କ୍ୟାନସର ରୋଗ ହ୍ରାସ କରେ ହଳଦୀ
ଭାରତରେ ହଳଦୀର ବ୍ୟବହାର ମସଲା, ସୌନ୍ଦର୍ଯ୍ୟ ପ୍ରସାଧନ ତଥା ବିଭିନ୍ନ ରୋଗର ନିଦାନ ପାଇଁ କରାଯାଏ। କିନ୍ତୁ ଜାଣନ୍ତି ହଳଦୀ ମାରାମତ୍କ କ୍ୟାନସର୍ ରୋଗକୁ ମଧ୍ୟ କିଛି ମାତ୍ରାରେ ହ୍ରାସ କରିବାର ଗୁଣ ବହନ କରିଛି। ହଳଦୀରେ ଜଳ, ପ୍ରୋଟିନ୍, ଖଣିଜପଦାର୍ଥ,…
ଫୁଡ ପଏଜନିଙ୍ଗ୍ ଠାରୁ ମୁକ୍ତି ଦେବ ଏହି ଖାଦ୍ୟ
ପାଗ ବଦଳିବା ସହ ଖାଇବା-ପିଇବା ଏବଂ ଦୈନଦିନ ଜୀବନଶୈଳୀରେ ମଧ୍ୟ ପରିବର୍ତ୍ତନ ଆସିଥାଏ। ଖାସ କରି ବର୍ଷାଦିନେ ଖାଦ୍ୟପେୟକୁ ନେଇ ଅଧିକ ସାବଧାନ ରହିବାକୁ ପଡ଼ିଥାଏ। କାରଣ ବର୍ଷାଦିନେ ବାହାରର ଖାଦ୍ୟ ଶରୀର ପାଇଁ କ୍ଷତିକାରକ ହୋଇଥିବା ବେଳେ ଫୁଡ ପଏଜନିଙ୍ଗ୍…
ଜାଣନ୍ତୁ କିପରି ହୋଇଥିବେ ଆପଣଙ୍କ ପାର୍ଟନର
ସାଧାରଣତଃ ବୈବାହିକ ଜୀବନକୁ ନେଇ ପ୍ରାୟ ସମସ୍ତେ ଚିନ୍ତିତ ଥାନ୍ତି। ବିବାହ ପୂର୍ବରୁ ସମସ୍ତେ ଏହି କଥା ଭାବିଥାନ୍ତି ଯେ, ସେମାନଙ୍କ ପାର୍ଟନର କିପରି ହୋଇଥିବ। ତେବେ ମନରେ ଉଠୁଥବା ଏଭଳି ପ୍ରଶ୍ନର ସରଳ ସମାଧାନ କରିବ ଆପଣଙ୍କ ରାଶି। ତେବେ…
ନିଜ ପର୍ସନାଲିଟି ଅନୁଯାୟୀ କିପରି ଚୟନ କରିବେ ଡ୍ରେସ୍
ଫ୍ୟାସନେବୁଲ ଏବଂ ଷ୍ଟାଇଲିଶ ହେବାକୁ କାହାର ବା ଇଚ୍ଛା ନ ଥାଏ ? ଆଜିକାଲିର ଆଧୁନିକ ଯୁଗରେ ଯୁବତୀ ହୁଅନ୍ତୁ ଅବା ଗୃହିଣୀ ନିଜର ପର୍ସନାଲିଟି ବଢ଼ାଇବାକୁ ନିଜ ଡ୍ରେସ୍କୁ ଅଗ୍ରାଧିକାର ଦେଉଛନ୍ତି। ତେବେ ଏହି ସମୟରେ କେତୋଟି ବିଷୟ ପ୍ରତି…
ତ୍ୱଚାରେ ଆସିବ ଚମକ
ତ୍ୱଚାରେ କିପରି ଗ୍ଳୋ ଆସିବ ଏବଂ ତାହା ଆକର୍ଷଣୀୟ ଦେଖାଯିବ ସେ ସମ୍ପର୍କରେ ଟିପ୍ସ… ବୟସ ବଢ଼ିବା ସାଙ୍ଗକୁ ତ୍ୱଚା ପ୍ରତି ଅଧିକ ଧ୍ୟାନ ଦେବା ଦରକାର। ଏଥିପାଇଁ ଟ୍ୟାନିଂ,ପିଗ୍ମେଣ୍ଟେଶନ୍ ଆଦି ଅଣଦେଖା କରିବା ଉଚିତ୍ ନୁହେଁ। ମୁହଁରେ କୌଣସି ସମସ୍ୟା…
ଗର୍ଭାବସ୍ଥାରେ ସମସ୍ୟା ଓ ଥାଇରଏଡ୍
”ଯେତେବେଳେ ଥାଇରଏଡ୍ ଗ୍ରନ୍ଥିରୁ ଯଥେଷ୍ଟ ପରିମାଣର ହରମୋନ୍ ଉପତ୍ନ୍ନ ହୋଇ ନ ଥାଏ ସେତେବେଳେ ଏହା ଓଭ୍ୟୁଲେଶନ ସମୟରେ ଡିମ୍ବାଶୟରୁ ଡିମ୍ବାଣୁର ନିଷ୍କାସନ ଏବଂ ପ୍ରଜନନତାକୁ ହ୍ରାସ କରାଇଥାଏ । ସାଧାରଣ ଲକ୍ଷଣ ଯାହାକି ଆପଣଙ୍କର ହାଇପୋଥାଇରୋଡିଜିମ୍ ଗୁଡ଼ିକ ଅବସନ୍ନତା କିମ୍ବା…
ସିଙ୍କ୍ ସଫା କରିବାର ସରଳ ଉପାୟ
ସିଙ୍କ୍ର ଉପଯୁକ୍ତ ଯତ୍ନ ନ ନେଲେ ସେଥିରେ ଖାଦ୍ୟ ପଦାର୍ଥର ଅବଶିଷ୍ଟାଂଶ ଜମା ହୋଇ ଦୁର୍ଗନ୍ଧ ସୃଷ୍ଟି ହୋଇଥାଏ। ତେବେ ଏହାକୁ ଦୂର କରିବାକୁ ନିମ୍ନୋକ୍ତ ଟିପ୍ସ ଆପଣେଇ ପାରନ୍ତି… ନ୍ୟାପ୍ଥାଲିନ୍ ଗୋଲି : ଦୁର୍ଗନ୍ଧ ଦୂର କରିବାକୁ ହେଲେ ଏହା…
ମସ୍ତିଷ୍କକୁ ଚାପମୁକ୍ତ ରଖେ ଏହି ରସ…
ସକାଳୁ ଖାଲି ପେଟରେ ଲାଉ ରସ ପିିଇଲେ ସୁଫଳ ମିଳିଥାଏ। ଏହାଦ୍ୱାରା ରକ୍ତରେ କୋଲେଷ୍ଟରଲସ୍ତର ହ୍ରାସ ପାଏ। ମେଦବହୁଳତା କ୍ଷେତ୍ରରେ ଏହା ମହୋଷଧୀ ଭଳି କାମ କରେ। ଲାଉ ରସରେ ପ୍ରଚୁର ପରିମାଣରେ ଭିଟାମିନ୍-‘ସି’, ଆଣ୍ଟି-ଅକ୍ସିଡାଣ୍ଟ, ଜିଙ୍କ୍ ପ୍ରଭୃତି ରହିଥାଏ। ନିୟମିତ…
ମୁଖ ଦୁର୍ଗନ୍ଧ ଦୂର କରିବ ଅଦା ଚା’
ଅଦା ଚା’ ଥଣ୍ଡା କିମ୍ବା ବର୍ଷା ଦିନେ ବିଭିନ୍ନ ରୋଗରୁ ରକ୍ଷା କରିଥାଏ। ଏହି ଚା’ ସେବନ ଦ୍ୱାରା ଚିଡଚିଡାପଣ ଦୂରେଇଯାଏ। ଏବେ ଏକ ଗବେଷଣାରୁ ଜଣାପଡ଼ିଛି, ଅଦା ଚା’ ମୁଖ ଦୁର୍ଗନ୍ଧ ଦୂର କରିବାରେ ମଧ୍ୟ ବିଶେଷ ଭୂମିକା ନିର୍ବାହ…
ଭାତ ବଳିଯାଇଥିଲେ ସେଥିରୁ ତିଆରି କରନ୍ତୁ ଏହି ସ୍ବାଦିଷ୍ଟ ଖାଦ୍ୟ
ଦୈନନ୍ଦିନ ଜୀବନରେ ସନ୍ଧ୍ୟା ସମୟରେ କିଛି ଜଳଖିଆ ଖାଇବାକୁ ସବୁ ପସନ୍ଦ କରିଥାନ୍ତି। ପ୍ରତିଦିନ ମହିଳା ମାନେ ରୋଷେଇ କରିବା ପରେ ବେଳେ ବେଳେ ଅଳ୍ପ ଭାତ ବଳିଯାଏ। ସେହି ଭାତକୁ ନ ଫୋପାଡି କାମରେ ଲଗାନ୍ତୁ। ଆସନ୍ତୁ ଦେଖିବା ବଳକା…
ସ୍ବା ସ୍ଥ୍ୟ ସୂ ଚ ନା
ଉଷୁମ ପାଣିରେ ଏକ ଚାମଚ ମହୁ ଏବଂ ଫାଳେ ଲେମ୍ବୁ ଚିପୁଡି ପିଅନ୍ତୁ। ଏହା ଓଜନ କମାଇବାରେ ଅନେକାଂଶରେ ସହାୟକ ହୋଇଥାଏ। ସକାଳେ ବିଛଣାରୁ ଉଠିବା ପରେ ଷ୍ଟ୍ରେଚିଂ ଏକ୍ସରସାଇଜ କରନ୍ତୁ। ଏହାଦ୍ୱାରା ରକ୍ତ ସଂଚାଳନ ସକ୍ରିୟ ରହିଥାଏ। ଜୀବନ ତାଲିକାରେ…
ଦାନ୍ତ ଘଷା : କିଛି କଥା
ଦାନ୍ତ ଘଷିବା ଆମର ଏକ ଅଭ୍ୟାସ। ହେଲେ ଏହା ପଛରେ ଏପରି କେତୋଟି କଥା ରହିଛି ଯାହା ଜାଣିବା ଆବଶ୍ୟକ। ଦୁଇ ଥର-ସକାଳେ ଏବଂ ରାତ୍ରି ଭୋଜନ ପରେ ଦାନ୍ତ ଘଷନ୍ତୁ। ଘଷିବା ପାଇଁ ଫ୍ଲୋରାଇ ଡେଟେଡ ଟୁଥ୍ପେଷ୍ଟ ବ୍ୟବହାର କରନ୍ତୁ।…
Archives


