ଏହି ପାଣି କିଡ୍ନୀ ଷ୍ଟୋନ୍ରୁ ରଖେ ଦୂରେଇ…
ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ କିଡ୍ନୀ ଷ୍ଟୋନ୍ ସମସ୍ୟା ଦେଖାଦେଇଥାଏ। ସପ୍ତାହରେ ୨-୩ଥର ପଇଡ଼ ପାଣି ପିଇଲେ ଏହି ସମସ୍ୟା ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏଥିରେ ମ୍ୟାଗ୍ନେସିୟମ୍ ଏବଂ ପୋଟାସିୟମ୍ ଥାଏ।…
ଶିର୍ ଖୁରମା
ଆବଶ୍ୟକ ସାମଗ୍ରୀ : ସିମେଇ- ୫୦ ଗ୍ରାମ ଚିନି- ୨୫ ଗ୍ରାମ କ୍ଷୀର- ୧ ଲିଟର ଘିଅ- ୫୦ ଗ୍ରାମ ମିଲ୍କ ମେଡ୍- ୧ କପ୍ କାଜୁ, କିସ୍ ମିସ୍- ୩୦ ଗ୍ରାମ ଆଲମଣ୍ଡ- ୧୫ ପିସ୍ ପିସ୍ତା- ୧୫ ପିସ୍…
ମେଦବହୁଳତାରୁ ବି ଦୂରେଇ ରଖେ ଚୁଇଗମ୍…
ଚୁଇଗମ୍ ଚୋବାଇବା ଦ୍ୱାରା ଅନେକ ସୁଫଳ ମିଳିଥାଏ। ଏହାଦ୍ୱାରା ପାଚନ କ୍ରିୟା ସ୍ବାଭାବିକ ହୁଏ। ନିୟମିତ ଚୁଇଗମ୍ ଚୋବାଇଲେ ପାଟିରୁ ଅଧିକ ଲାଳ କ୍ଷରଣ ହୋଇଥାଏ। ଏହା ଖାଦ୍ୟ ହଜମରେ ସହାୟକ ହୋଇଥାଏ। ଚୁଇଗମ୍ ଚୋବାଇବା ଦ୍ୱାରା ପ୍ରତି ଘଣ୍ଟାରେ ଶରୀରରୁ…
ଏହିସବୁ ଖାଦ୍ୟ ଖାଇବା ପରେ କ୍ଷୀର ପିଇବା ଅନୁଚିତ
ପ୍ରତିଦିନ କ୍ଷୀର ପିଇବା ଶରୀର ପାଇଁ ଖୁବ୍ ଲାଭଦାୟକ। ଏହା ଶରୀରକୁ ଶକ୍ତି ଯୋଗାଇବା ସହିତ ଅନେକ ରୋଗ ସହ ଲଢ଼ିଥାଏ। ମାତ୍ର ଏପରି କିଛି ଖାଦ୍ୟ ଅଛି ଯାହାକୁ ଖାଇବା ପରେ କ୍ଷୀର ପିଇଲେ ଶରୀର ପ୍ରତି କ୍ଷତି ପହଞ୍ଚାଇଥାଏ।…
ଖାଲି ପେଟରେ ଖାଆନ୍ତୁନି ଏସବୁ ଖାଦ୍ୟ : ସ୍ବାସ୍ଥ୍ୟପ୍ରତି ହୋଇପାରେ କ୍ଷତିକାରକ
ସୁସ୍ଥ ଶରୀର ପାଇଁ ପ୍ରତିଦିନ ଆମେ ଖାଦ୍ୟରେ ଫଳ, ପରିବା ଆଦି ସାମିଲ କରିଥାଉ ମାତ୍ର ଏପରି କିଛି ଜିନିଷ ଅଛି ଯାହାକୁ ଠିକ୍ ସମୟରେ ନ ଖାଇଲେ ବା ଖାଲିପେଟରେ ଖାଇଲେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ଖାଦ୍ୟର ଉପଯୁକ୍ତ…
ମେଦବହୁଳତାରୁ ଦୂରେଇ ରହିବା ପାଇଁ ନିତି ଏହି ରସରୁ ଚାମୁଚେ…
ପରିବର୍ତ୍ତିତ ଜୀବନଶୈଳୀରେ କେତେକ ମେଦବହୁଳତାର ଶିକାର ହୋଇଥାନ୍ତି। ତେବେ ଏହାର ସଫଳ ଚିକିତ୍ସା ଆମ ଘରବାଡ଼ିରେ ଥିବା ବିଭିନ୍ନ ଔଷଧୀୟ ଗଛଲତା ସହାୟତାରେ ସହଜରେ ହୋଇପାରିଥାଏ। ମଦବହୁଳତା କମାଇବାରେ ଘିକୁଆଁରୀ ବା ଆଲୋଭେରା ରସ ବେଶ୍ ଉପଯୋଗୀ ସାବ୍ୟସ୍ତ ହୋଇଥାଏ ବୋଲି…
କ୍ୟାଲସିୟମ ପାଇଁ ଖାଆନ୍ତୁ ଏହି ୧୦ ପ୍ରକାର ଖାଦ୍ୟ
ସୁସ୍ଥ ଅସ୍ଥି ପାଇଁ ଶରୀରକୁ ଆବଶ୍ୟକ କ୍ୟାଲସିୟମ ଆମେ ୧୦ଟି ଖାଦ୍ୟରୁ ସହଜରେ ପାଇଥାଉ। * କ୍ୟାଲସିୟମର ମୁଖ୍ୟ ଉସତ୍ତ୍ ଭାବେ କ୍ଷୀରକୁ ନିଆଯାଏ। ଏହା ହଜମ ହେବାକୁ ସହଜ। ଶରୀର ପାଇଁ ଦିନକୁ ୧୦୦୦ ମିଲିଗ୍ରାମ କ୍ୟାଲସିୟମ ଆବଶ୍ୟକ। ଏକ…
ଏହି ପନିପରିବା ଜୀବନ ପାଇଁ ଅମୃତ ତୁଲ୍ୟ…
ବିଭିନ୍ନ ପନି ପରିବାର ରଙ୍ଗ ଭିନ୍ନ ଭିନ୍ନ ରହିଥାଏ। ତେବେ ପନିପରିବାର ଏହି ରଙ୍ଗ କଣିକା ମଣିଷ ଜୀବନ ପାଇଁ ଅମୃତ ତୁଲ୍ୟ ସାବ୍ୟସ୍ତ ହୋଇଥାଏ। ଏ ସମ୍ପର୍କରେ ନେଦରଲାଣ୍ଡର ଲେଇଦେନ୍ ବିଶ୍ୱବିଦ୍ୟାଳୟର ମେଡିକାଲ ସାଇନ୍ସ ବିଭାଗର ଗବେଷକ ସେମାନଙ୍କ ଗବେଷଣା…
କୋଲୋରେକ୍ଟାଲ୍ କ୍ୟାନସର୍ ଆଶଙ୍କାକୁ ହ୍ରାସ କରାଏ ଭିଟାମିନ୍-ଡି
ଏକ ଅନ୍ତଃରାଷ୍ଟ୍ରୀୟ ଗବେଷଣାରୁ ଜଣାପଡ଼ିଛି ଯେ, ଶରୀରରେ ଭିଟାମିନ୍-ଡି’ର ଉଚ୍ଚସ୍ତର କୋଲୋରେକ୍ଟାଲ୍ କ୍ୟାନସର୍ ଆଶଙ୍କାକୁ ହ୍ରାସ କରିଥାଏ। ଏହାର ଗବେଷଣା ହାର୍ଭାର୍ଡ ଟିଏଚ୍ ଚାନ୍ ସ୍କୁଲ୍ ଅଫ୍ ପବ୍ଲିକ୍ ହେଲ୍ଥ ଦ୍ୱାରା କରାଯାଇଥିଲା। ଯଦିଓ ଏହି ଭିଟାମିନ୍ ଆହାର ମାଧ୍ୟମରେ ସହଜରେ…
ଅର୍ଶ ସମସ୍ୟା ଦୂରକରେ ବାସି ଭାତ
ଭାତ ବଳିଗଲେ ବା ବାସି ହୋଇଗଲେ ଏହାକୁ ଅନେକ ଲୋକ ଫୋପାଡି ଦେଇଥାଆନ୍ତି। ହେଲେ ଏହା ଶରୀର ପାଇଁ ବେଶ୍ ଉପକାରୀ ବୋଲି ଗବେଷକମାନେ ମତ ଦେଇଛନ୍ତି। ବାସି ଭାତ ଖାଇବାର ପ୍ରଣାଳୀ ଜାଣି ରଖିଲେ ଏହା ଶରୀର ପାଇଁ ଉପକାରୀ…
ପିଲା ପାଠ ପଢ଼ୁ ନାହିଁ କି ତା’ହେଲେ ଆପଣାନ୍ତୁ ଏହି ଉପାୟ
ସବୁ ଅଭିଭାବକ ମାନଙ୍କର ସ୍ବପ୍ନ ଥାଏ ଯେ ସେମାନଙ୍କର ପିଲା ପାଠ ପଢ଼ି ଭଲ ମଣିଷ ହେବ। ହେଲେ ଆଜିକାଲି ଅଧିକରୁ ଅଧିକ ପିଲା ପାଠପଢ଼ାରେ କମ ଡିଜିଟାଲ ଦୁନିଆରେ ଅଧିକ ମନ ଲଗାଉଛନ୍ତି। ତେଣୁ ଅଭିଭାବକ ମାନଙ୍କର ଚିନ୍ତା ବଢିଯାଉଛି।କିଛି…
ହରମୋନ୍ସ୍ତରରେ ସନ୍ତୁଳନ ରକ୍ଷା କରେ ଯୋଗ…
ଯୋଗ ମାଧ୍ୟମରେ ବିଭିନ୍ନ ରୋଗ ଭଲ ହେଉଛି। ତେଣୁ ନିଜକୁ ଫିଟ୍ ଓ ରୋଗମୁକ୍ତ କରିବା ପାଇଁ ଅନେକ ସକାଳୁ ସକାଳୁ ଯୋଗ କଲେ ମିିଳିଥାଏ ସୁଫଳ। ତେବେ ଯୋଗ କରିବା ପୂର୍ବରୁ ଓ ପରେ କେତେ ସମୟ ବ୍ୟବଧାନରେ ଖାଦ୍ୟ…
Archives


