ଜୀବନଚର୍ଯ୍ୟା

ସୁସ୍ଥ ସ୍ବାସ୍ଥ୍ୟ, ସୁନ୍ଦର ତ୍ୱଚା ପାଇଁ ଆଲୋଭେରା

ଆଲୋଭେରା ଶରୀର ସୁସ୍ଥ ରଖିବା ସହ ସୌନ୍ଦର୍ଯ୍ୟ ବୃଦ୍ଧି କରିବାରେ ସହାୟକ ହୋଇଥାଏ। ଆଲୋଭେରାକୁ ଆୟୁର୍ବେଦ ଭାଷାରେ ଘି କୁଆଁରୀ କୁହାଯାଏ। ଆଲୋଭେରା ବ୍ୟବହାର କଲେ ଅନେକ ରୋଗରୁ ମୁକ୍ତି ମିଳିପାରିବ। ପ୍ରାକୃତିକ ଔଷଧୀୟ ଗୁଣରେ ଭରପୁର ଥିବା ଆଲୋଭେରା ଶରୀର…

ରିଲାକ୍ସ ଥେରାପି

ବ୍ୟାୟାମର ସୁପ୍ରଭାବ ଆମ ଶରୀର ଉପରେ କେତେକ ପଡିଥାଏ ତାହା ଅନୁଭବୀ ହିଁ ଜାଣେ। ସେଥିପାଇଁ ଆଜିକାଲି ଅନେକେ ଏହାକୁ ଦୈନନ୍ଦିନ ଜୀବନ ତାଲିକାରେ ସାମିଲ କରିଛନ୍ତି। ପ୍ରତିଦିନ ସକାଳୁ ଅଧ ଘଣ୍ଟାଏ ଚାଲିଲେ ତାହା ଶରୀରକୁ ସତେଜ ରଖିଥାଏ। ଏବେ…

ବୁଦ୍ଧିମତ୍ତା ବଢ଼ାଏ ଡିଜିଟାଲ ଡିଭାଇସ୍‌

ଆଜିକାଲ ଡିଜିଟାଲ ଯୁଗ। ହାତ ପାଆନ୍ତାରେ ଅନେକ ଜିନିଷ ମିଳିଯାଉଛି। ଇଲେକ୍‌ଟ୍ରୋନିକ ଗ୍ୟାଜେଟ୍‌ ଦ୍ୱାରା ମାନବ ସମାଜ କେତେ ଉପକୃତ ହେଉଛି ତାହା କହିବା ବାହୁଲ୍ୟ। କେବଳ ଯୁବପିଢ଼ି ନୁହନ୍ତି ଏହି ନିଶା ଛୋଟ ପିଲାଙ୍କୁ ମଧ୍ୟ ଘାରିଛି। ଛାତ୍ରୀଛାତ୍ର ପାଠ…

କ୍ୟାଲ୍‌ସିୟମ

ଆମ ଶରୀରରେ କ୍ୟାଲସିୟମ ପରିମାଣ ସନ୍ତୁଳିତ ରହିଲେ ତାହା ଅସ୍ଥିକୁ ଦୃଢ଼ କରିଥାଏ। ତା’ ସହ ଆମକୁ କେତେକ ରୋଗରୁ ମଧ୍ୟ ରକ୍ଷା କରିଥାଏ। ତେଣୁ ଜଣେ ସୁସ୍ଥ ବ୍ୟକ୍ତି ପ୍ରତିଦିନ ଅତିକମ୍‌ରେ ୧୦୦-୧୨୦୦ ଗ୍ରାମ କ୍ୟାଲସିୟମ ଜାତୀୟ ଖାଦ୍ୟ ଖାଇବା…

କଫ ସମସ୍ୟାର ଘରୋଇ ଉପଚାର

କଫଜନିତ ସମସ୍ୟାର ଲକ୍ଷଣ ଦେଖାଦେବା ମାତ୍ରେ ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରି ଔଷଧ ଖାଇବା ଦରକାର। ହେଲେ ଏପରି କେତେକ ଘରୋଇ ଉପାୟ ରହିଛି ଯାହାକୁ ଆପଣେଇ ଜଣେ କଫ ସମସ୍ୟାର ପ୍ରାରମ୍ଭିକ ଅବସ୍ଥାରେ ସେଥିରୁ ଉପଶମ ଲାଭ କରିପାରିବ।…

ପରିବାର ଓ ଡାଇବେଟିସ୍‌

ଡାଇବେଟିସ୍‌ ଏକ ବିଶ୍ୱ ସ୍ବାସ୍ଥ୍ୟ ସମସ୍ୟା। ଏହା ଦ୍ରୁତ ହାରରେ ବଢି ଚାଲିଛି। ଏପରି କି ଭାରତ ପାଇଁ ଏହା ମହାମାରୀର ରୂପ ନେଲାଣି ବୋଲି ଚେତାବନୀ ଶୁଣେଇ ସାରିଛନ୍ତି ବିଶ୍ୱ ସ୍ବାସ୍ଥ୍ୟ ସଂସ୍ଥା। ଭାରତକୁ ଡାଇବେଟିସ୍‌ର ରାଜଧାନୀ ଭାବେ ମଧ୍ୟ…

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି…

ଶରୀର ପାଇଁ ଉଷୁମ ପାଣି ଚିକିତ୍ସା ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ପ୍ରକିୟା ସ୍ବାଭାବିକ ହେବା ସହିତ ହାର୍ଟଆଟାକ୍‌ ଆଶଙ୍କା ଦୂର ହୋଇଥାଏ। ସେହିପରି ନିୟମିତ ଏପରି କଲେ ମେଦବହୁଳତାରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ…

ଶୀତଦିନେ କରନ୍ତୁ ସୂର୍ଯ୍ୟମୁଦ୍ରା

ସାଧାରଣତଃ ଯୋଗ କଲେ ଶରୀର ସୁସ୍ଥ ରହିଥାଏ ବୋଲି ସମସ୍ତଙ୍କୁ ଜଣା। ହେଲେ କେଉଁ ସମୟରେ କେଉଁ ଯୋଗ କରିବା ଉଚିତ୍‌ ତାହା ଯୋଗଗୁରୁଙ୍କ ପରାମର୍ଶରେ କଲେ ଭଲ। କେବଳ ଯୋଗ ନୁହେଁ କିଛି ମୁଦ୍ରା ମଧ୍ୟ ଶରୀରକୁ ସୁସ୍ଥ ରଖିବାରେ…

ଆଖି ସମସ୍ୟା ଥିଲେ ଆପଣନ୍ତୁ ଏହିସବୁ ଉପାୟ

ଆଖି ଶରୀରର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ଅଟେ। ଏହାଦ୍ୱାରା ଆମେ ସୁନ୍ଦର ପୃଥିବୀକୁ ଦେଖିବା ସଙ୍ଗେ ସଙ୍ଗେ ନିଜର ଜୀବନକୁ ଅତିବାହିତ କରିଥାଉ। ଏଥିପାଇଁ ଆଖିର ଯତ୍ନ ନେବା ଆମ ପାଇଁ ବହୁତ ଜରୁରୀ। ଜାଣନ୍ତୁ ଆଖି ସମସ୍ୟାର କିଛି ଘରୋଇ…

ଚାଲିରୁ ଜାଣନ୍ତୁ ବ୍ୟକ୍ତିତ୍ୱ

ମନୁଷ୍ୟର ଚାଲିଚଳଣ ଏବଂ ଭାବଭଙ୍ଗୀରୁ ବ୍ୟକ୍ତିତ୍ୱ ସମ୍ପର୍କରେ ଅନେକ କଥା ଜାଣିହୁଏ। ତେବେ ଆସନ୍ତୁ ଜାଣିବା ବ୍ୟକ୍ତିଙ୍କ ଚାଲି ତାଙ୍କ ବ୍ୟକ୍ତିତ୍ୱ ସମ୍ପର୍କରେ କ’ଣ ସୂଚନା ଦିଏ… * ଶୀଘ୍ର ଶୀଘ୍ର ଚାଲୁଥିବା ବ୍ୟକ୍ତିମାନେ ସର୍ବଦା ଏନର୍ଜେଟିକ୍‌ ଥା’ନ୍ତି। ଏହି ବ୍ୟକ୍ତିମାନେ…

ଏସବୁ କାରଣ ଯୋଗୁ ପ୍ରେମ ସମ୍ପର୍କରେ ଆସିଥାଏ ତିକ୍ତତା

ପ୍ରେମରେ ମନୋମାଳିନ୍ୟ ଓ ଛୋଟ ଛୋଟ ଝଗଡ଼ା ସାଧାରଣ କଥା। ହେଲେ ଅନେକ ସମୟରେ ଏହି ଝଗଡ଼ା ସମ୍ପର୍କ ଭାଙ୍ଗିଦେଇଥାଏ। ସାମାନ୍ୟ କଥାରେ ଅଲଗା ହୋଇଯିବା ଯୋଗୁ ପ୍ରେମୀଯୁଗଳଙ୍କ ଉପରେ ଏହାର ପ୍ରଭାବ ପଡ଼ିଥାଏ। ଝଗଡ଼ା ପରି ଆଉ କିଛି କାରଣ…

ଉଚ୍ଚ ରକ୍ତଚାପ ଏବଂ ଡାଇବେଟିସ୍‌ରୁ ଦୂରେଇ ରହିବା ଲାଗି ସକାଳୁ କରନ୍ତୁନି ଏପରି …

ସକାଳେ ଉଠି ସ୍ମାର୍ଟଫୋନ୍‌ ବ୍ୟବହାର କରିବା ଦ୍ୱାରା ମାନସିକ ସ୍ଥିତି ଉପରେ ଖରାପ ପ୍ରଭାବ ପଡ଼ିଥାଏ । ଅନେକ ସକାଳେ ଉଠି ଇ-ମେଲ୍‌ କିମ୍ବା ମେସେଜ୍‌ ଚେକ୍‌ କରନ୍ତି। ମାତ୍ର ଏପରି ନ କରିବାକୁ ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?