ଜୀବନଚର୍ଯ୍ୟା

ମେଦବହୁଳତାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ଥଣ୍ଡା କ୍ଷୀର ପିଇଲେ ଅନେକ ସୁଫଳ ମିଳିଥାଏ। ଏହା ଦ୍ୱାରା ଗ୍ୟାସ୍‌ଟ୍ରିକ୍‌ ସମସ୍ୟା ଦୂର ହୁଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ମେଦବହୁଳ ରୋଗୀଙ୍କ ପାଇଁ ଏହା ମହୌଷଧୀ ଭଳି କାମ କରେ। କ୍ଷୀର ପିଇଲେ ମେଦବହୁଳତା ହୋଇଥାଏ ବୋଲି କେତେକ…

ଘାସରେ ଖାଲିପାଦରେ ଚାଲିବା ଲାଭଦାୟକ: କେବେ ହେବନି ଏହି ରୋଗ

ପାର୍କ ବା ଘାସ ଉପରେ ଖାଲିପାଦରେ ଚାଲିବା ଶରୀର ପାଇଁ ଲାଭଦାୟକ। ଏହା ଦ୍ୱାରା ଅନେକ ମାରାତ୍ମକ ରୋଗ ମଧ୍ୟ ଭଲ ହୋଇଥାଏ। ଜାଣିବା ସେ ସମ୍ପର୍କରେ- ଗୋଡ଼ ଫୁଲିବା ଦୂର ହୁଏ: ବୟସ ବଢ଼ିବା ସାଙ୍ଗକୁ ଗୋଡ଼ ଫୁଲିବା ପରି…

ଅନେକ ରୋଗରୁ ମୁକ୍ତି ଦିଏ କେଶର

ଫୁଲର କେଶର ବିଷୟରେ ସମସ୍ତେ ଅଳ୍ପବହୁତେ ଜାଣନ୍ତି। ତେବେ ସ୍ବାଦ ଏବଂ ସୌନ୍ଦର୍ଯ୍ୟ କଥା ଉଠିଲେ ସର୍ବପ୍ରଥମେ କେଶରର ନାମ ଆସିଥାଏ। ଏହି କେଶର ଅନେକ ଅସାଧ୍ୟ ରୋଗ ପାଇଁ ରାମବାଣ ସଦୃଶ ହୋଇଥାଏ। କ୍ୟାନ୍‌ସର: କ୍ୟାନ୍‌ସର ପରି ମାରାତ୍ମକ ରୋଗ…

ଅବସାଦ ଦୂର କରେ ଶାସ୍ତ୍ରୀୟ ସଙ୍ଗୀତ

ଜଞ୍ଜାଳପୂର୍ଣ୍ଣ ଜୀବନରେ ଶାନ୍ତିରେ ନିଃଶ୍ୱାସ ମାରିବା ଏବେ କଷ୍ଟକର। ପିଲାଠୁ ନେଇ ବୟସ୍କ ସଭିଏଁ ନିଜ ନିଜ କ୍ଷେତ୍ରରେ ଚିନ୍ତିତ। ଏମିତିରେ ଅବସାଦ ଶରୀରକୁ ସମ୍ପୂର୍ଣ୍ଣ ଅସୁସ୍ଥ କରିପକାଇଛି। ଅବସାଦରୁ ମୁକ୍ତି ପାଇଁ ବୈଜ୍ଞାନିକମାନେ ଏକ ନିଆରା ଉପାୟ ସନ୍ଧାନ କରିଛନ୍ତି।…

ବର୍ଷାଦିନେ ଗହଣାର ଯତ୍ନ

ସୁନାରୁପା ଅପେକ୍ଷା ଆଜିକାଲି ପ୍ଲାଟିନମ ଓ ଇମିଟେସନ୍‌ ଗହଣାର ବେଶ୍‌ ଚାହିଦା ରହିଛି। କମ୍‌ ଖର୍ଚ୍ଚରେ ମିଳୁଥିବା ଏହି ଗହଣା ପିନ୍ଧିବା ପାଇଁ ମଧ୍ୟ ହାଲୁକା। କିନ୍ତୁ ବର୍ଷାଦିନରେ ଏହାର ଅଧିକ ଯତ୍ନ ନେବା ଦରକାର ନଚେତ୍‌ ଏହା କଳା ପଡ଼ିଯିବ।…

ଏସବୁ ରୋଗରୁ ବି ଦୂରେଇ ରଖେ ଆମ୍ବ ଟାକୁଆ…

ଆମ୍ବ ଶରୀର ପାଇଁ ଉପକାରୀ। ଏହା ସହିତ ଆମ୍ବ ଟାକୁଆ ମଧ୍ୟ ଶରୀର ପାଇଁ ବେଶ୍‌ ଲାଭପ୍ରଦ। ଟାକୁଆରୁ କୋଇଲି ବାହାର କରି ଏହାକୁ ଶୁଖାଇ ଗୁଣ୍ଡ କରି ପ୍ରତିଦିନ ସକାଳେ ଖାଲିପେଟରେ ଗ୍ଲାସେ ଉଷୁମ ପାଣି ସହ ଖାଇଲେ କୋଲଷ୍ଟରଲସ୍ତର…

କାଶ, କଫ ଭଲ କରେ ଗୋଲମରିଚ

ଭୋଜନରେ ଗୋଲମରିଚର ବ୍ୟବହାର ଯେ କେବଳ ସ୍ବାଦ ବଢ଼ାଇବା ପାଇଁ ହୁଏ ଭାବିବା ସମ୍ପୂର୍ଣ୍ଣ ଭୁଲ୍‌। ଅନେକ କ୍ଷେତ୍ରରେ ଏହାର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ। ଗୋଲମରିଚକୁ କୌଣସି ଔଷଧ ସହ ସେବନ କଲେ ତାହା ଔଷଧର ପ୍ରଭାବକୁ ବୃଦ୍ଧି…

ଲୁଣପାଣିରେ ଗାଧୋଇଲେ ତ୍ୱଚାରେ ଆସିଥାଏ ଚମକ

ଲୁଣ ବିନା ଖାଦ୍ୟ ସ୍ବାଦହୀନ। ଲୁଣ ବେଶି ହେଲେ ଖାଇହେବ ନାହିଁ କିମ୍ବା କମିଗଲେ ମଧ୍ୟ ଖାଇହେବ ନାହିଁ। ଲୁଣ ଆମ ଦୈନନ୍ଦିନ ଜୀବନରେ ଖୁବ୍‌ ଦରକାରୀ। କେବଳ ଖାଦ୍ୟ ପାଇଁ ନୁହେଁ, ଏହା ତ୍ୱଚା ପାଇଁ ମଧ୍ୟ ଖୁବ୍‌ ଉପକାରୀ।…

ବହୁ ଉପକାରୀ ଛେଳି କ୍ଷୀର, ଭଲ ହୋଇଥାଏ ଏସବୁ ରୋଗ

କ୍ଷୀର ସ୍ବାସ୍ଥ୍ୟ ପ୍ରତି ବହୁ ଉପକାରୀ। ଏଥିରେ କ୍ୟାଲସିୟମ, ପ୍ରୋଟିନ୍‌, ପଟାସିୟମ ଏବଂ ଭିଟାମିନ୍‌ ଡି ପ୍ରଚୁରମାତ୍ରାରେ ରହିଛି। ଅଧିକାଂଶ ଲୋକ ଗାଈ, ମଇଁଷି କ୍ଷୀର ପିଇଥାନ୍ତି। କିନ୍ତୁ ଛେଳି କ୍ଷୀର ବି ସ୍ବାସ୍ଥ୍ୟ ପାଇଁ ବହୁ ଉପକାରୀ। ଏହା ଇମିନୋ…

ପନିର ନୁରାନି

ପର୍ଯ୍ୟଟନ ସହର ପୁରୀରେ ପର୍ଯ୍ୟଟକଙ୍କ ସମାଗମକୁ ଦୃଷ୍ଟିରେ ରଖି ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ବିଭିନ୍ନ ପ୍ରକାର ଖାଦ୍ୟ ପ୍ରସ୍ତୁତ କରାଯାଏ । ବଳିଆପଣ୍ଡାସ୍ଥିତ ହୋଟେଲ ଲକି ଇଣ୍ଡିଆ ରୟାଲ ହେରିଟେଜରେ ଗ୍ରାହକଙ୍କୁ ସୁସ୍ବାଦୁ ବ୍ୟଞ୍ଜନ ପ୍ରଦାନ କରାଯାଏ । ଏଠାରେ ଉଭୟ…

ଏସିଡିଟି ସମସ୍ୟାର ସମାଧାନ ହାତ ପାଆନ୍ତାରେ…

ପରିବର୍ତ୍ତିତ ଜୀବନ ଶୈଳୀର ପ୍ରଭାବ ଯୋଗୁ କେତେକଙ୍କ କ୍ଷେତ୍ରରେ ଏସିଡ଼ିଟି ସମସ୍ୟା ଦେଖାଯାଇଥାଏ। ତେବେ ହାତ ପାଆନ୍ତାରେ ଏହି ସମସ୍ୟାର ସମାଧାନ ରହିଛି। ସକାଳୁ ଖାଲି ପେଟରେ ଲାଉ ରସ ପିଇଲେ ଏସିଡିଟି ସମସ୍ୟାରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ…

ଡାଇବେଟିସ୍‌, ରକ୍ତଚାପରୁ ଦୂରେଇ ରହିବା ପାଇଁ ଖାଆନ୍ତୁ ଏସବୁ

ଆଜିକାଲି ଡାଇବେଟିସ୍‌, ରକ୍ତଚାପରେ ଅଧିକାଂଶ ପୀଡ଼ିତ। ସ୍ବାସ୍ଥ୍ୟ ହିଁ ସମ୍ପଦ। ତେଣୁ ଏଥିରୁ ମୁକ୍ତି ପାଇବା ପାଇଁ ଏମିତି କିଛି ଖାଦ୍ୟ ଉପରେ ଧ୍ୟାନ ଦେଲେ ନିରୋଗ ରହିବେ। ଏକ ରିପୋର୍ଟରୁ ପ୍ରକାଶ ଯେ, ଡାଇବେଟିସ୍‌, ରକ୍ତଚାପ ନିୟନ୍ତ୍ରଣ ପାଇଁ ଆତ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri