ଜୀବନଚର୍ଯ୍ୟା

ମାନସିକ ଅବସାଦରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ କପେ…

କଫି ଅନେକ ପୋଷକ ତତ୍ତ୍ୱରେ ଭରପୂର। ଏହା ଶରୀର ପାଇଁ ବେଶ୍‌ ଉପକାରୀ। ପ୍ରତିଦିନ ସକାଳୁ କପେ କଫି ପିଇଲେ ମାନସିକ ଅବସାଦ ଦୂର ହୁଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। କଫିରେ ଆଣ୍ଟିଅକ୍ସିଡାଣ୍ଟ୍‌ ରହିଛି। ଏହା ଶରୀରରେ ଫୁର୍ତ୍ତି ଆଣିଥାଏ।…

ଏସିଡିଟିରୁ ରକ୍ଷା ପାଇବାକୁ ଚାହୁଁଥିଲେ ଖାଲି ପେଟରେ ପିଅନ୍ତୁ ଏହି ରସ

ହର୍ବାଲ୍‌ ଔଷଧ ମଧ୍ୟରେ ଅଁଳା ଅନ୍ୟତମ। ଏହାର ବ୍ୟବହାର ପ୍ରାଚୀନ କାଳରୁ ଦୂରାରୋଗ୍ୟ ରୋଗର ଚିକିତ୍ସା ଏବଂ ସୌନ୍ଦର୍ଯ୍ୟ ପାଇଁ କରାଯାଇଆସୁଛି। ଭିଟାମିନ, ଫାଇବର୍‌, କ୍ୟାଲସିୟମ୍‌ ଏବଂ କାର୍ବୋହାଇଡ୍ରେଟ୍‌ ଭଳି ତତ୍ତ୍ୱରେ ଭରପୂର୍‌ ଥିବାରୁ ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପଯୋଗୀ।…

ମାନସିକ ଚାପଗ୍ରସ୍ତ ଥିଲେ ଏହିସବୁ ଦିଗପ୍ରତି ଧ୍ୟାନ ଦିଅନ୍ତୁ

ଆଜିର ଦୁନିଆରେ ପ୍ରତ୍ୟେକ ଲୋକ କାମ, ସଫଳତା, ପଦ ଓ ଅର୍ଥ ପଛରେ ଦୌଡ଼ୁଛନ୍ତି। ସମ୍ପର୍କରେ ମଧ୍ୟ ଆଗପରି ମଧୁରତା ନାହିଁ। ଲୋକମାନେ ଆତ୍ମକୈନ୍ଦ୍ରିକ ହୋଇଗଲେଣି ଯାହା ଦ୍ୱାରା ଏକୁଟିଆ ଅନୁଭବ କରୁଛନ୍ତି। ଖାଇବା ପିଇବାର ଅଭ୍ୟାସ ମଧ୍ୟ ବଦଳି ଗଲାଣି।…

ଦୂରାନ୍ତୁ ଝାଳ ଗନ୍ଧ…

ଗୃହିଣୀ ହୁଅନ୍ତୁ ଅବା କର୍ମଜୀବୀ, ବିଭିନ୍ନ କାର୍ଯ୍ୟର ଚାପ ଏବଂ ଅବିରତ ପରିଶ୍ରମ ଯୋଗୁ ଅଧିକାଂଶ ମହିଳାଙ୍କଠାରେ ଝାଳ ବୋହିବା ଏକ ସାଧାରଣ କଥା। ହେଲେ କେବେ କେବେ ଏହା ଗନ୍ଧ ହୋଇଥାଏ, ଯାହାକି ପରବର୍ତ୍ତି ସମୟରେ ବିଭିନ୍ନ ଇନ୍‌ଫେକ୍ସନର କାରଣ…

ପିଲାଙ୍କୁ କରନ୍ତୁ ବୁଦ୍ଧିଆ

ସବୁ ଅଭିଭାବକ ନିଜ ପିଲାଙ୍କୁ ବୁଦ୍ଧିମାନ କରିବାକୁ ଚାହାନ୍ତି। ହେଲେ ଏଥିପାଇଁ କେତୋଟି କଥା ପ୍ରତି ବିଶେଷ ଧ୍ୟାନ ଦେବାକୁ ହୋଇଥାଏ। ଜାଣି ରଖନ୍ତୁ ସେ ସମ୍ପର୍କରେ… ପ୍ରଥମ କଥା ହେଲା ଘରେ ପିଲା ପାଇଁ ଏକ କମ୍ଫର୍ଟେବଲ୍‌ ଏବଂ ଶାନ୍ତିପୂର୍ଣ୍ଣ…

ଗୃହିଣୀମାନଙ୍କର ସ୍ବାସ୍ଥ୍ୟ

ଗୃହିଣୀଟିର ଅକ୍ଳାନ୍ତ ପରିଶ୍ରମ, ଅବର୍ଣ୍ଣନୀୟ ଦୂରଦର୍ଶିତା, ଅକଳ୍ପନୀୟ ସ୍ବାର୍ଥ ତ୍ୟାଗ ତଥା ଅତୁଳନୀୟ ପାରଦର୍ଶିତା ହିଁ ଗୋଟିଏ ପରିବାରକୁ ସରସ ସୁନ୍ଦର କରିତୋଳେ, ତେଣୁ ଗୃହିଣୀଟିକୁ ସମ୍ମାନ ଦେବା ସହ ତା’ର ସ୍ବାସ୍ଥ୍ୟର ଯନତ୍ ନେବା ସାରା ପରିବାରର କର୍ତ୍ତବ୍ୟ… ଗୃହିଣୀ…

ଶୀତରେ ବି ଲାଗିବେ ସୁନ୍ଦର

ଶୀତରେ ତ୍ୱଚା ଏବଂ କେଶ ରୁକ୍ଷ ହୋଇଯାଏ। ହେଲେ ଏଥିପାଇଁ ବ୍ୟସ୍ତ ନ ହୋଇ କେତୋଟି ଘରୋଇ ଉପାୟ ଆପଣେଇଲେ ତ୍ୱଚା ଓ କେଶ ସୁନ୍ଦର ତଥା ଆକର୍ଷଣୀୟ ଲାଗିବ। ଜାଣିରଖନ୍ତୁ ସେ ସମ୍ପର୍କରେ… ଧୀରେ ଧୀରେ ଶୀତ ବଢ଼ିଲେ ଓଠ…

ଡାଇବେଟିସ୍‌ ପାଇଁ କଞ୍ଚାଲଙ୍କା

କଞ୍ଚାଲଙ୍କାରେ ରହିଛି ପ୍ରଚୁର ପରିମାଣରେ ଭିଟାମିନ୍‌ ଏ ଓ ସି। ଯାହା ଆମର ଦୃଷ୍ଟିଶକ୍ତି ବଢାଇବାରେ ସାହାଯ୍ୟ କରିଥାଏ। ଆଜିକାଲି ଅଧିକାଂଶ ଲୋକେ ଲାଲ ଲଙ୍କାକୁ ଖାଦ୍ୟରେ ସାମିଲ କରୁଥିବା ଦେଖାଯାଏ। ଯାହା ସ୍ବାସ୍ଥ୍ୟ ପାଇଁ ହାନିକାରକ। ନିକଟରେ ଏକ ଗବେଷଣାରୁ…

ଏସିଡିଟିରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧା ଗ୍ଲାସେ…

ସକାଳେ ଜିରା ମିଶା ଗୁଡ଼ପାଣି ପିଇଲେ ବହୁ ଉପକାର ହୋଇଥାଏ। ଏହା ଦ୍ୱାରା ପାଚନକ୍ରିୟା ସ୍ବାଭାବିକ ହେବା ସହିତ ରକ୍ତହୀନତାରୁ ମୁକ୍ତି ମିଳେ। ଏହା କୋଲେଷ୍ଟରଲସ୍ତର ନିୟନ୍ତ୍ରିତ କରି ହାର୍ଟ ଆଟାକ୍‌ରୁ ମୁକ୍ତି ଦେଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଖାଦ୍ୟ…

ଅର୍ଶ ରୋଗୀଙ୍କ ପାଇଁ ଉପକାରୀ ପାଚିଲା ଅମୃତଭଣ୍ଡା

ପାଚିଲା ଅମୃତଭଣ୍ଡା ଭିଟାମିନ୍‌ ଏ ଏବଂ ବି ର ଗୁଣରେ ଭରପୂର। ଏହାକୁ ଖାଇବା ସହିତ ସ୍କିନ୍‌ର ଯତ୍ନ ପାଇଁ ମଧ୍ୟ ବ୍ୟବହାର କରାଯାଏ। କଞ୍ଚା ଅମୃତଭଣ୍ଡାକୁ ତରକାରୀ କରାଯାଏ। ପାଚିଲା ଅମୃତଭଣ୍ଡାକୁ ଫଳ ଭାବରେ ଖିଆଯାଏ। ଏହା ସହିତ ଏହାକୁ…

ଠିଆ ହୋଇ ପାଣି ପିଉଛନ୍ତି କି…

ପାଣି ଶରୀର ପାଇଁ କେତେ ଗୁରୁତ୍ୱପୂର୍ଣ୍ଣ ସମସ୍ତେ ଜାଣିଛନ୍ତି। ଶରୀରକୁ ସୁସ୍ଥ ରଖିବାରେ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ମଣିଷ ଶରୀରରେ ପ୍ରାୟ ୬୦ରୁ ୭୦ ଭାଗ ଜଳ ରହିଥାଏ। ଏହା ମାଂସପେଶୀକୁ ସୁରକ୍ଷା ଦେବା ସହ ଶରୀରର ବିଭିନ୍ନ କୋଷକୁ…

କିଡ୍‌ନୀ ରୋଗୀ ଧ୍ୟାନ ଦିଅନ୍ତୁ

କିଡ୍‌ନୀ ରକ୍ତରୁ ନିର୍ଗତ ବିଷାକ୍ତ ପଦାର୍ଥକୁ ଛାଣି ଶରୀରରୁ ବାହାରକୁ ନିଷ୍କାସିତ କରେ। ଯେତେବେଳେ ଏହା କାମ କରିବା ବନ୍ଦ କରେ, ଶରୀରରେ ବିଷାକ୍ତ ପଦାର୍ଥ ଜମା ହୋଇ ବିଭିନ୍ନ ସମସ୍ୟା ସୃଷ୍ଟି ହୁଏ। ଅଧିକାଂଶ ସମୟରେ ମହିଳାଙ୍କଠାରେ ଏ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?