ଜୀବନଚର୍ଯ୍ୟା

ଭୁଲ୍‌ରେ ଫ୍ରିଜ୍‌ରେ ରଖନ୍ତୁ ନାହିଁ ଏହି ୬ଟି ଜିନିଷ

ସାଧାରଣତଃ ବ୍ୟସ୍ତବହୁଳତା ଜୀବନ ଯୋଗୁ ଲୋକମାନେ ସପ୍ତାହର ପନିପରିବା ଆଣି ଫ୍ରିଜ୍‌ରେ ରଖିଦେଇଥାନ୍ତି। ପ୍ରାୟ ସମୟରେ ଏହି ପନିପରିବା ବହୁଦିନ ପର୍ଯ୍ୟନ୍ତ ଫ୍ରିଜ୍‌ରେ ରହିଯାଇଥାଏ। ହେଲେ ଆପଣ ଅଜାଣତରେ କେତେ ବଡ଼ ଭୁଲ କରୁଛନ୍ତି ଜାଣିଛନ୍ତି କି? କିଛି ଜିନିଷ ଫ୍ରିଜ୍‌ରେ…

ମା’ କର୍ମଜୀବୀ ହୋଇଥିଲେ…

ପ୍ରକୃତି ମା’ ସ୍ତନରେ ଖଞ୍ଜିଦେଇଛି ଏକ ଅମୃତର ଉତ୍ସ। ଯାହାକି ଜନ୍ମ ହେବାପରେ ଶିଶୁ ବଞ୍ଚତ୍ବା ଲାଗି ସମସ୍ତ ଆବଶ୍ୟକ ଉପାଦାନ ସହ ଶିଶୁର ଶାରୀରିକ ତଥା ମାନସିକ ବିକାଶ ଲାଗି ସମସ୍ତ ପୋଷକତତ୍ତ୍ୱ ଶିଶୁ ଦେହରେ ପହଞ୍ଚାଇଥାଏ। ସାଧାରଣତଃ ଶିଶୁକୁ…

ସ୍ତନ୍ୟପାନ ବେଳେ ଅସୁବିଧା

ଶିଶୁ ଜନ୍ମ ପରେ କ୍ଷୀରର ପରିମାଣ କମ୍‌ ଥାଏ। ସାଧାରଣତଃ ତୃତୀୟ ଦିନ କ୍ଷୀର ସର୍ବାଧିକ ଝରିଥାଏ। ତେଣୁ ତା’ ପର ଠାରୁ ସ୍ତନ ଟାଣ ହେବା ଏବଂ ଦରଜ ହେବା ଆରମ୍ଭ ହୋଇଥାଏ। କେବଳ ଏତିକି ନୁହେଁ କେବେ କେବେ…

ସ୍ତନ୍ୟପାନ ମା’କୁ ଦେଇଥାଏ ଅଖଣ୍ଡ ଲାବଣ୍ୟ

ମା’ ସ୍ତନରୁ ଝରୁଥିବା କ୍ଷୀର ଶିଶୁ ପାଇଁ ଅମୃତର ଧାରା। ଯାହା ପ୍ରତିଷେଧକ ଟିକା ସଦୃଶ ଶିଶୁକୁ ସମସ୍ତ ରୋଗ ଓ ଜଟିଳତାରୁ ରକ୍ଷା କରିଥାଏ। ଏହା କେବଳ ଶିଶୁ ପାଇଁ ଉପକାରୀ ନୁହେଁ ବରଂ ଏହା ଦ୍ୱରା ମା’ ମଧ୍ୟ…

ପ୍ରକୃତିର ବରଦାନ: ମା’ର ଖାଦ୍ୟ

ମା’ କ୍ଷୀର ଶିଶୁ ପାଇଁ ସର୍ବୋତ୍ତମ। ଏ ସମ୍ପର୍କରେ ବିଶ୍ୱବ୍ୟାପୀ ପ୍ରସାର କରିବା ପାଇଁ ୧୯୯୧ ମସିହା ଫେବୃୟାରୀ ୧୪ରେ ଓ୍ବାଲର୍‌ଡ ଆଲିଆନ୍ସ ଫର୍‌ ବ୍ରେଷ୍ଟ ଫିଡିଙ୍ଗ୍‌ ଆକ୍ସନ ପ୍ରତିଷ୍ଠା କରାଯାଇଥିଲା। ୧୯୯୨ ମସିହାରୁ ଅଗଷ୍ଟ ପ୍ରଥମ ସପ୍ତାହକୁ ପ୍ରଥମ ଥର…

ଉଚ୍ଚ ରକ୍ତଚାପରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସେ…

ସକାଳେ ଗୁଡ଼ପାଣି ପିଇଲେ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ପୋଟାସିୟମ୍‌ ଏବଂ ସୋଡିୟମ୍‌ ରହିଥାଏ। ଫଳରେ ରକ୍ତଚାପ ନିୟନ୍ତ୍ରଣ କରିବାରେ ଗୁଡ଼ପାଣି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଅଧାଗ୍ଲାସେ ଗୁଡ଼ପାଣି ନିୟମିତ ପିଇଲେ ଲିଭର ସମସ୍ୟା ଦୂର…

ମନକୁ ଖୁସି ରଖିବା ପାଇଁ ପ୍ରତିଦିନ ଏଥିରୁ ଗୋଟିଏ…

ପ୍ରତିଦିନ ଲାଲ୍‌ ଲଙ୍କା ଖାଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏଥିରେ କ୍ୟାପ୍ସେସିନ୍‌ ନାମକ ରାସାୟନିକ ପଦାର୍ଥ ରହିଥାଏ। ଏହା ସ୍ନାୟୁତନ୍ତ୍ରକୁ ସୁରକ୍ଷିତ ରଖିଥାଏ। ଏହା ମସ୍ତିଷ୍କରେ ଡୋରଫିନ୍‌ ହରମୋନ୍‌ କ୍ଷରଣକୁ ତ୍ୱରାନ୍ବିତ କରିଥାଏ। ଫଳରେ ମନରେ ଖୁସି ଜାତ ହୋଇ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରେ ପିଆଜପାଣି

ବର୍ଷାଦିନେ ଭୂତାଣୁ ଓ ବ୍ୟାକ୍ଟେରିଆ ଜନିତ ସଂକ୍ରମଣ ବୃଦ୍ଧି ପାଇବା ଦ୍ୱାରା ଶରୀରର ରୋଗ ପ୍ରତିରୋଧକ ଶକ୍ତି କମିଯାଏ। ଥଣ୍ଡା, କାଶ ଓ ଜ୍ୱର ଯୋଗୁ ଶରୀର ଦୁର୍ବଳ ହୋଇଯାଏ। ଏହି ସବୁ ସମସ୍ୟା ପିଆଜ ପାଣି ହିଁ ଦୂର କରିପାରିବ।…

କ୍ୟାନ୍‌ସର ଓ ମସଲାଯୁକ୍ତ ଖାଦ୍ୟ

ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚିନ୍ତାର କାରଣ ସାଜିଥିବା କେତେକ ପ୍ରମୁଖ ରୋଗ ମଧ୍ୟରୁ କ୍ୟାନ୍‌ସର ଅନ୍ୟତମ। ଅବଶ୍ୟ ଏବେ କେତେକ କ୍ୟାନ୍‌ସରକୁ ପ୍ରାରମ୍ଭିକ ଅବସ୍ଥାରେ ଚିହ୍ନଟ କରି ତାହାର ସମ୍ପୂର୍ଣ୍ଣ ଚିକିତ୍ସା କରାଯାଇପାରୁଛି। ତେବେ ଏହାଠାରୁ ଦୂରେଇ ରହିବାର ଏକ ସରଳ…

ସ୍ମରଣ ଶକ୍ତି ବଢ଼ାଏ ନ୍ୟୁରନ୍‌

ସ୍ମରଣ ଶକ୍ତିରେ ତାରତମ୍ୟ ଦେଖାଦେଲେ ଆମେ ଜଟିଳ ପରିସ୍ଥିତିର ସାମ୍‌ନା କରିଥାଉ। ଏହା କିପରି ସକ୍ରିୟ ରହିବ ସେ ନେଇ ନ୍ୟୁରନ୍‌ ନାମକ ତତ୍ତ୍ୱର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ନ୍ୟୁରନ ତତ୍ତ୍ୱ ଉପରେ ତନ୍ନ ତନ୍ନ ଗବେଷଣା କରିବା ସମୟରେ ୟୁନିଭର୍ସିଟି…

ଅଣ୍ଟା ବିନ୍ଧା ଓ ମୋବାଇଲ୍‌

ବର୍ତ୍ତମାନ ଦୁନିଆରେ ମୋବାଇଲ୍‌ର ମହତ୍ତ୍ୱ କେତେ ତାହା କହିବା ବାହୁଲ୍ୟ। କାରଣ ପ୍ରତିଟି କ୍ଷେତ୍ରରେ ଏହାକୁ ବ୍ୟବହାର କରାଯାଇପାରୁଛି। ହେଲେ ଯଦି ଜଣେ ବ୍ୟକ୍ତି ନିଜକୁ ଅଧିକାଂଶ ସମୟ ମୋବାଇଲ୍‌ ସହ ଜଡିତ ରଖୁଛନ୍ତି ତେବେ ସେ ଟିକେ ସତର୍କ ରହିବା…

କେତେ ଅପକାରୀ ରିଫ୍ରିଜିଂ ଖାଦ୍ୟ

ଆଜିକାଲି ଖାଦ୍ୟ ହେଉ କି ପନିପରିବା-ଏଗୁଡ଼ିକ ରେଫ୍ରିଜରେଟ ବା ଫ୍ରିଜ୍‌ରେ ରଖିବା ଏକ ସାଧାରଣ କଥା ପାଲଟିଗଲାଣି। କାରଣ ତା’ ଭିତରେ ସେଗୁଡ଼ିକ ବେଶ୍‌ ସୁରକ୍ଷିତ ହୋଇ ରହିଥାଏ। ଏହି ପ୍ରଣାଳୀକୁ ‘ରିଫ୍ରିଜିଂ’ କୁହାଯାଏ। ହେଲେ ଆମେ ଆବଶ୍ୟକ ସମୟରେ ଫ୍ରିଜ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri