ଏକ ଅପୂର୍ବ ସମ୍ପର୍କ, ଯେଉଁ ସମ୍ପର୍କ ଭିତରେ ଭରିରହିଥାଏ ଗଭୀର ଭଲ ପାଇବା, ସ୍ନେହ, କର୍ତ୍ତବ୍ୟବୋଧ। ଆଉ କେବେ କେବେ ମତାନ୍ତର ପୁଣି ମନାନ୍ତର ବି। ତେବେ ଏ ସବୁ ଭିତରେ ଏହି ସମ୍ପର୍କକୁ ସାରା ଜୀବନ ଅତୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?