ଜୀବନଚର୍ଯ୍ୟା

ହାର୍ଟ ଆଟାକ୍‌ ଆଶଙ୍କା କମ୍‌ କରେ ଏହି ପତ୍ର

ଓସ୍ତ ପତ୍ରରେ ଅନେକ ଔଷଧୀୟ ଗୁଣ ରହିଛି। ଓସ୍ତ ପତ୍ରରେ ଭିଟାମିନ୍‌ ଏବଂ ଅନେକ ଆଣ୍ଟିଅକ୍ସିଡେଣ୍ଟ ତତ୍ତ୍ୱ ରହିଛି। ଯାହା ଶରୀର ବିଭିନ୍ନ ଗମ୍ଭୀର ରୋଗ ଦୂର କରିବାର କ୍ଷମତା ରଖିଛି। ଓସ୍ତ ପତ୍ରକୁ ବ୍ୟବହାର କରି ହାର୍ଟ ଆଟାକ ପରି…

ଶୀତଦିନେ ରାତିରେ ଶୋଇବା ପୂର୍ବରୁ ଏହାକୁ ପାଦରେ କରନ୍ତୁ ମାଲିସ୍‌ …

ଶୀତଦିନେ କେତେକଙ୍କର ପାଦ ଫାଟିଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ରାତିରେ ଶୋଇବା ପୂର୍ବରୁ ପାଦରେ ମଏଶ୍ଚର ମାଲିସ କଲେ ସୁଫଳ ମିଳିଥାଏ। ସୋରିଷ ତେଳରେ ଦୁଇ କୋଲା ରସୁଣ ଫୁଟାଇ ଏହାକୁ ଉଷୁମ ଥିବା ସମୟରେ ପାଦ ଏବଂ…

ଦୃଷ୍ଟିଶକ୍ତି ପ୍ରଖର କରେ ମର୍ନିଂ ଓ୍ବାକ୍‌

ଆଜିକାଲି ଅନେକେ ନିଜର ଦୈନନ୍ଦିନ ଜୀବନ ତାଲିକାରେ ବ୍ୟାୟାମକୁ ସାମିଲ କରୁଛନ୍ତି। ପ୍ରତିଦିନ ସକାଳୁ ଅତିକମ୍‌ରେ ଅଧ ଘଣ୍ଟାଏ ଚାଲିଲେ ତାହାର କେତେ ସୁଫଳ ମିଳେ ତାହା ଅନୁଭବୀ ହିଁ ଜାଣେ। ନିୟମିତ ମର୍ନିଂ ଓ୍ବାକ୍‌ କରିବା ଦ୍ୱାରା ଦୃଷ୍ଟିିଶକ୍ତି ଆହୁରି…

ଅଳ୍ପ ଶୋଇବା ଅସ୍ଥିକୁ ପ୍ରଭାବିତ କରେ

ଆମେ ରାତିରେ ଅତିକମ୍‌ରେ ୭-୮ ଘଣ୍ଟା ବିଶ୍ରାମ ନେବା ଆବଶ୍ୟକ। ନ ହେଲେ ତାହାର ପ୍ରଭାବ ଶରୀର ଉପରେ ପଡ଼ିଥାଏ। ବିଶେଷଭାବରେ ବୟସ ବଢ଼ିବା ସହ ଏଥିପ୍ରତି ଅଧିକ ଦୃଷ୍ଟିଦେବା ଦରକାର। ଯଦି ଜଣେ ବୟସ୍କ ବ୍ୟକ୍ତି ରାତିରେ ଅଳ୍ପ ସମୟ…

ଓଜନ କମାଇବାର ସହଜ ଉପାୟ

ଓଜନ କମାଇବାର ଏକ ସହଜ ତଥା ସରଳ ଉପାୟ ରହିଛି। ପୁଣି ଏଥିପାଇଁ ଅଧିକ ପରିଶ୍ରମ ମଧ୍ୟ କରିବାକୁ ପଡ଼ିବ ନାହିଁ। ବାସ୍‌, ପ୍ରତିଦିନ ଗୋଟିଏ କାମ ହିଁ କରିବାକୁ ପଡ଼ିବ। ତାହା କ’ଣ ଜାଣନ୍ତି ? ତଳେ ବସି ଖାଇବା।…

ଉପକାରୀ ପାଚିଲା କଦଳୀ

କେବଳ କଞ୍ଚା ନୁହେଁ, ପାଚିଲା କଦଳୀରେ ମଧ୍ୟ ସ୍ବାସ୍ଥ୍ୟୋପକାରୀଗୁଣ ଭରି ରହିଛି। ସେ ସମ୍ପର୍କରେ ଟିପ୍ସ.. ପ୍ରମୁଖ ଉତ୍ସ ହେଉଛି ପାଚିଲା କଦଳୀ। ଆପଣଙ୍କର ଭୋକଜନିତ ସମସ୍ୟା ରହିଛି କି ? ଯଦି ହଁ, ତେବେ ପାଚିଲା କଦଳୀକୁ ଖାଦ୍ୟ ତାଲିକାରେ…

ବ୍ଲଡ୍‌ କ୍ୟାନ୍‌ସର

‘କ୍ୟାନ୍‌ସର : ନୋ ଆନ୍‌ସର’ ବୋଲି ଅନେକଙ୍କ ମନରେ ଧାରଣା ରହିଛି। ହେଲେ ପ୍ରାରମ୍ଭିକ ସ୍ତରରେ ଏହା ଚିହ୍ନଟ ହୋଇ ଉପଯୁକ୍ତ ଚିକିତ୍ସା କରାଯାଇପାରିଲେ କେତେକ କ୍ଷେତ୍ରରେ କ୍ୟାନ୍‌ସରରୁ ଆରୋଗ୍ୟ ମିଳିବାର ଉଦାହରଣ ରହିଛି। ହେଲେ ଏହା ଯଦି ଗୁରୁତର ଅବସ୍ଥାରେ…

ସ୍ବାସ୍ଥ୍ୟସେବାର ପରିପ୍ରକାଶ

‘ସ୍ବାସ୍ଥ୍ୟ ସାଧାରଣତଃ ଶାରୀରିକ, ମାନସିକ ଓ ସାମାଜିକ ସ୍ତରର ସୁସ୍ଥତାକୁ ବୁଝାଇଥାଏ। ଏହା ସହ ମଧ୍ୟ ‘ଆଧ୍ୟାତ୍ମିକ’ ସ୍ବାସ୍ଥ୍ୟକୁ ଅଣାଯାଇପାରିବ। ସୁସ୍ଥ ନାଗରିକମାନେ ଦେଶର ମୂଳଧନ ଓ ସମ୍ବଳ। ସେମାନେ କାର୍ଯ୍ୟକ୍ଷମ ହେଲେ ଦେଶର ଆର୍ଥିକ ମାନଦଣ୍ଡ ମଜଭୁତ ହେବ। କୃଷି,…

ମୂଳା ସହ ଏସବୁ ଖାଦ୍ୟ ମନା

ଅଧିକାଂଶ ସମୟରେ ମୂଳାକୁ ସାଲାଡ ଭାବେ ଖିଆଯାଇଥାଏ। କିନ୍ତୁ ଏମିତି କିଛି ଖାଦ୍ୟ ଅଛି ଯାହାକୁ ଏକାଠି ଖାଇବା କ୍ଷତିକାରକ ବୋଲି କୁହାଯାଏ। ବିଶେଷ କରି ମୂଳାକୁ କେତେଗୁଡିଏ ଖାଦ୍ୟ ସହ ଖାଇବାକୁ ଆୟୁର୍ବେଦରେ ବାରଣ କରାଯାଇଛି। କ୍ଷୀର: ମୂଳା ବା…

ସମ୍ପର୍କକୁ ମଜଭୁତ କରେ ଉପହାର

ସମ୍ପର୍କକୁ ବି ମଜବୁତ କରିଥାଏ ଉପହାର। ତେବେ ଏହି ଉପହାର କିଭଳି ହେବା ଆବଶ୍ୟକ ଜାଣନ୍ତୁ ସେ ସମ୍ପର୍କରେ କିଛି କଥା.. ବନ୍ଧୁଙ୍କୁ ଖୁସିରେ ଦେଖିବାକୁ ଚାହୁଁଥିଲେ, ଏମିତି କିଛି ଉପହାର ଦିଅନ୍ତୁ, ଯାହା ସୃଜନଶୀଳ ହୋଇଥିବ। ପର୍ସନାଲାଇଜ୍‌ଡ କଫି ମଗ୍‌…

ସ୍ବାସ୍ଥ୍ୟ ପାଇଁ ହିତକର ସାଇକେଲିଂ

ଯାତାୟାତ ଲାଗି ସାଇକେଲ ସ୍ବାସ୍ଥ୍ୟ ପାଇଁ ହିତକର । ଆଜିକାଲିର ଲାଇଫ୍‌ ଷ୍ଟାଇଲ୍‌ ଓ ଖାଦ୍ୟପେୟ ଦିନକୁ ଦିନ ଲୋକଙ୍କୁ ରୁଗ୍ଣ କରିଦେଉଛି। ଅଧିକ ଫ୍ୟାଟ୍‌ ଜାତୀୟ ଖାଦ୍ୟ ସାଙ୍ଗକୁ ବ୍ୟାୟାମର ଅଭାବ ଓ ଅଫିସ୍‌ରେ ବସି ରହି କାମ କରିବା…

ଏପରି ଲକ୍ଷଣ ଜଣାଇଦିଏ ହାର୍ଟ ଆଟାକ୍‌ର ପୂର୍ବ ସୂଚନା…

ହାର୍ଟ ଆଟାକ୍‌ କ୍ଷେତ୍ରରେ କେତେକ ସାଧାରଣ ଲକ୍ଷଣ ଦେଖାଯାଇଥାଏ। ସେ ସମ୍ପର୍କରେ ଜାଣନ୍ତୁ… -ଛାତିରେ ଯନ୍ତ୍ରଣା: ହାର୍ଟ ପମ୍ପିଂରେ ବାଧା ଯୋଗୁ ଏହା ହୋଇଥାଏ। -ବାରମ୍ବାର ନିଶ୍ୱାସ ପ୍ରଶ୍ୱାସ ନେବା ବା ଧଇଁ ସଇଁ ହେବା: ହାର୍ଟକୁ ପର୍ଯ୍ୟାପ୍ତ ପରିମାଣର ରକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?