ଜୀବନଚର୍ଯ୍ୟା

କେତେକ ରୋଗରୁ ରଖେ ଦୂରେଇ ଏହି ରସ…

ସକାଳେ ଚାମୁଚେ ଅଁଳାରସ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ପିପ୍ପଳୀ ଏକ ଭାଗ ଓ ସୈନ୍ଧବ ଲୁଣ ଏକତ୍ର ଚୂର୍ଣ୍ଣ କରି ସେଥିରେ ଅଁଳାରସ ମିଶାଇ ଉଷୁମ ଜଳ ସହିତ ପିଇଲେ ବଦହଜମି, ଅମ୍ଳ, ହାକୁଟି, ପେଟଫମ୍ପା ଆଦି ଭଲ…

ରାଖୀରେଏଥେନିକ୍‌ ଲୁକ୍‌

ଯଦି ରାଖୀରେ ଆପଣ ଲୁକ୍‌ ବଦଳାଇବାକୁ ଚାହୁଁଛନ୍ତି ତେବେ ଏଥେନିକ୍‌ ଡ୍ରେସ୍‌ ସିଲେକ୍ଟ କରିପାରିବେ। ବ୍ରାଇଟ୍‌ କଲର ହେଉ ଅବା ଓ୍ବେଡିଂ ଡ୍ରେସ୍‌ ରାଖୀରେ ଦିଅନ୍ତୁ ନିଜକୁ ଗ୍ଲାମର୍ସ ଲୁକ୍‌। – ବ୍ରାଇଟ୍‌ କଲର ଯେପରିକି ରୟାଲ୍‌ ବ୍ଲୁ, ଡାର୍କ ମେରୁନ୍‌,…

ନଡ଼ିଆ ବର୍ଫି

ଆବଶ୍ୟକ ସାମଗ୍ରୀ: ନଡିଆ -୨ଟି, ମିଲ୍କମେଡ – ୧ କପ୍‌, ପେସ୍ତା ବାଦାମ -୧୦ରୁ ୧୨, ଅଳେଇଚ ପାଉଡର – ୪/୫ ସ୍ପୁନ୍‌, ଘିଅ – ୨-୩ ଚାମଚ ପ୍ରସ୍ତୁତି ପ୍ରଣାଳୀ: ନଡିଆକୁ ଭଲଭାବେ କୋରି ଦିଅନ୍ତୁ। କୋରାଯାଇଥିବା ନଡିଆକୁ ୫ରୁ…

ତୈଳୀୟ ତ୍ୱଚାର ଯତ୍ନ

ଋତୁ ବଦଳିବା ମାତ୍ରେ ତା’ର ପ୍ରଭାବ ତ୍ୱଚା ଉପରେ ପଡ଼ିଥାଏ। ବିଶେଷ କରି ବର୍ଷାଦିନେ ତୈଳୀୟ ତ୍ୱଚାରେ ବ୍ରଣ ଏବଂ ଲାଲ୍‌ ଦାନା ଭଳି ଫଳିଯାଏ। ତେବେ ଏହାର ଉପଚାର ପାଇଁ ଜାଣନ୍ତୁ କିଛି ଟିପ୍ସ…।ତ୍ୱଚାର ଲୋମଛିଦ୍ରକୁ ତୈଳମୁକ୍ତ ରଖନ୍ତୁ। ମୁହଁକୁ…

ଗୃହିଣୀଙ୍କ ପାଇଁ..

ଆଲମୀରାର ବହିପତ୍ର ଥିବା ଥାକରେ ଚନ୍ଦନ କାଠ ଖଣ୍ଡଟିଏ କିମ୍ବା ଶୁଖିଲା ନିମ୍ବପତ୍ର ରଖିଲେ ଏଥିରେ ପୋକ ଲାଗିବେ ନାହିଁ। ମିରର୍‌କୁ ପରିଷ୍କାର କରିବାକୁ ହେଲେ ଉଷୁମ ପାଣିରେ ଏକ ଚାମଚ ଭିନେଗାର ମିଶାଇ କପଡା ଦ୍ୱାରା ସଫା କରନ୍ତୁ। ପରେ…

ଆଣ୍ଠୁଗଣ୍ଠି ରୋଗ ଉପଶମ କରେ ମେଥି ଶାଗ

ଆଣ୍ଠୁଗଣ୍ଠିରେ ଅତ୍ୟଧିକ ଯନ୍ତ୍ରଣା କାରଣରୁ ଅନେକ ସମୟରେ ଲୋକେ ଚାଲିବା ବୁଲିବାରେ ବି ଅସମର୍ଥ ହୋଇପଡ଼ନ୍ତି। ତେବେ ଏହି ଯନ୍ତ୍ରଣା ବିଭିନ୍ନ କାରଣରୁ ହୋଇଥାଏ। ଯେମିତିକି, ଆର୍ଥ୍ରାଇଟ୍ସ, ଏସୋପ୍ଟିକ୍‌ ନେକ୍ରୋସିସ୍‌, ଗଣ୍ଠି ସଂକ୍ରମଣ, ଟ୍ୟୁମର୍‌, ଆଷ୍ଟିଓକୋଡ୍ରାଇଟ୍ସ ଇତ୍ୟାଦି। ଅନେକ ସମୟରେ ଏହି…

ସେଲଫି ଭିଡିଓରୁ ଜାଣି ହେବ ବ୍ଲଡପ୍ରେସର

ଏଣିକି ବ୍ଲଡପ୍ରେସର ମାପିବ ସେଲଫି ଭିଡିଓ। ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। କାନାଡା ଟରୋଣ୍ଟୋ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ମୋବାଇଲର କ୍ୟାମେରାରୁ ବ୍ଲଡ଼ ପ୍ରେସରର ଲେବୁଲ ଜାଣିବା ପାଇଁ ଏକ ନୂଆ ଟେକ୍ନୋଲୋଜି ତିଆରି କରିଛନ୍ତି। ଯାହା ସେଲିଫି ଭିଡିଓ ସାହାଯ୍ୟରେ ବ୍ଲଡ…

ଲଚ୍ଛା

ଆବଶ୍ୟକ ସାମଗ୍ରୀ : କାଜୁ, ପିସ୍ତାବାଦାମ, ଚେରି, କେଶର, ଗୁଜୁରାତି, ଚିନି, କ୍ଷୀର ଓ ଲଚ୍ଛା ପ୍ରସ୍ତୁତି ପ୍ରଣାଳୀ : ପ୍ରଥମେ ଆବଶ୍ୟକ ଅନୁଯାୟୀ କ୍ଷୀର ନେଇ ଏକ ପାତ୍ରରେ ଫୁଟାଯାଏ। କ୍ଷୀରରେ ଆବଶ୍ୟକ ପରିମାଣର ଚିନି, କାଜୁ, ପିସ୍ତାବାଦାମ, କେଶର…

କଲେଜି ମସଲା

ଆବଶ୍ୟକ ସାମଗ୍ରୀ : ମଟନ କଲିଜା- ୫୦୦ଗ୍ରାମ ପିଆଜ- ୩ଟା(ପେଷ୍ଟ) ଟମାଟୋ- ୨ଟା(ପେଷ୍ଟ) ଲଙ୍କା, ଜିରା, ଧନିଆ ଗୁଣ୍ଡ- ୧ ଚାମଚ ଲେଖାଏ, ହଳଦୀ ଗୁଣ୍ଡ- ୧/୨ ଚାମଚ ତେଲ- ୫୦ଗ୍ରାମ, ଲୁଣ- ସ୍ବାଦନୁଯାୟୀ ଗୁଜୁରାତି- ୪ଟା, ଡାଳଚିନି- ୨ଟା ତେଜପତ୍ର-…

ଚିକେନ୍‌ ଦମ୍‌ ବିରିୟାନି

ଆବଶ୍ୟକ ସାମଗ୍ରୀ : ବସୁମତୀ ଚାଉଳ, ଚିକେନ୍‌, ପୋଦିନାପତ୍ର, ଡାଲଚିନି, ଗୁଜୁରାତି, ଅନାସୀଫୁଲ, କ୍ଷୀର, ଦହି, ଅଣ୍ଡା, ପିଆଜ, ଅଦା, ରସୁଣ, ଲବଙ୍ଗ, କଳାମରିଚ, ତେଜପତ୍ର, ଜାଇଫଳ, ଜାୟତ୍ରୀ, ସାଜିରା, ବଡଅଳେଇଚ, କେଓଡା(କିଆଫୁଲ ସେଣ୍ଟ), ଘିଅ, କେଶର, ଜିରା ପାଉଡର, ହଳଦୀଗୁଣ୍ଡ,…

ଅସନ୍ତୁଳିତ ଜୀବନଶୈଳୀ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ

ଆଜିକାଲିର ବ୍ୟସ୍ତମୟ ଜୀବନରେ ଏକ ସୁବ୍ୟବସ୍ଥିତ ଜୀବନଶୈଳୀ ଅନୁସରଣ କରିବା ପ୍ରାୟ କଷ୍ଟକର। କାରଣ ନିଜ କାର୍ଯ୍ୟକୁ ନେଇ ଅନେକେ ଏତେ ବ୍ୟସ୍ତ ଯେ ସେମାନେ ନିଜର ଶରୀର ପ୍ରତି ଠିକ୍‌ ନଜର ଦେଇପାରି ନ ଥାନ୍ତି। ଫଳରେ ସେମାନେ ଏଥିପାଇଁ…

ରକ୍ତ ସଞ୍ଚାଳନକୁ ସକ୍ରିୟ କରେ ଶିଡ଼ି ଚଢ଼ିବା

ଶିଡ଼ି ଚଢ଼ିବାକୁ ଅନେକ କୁଣ୍ଠାବୋଧ କରିଥାଆନ୍ତି। ଆଜିକାଲିର ହାଇଟେକ୍‌ ଯୁଗରେ ଉପର ମହଲାକୁ ଯିବା ଆସିବା ପାଇଁ ଏବେ ତ ଲିଫ୍ଟର ବ୍ୟବସ୍ଥା ରହିଛି, ଯାହାକୁ ଅନେକେ ଆପଣେଇଥାଆନ୍ତି। କିନ୍ତୁ ଶିଡ଼ି ଚଢ଼ିବା ଦ୍ୱାରା ଆମର ଅନେକ ଉପକାର ହୋଇଥାଏ। ଏହାଦ୍ୱାରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri