ସ୍ତନ କର୍କଟରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…
ମାଛ ଶରୀର ପାଇଁ ଉପକାରୀ। ସପ୍ତାହରେ ଥରେ ମାଛ ଖାଇଲେ ସ୍ତନ କର୍କଟରୁ ମୁକ୍ତି ମିଳିଥାଏ ବୋଲି ମିସିଗାନ୍ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ଗବେଷକଙ୍କ ମତରେ ଯେଉଁମାନେ ସପ୍ତାହକୁ ଦୁଇ ତିନି ଥର ମାଛ ଖାଉଛନ୍ତି…
ହାଇ ବ୍ଲଡ ପ୍ରେସର କମ୍ କରିବାରେ ସାହାଯ୍ୟ କରେ ସାରୁ
ସାରୁ ଖାଇବାକୁ ଅଧିକାଂଶ ଲୋକେ ପସନ୍ଦ କରନ୍ତି ନାହିଁ। ହେଲେ ଏହା ଶରୀରକୁ ଅନେକ ରୋଗଠାରୁ ଦୂରେଇ ରଖିଥାଏ ବୋଲି ନିକଟରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି। ସାରୁରେ ପ୍ରଚୁର ପରିମାଣରେ ପୋଟାସିୟମ ରହିଛି। ଏକ କପ୍ ସାରୁରେ ପାଖାପାଖି ୩୨୦ମିଲିଗ୍ରାମ…
ଶରୀରର କୌଣସି ସ୍ଥାନରେ ଖଣ୍ଡିଆ ହୋଇଥିଲେ ଆପଣାନ୍ତୁ ଅରଖ ଫୁଲ
ଅରଖ ଫୁଲରେ ରହିଥାଏ ଅନେକ ପ୍ରକାର ଔଷଧୀୟ ଗୁଣ। ଏହା ଶ୍ୱାସ, କ୍ଷତଚିହ୍ନ, ରକ୍ତଚାପ ଏବଂ ଆଲର୍ଜି ଭଳି ସମସ୍ୟାରୁ ମଧ୍ୟ ରକ୍ଷା କରିଥାଏ। ଅରଖ ପତ୍ର ଓ ଫୁଲର ବ୍ୟବହାର ମଧୁମେହ ଭଳି ରୋଗରୁ ମଧ୍ୟ ଆରୋଗ୍ୟ ପ୍ରଦାନ କରିଥାଏ।…
ସ୍ବାସ୍ଥ୍ୟ ପାଇଁ ଉପକାରୀ କେଶର
କେଶର ଶରୀର ପାଇଁ ଉପକାରୀ ହୋଇଥିବା ବେଳେ ଏହାକୁ ଖାଇଲେ ବହୁ ରୋଗରୁ ମୁକ୍ତି ମିଳିପାରିବ। କେଶର ହଜମ ପ୍ରକ୍ରିୟାକୁ ତ୍ୱରାନିତ କରିଥାଏ। ଏହା କିଡ୍ନୀ, ମୂତ୍ରାଶୟ ଏବଂ ଲିଭରଜନିତ ସମସ୍ୟାକୁ ଦୂର କରି ରକ୍ତ ବିଶୋଧନ କରିଥାଏ। ଋତୁସ୍ରାବରେ ଅନିୟମିତତା…
ରାତିରେ ଭାତ ଖାଉଥିଲେ ଜାଣନ୍ତୁ କ’ଣ ମିଳେ ଉପକାର
ପ୍ରାୟ ଲୋକ ରାତିରେ ଭାତ ଖାଇବାକୁ ପସନ୍ଦ କରିଥାନ୍ତି। କିନ୍ତୁ ଭାତରୁ କ’ଣ ଉପକାର ମିଳିଥାଏ ତାହା ଅନେକଙ୍କୁ ନ ଥିବ। ଭାତରେ ଭିଟାମିନ୍ ଏବଂ ମିନେରାଲ ରହିଥାଏ। ଯାହା ପତଳା ଝାଡ଼ା ବନ୍ଦ କରିଥାଏ। ଭାତ ଆଜ୍ମା ରୋଗୀଙ୍କ ପାଇଁ…
ସ୍ବା ସ୍ଥ୍ୟ ସୂ ଚ ନା
ବ୍ୟସ୍ତ ରହିଲେ ମଧ୍ୟ ରାତିରେ ଶୋଇବା ସମୟ ଏପରି ସ୍ଥିର କରନ୍ତୁ, ଯେମିତି ଆପଣ ୫-୬ ଘଣ୍ଟା ଶୋଇ ପାରିବେ। ଯିବା ପୂର୍ବରୁ ମନରେ ନକାରାତ୍ମକ ଚିନ୍ତାଧାରା ଆଦୌ ଆଣନ୍ତୁ ନାହିଁ। କାରଣ ଏହାର ସିଧାଳଖ ପ୍ରଭାବ ନିଦ୍ରା ଉପରେ ପଡିଥାଏ।…
ଦୃଷ୍ଟିଶକ୍ତି ପ୍ରଖର କରେ ଅଲିଭ୍ ତେଲ
ଦୃଷ୍ଟିଶକ୍ତିକୁ ପ୍ରଖର କରିବା ପଛରେ ଅଲିଭ୍ ତେଲର ମଧ୍ୟ ଭୂମିକା ରହିଛି। ୟୁନିଭର୍ସିଟି ଅଫ ଲଣ୍ଡନର ଚକ୍ଷୁ ବିଶେଷଜ୍ଞଙ୍କ ଦ୍ୱାରା ହୋଇଥିବା ସଦ୍ୟତମ ଗବେଷଣାରୁ ଏ ସମ୍ପର୍କରେ ସୂଚନା ମିଳିଛି। ‘ଦୃଷ୍ଟିଶକ୍ତି ଏବଂ ଅଲିଭ୍ ତେଲ’ ସମ୍ପର୍କିତ ବିଷୟବସ୍ତୁକୁ ନେଇ ଏମାନଙ୍କ…
ଓଜନ କମାଇବ ବ୍ୟକ୍ତିତ୍ୱ
ଓଜନ ବଢ଼ିବା ଆଜିକାଲି ଏକ ସାଧାରଣ କଥା ପାଲଟିଗଲାଣି। କେତୋଟି ବିଷୟ ପ୍ରତି ସଚେତନ ନ ହେଲେ ଓଜନ ବୃଦ୍ଧି ପରୋକ୍ଷରେ ଆଉ କେତେକ ରୋଗକୁ ଡାକିଆଣିଥାଏ। ତେବେ ଓଜନ କମାଇବା ତାଲିକାରେ ଆଉ ଏକ ଜିନିଷକୁ ଯୋଡ଼ିଛନ୍ତି ସିଡ୍ନୀ ୟୁନିଭର୍ସିଟିର…
ବସବାସ: ପୃଥିବୀରେ ଆଗ ନା ମଙ୍ଗଳରେ…
ସୌରମଣ୍ଡଳରେ ଥିବା ଗ୍ରହଗୁଡ଼ିକ ମଧ୍ୟରେ କେବଳ ପୃଥିବୀରେ ହିଁ ଜୀବନ ଧାରଣ ପାଇଁ ଆବଶ୍ୟକ ଉପାଦାନ ରହିଛି। ତେବେ ବସବାସ କେଉଁ ଗ୍ରହରେ ପ୍ରଥମେ ସମ୍ଭବ ହୋଇଥିଲା, ତାକୁ ଜାଣିବା ପାଇଁ ଏବେ ତର୍ଜମା ଚାଲିଛି। ଆମେରିକାର ମହାକାଶ ଗବେଷଣା ସଂସ୍ଥା…
ବଳୟ ଗ୍ରହର ନୀଳ ବିଜୁଳି
‘ପୃଥିବୀ ଗ୍ରହକୁ ବାୟୁମଣ୍ଡଳ ଘେରି ରହିଥିବାରୁ ବିଜୁଳି ମାରିବା ସମ୍ଭବ ହେଉଛି। ଯଦି ଏଠାରେ ବାୟୁମଣ୍ଡଳ ନ ଥାଆନ୍ତା, ତା’ହେଲେ ବାଦଲ ନ ଥାଆନ୍ତା କି ବିଜୁଳି-ଘଡ଼ଘଡ଼ି ଅନୁଭୂତ ହୁଅନ୍ତା ନାହିଁ। ଆମେ ପୃଥିବୀ ଉପରେ ରହୁ। ପୃଥିବୀ ଗୋଟିଏ ଗ୍ରହ।…
ସ୍ବାସ୍ଥ୍ୟୋପକାରୀ ଲେମ୍ବୁପାଣି
ଲେମ୍ବୁପାଣି ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ, ତାହା କହିବା ବାହୁଲ୍ୟ। ସେ ସମ୍ପର୍କିତ କେତୋଟି ଟିପ୍ସ.. ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସାହାଯ୍ୟ କରିଥାଏ। କାରଣ ଏଥିରେ ଭିଟାମିନ୍ ‘ସି’ ଏବଂ ଆଣ୍ଟିଅକ୍ସିଡାଣ୍ଟ ଭରି ରହିଛି। ପିଇବା ଦ୍ୱାରା…
ଆଜ୍ମାରୁ ଦୂରେଇ ରହିବା ପାଇଁ ସପ୍ତାହରେ ୨ ଥର କରନ୍ତୁ ଏପରି…
ସଜନା ଛୁଇଁ ଖାଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏହା ଶରୀରକୁ ରଖିଥାଏ ସୁସ୍ଥ। ସଜନା ଛୁଇଁରେ ପ୍ରଚୁର ମାତ୍ରାରେ ଭିଟାମିନ୍ ଏବଂ ପ୍ରୋଟିନ୍ ରହିଛି। ଏଥିରେ ଭିଟାମିନ୍ ସି ଥିବାରୁ ଏହା ବିଭିନ୍ନ ରୋଗ ସଂକ୍ରମଣରୁ ରକ୍ଷା କରେ ବୋଲି…
Archives


