ଜୀବନଚର୍ଯ୍ୟା

କିପରି ହେବ ବର୍ଷାଦିନର ପରିଧାନ

ବର୍ଷାଦିନ ଆରମ୍ଭ ହୋଇଗଲେ ମହିଳାଙ୍କ ଚିନ୍ତା ରହିଥାଏ ଯେ ଏହି ଦିନରେ କ’ଣ ପିନ୍ଧିବେ ଆଉ ପିନ୍ଧିବେନି। ଯଦି ଆପଣ ଏଥିରେ ସାମିଲ ତେବେ ବ୍ୟସ୍ତ ହୁଅନ୍ତୁ ନାହିଁ। କାହିଁକି ନା ଆମେ ଏଠାରେ କେତୋଟି ଟିପ୍ସ ଦେଉଛୁ କ’ଣ ପିନ୍ଧିବେ…

ସ୍ମାର୍ଟ କିଚେନ୍‌

ଆଜିକାଲି ସମସ୍ତେ ମଡ୍ୟୁଲାର କିଚେନ୍‌ ପସନ୍ଦ କରୁଛନ୍ତି। କିଚେନ୍‌ ମଡ୍ୟୁଲାର ହେବା ସହ ଏହାର ଯତ୍ନନେବା ମଧ୍ୟ ଜରୁରୀ। ଏହାର ସଫାସୁତରା ପ୍ରତି ମଧ୍ୟ ଧ୍ୟାନ ଦେବା ଆବଶ୍ୟକ। ସାଧାରଣତଃ କିଚେନ୍‌ ଅପରିଷ୍କାର ରହିଲେ ଅଧିକ ବ୍ୟାକ୍ଟେରିଆ ଜନ୍ମ ନେଇଥାନ୍ତି ।…

ବର୍ଷାଦିନରେ କେଶର ଯତ୍ନ

ବର୍ଷାଦିନରେ ବଢ଼ୁଥିବା କେଶ ସମସ୍ୟା ଚିନ୍ତାର କାରଣ ହୋଇପାରେ। ଏଥିଲାଗି ଆପଣଙ୍କୁ କେତୋଟି ଉପାୟ ଦିଆଯାଉଛି ଯାହାକୁ ଆପଣାଇ ହେବେ ଟେନସନ୍‌ ଫ୍ରି । ଜାଣନ୍ତୁ ଏ ସମ୍ପର୍କରେ … ମନ୍‌ସୁନ୍ ରେ  ସ୍କାଲ୍ପକୁ ଡ୍ରାଏ ରଖନ୍ତୁ । ଯଦି  ବର୍ଷାରେ କେଶ…

ସ୍ମରଣ ଶକ୍ତି ବଢାଏ ସୁଖ ନିଦ୍ରା

ରାତିର ଅଧୁରା ନିଦ ଅନେକ ରୋଗର କାରଣ ସାଜିଥାଏ। ଏବେ ସ୍ନାୟୁ ବୈଜ୍ଞାନିକ ଦାବି କରିଛନ୍ତି, ରାତିର ସୁନିଦ୍ରା ସ୍ବାସ୍ଥ୍ୟକୁ ସୁସ୍ଥ ରଖିବା ସହ ସ୍ମରଣ ଶକ୍ତି ବୃଦ୍ଧି କରିଥାଏ। ନିଦ୍ରାରେ ବ୍ୟାଘାତ ସୃଷ୍ଟି ହେବା ଦ୍ୱାରା ଆଲଝେମିୟର୍‌ ଭଳି ରୋଗର…

ଶରୀର ସକ୍ରିୟ ରହିଲେ ଇନ୍‌ଫେକ୍‌ଶନ ଆଶଙ୍କା କମ୍‌ ଥାଏ

ଆମେ ଯଦି ସନ୍ତୁଳିତ ଖାଦ୍ୟ ଖାଇବା ସହ ଉପଯୁକ୍ତ ବିଶ୍ରାମ ନେବା, ତେବେ ଆମେ ଅନେକାଂଶରେ ସୁସ୍ଥ ରହିପାରିବା। ବେଳେବେଳେ ଶରୀରର କାର୍ଯ୍ୟଧାରାରେ ଶିଥିଳତା ପରିଲକ୍ଷିତ ହୋଇଥାଏ। ଏହାଦ୍ୱାରା ଆମକୁ କେତେକ ଶାରୀରିକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ତେବେ ସବୁଠାରୁ…

ସୁନିଦ୍ରା ପାଇଁ ସ୍ମାର୍ଟ ପାଇଜାମା

ଆଜିକାଲି ଅନେକେ ନିଦ୍ରାଜନିତ ସମସ୍ୟା ସହ ଜଡ଼ିତ। ଆମେ ଆବଶ୍ୟକ ସମୟ ମୁତାବକ ନିଦ୍ରା ନ ଗଲେ ବିଭିନ୍ନ ପ୍ରକାର ଶାରୀରିକ ଅସୁବିଧାର ସମ୍ମୁଖୀନ ହୋଇଥାଉ। ସୁନିଦ୍ରାର ଏକ ସହଜ ଉପାୟ ବିଷୟରେ ନିକଟରେ ଆମେରିକାସ୍ଥିତ ୟୁନିଭର୍ସିଟି ଅଫ୍‌ ମାସାଚ୍ୟୁଟ୍‌ସ ପକ୍ଷରୁ…

ଫୁଡ୍‌ ପଏଜନିଂ

ଏବେ ବର୍ଷାଦିନ। ଏଣୁତେଣୁ ଖାଦ୍ୟ ଏବଂ ଦୂଷିତପାଣି ସଂସ୍ପର୍ଶରେ ଆସିଲେ ଫୁଡ୍‌ ପଏଜନିଂ ପରି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଏପରି କି ଏହି ସମସ୍ୟା ଗୁରୁତର ହେଲେ ହସ୍ପିଟାଲରେ ଆଡମିଶନ ହୋଇ ଚିକିତ୍ସିତ ହେବାକୁ ପଡ଼ିପାରେ। ଏହାଠାରୁ ନିଜକୁ କିପରି ଦୂରେଇ…

ଯନ୍ତ୍ରଣାରୁ ଉପଶମ ଦେବ ଡିଭାଇସ

କାଲିଫର୍ନିଆରେ ଥିବା ମେଡ୍‌ଟେକ୍‌ କମ୍ପାନୀ ଅଧୀନ ମାୟୋସାଇନ୍ସ ନାମକ ସଂସ୍ଥାର ଗବେଷକମାନେ ଏକ ଆୟୋଭେରା-ସି କ୍ରାୟୋଆନାଲଜେସିଆ ଡିଭାଇସ ପ୍ରସ୍ତୁତ କରିଛନ୍ତି। ଏହା ଯନ୍ତ୍ରଣା ଲାଘବ କରିବାରେ ଅନେକାଂଶରେ ସହାୟକ ହୋଇପାରିବ। ବିଶେଷଭାବରେ ଆଣ୍ଠୁଗଣ୍ଠି ଯନ୍ତ୍ରଣା କ୍ଷେତ୍ରରେ ଏହା ଉପକାରୀ ସାବ୍ୟସ୍ତ ହେବ…

କୋଲୋନ୍‌ କ୍ୟାନ୍‌ସର ଓ ଭେଣ୍ଡି

କୋଲୋନ୍‌ କ୍ୟାନ୍‌ସରରେ ଆକ୍ରାନ୍ତ ବ୍ୟକ୍ତିଙ୍କ ପାଇଁ ଭେଣ୍ଡି ଉପକାରୀ ସାବ୍ୟସ୍ତ ହୋଇଥାଏ। ୟୁନିଭର୍ସିଟି ଅଫ୍‌ ଲଣ୍ଡନର ପୁଷ୍ଟିବିଜ୍ଞାନୀମାନେ ଭେଣ୍ଡିର ସ୍ବାସ୍ଥ୍ୟୋପକାରୀ ଗୁଣ ସମ୍ପର୍କରେ ଗବେଷଣା କରିବା ସମୟରେ ଏ ସମ୍ପର୍କରେ ଜାଣିପାରିଛନ୍ତି। ସେମାନଙ୍କ ଦ୍ୱାରା ସମ୍ପାଦିତ ସଦ୍ୟ ଗବେଷଣାରୁ ଏହା ଜଣାପଡ଼ିଛି।…

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ପ୍ରତିଦିନ ଏଥିରୁ ଚାମୁଚେ…

ଶରୀରର ଆବଶ୍ୟକତା ପୂରଣ ଲାଗି ପ୍ରତିଦିନ ଖାଦ୍ୟରେ ଚାମୁଚେ ଗୁଆଘିଅ ସାମିଲ କଲେ ବେଶ୍‌ ସୁଫଳ ମିଳିଥାଏ। ଏହା ହାର୍ଟ ଆଟାକ୍‌ ଓ ମେଦବହୁଳତା ଆଶଙ୍କା ଦୂର କରେ। ଗୁଆଘିଅ ଖାଇଲେ ରକ୍ତରେ ଏଚ୍‌ଡିଏଲ ସ୍ତର ବୃଦ୍ଧି ପାଏ। ଯାହାକି ହାର୍ଟ…

ସ୍ତନ୍ୟପାନ କରାଉଥିଲେ ଧୂମପାନ ହାନିକାରକ

ଧୂମପାନ କରିବା ଏବଂ ଏହା ସଂସ୍ପର୍ଶରେ ରହିବା ଉଭୟ ସ୍ବାସ୍ଥ୍ୟ ପାଇଁ ହାନିକାରକ। ଏହା ସବୁଠୁ ଅଧିକ ମହିଳାଙ୍କ ପାଇଁ କ୍ଷତିକାରକ ହୋଇଥାଏ, ଯେଉଁମାନେ ନବଜାତକଙ୍କୁ ସ୍ତନ୍ୟପାନ କରାଉଥାନ୍ତି। ଶିଶୁଙ୍କୁ ସ୍ତନ୍ୟପାନ କରାଉଥିବା ମା’ମାନେ ଯଦି ଘରେ ଧୂମପାନ ସଂସ୍ପର୍ଶରେ ଆସନ୍ତି,…

ଅତ୍ୟଧିକ ଆମ୍ବ ସେବନ ସ୍ବାସ୍ଥ୍ୟପକ୍ଷେ ହାନିକାରକ

ଆମ୍ବ ଦେଖିବାକୁ ଯେତିକି ସୁନ୍ଦର ଖାଇବାକୁ ତା’ଠୁ ଅଧିକ ସ୍ବାଦିଷ୍ଟ। ବର୍ଷାଦିନରେ ଆମ୍ବର ମଜା ନେବାକୁ ପ୍ରାୟ ସମସ୍ତଙ୍କୁ ବେଶି ପସନ୍ଦ ହୋଇଥାଏ। ଏହା ପୋଷକ ତତ୍ତ୍ୱ ସହ ଭିଟାମିନ ଇ, କପର, ପୋଟାସିୟମ, ଆଇରନ ଆଦିରେ ଭରପୂର ହୋଇଥାଏ। ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri