ଜୀବନଚର୍ଯ୍ୟା

୫ ବର୍ଷ ପରେ ବଜାରରେ ମିଳିବ କୃତ୍ରିମ କିଡ୍‌ନୀ…

ଏବେ କିଡ୍‌ନୀ ସମସ୍ୟା ଦେଖାଗଲେ ଆଉ ଭୟ କରିବାର ନାହିଁ। କାରଣ ୫ ବର୍ଷ ପରେ ବଜାରରେ କୃତ୍ରିମ କିଡ୍‌ନୀ ମିଳିବ। ଆମେରିକାରେ ଗବେଷକ ଏଭଳି କିଡ୍‌ନୀ ତିଆରି କରିସାରିଛନ୍ତି। ଆଗାମୀ ୨ ବର୍ଷ ମଧ୍ୟରେ ଏନେଇ ଅଧ୍ୟୟନ ଶେଷ ହେବାର…

ଜାଣନ୍ତି ଭୋଜିଭାତ ପରେ ମିଠା କାହିଁକି ଖାଇବାକୁ ଦିଆଯାଏ

ସାଧାରଣତଃ ଭୋଜିଭାତ ଶେଷରେ ମିଠା ଖାଇବାକୁ ଦିଆଯାଏ। କୁହାଯାଏ, କିଛି ଖାଇବା ପରେ ପାଟି ମିଠା କରିବା ଦରକାର। କିନ୍ତୁ କ’ଣ ପାଇଁ ଖାଇବା ଶେଷରେ ମିଠା ଦିଆଯାଇଥାଏ ତାହା ହୁଏତ ଖୁବ୍‌ କମ୍‌ ଲୋକ ଜାଣିଥିବେ। ତେବେ ଆସନ୍ତୁ ଜାଣିବା…

ଶୀତଦିନେ ଖାଆନ୍ତୁ ଅଁଳା

ଋତୁ ଅନୁଯାୟୀ ଫଳ ଖାଇଲେ ଶରୀର ସୁସ୍ଥ ରହିଥାଏ ବୋଲି ଡାକ୍ତରମାନେ ମତ ଦେଇଥାଆନ୍ତି। ତେବେ ଶୀତଦିନେ ପ୍ରଚୁର ପରିମାଣରେ ଅଁଳା ମିଳିଥାଏ। ଆଉ ଏହା ଶରୀର ପାଇଁ ବେଶ୍‌ ଉପକାରୀ ବୋଲି ଆୟୁର୍ବେଦରେ ବର୍ଣ୍ଣନା କରାଯାଇଛି। -ନିୟମିତ ଅଁଳା ଖାଇଲେ…

ପାଣିରେ ଭିଜା କିସ୍‌ମିସ୍‌ ଖାଆନ୍ତୁ, ମିଳିବ ଏହିସବୁ ଫାଇଦା

କିସ୍‌ମିସ୍‌ ପାଟିକୁ ଯେତିକି ସ୍ବାଦିଷ୍ଟ ଲାଗିଥାଏ, ଶରୀର ପାଇଁ ମଧ୍ୟ ମଧ୍ୟ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। କିସ୍‌ମିସରେ ଆଇରନ, ପୋଟାସିୟମ, ମ୍ୟାଗ୍ନେସିଅମ ଏବଂ ଫାଇବର ଇତ୍ୟାଦି ଭରପୂର ମାତ୍ରାରେ ରହିଥାଏ। କିସ୍‌ମିସ୍‌କୁ ଖାଲି ଖାଇବା ଅପେକ୍ଷା ଏହାକୁ ପାଣିରେ ଭିଜାଇ…

ଓଜନ କମାଇବ ବ୍ରେକ୍‌ଫାଷ୍ଟ

ସାଧାରଣତଃ ସକାଳ ଜଳଖିଆ ନ ଖାଇଲେ ଶରୀରରେ ନାନା ସମସ୍ୟା ଉପୁଜିଥାଏ ବୋଲି ଡାକ୍ତରମାନେ କହିଥାଆନ୍ତି। ହେଲେ ସାମାନ୍ୟ ବିଳମ୍ବରେ ଯଦି ସକାଳର ଜଳଖିଆ ଗ୍ରହଣ କରାଯାଏ ତେବେ ଏହା ମେଦବହୁଳ ଲୋକଙ୍କ ପାଇଁ ବେଶ୍‌ ଉପକାରୀ ବୋଲି ନିକଟରେ କରାଯାଇଥିବା…

ଡାଇବେଟିସ୍‌ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ପିଅନ୍ତୁ ଏଥିରୁ ଅଧାକପ୍‌…

ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ ସକାଳେ ଖାଲିପେଟରେ ଅଧାକପ୍‌ ଜିରା ପାଣି ପିଇବା ଦ୍ୱାରା ଓଜନ ହ୍ରାସ ପାଇଥାଏ। ପେଟରେ ଅଧିକ ଚର୍ବି ଜମି ଯାଇଥିଲେ ଜିରାପାଣି ପିଇବା ଦ୍ୱାରା ଫାଇଦା ମିଳିଥାଏ ବୋଲି ଆୟୁବେର୍ଦରେ ଉଲ୍ଲେଖ ଅଛି। ଏହା ପିଇବା ଦ୍ୱାରା…

ବାରମ୍ବାର ଗରମ କରନ୍ତୁ ନାହିଁ ଏସବୁ ଖାଦ୍ୟ

କିଛି ଖାଦ୍ୟ ଅଛି ଯାହାକୁ ବାରମ୍ବାର ଅବା ଦୁଇଥର ଗରମ କଲେ ଏହା ଶରୀରରେ କୁପ୍ରଭାବ ପକାଇଥାଏ ବୋଲି ନିକଟରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି। ଗବେଷଙ୍କ କହିବା କଥା ହେଲା ବାରମ୍ବାର ଖାଦ୍ୟ ଗରମ କରିବା ଫଳରେ ଏଥିରେ ଥିବା…

ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ବ୍ରୋକଲି

ବ୍ରୋକଲି ଏକ ଲୋକପ୍ରିୟ ପରିବା ହୋଇ ନ ଥିଲେ ମଧ୍ୟ ଶୀତଦିନେ ଏହା ବହୁଳ ମାତ୍ରାରେ ମିଳିଥାଏ। ବ୍ରୋକଲି ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିଫରେ ପ୍ରୋଟିନ୍‌, କ୍ୟାଲସିୟମ, କାର୍ବୋହାଇଡ୍ରେଟ୍‌, ଆଇରନ୍‌, ଭିଟାମିନ-ମ, ସି ଏବଂ ଅନେକ ପୋଷକ…

ଭୁଲ୍‌ରେ ବି ପିଅନ୍ତୁନି କଞ୍ଚା କ୍ଷୀର

ପ୍ରତିଦିନ ଗୋଟିଏ ଗ୍ଲାସ କ୍ଷୀର ପିଇବା ପାଇଁ ଡାକ୍ତର ପରାମର୍ଶ ଦେଇଥାନ୍ତି। କ୍ଷୀରରେ ଭରପୂର ମାତ୍ରାରେ କ୍ୟାଲସିୟମ ଓ ପ୍ରୋଟିନ ରହିଛି, ଯାହା ହାଡ଼ର ବିକାଶ କରିବା ସହିତ ଶରୀର ପାଇଁ ବହୁ ଉପକାରୀ ହୋଇଥାଏ। କିନ୍ତୁ ଅନେକ ସମୟରେ ଦେଖା…

ନୀରବ ଘାତକ ମଧୁମେହ

ମଧୁମେହ ସାମ୍ପ୍ରତିକ ସମୟରେ ଘୋର ସମସ୍ୟା ଭାବେ ଉଭା ହୋଇ ସାଂଘାତିକ ଭାବେ ବ୍ୟାପୁଛି। ସ୍ବାସ୍ଥ୍ୟ କ୍ଷେତ୍ରରେ ଏହା ଏକ ପ୍ରକାର ଆତଙ୍କ ସୃଷ୍ଟି କରିଛି। ବିଶ୍ୱ ସମୁଦାୟ ଏହାକୁ ନେଇ ଚିନ୍ତିତ ମଧ୍ୟ। ଏଣୁ ଏହି ରୋଗ ସମ୍ପର୍କରେ ଲୋକମାନଙ୍କୁ…

ଚିକେନ୍‌ ଦମ୍‌ ବିରିଆନି

ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ବୁର୍ଲା ସହରଟି ବିଦ୍ୟାନଗରୀ ଭାବେ ପରିଚିତ। ଏହି ବିଦ୍ୟାନଗରୀରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ, ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ, ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜମେଣ୍ଟ, ସୁଇଟ୍‌, ବୀରସୁରେନ୍ଦ୍ର ସାଏ ଆୟର୍ବିିଜ୍ଞାନ କଲେଜ ଓ ଡାକ୍ତରଖାନା ପ୍ରଭୃତି ରହିଛି।…

ହାର୍ଟଆଟାକ୍‌ ଓ ମେଦବହୁଳତାରୁ ଦୂରେଇ ରହିବା ପାଇଁ ସପ୍ତାହରେ ଏଥିରୁ ୨ ଥର…

ଛତୁରେ ବହୁ ମାତ୍ରାରେ ପୋଷକତ୍ବ ରହିଛି। ଏହା ଶରୀର ପାଇଁ ବେଶ୍‌ ଲାଭଦାୟକ। ଛତୁ ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସହାୟକ ହୋଇଥାଏ। ସପ୍ତାହରେ ୨ଥର ଛତୁ ଖାଇଲେ ହାର୍ଟଆଟାକ୍‌ ଓ ମେଦବହୁଳତା ହେବା ଆଶଙ୍କା ଦୂର ହୋଇଥାଏ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?