ଜୀବନଚର୍ଯ୍ୟା

କଟା ପିଆଜ ଫ୍ରିଜ୍‌ରେ ରଖିବା ହାନିକାରକ

ଖାଇବାରେ ପିଆଜର ବ୍ୟବହାର ଅଧିକ ହୋଇଥାଏ। ପିଆଜ ବିନା ଖାଦ୍ୟର ସ୍ବାଦ ଯେମିତି ପାଣିଚିଆ ହୋଇଯାଏ। ପ୍ରାୟ ସମସ୍ତ ଭାରତୀୟ ନିଜ ରୋଷେଇରେ ପିଆଜର ଉପଯୋଗ କରିଥାନ୍ତି। ବିଶେଷକରି ସାଲାଡରେ ଏହାର ବ୍ୟବହାର ଅଧିକ ହୋଇଥାଏ। ତେବେ ପିଆଜକୁ ଭାଜି ଖାଆନ୍ତୁ…

ରକ୍ତଚାପ କମାଏ କଖାରୁ ମଞ୍ଜି

୨୮ ଗ୍ରାମ୍‌ କଖାରୁ ମଞ୍ଜିରେ୧୫୧ କ୍ୟାଲୋରି,୧୭ ଗ୍ରାମ୍‌ ଫାଇବର, ୭ ଗ୍ରାମ୍‌ ପ୍ରୋଟିନ୍‌, ୪ ଗ୍ରାମ୍‌ ମନୋସାଚ୍ୟୁରେଟେଡ ଫ୍ୟାଟ୍‌,୬ ଗ୍ରାମ ଓମେଗା-୬ ଫ୍ୟାଟ୍‌, ମାଙ୍ଗାନିଜ, ମ୍ୟାଗ୍ନେସିୟମ, ଫସ୍‌ଫରସ ରହିଛି। ଏଥିରେ ଥିବା ଫାଇଟୋଷ୍ଟେରଲ ବ୍ଲଡ୍‌ କୋଲେଷ୍ଟରଲ୍‌ କମ କରିବାରେ ସାହାଯ୍ୟ କରେ।…

ଜାଣନ୍ତୁ ହେପାଇଟାଇଟିସ୍‌ ରୋଗର ଲକ୍ଷଣ, ନିରାକରଣ

ଜୁଲାଇ ୨୮କୁ ବିଶ୍ୱ ହେପାଟାଇଟିସ୍‌ ଦିବସ ଭାବେ ପାଳନ କରାଯାଇଥାଏ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ କହିବା ଅନୁଯାୟୀ, ହେପାଟାଇଟିସ୍‌ ଏମିତି ଏକ ସଂକ୍ରାମକ ରୋଗ ଯାହା ଲିଭର ପ୍ରତି ବିପଦ ଆଣିଥାଏ। ଲିଭର ଆମ ଶରୀରର ମହତ୍ତ୍ୱପୂର୍ଣ୍ଣ ଅଙ୍ଗ। ଏହା ରକ୍ତରେ ଟକ୍ସସିନ୍‌ସକୁ…

କାର କିଣୁଥିଲେ ରଙ୍ଗ ପ୍ରତି ଦିଅନ୍ତୁ ବିଶେଷ ଧ୍ୟାନ

କାର କିଣିଲା ବେଳେ ଏହାର ରଙ୍ଗ ପ୍ରତି ମଧ୍ୟ ବିଶେଷ ଧ୍ୟାନ ଦେବା ଜରୁରୀ। କାରଣ ଏହାର ପ୍ରଭାବ ଆମ ଜୀବନ ଉପରେ ପଡିଥାଏ। ତେବେ କେଉଁ ରଙ୍ଗର କାର କିଣିବା ଦ୍ୱାରା କ’ଣ ସବୁ ପ୍ରଭାପ ପଡିଥାଏ, ସେ ସମ୍ପର୍କରେ….…

ଷ୍ଟାଇଲ ଷ୍ଟେଟ୍‌ମେଣ୍ଟରେ ଅଜବ ‘କ୍ଲଚ୍‌’

କ୍ଲଚ୍‌ ଏବେ ଷ୍ଟାଇଲ ଷ୍ଟେଟ୍‌ମେଣ୍ଟ ପାଲଟିଛି। ପାର୍ଟି ପାଇଁ ତ ଏହାର ଚାହିଦା ବେଶି। ତେବେ ଏମିତି ବି କିଛି କ୍ଲଚ୍‌ ଅଛି, ଯାହା ଦେଖିବାକୁ ବେଶ୍‌ ଅଜବ କିନ୍ତୁ ଆକର୍ଷକ। ଏହାକୁ କ୍ୟାରି କଲେ ଏକ ଡିଫରେଣ୍ଟ ଲୁକ୍‌ ମିଳିଥାଏ……

ଦିନରାତି ମୋବାଇଲ ବ୍ୟବହାର ତ୍ୱଚା ଉପରେ ପକାଏ କୁପ୍ରଭାବ

ବର୍ତ୍ତମାନ ସମୟରେ ମୋବାଇଲ ଶରୀରର ଏକ ଅବିଚ୍ଛେଦ୍ୟ ଅଙ୍ଗ କହିଲେ ଅତ୍ୟୁକ୍ତି ହେବ ନାହିଁ। ସକାଳୁ ରାତି ହେବାଯାଏ ଏହା ଆମ ହାତରେ ରହିଥାଏ । ଏହାକୁ ଗୋଟିଏ ମୁହୂର୍ତ୍ତ ଛାଡ଼ି ରହିବା ଅସମ୍ଭବ। ତେବେ ମୋବାଇଲର ବହୁଳ ବ୍ୟବହାର ସ୍ବାସ୍ଥ୍ୟ…

ମାସରେ ଥରେ ଦୁଇ ଥର କରନ୍ତୁ ଏପରି ମନ ରହିବ ହାଲ୍‌କା…

ହସିବା ଦ୍ୱାରା ମନ ହାଲ୍‌କା ରହିବା ସହ ଶରୀର ସୁସ୍ଥ ରହିିଥାଏ। କିନ୍ତୁ ବେଳେବେଳେ କାନ୍ଦିବା ଦ୍ୱାରା ମଧ୍ୟ ଶରୀରର ଅନେକ ସମସ୍ୟା ଦୂର ହୋଇଥାଏ। ବେଜିଂ ବିଶ୍ୱିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରୁ ଏହା ଜଣାପଡ଼ିଛି। ଆଖିରୁ ଲୁହ ବୋହି…

ଲବଙ୍ଗରେ ରହିଛି ବହୁ ଔଷଧୀୟ ଗୁଣ

ସାଧାରଣତଃ ଲୋକେ ଲବଙ୍ଗକୁ ମସଲା ରୂପେ ବ୍ୟବହାର କରିଥନ୍ତି। ଲବଙ୍ଗ ଖାଲି ଖାଦ୍ୟର ସ୍ବାଦ ବଢ଼ାଇ  ଥାଏ। ଲବଙ୍ଗର ବହୁ ଉପକାରୀ ତଥା ଔଷଧୀୟ ଗୁଣ  ରହିଛି। ଯାହା ଶରୀର ପାଇଁ ଲାଭଦାୟକ। ୧. ଏକ କପ୍‌ ପାଣିରେ ୪-୫ଟି ଲବଙ୍ଗ…

ବର୍ଷାଦିନେ ଓଜନ କମାଇବାର ସହଜ ଉପାୟ

ବର୍ଷାଦିନେ ଯଦି ଓଜନ କମାଇବା ପାଇଁ ଚାହୁଁଛନ୍ତି ତେବେ ଏହି ଫୁଡ୍‌ ଟିପ୍ସ୍‌ ଉପରେ ଗୁରୁତ୍ୱ ଦିଅନ୍ତୁ *ବର୍ଷାଦିନେ ତେଲଭାଜି ଖାଦ୍ୟ ଖାଇଲେ ଓଜନ ବୃଦ୍ଧି ହୋଇଥାଏ। ଏଣୁ ଏହା ବଦଳରେ ଓଜନ କମ୍‌ କରିବାକୁ ପୋଡା ମକା,ବାଦାମ କିମ୍ବା ଗଜା…

ହାର୍ଟ ଆଟାକ୍‌ ଆଶଙ୍କା ବି କମାଏ ଅଗରବତୀ…

ଅଗରବତୀ ଜାଳିବା ପଛରେ ଆଧ୍ୟାତ୍ମିକ କାରଣ ରହିଛି । ଅଗରବତୀ ଜଳାଇବା ଦ୍ୱାରା ସେଥିରୁ ବାହାରୁଥିବା ଧୂଆଁ ମନରେ ଆଣିଥାଏ ଶାନ୍ତି ଆଉ ଏଥିଯୋଗୁ ପରିବେଶରେ ସୃଷ୍ଟି ହୁଏ ଶୁଦ୍ଧ ବାତାବରଣ। ତେବେ ମନୋବୈଜ୍ଞାନିକ ଦୃଷ୍ଟିରୁ ବିଭିନ୍ନ ରୋଗର ଚିକିତ୍ସା ପାଇଁ…

ବ୍ୟାୟାମ ପରେ ଖାଆନ୍ତୁ ଏହିସବୁ ଖାଦ୍ୟ, ମିଳିବ ଅନେକ ଫାଇଦା

ବ୍ୟାୟାମ କରି ଆମେ ନିଜକୁ ଫିଟ୍‌ ରଖିଥାଉ। ଏଥିପାଇଁ ଓ୍ବାକିଂ, ଓ୍ବେଟ୍‌ ଟ୍ରେନିଂ, ଏରୋବିକ୍ସ, ଫୁଟ୍‌ବଲ, ରନିଂ ଆଦି ବିଭିନ୍ନ ପ୍ରକାରର ବ୍ୟାୟାମ କରିଥାଉ। ଏପରି କରିବା ଦ୍ୱାରା ଶରୀରରୁ ଶକ୍ତି ହ୍ରାସ ପାଇବା ସହ ପ୍ରୋଟିନ୍‌, ଭିଟାମିନ, କାର୍ବୋହାଇଡ୍ରେଟ୍‌ ପରି…

ବର୍ଷାଦିନେ ଅତ୍ୟଧିକ ଗରମ କଫି କିମ୍ବା ଚା’ ପିଉଥିଲେ ମାରାତ୍ମକ ରୋଗର ଶିକାର ହୋଇପାରନ୍ତି

ବର୍ଷାଦିନେ ଅତ୍ୟଧିକ ଗରମ କଫି କିମ୍ବା ଚା’ ପିଉଛନ୍ତି କି? ତେବେ ଅନେକ ମାରାତ୍ମକ ରୋଗର ଶିକାର ହୋଇପାରନ୍ତି। ଜାଣନ୍ତୁ ଏ ସମ୍ପର୍କରେ… ଚା’କୁ ଗ୍ୟାସ୍‌ରୁ ଓହ୍ଲାଇ କପ୍‌ରେ ଢାଳିବାର ପ୍ରାୟ ୫ ମିନିଟ୍‌ ପରେ ପିଅନ୍ତୁ। ନଚେତ୍‌ କ୍ୟାନ୍‌ସର ପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri