ଜୀବନଚର୍ଯ୍ୟା

କର୍କଟ ରୋଗ ଆଶଙ୍କା କମ୍‌ କରେ ପିଆଜ ଶଣ୍ଡା

ଶୀତଦିନେ ପର୍ଯ୍ୟାପ୍ତ ପରିମାଣର ପିଆଜ ଶଣ୍ଡା ବଜାରରେ ମିଳିଥାଏ। ଏହାକୁ ଖାଇବା ପାଇଁ ପ୍ରାୟ ସମସ୍ତେ ଭଲ ପାଆନ୍ତି। ଏହା କେବଳ ଖାଇବା ପାଇଁ ନୁହେଁ, ଏହାର ଅନେକ ଉପକାରୀ ଗୁଣ ମଧ୍ୟ ରହିଛି। ଏଥିରେ ପ୍ରଚୁର ପରିମାଣର ଭିଟାମିନ୍‌ ‘ସି’,…

ହାଡ଼ ମଜଭୁତ କରେ ଛତୁ

ମଶରୁମ୍‌ ବା ଛତୁ କେବଳ ଖାଇବା ପାଇଁ ସ୍ବାଦିଷ୍ଟ ତାହା ନୁହେଁ ଏହାର ଅନେକ ଗୁଣ ରହିଛି ଯାହା ସ୍ବାସ୍ଥ୍ୟ ପକ୍ଷେ ଉପକାରୀ ହୋଇଥାଏ। ଆୟୁର୍ବେଦରେ ମଶରୁମ୍‌କୁ ଔଷଧ ଭାବରେ ବ୍ୟବହାର କରାଯାଏ। ଆସନ୍ତୁ ଜାଣିବା ପୋଷକ ତତ୍ତ୍ୱରେ ଭରପୂର ମଶରୁମ୍‌କୁ…

ହାର୍ଟଆଟାକ୍‌ର ପୂର୍ବ ସୂଚନା…

ଅନେକ ରୋଗୀଙ୍କ କ୍ଷେତ୍ରରେ ହାର୍ଟ ଫେଲ୍ୟୁର୍‌ ବା ହାର୍ଟ ଆଟାକ୍‌ ସମସ୍ୟା ଦୃଷ୍ଟି ଗୋଚର ହୋଇଥାଏ। ଏହାର ଅର୍ଥ ହେଉଛି ସମ୍ପୃକ୍ତ ରୋଗୀଙ୍କର ହାର୍ଟ ସାଧାରଣ ଭାବରେ କାର୍ଯ୍ୟ ସମ୍ପାଦନ କରିବାରେ ଅକ୍ଷମ। ହାର୍ଟ ସାଧାରଣ ଭାବରେ ରକ୍ତ ପମ୍ପି ପ୍ରକିୟାକୁ…

ମହିଳାଙ୍କ ପାଇଁ ମହୌଷଧି କସୁରୀ ମେଥି

ମହିଳାଙ୍କ ନିକଟରେ ରକ୍ତହୀନତା ବା ଏନିମିଆ ଓ ଗର୍ଭଧାରଣ ସମୟରେ ହରମୋନରେ ଅସନ୍ତୁଳନ ଭଳି ଅନେକ ସମସ୍ୟା ଦେଖାଦେଇଥାଏ। ହେଲେ କସୁରୀ ମେଥି ମହିଳାଙ୍କ ଶରୀରରେ ଦେଖାଯାଉଥିବା ଛୋଟମୋଟ ସମସ୍ୟାକୁ କିପରି ଠିକ୍‌ କରିପାରିବ ସେ ସମ୍ପର୍କରେ ଜାଣି ରଖିବା। -ସନ୍ତାନ…

ଘରକୁ ସଜାନ୍ତୁ ଓ୍ବାଲପେପର୍ସରେ

ଆପଣ ନିଜ ଘରକୁ ମେକଓଭର କରିବାକୁ ଚାହଁୁଛନ୍ତି କି ? ଯଦି ହଁ ତେବେ କାନ୍ଥର କଲର ବଦଳାଇବା ସହ କିଛି ଅଲଗା ଡିଫରେନ୍ସ କରିବାକୁ ଚେଷ୍ଟା କରନ୍ତୁ। ଯେମିତିକି ଓ୍ବାଲଡେକୋର ଲାଗି ଓ୍ବାଲପେପର ବ୍ୟବହାର କରିପାରିବେ। ଏହାଦ୍ୱାରା ଆପଣ ନିଜ…

ଶୀତଦିନେ କେଶର ଯତ୍ନ

ଶୀତଦିନରେ ଶରୀର ସହିତ ନିଜର କେଶର ଯତ୍ନ ନେବା ମଧ୍ୟ ଜରୁରୀ। ସାଧାରଣତଃ ଶୀତଦିନରେ କେଶରେ ଅଧିକ ରୁକ୍ଷତା ଦେଖିବାକୁ ମିଳେ। ତେବେ ଏହି ସମୟରେ କେଶର ଉପଯୁକ୍ତ ଯତ୍ନ ନେବା ଆବଶ୍ୟକ। ସେଥିପାଇଁ ନିମ୍ନୋକ୍ତ ଟିପ୍ସକୁ ଆପଣେଇ ପାରନ୍ତି…. ତ୍ୱଚା…

ଓ୍ବିଣ୍ଟର ଫ୍ୟାଶନ୍‌

ଶୀତଋତୁ ଆରମ୍ଭ ହୋଇଗଲାଣି । ଯଦି ଆପଣ ଏହି ଋତୁରେ କପଡ଼ା କିଣିବାକୁ ଭାବୁଥାନ୍ତି ତେବେ ନିମ୍ନଲିଖିତ ଟିପ୍ସ ଆପଣେଇ ପାରନ୍ତି… ଉଲେନ୍‌ କୁର୍ତ୍ତି: ଆଗରୁ ଝିଅମାନେ କଟନ୍‌ ଶୁଟ୍‌ ସହିତ କାଡିଗର୍ନ,ସ୍ବେଟର କିମ୍ବା ଜ୍ୟାକେଟ୍‌ ପିନ୍ଧିବାକୁ ପସନ୍ଦ କରିଥାନ୍ତି। କିନ୍ତୁ…

ଓଟ୍ସ ଟିକି

ଆବଶ୍ୟକ ସାମଗ୍ରୀ: ଓଟ୍ସ ଏକ କପ୍‌, ପନିର ଅଧା କପ ଓ ଅଧାକପ କୋରା ହୋଇଥିବା ଗାଜର, ସିଝା ଚକଟା ଆଳୁ ଏକ କପ, ଧନିଆ ପତ୍ର ଦୁଇଚାମଚ, ଲଙ୍କା ପାଉଡର ଏକ ଚାମଚ, ଲେମ୍ବୁରସ ଏକ ଚାମଚ, ଅଦାପେଷ୍ଟ ଦେଢ଼…

ଶୀତଦିନେ ଶିଶୁଙ୍କ କାଶ

କାଶ ଶିଶୁମାନଙ୍କର ଅନ୍ୟତମ ସ୍ବାସ୍ଥ୍ୟଜନିତ ସମସ୍ୟା। ଏହା ଶିଶୁ ପାଇଁ ଓ ବାପା, ମା’ଙ୍କ ପାଇଁ ବହୁତ କଷ୍ଟଦାୟକ ହୋଇଥାଏ। କାଶ ଲାଗି ରହିଲେ ତାହାଶିଶୁକୁ ଦୈନନ୍ଦିନ କାର୍ଯ୍ୟ ତଥା ରାତିରେ ଶୋଇବାରେ ବ୍ୟାଘାତ ସୃଷ୍ଟି କରିଥାଏ। ଅପରପକ୍ଷେ ଏହା ଏକ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଶୀତଦିନେ ଖାଆନ୍ତୁ ଏହି ରଙ୍ଗର ପନିପରିବା ଓ ଫଳ…

ଶୀତଦିନେ ଲାଲ୍‌ ରଙ୍ଗର ପନିପରିବା ଓ ଫଳ ଖାଇଲେ ବହୁ ଉପକାର ମିଳିଥାଏ। ଏସବୁ ପନିପରିବା ଓ ଫଳ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି। ତେଣୁ ଶୀତଦିନେ ବିଟ୍‌, ସେଓ, ଲାଲ୍‌…

ଡାଇବେଟିସ୍‌ ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ପିଜୁଳି

ଅନେକ ଲୋକ ପିଜୁଳି ଖାଇବାକୁ ପସନ୍ଦ କରିଥାନ୍ତି। ପିଜୁଳି ଖାଇବାକୁ ଯେତିକି ସ୍ବାଦିଷ୍ଟ ସ୍ବାସ୍ଥ୍ୟପାଇଁ ମଧ୍ୟ ସେତିକି ଉପକାରୀ। ଖାସ୍‌ ଭାବେ ମଧୁମେହ ରୋଗୀଙ୍କ ପାଇଁ ପିଜୁଳି ରାମବାଣ ସଦୃଶ ହୋଇଥାଏ। କେବଳ ଏତିକି ନୁହେଁ, ବ୍ଲଡ ସୁଗାର ପରିମାଣକୁ ନିୟନ୍ତ୍ରଣ…

ଦଶଟି କଥା

ବୟସ ବଢ଼ିବା ସହ କେତୋଟି ବିଷୟ ପ୍ରତି ଦୃଷ୍ଟି ଦେବାକୁ ପଡିଥାଏ। ବିଶେଷ ଭାବରେ ଏହି ସମୟରେ ନିମ୍ନୋକ୍ତ ୧୦ଟି କଥାକୁ ଧ୍ୟାନ ଦେଲେ ତାହା ନିଜକୁ ସୁସ୍ଥ ରଖିବା କ୍ଷେତ୍ରରେ ଅନେକ ସହାୟକ ହୋଇପାରିବ। ପ୍ରଥମେ ନିଜ ଖାଦ୍ୟପେୟ ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?