ଜୀବନଚର୍ଯ୍ୟା

ବଳକା ତେଲରେ ଖାଦ୍ୟ ପ୍ରସ୍ତୁତି କରୁଛନ୍ତି କି? ସାବଧାନ! ହୋଇପାରେ ଏସବୁ ମାରାତ୍ମକ ରୋଗ

ସାଧାରଣତଃ କିଛି ଖାଦ୍ୟପଦାର୍ଥ ଛାଣି ସାରିବା ପରେ ତେଲ ବଳି ଯାଇଥାଏ। ଅନେକ ଲୋକ ସେହି ତେଲକୁ ରଖି ପୁଣି ଥରେ ରୋଷେଇରେ ବ୍ୟବହାର କରିଥା’ନ୍ତି। କିନ୍ତୁ ଏହି ତେଲ ସ୍ବାସ୍ଥ୍ୟ ପକ୍ଷେ ଖୁବ୍‌ କ୍ଷତିକାରକ। ଏହା କର୍କଟ ଏବଂ ହୃଦ୍‌ରୋଗ…

ପିଆଜର ଉପକାରୀ ଗୁଣ

ଆୟୁର୍ବେଦ ଅନୁଯାୟୀ ପିଆଜ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ବେଶ୍‌ ସହାୟକ ହୋଇଥାଏ। ଏଥିରେ ରହିଛି ସଲଫର, ଏମିନୋ ଏସିଡ ଓ ଭିଟାମିନ୍ସ। ବିଶେଷ କରି କଞ୍ଚା ପିଆଜ ଖାଇଲେ ଏହା ଉପକାର ଅନେକ। -ନିୟମିତ ଖାଦ୍ୟରେ କଞ୍ଚା…

ଫ୍ୟାଶନରେ ଅଳତା

ପୂଜା ପାର୍ବଣ ସମୟରେ ମହିଳାମାନେ ବି ଆକର୍ଷଣୀୟ ଦେଖାଯିବା ପାଇଁ ନିଜକୁ ଖୁବ୍‌ ସୁନ୍ଦର ଭାବେ ସଜାଇଥାନ୍ତି। ଝିଲ୍‌ମିଲ୍‌ ଡ୍ରେସ୍‌ କିମ୍ବା ଶାଢି ସାଙ୍ଗକୁ ମ୍ୟାଚିଂ ଜୁଏଲେରୀ ଆଉ ତା’ସହିତ ସୁନ୍ଦର ଦେଖାଯିବା ଭଳି ମେକ୍‌ଅପ୍‌ ସେମାନଙ୍କୁ ଆଟ୍ରାକ୍ଟିଭ୍‌ ଲୁକ୍‌ ଦେଇଥାଏ।…

ମେଦବହୁଳତାରୁ ଦୂରେଇ ରହିବା ପାଇଁ ଖାଆନ୍ତୁ ଏହି ପରିବା…

ସବୁଜ ପନିପରିବା ଦେହ ପାଇଁ ଉପକାରୀ । ଡାକ୍ତରମାନେ ସବୁଜ ପନିପରିବା ଖାଇବା ଉପରେ ଗୁରୁତ୍ୱ ଦେଇଥାଆନ୍ତି। କାରଣ ଏଥିରେ ପ୍ରଚୁର ପରିମାଣରେ ଭିଟାମିନ ଥାଏ। ଏହି ସବୁଜ ପନିପରିବା ଔଷଧ ଠାରୁ ବି ଅଧିକ କାମ କରେ ବୋଲି ଆୟୁର୍ବେଦରେ…

ଦୀର୍ଘାୟୁ ହେବାପାଇଁ ପିଅନ୍ତୁ ୮କପ୍‌ କଫି

ନିୟମିତ ଦିନକୁ ୮ କପ୍‌ କଫି ପିଇଲେ ଜଣେ ଦୀର୍ଘାୟୁ ହେବ ବୋଲି ଜଣାପଡିଛି। ବ୍ରିଟେନର କଫି ପିଉଥିବା ପ୍ରାୟ ଏକ ମିଲିୟନ୍‌ ବ୍ୟକ୍ତିଙ୍କୁ ନେଇ କରାଯାଇଥିବା ଏକ ଗବେଷଣାରୁ ଏହା ଜଣାପଡିଛି। ହେଲେ ଗର୍ଭାବସ୍ଥାରେ କଫି ପିଇବା କ୍ଷତିକାରକ ବୋଲି…

ଡାଇବେଟିସ ନିୟନ୍ତ୍ରଣ କରେ ମେଥି

ଆୟୁର୍ବେଦିକ ବିଶେଷଜ୍ଞଙ୍କ ଅନୁସାରେ, ଡାଇବେଟିସ ନିୟନ୍ତ୍ରଣ କରିବା ପାଇଁ ମେଥି ସବୁଠୁ ଭଲ। ଏଥିପାଇଁ ଗଜା ମେଥି ମଧ୍ୟ ବ୍ୟବହାର କରିପାରିବେ। ରାତିରେ କିଛି ମେଥିକୁ ପାଣିରେ ଭିଜାଇ ସକାଳୁ ଖାଲି ପେଟରେ ଏହାର ପାଣି ପିଇଲେ ଡାଇବେଟିସ ରୋଗୀଙ୍କ ପାଇଁ…

ଦୀପାବଳି : ଘରର ସୁଖ ସମୃଦ୍ଧି ଲାଗି ଏସବୁ ବିଷୟ ପ୍ରତି ଦିଅନ୍ତୁ ଧ୍ୟାନ

ଆଲୋକର ପର୍ବ ଦୀପାବଳି। ଏହି ପର୍ବରେ ଘରର ସୁଖ ସମୃଦ୍ଧି ଲାଗି ଅନେକ ବିଷୟ ଉପରେ ଧ୍ୟାନ ଦେବାକୁ ପଡ଼ିଥାଏ। ଏହି ଦିନରେ ମହାକାଳୀଙ୍କ ପୂଜା ଲାଗି ଘର ସାଜ୍ଜସଜ୍ଜା କରାଯାଇଥାଏ। ତେବେ ଜାଣନ୍ତୁ ଏହି ଦିନରେ କେଉଁସବୁ ଗୁରୁତ୍ୱପୂର୍ଣ୍ଣ ବିଷୟ…

ତେଜପତ୍ର ଚା’ ପିଅନ୍ତୁ ଏସବୁ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଆନ୍ତୁ

ବେଳେବେଳେ ଥଣ୍ଡା ସର୍ଦ୍ଦି ଭଳି ଛୋଟ ଛୋଟ ରୋଗରେ ପଡିଲ ଆମ ରୋଷେଇ ଘରେ ଥିବା କିଛି ଜିନିଷ ବ୍ୟବହାର କରି ଆମେ ରୋଗମୁକ୍ତ ହୋଇଥାଉ। ବିଶେଷ କରି ରୋଷେଇରେ ବ୍ୟବହୃତ କିଛି ମସଲାରେ ରହିଥିବା ଔଷଧୀୟ ଗୁଣ ଆମକୁ ସୁସ୍ଥ…

କୋଲେଷ୍ଟରଲ କମାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ଦୈନନ୍ଦିନ ଖାଦ୍ୟପେୟ ତାଲିକାର ଆମେ ବିଭିନ୍ନ ପ୍ରକାର ପନିପରିବା ବ୍ୟବହାର କରିଥାଉ। ଏସବୁ ପନିପରିବା ମଧ୍ୟରେ ଆଳୁର ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ବିନା ଆଳୁରେ ରୋଷେଇ ଯେପରି ଅସମ୍ଭବ ଲାଗେ। ରୋଷେଇରେ ଆଳୁର ବିଭିନ୍ନ ପ୍ରକାର ବ୍ୟବହାରକୁ ନେଇ ଆମେ…

ରକ୍ତହୀନତା ଦୂର କରେ ସଜନା ଶାଗ

ବାଡିବଗିଚାରେ ସଜନା ଶାଗ ଅତି ସହଜରେ ମିଳିଯାଏ। ସଜନା ସାଗ ହେଉ କି ଛୁଇଁ ସମେସ୍ତ ଏହା ଖାଇବାକୁ ଭଲ ପାଆନ୍ତି। ଏଥିରେ ପ୍ରଚୁର ଖଣିଜତତ୍ତ୍ୱ ଥିବାରୁ ଏହାକୁ ଶକ୍ତିର ଗନ୍ତାଘର ମଧ୍ୟ କୁହାଯାଏ। ସଜନାରେ ପ୍ରାୟ ୪୬ ପ୍ରକାରର ଆଣ୍ଟି…

ସୁଫିଆନା ପନିର ଟିକା

ପୁରୀ ସହରର ବିଭିନ୍ନ ହୋଟେଲ ଏବଂ ରେଷ୍ଟୁରାଣ୍ଟ୍‌ରେ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକ ଙ୍କ ରୁଚିକୁ ଦେଖି ସୁଆଦିଆ ଖାଦ୍ୟ ପ୍ରସ୍ତୁତ କରାଯାଏ। କେତେକ ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ଉଭୟ ଆମିଷ ଓ ନିରାମିଷ ଖାଦ୍ୟ ପ୍ରସ୍ତୁତ ହେଉଥିଲେ ମଧ୍ୟ ସୁସ୍ବାଦୁ…

ଏହି ଚୋପା ଖାଆନ୍ତୁ, କ୍ୟାନସରଠାରୁ ଦୂରେଇ ରୁହନ୍ତୁ…

କମଳାରେ ଅନେକ ପୋଷକ ତତ୍ତ୍ୱ ରହିଛି। ଏଥିରେ ଲୌହ, ପୋଟାସିୟମ, କ୍ୟାଲସିୟମ୍‌, ଫ୍ରୁକ୍ଟୋଜ, ଡେକ୍ସଟ୍ରୋଜ, ଭିଟାମିନ ଏ, ବି ଓ ସି ରହିଥାଏ। କେବଳ ରସ ନୁହେଁ କମଳାର ଚୋପା ମଧ୍ୟ ଦରକାରୀ। କମଳା ଚୋପା ଖାଇଲେ କ୍ୟାନସର ମଧ୍ୟ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?