ଜୀବନଚର୍ଯ୍ୟା

ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ଫଳ

ସମଗ୍ର ବିଶ୍ୱରେ ଦିନକୁଦିନ ମଧୁମେହ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଣିଷର ଦୁର୍ବଳ ମେଟାବୋଲିଜିମ୍‌ କାରଣରୁ ଏହି ରୋଗ ହେଉଥିବାରୁ ଶରୀରରେ ସଠିକ୍‌ ମାତ୍ରାରେ ଇନ୍‌ସୁଲିନ୍‌ ପ୍ରସ୍ତୁତ ହୋଇପାରି ନ ଥାଏ। ଯେଉଁଥିପାଇଁ ମଧୁମେହ ରୋଗୀଙ୍କୁ ବିଶେଷ କରି ଖାଦ୍ୟପେୟ...

ବିଷପାନ କରିଥିବା ଲୋକଙ୍କ ଜୀବନ ରକ୍ଷା କରିବେ କେମିତି ଜାଣନ୍ତୁ…

ମଣିଷ ମାନସିକ ସ୍ଥିତି ହରାଇ ବସିଲେ ଆତ୍ମହତ୍ୟା ପରି ପଥ ବାଛି ନେଇଥାଏ। କେହି କେହି ମାନସିକ ଭାରସାମ୍ୟ ହରାଇ ବିଷପାନ ଉଦ୍ୟମ କରିଥାନ୍ତି। ତେବେ ବିଷପାନ କରିଥିବା ଲୋକଙ୍କୁ ଡାକ୍ତରଖାନା ନେବା ତ ନିହାତି ଜରୁରୀ। ମାତ୍ର ଯେ...

ସାବଧାନ! ସମୁଦ୍ରରେ ସ୍ନାନ କଲେ ହୋଇପାରେ ଏହିସବୁ ରୋଗ

ଅଧିକାଂଶ ଲୋକ ସମୁଦ୍ରରେ ସ୍ନାନ କରିବାକୁ ପସନ୍ଦ କରିଥାନ୍ତି। ମାତ୍ର ଏହାଦ୍ୱାରା ଶରୀରରେ କ’ଣ କ୍ଷତି ହୋଇଥାଏ ସେ ସମ୍ପର୍କରେ ଖୁବ୍‌ କମ୍‌ ଲୋକ ଜାଣିଛନ୍ତି। ତେବେ ଆସନ୍ତୁ ଜାଣିବା ସମୁଦ୍ରରେ ସ୍ନାନ କଲେ କେଉଁ ରୋଗରେ ଆକ୍ରାନ୍ତ ହେବାକୁ...

ଏସିଡିଟି ସମସ୍ୟା ବି ଦୂରକରେ ଗୁପ୍‌ଚୁପ ପାଣି…

ଗୁପ୍‌ଚୁପ୍‌ ସ୍ବାସ୍ଥ୍ୟ ଲାଗି ଖରାପ ନୁହେଁ। ଏହା ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାଠାରୁ ଦୂରେଇ ରଖେ। ଗୁପ୍‌ଚୁପ୍‌ ପାଣିରେ ତେନ୍ତୁଳି ପାଣି, ପୋଦିନା, କଳାଲୁଣ, ଜିରା, ଗୋଲମରିଚ ଆଦି ରହିଥାଏ। ଏହାକୁ ପିଇଲେ ଏସିଡିଟି ସମସ୍ୟା ଦୂର ହୋଇଥାଏ ବୋଲି ଆମେରିକା...

ଶରୀର ସହିତ ତ୍ୱଚା ପାଇଁ ମଧ୍ୟ ବରଦାନ ସଦୃଶ ହୋଇଥାଏ ଗ୍ରୀନ ଟି

ଗ୍ରୀନ ଟି ସ୍ବାସ୍ଥ୍ୟପକ୍ଷେ ଅଧିକ ଲାଭଦାୟକ । ଏହା ଶରୀର ସହିତ ତ୍ୱଚା ପାଇଁ ମଧ୍ୟ ବରଦାନ ସଦୃଶ ହୋଇଥାଏ। ତ୍ୱଚା ସମସ୍ୟ ଯାଥା କଳା ଦାଗ, ଚର୍ମକୁଞ୍ଚନରୁ ଏହା ମୁକ୍ତି ଦେଇଥାଏ। ଏଥିରେ ଥିବା ଆଣ୍ଟି ଅକ୍ସିଡେଣ୍ଟର ଗୁଣ...

ସପୁରୀ ରସରେ ରହିଛି ଏପରି ଉପକାରୀ ଗୁଣ

ଋତୁ ଅନୁଯାୟୀ ମିଳୁଥିବା ଫଳ ଖାଇଲେ ଅନେକ ଶାରୀରିକ ସମସ୍ୟାକୁ ଦୂରେଇ ଦେଇହୁଏ। ବିଶେଷ କରି ଖରାଦିନେ ଓ ବର୍ଷାଦିନେ ଟିକେ ଅଧିକ ପରିମାଣରେ ସପୁରୀ ମିଳିଥାଏ। ଏହି ସପୁରୀ ରସ ଆଖି ପାଇଁ ବେଶ୍‌ ଲାଭଦାୟକ ବୋଲି ବିଶେଷଜ୍ଞମାନେ...

ଚଣାଡାଲି କଟଲେଟ୍‌

ଆବଶ୍ୟକ ସାମଗ୍ରୀ: ଭିଜା ହୋଇଥିବା ଚଣାଡାଲି ଏକକପ୍‌, ହଳଦୀ ଛୋଟ ଚାମଚ, ଲଙ୍କାଗୁଣ୍ଡ ପାଉଡର ଏକ ଛୋଟ ଚାମଚ, କଞ୍ଚାଲଙ୍କା ଦୁଇଟି, ରସୁଣ ୨-୩ଟି କୋଲା, ଫ୍ରାଏ ପାଇଁ ତେଲ ଓ ସ୍ବାଦ ଅନୁସାରେ ଲୁଣ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ...

ହାତର ଶୋଭା ବଢ଼ାଏ ଷ୍ଟାଇଲିଶ୍‌ ରିଙ୍ଗ୍‌

ସୁନ୍ଦର ଦେଖାଯିବାକୁ କିଏ ବା ଇଚ୍ଛା ନ କରେ? ଯୁବତୀ ହୁଅନ୍ତୁ କି ମହିଳା ସମସ୍ତେ ମେକ୍‌ଅପ୍‌ ସହିତ ଶୃଙ୍ଗାର କରିଥାନ୍ତି। ଖାସ୍‌କରି ଯୁବତୀମାନେ ଶୃଙ୍ଗାରକୁ ବଢ଼ାଇବା ପାଇଁ ବିଭିନ୍ନ ପ୍ରକାର ଆସେସରିଜ୍‌ ବ୍ୟବହାର କରିଥାନ୍ତି। ଏଥିପାଇଁ କେତେକ ବିଷୟ...

ଦାଗ ଦୂରକରିବ ପୁଦିନା

ପୁଦିନାରେ ବିଭିନ୍ନ ପ୍ରକାର ଔଷଧୀୟ ଗୁଣ ରହିବା ସହ ଏହା ମଧ୍ୟ ସୌନ୍ଦର୍ଯ୍ୟ ପାଇଁ ଲାଭକାରୀ ହୋଇଥାଏ। ତ୍ୱଚାରେ ଥିବା ଦାଗ ଦୂର କରିବାକୁ ଏହା କାମ ଦେଇଥାଏ। ପୁଦିନାରେ ଥିବା ଆଣ୍ଟି ବ୍ୟାକ୍ଟେରିଆ ଗୁଣ କାରଣରୁ ଏହା ତ୍ୱଚାକୁ...

ପିଲାମାନଙ୍କ ବ୍ୟବହାରିକ ସମସ୍ୟା

  ପିଲାମାନେ ହେଉଛନ୍ତି ଆମ ସମାଜର ଅମୂଲ୍ୟ ସମ୍ପଦ। ସେମାନେ ହେଉଛନ୍ତି ଆମର ଭବିଷ୍ୟତ। ଯେତେବେଳେ ପିଲା ମାନଙ୍କର ବୟସ ବଢ଼ିଥାଏ, ସେମାନଙ୍କ ବ୍ୟବହାରରେ ଅନେକ ପରିବର୍ତ୍ତନ ଦେଖାଦେଇଥାଏ। କିନ୍ତୁ ବେଳେବେଳେ ସେମାନଙ୍କଠାରେ ଅନେକ ଗୁରୁତର ବ୍ୟବହାରଜନିତ ସମସ୍ୟା ଦେଖାଦେଇଥାଏ।...

ଏହି ବ୍ଲଡ୍‌ ଗ୍ରୁପ୍‌ ଲୋକଙ୍କୁ ଡାଇବେଟିସ୍‌ ହେବା ଆଶଙ୍କା ଅଧିକ…

ଡାଇବେଟିସ୍‌ ପରିବର୍ତ୍ତିତ ଜୀବନଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ ହୋଇଥାଏ। ତେବେ କେତେକଙ୍କଠାରେ ଏହା ଦେଖାଯାଇ ନ ଥାଏ। ଅପରପକ୍ଷରେ କେତେକଙ୍କ ଠାରେ ଏହା ଗୁରୁତର ସମସ୍ୟା ସୃଷ୍ଟି କରିଥାଏ। ଏଥି ପାଇଁ ବ୍ଲଡ୍‌ ଗ୍ରୁପ୍‌ ମଧ୍ୟ ଦାୟୀ ବୋଲି...

ଫ୍ରିଜ୍‌ରେ ଆଳୁ ରଖୁଥିଲେ ସାବଧାନ, ହୋଇପାରେ କ୍ୟାନସର

ଆଳୁର ସେବନ ସଭିଙ୍କୁ ପସନ୍ଦ। ଅଧିକାଂଶ ବ୍ୟଞ୍ଜନରେ ଏହାର ବ୍ୟବହାର କରାଯାଇଥାଏ। କିନ୍ତୁ କିଛି ଲୋକ ଏହାକୁ ଫ୍ରିଜ୍‌ରେ ରଖିଦିଅନ୍ତି; ଯାହା ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ହାନିକାରକ। କାରଣ ଆଳୁ ଫ୍ରିଜ୍‌ରେ ରହିବା ପରେ କମ୍‌ ତାପମାତ୍ରା ଯୋଗୁ ଏଥିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri